ବନକଲାଗି ବିଭ୍ରାଟ ଓ ରତ୍ନଭଣ୍ଡାର ପ୍ରସଙ୍ଗରେ ଆଲୋଚନା ନେଇ ଏଜେଣ୍ଡାରେ ସ୍ଥିର ହୋଇନି । ତେବେ ସଭାପତିଙ୍କ ଅନୁମତି କ୍ରମେ ଏହି ଦୁଇ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ କି ନାହିଁ, ତାକୁ ଅପେକ୍ଷା ରହିଛି ।
ଇଏ ବି ଜଣେ ମାଆ । ହଠାତ୍ ବନ୍ୟା ପାଣି ମାଡିଆସିଲା ଆଉ ଫଶିଗଲେ କୁନିକୁନି ଛୁଆ । ବହୁତ ଚେଷ୍ଟା କରିବା ପରେ ବି ପିଲାଙ୍କୁ ଉଦ୍ଧାର ନକରିପାରିବାରୁ ପୋଲିସଙ୍କ ପାଖରେ ପହଞ୍ଚିଥିଲା ମାଆ । ଭୁକିଲା, ଉଦ୍ଧାର ପାଇଁ କାକୁତି ମୀନତି ହେଲା । ଶେଷରେ ଛୁଆମାନେ ଉଦ୍ଧାର ହେବା ପରେ...
ଏଣିକି ଆଉ ଟେନ୍ସନ୍ ନାହିଁ । ଯେଉଁଠି ଆକ୍ସିଡେଣ୍ଟ ହେବ ସେଇଠି ମାମଲା ଚାଲିବ ବୋଲି କିଛି ମାନେ ନାହିଁ । ଆପଣ ନିଜ ସୁବିଧା ଅନୁସାରେ ଥାନାରେ ମାମଲା କରିପାରିବେ ।
ମନମୋହନ ଜାରି କରିଥିବା ଉପସଭାପତିଙ୍କ ତାଲିକାରେ ନାଉରୀ ନାୟକ, ଅପରାଜିତା ଷଡ଼ଙ୍ଗୀ, ରବି ନାଏକ, ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ନାଁ ରହିଛି ।
ଆଲୁମିନିୟମ ବୋଝେଇ ଟ୍ରକର ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ମୃତ ଡ୍ରାଇଭରଙ୍କ ପରିଚୟ ମିଳିନାହିଁ । ଆଜି ଭୋର ୪ଟା ସମୟରେ ଦୁଇଟି ଯାକ ଟ୍ରକ କୋଲକାତା ଅଭିମୁଖେ ଯାଉଥିବା ବେଳେ ଲୁହା ଚାଦର ବୋଝେଇ ଟ୍ରକକୁ ପଛରୁ ଧକ୍କା ଦେଇ ଆଲୁମିନିୟମ ବୋଝେଇ ଟ୍ରକଟି ଜଳିଯାଇଛି ।
ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୪ ତାରିଖ ଶୁକ୍ରବାର। ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...କେଉଁ ସମୟରେ ଆରମ୍ଭ କରିବେ ଶୁଭ କାର୍ଯ୍ୟ
ସାଳନ୍ଦୀରେ ପାଣି ଆସିବା ଯୋଗୁଁ ଭଦ୍ରକ ବ୍ଲକର ଦୁଇ ପଞ୍ଚାୟତ ବନ୍ୟାରେ ପ୍ରଭାବିତ ହୋଇଛି । ଭଣ୍ଡାରିପୋଖରୀ ବ୍ଲକ ଓ ଧାମନଗର ବ୍ଲକରେ ଅନେକ ସ୍ଥାନ ଓ ଗାଁ ଜଳବନ୍ଦୀ ହୋଇଛି ।
ଧୁଷୁରୀ, ଅସୁରାଳି, କଶିମପୁର, ହାସନାବାଦ, ପଙ୍ଗଟା, ଫଳପୁର, ଆଦି ପଞ୍ଚାୟତ ପ୍ରଭାବିତ ହୋଇଛି ।
ଉତ୍ତରବାଙ୍କୀ ଓ ତିଗିରିଆ ବ୍ଲକର ୯ଟି ପଞ୍ଚାୟତର ଶହଶହ ଏକର ଚାଷଜମି ଜଳମଗ୍ନ ହୋଇପଡ଼ିଛି। ନୟାଗଡ଼ ଜିଲ୍ଲାରେ ଗାଁ ସହିତ ବିଲବାଡ଼ି, ରାସ୍ତାଘାଟ, ପୋଲ ବି ବୁଡ଼ିଛି ।
ନକ୍ସଲ୍ ଦମନ ଓ ବିପର୍ଯ୍ୟୟ ପରିଚାଳନା ନେଇ ରାଜ୍ୟ ସରକାରଙ୍କ ସହ କରିବେ ଆଲୋଚନା।
ମହାନଦୀରେ ୨୦ ଫୁଟର ଘାଇ ସୃଷ୍ଟି ହେବା ଯୋଗୁ ଗାଁ ଜଳବନ୍ଦୀ ହୋଇଛି। କୁଜଙ୍ଗ ବ୍ଲକ୍ ଅନ୍ତର୍ଗତ ତେରମାଣପୁର ଗାଁ ନିକଟରେ ଏହି ଘାଇ ସୃଷ୍ଟି ହୋଇଛି।
ବାପା, ମା’ଙ୍କୁ ହତାଦର କରିଥିବା ସନ୍ତାନଙ୍କୁ ସବକ୍ ଶିଖାଇଲେ ବାପା । ମା’ର ଦେହାନ୍ତ ପରେ ମୁଖାଗ୍ନି ଦେବାରୁ ବଞ୍ଚିତ କଲେ ନିଜ ୩ ପିଲାଙ୍କୁ ।
୯୦ଟି ବ୍ଲକର ୭୬୨ ଗାଁ ଓ ୧୭ଟି ସହରାଞ୍ଚଳର ୬୬ ୱାର୍ଡ ପ୍ରଭାବିତ
ବାହାରେ ମିଳୁଥିବା ଚଟପଟା ଫାଷ୍ଟଫୁଡ୍ କେତେ ସ୍ୱାସ୍ଥ୍ୟକର ?
ଗତ ବର୍ଷ ମେ ୧୫ରେ ୧୫ ବର୍ଷର ଝିଅ ସାଇସମୃଦ୍ଧିକୁ ହରାଇଥିଲେ। ହେଲେ ଆଶ୍ୱାସନା ଏତିକି ନିଜର ପ୍ରଥମ ସନ୍ତାନର ଜୀବନ୍ତ ସ୍ମୃତିକୁ ପାଇବାର ସୌଭାଗ୍ୟ ମିଳିଛି। କାହିଁକି ନା ମୃତ୍ୟୁ ପରେ ନିଜର କିଡନୀ ଦେଇ ଆଉ ଜଣଙ୍କୁ ଜୀବନ ଦେଇ ଯାଇଛନ୍ତି ସାଇସମୃଦ୍ଧା।
ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଟିପ୍ପଣୀ ଉପରେ ଭାରତର ପ୍ରତିକ୍ରିୟା । ସବୁ ପଡୋଶୀ ଦେଶଙ୍କ ସହ ସ୍ବାଭାବିକ ସମ୍ପର୍କ ପାଇଁ ଭାରତ ଆଗ୍ରହୀ ।
ଆଜିର ଶୁଣାଣି ପରେ ମୁସଲିମ ପକ୍ଷ ଏହାକୁ ପୁଣି ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିବେ ବୋଲି କହିଛନ୍ତି।
ପୁଣି ଚଳଚଂଚଳ ହୋଇଛି ରାଜଧାନୀର ବ୍ୟସ୍ତ ବହୁଳ ବଜାର।
୨୦୨୪ ସାଧାରଣ ନିର୍ବାଚନ ଉପରେ ଫୋକସ୍ କରି ଆଗାମୀ ଦିନରେ ବିଜେପିର ରୋଡମ୍ୟାପ୍ ନେଇ ବି ମାନସ ମନ୍ଥନ ହେବ। ଯାହାକୁ ନେଇ ଉତ୍ସାହିତ ପଦ୍ମ ଶିବିର।
ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି କୋରାଇ ବ୍ଲକ ସାଳବା ଗାଁ। କେବଳ କୋରାଇ ବ୍ଲକ ନୁହେଁ, ଜିଲ୍ଲାର ଯାଜପୁର ବ୍ଲକ ସମେତ ଦଶରଥପୁର, ବିଞ୍ଝାରପୁର ବ୍ଲକ ସାଂଘାତିକ ପ୍ରଭାବିତ ହେଲାଣି ବୈତରଣୀ ନଦୀରେ ଆସିଥିବା ବର୍ଷର ପ୍ରଥମ ବନ୍ୟା ଜଳରେ।
ରୁଆ ଧାନ ବିଲରେ ଲହଡି ଭାଙ୍ଗୁଛି ବନ୍ୟା ଜଳ..ବେକେ ପାଣିରେ ବୁଡି ରହିଛି ପରିବା ଫସଲ ।
ମୁଣ୍ଡୁଳିରୁ ସାଢ଼େ ୯ ଲକ୍ଷ କ୍ୟୁସେକ୍ ପାଣି ପ୍ରବାହିତ । ପୁରୀ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ନେଇ ଚିନ୍ତା ।
୨୦୧୨ ମସିହାରେ ଆରମ୍ଭ ହୋଇଥିବା ଜାଇକା ପ୍ରକଳ୍ପ ନିର୍ମାଣ କାମ ୪ ବର୍ଷରେ ଶେଷ କରିବାକୁ ଚୁକ୍ତି ହୋଇଥିଲା। ଏହାମଧ୍ୟରେ ୧୨ ବର୍ଷ ବିତି ଯାଇଥିଲେ ମଧ୍ୟ ଏହା ସମ୍ପୂର୍ଣ୍ଣ ହେବାର ନାଁ ନେଉନାହିଁ ।