ଭାଙ୍ଗିଗଲା ସ୍ୱପ୍ନ..ଚାଲିଗଲା ଜୀବନ..ପ୍ରେମିକ ପାଲଟିଲା ସୈତାନ୍
୧୧ ଜିଲ୍ଲାର ସରକାରୀ ଓ ଘରୋଇ ସ୍କୁଲ ଛୁଟି ରହିବ । ସ୍କୁଲ ବନ୍ଦ ଲାଗି ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ।
ତଳିଆ ଅଞ୍ଚଳ ଲୋକଙ୍କୁ ଉଚ୍ଚ ସ୍ଥାନକୁ ଆସିବାକୁ ପରାମର୍ଶ । ଭଣ୍ଡାରି ପୋଖରୀରୁ ଯାଜପୁରକୁ ଯୋଗାଯୋଗ ବିଚ୍ଛିନ୍ନ ।
ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ବନ୍ୟା ସ୍ଥିତି । ବହୁ ଅଞ୍ଚଳ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ।
ଏହି ହିଂସାକାଣ୍ଡ ପଛରେ ରହିଛି କି କୌଣସି ଷଡ଼ଯନ୍ତ୍ର? ଅଚାନକ୍ ଉତ୍ତେଜନା ସୃଷ୍ଟି ପଛର କାରଣ କଣ?
ଆପଣ ନିଶ୍ଚିତ ବାଇକ୍ରେ ପୁଅ-ଝିଅଙ୍କର କିଛି ଷ୍ଟଣ୍ଟ୍ ଭିଡିଓ ଦେଖିଥିବେ ଏବଂ ନିଶ୍ଚୟ ଭାବିଥିବେ ସେମାନେ ବୋଧେ ନିଜ ଜୀବନକୁ ଭଲ ପାଆନ୍ତି ନାହିଁ। ତେବେ ବର୍ତ୍ତମାନ ଯେଉଁ ଭିଡିଓଟି ଭାଇରାଲ୍ ହେଉଛି ସେଥିରେ ଆପଣ ବାଇକ୍ ଉପରେ ତ ରୋମାଣ୍ଟିକ୍ ସିନ ଦେଖିବେ, ଏହା କିନ୍ତୁ କୌଣସି ପୁଅ-ଝିଅଙ୍କର ନୁହେଁ। ଦୁଇ ଝିଅ ଚଳନ୍ତା ବାଇକ୍ରେ ରୋମାନ୍ସ କରୁଥିବା ଦେଖିବାକୁ ମିଳେ।
ଲଗାଣ ବର୍ଷା ଓ ବନ୍ୟା ସ୍ଥିତି ଯୋଗୁଁ ଆସନ୍ତାକାଲି ସ୍କୁଲ ଛୁଟି ଘୋଷଣା ହୋଇଛି । ରାଜ୍ୟର ୯ଟି ଜିଲ୍ଲାରେ ସରକାରୀ ଓ ବେସରକାରୀ ସ୍କୁଲ ଗୁଡ଼ିକ ଆସନ୍ତାକାଲି ଛୁଟି ରହିବ ।
ରତ୍ନଗିରି ପାହାଡ଼ସ୍ଥିତ ବନ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର ହୋଇଛନ୍ତି ମା’ଙ୍କ ବିଗ୍ରହ । ଧୀରେ ଧୀରେ ବନ୍ୟା ପାଣି ବଢ଼ିବାରୁ ଏପରି ନିଷ୍କତ୍ତି ନିଆଯାଇଛି ।
କୁରୁମୁଣ୍ଡା ନାଳ ଉପରେ ପାଞ୍ଚ ଫୁଟ ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ମନମୁଣ୍ଡା-ଶଗଡା ମଧ୍ୟରେ ଯୋଗାଯୋଗ ବି ଠପ୍ ହୋଇଛି । ବୌଦ୍ଧ ଜିଲ୍ଲାର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ ହୋଇଛି । ସହରର ତଳିଆ ଅଞ୍ଚଳରେ ବର୍ଷା ପାଣି ଲୋକଙ୍କ ଘରେ ପଶି ଜୀବନ ଅସ୍ତବ୍ୟସ୍ତ କରିଛି ।
ଡ୍ରେନ ଓ ରାସ୍ତା ଏକାକାର ହୋଇଯାଇଥିବାରୁ ମୁକୁଳା ଡ୍ରେନରେ ଗଳିପଡ଼ିଥିଲେ ସୁଜାତା । ଏଥର ବର୍ଷା ବିତ୍ପାତରେ ଖାଲି ଯେ ନୟାପଲ୍ଲୀରେ ଏଭଳି ଦୁର୍ଦ୍ଦଶା ଦେଖିବାକୁ ମିଳିଛି ତା’ନୁହେଁ ।
ଏବେଠୁ ସାତକୋଶିଆରେ ବାଘଙ୍କ ଖାଦ୍ୟ ପାଇଁ ହରିଣ, ସମ୍ବର, କୁଟୁରା ଆଦି ତୃଣଭୋଜି ପ୍ରାଣୀଙ୍କ ବଂଶବୃଦ୍ଧି ଉପରେ ପଦକ୍ଷେପ ନିଆଯାଉଛି । ପ୍ରାଥମିକ ଭାବେ ଅନୁଗୁଳସ୍ଥିତ ନାଲକୋ ଚିଡ଼ିଆଖାନାରୁ ୬୦ଟି ଚିତ୍ରା ହରିଣକୁ ରାଇଗୁଡ଼ା ଅଞ୍ଚଳରେ ଛାଡ଼ିବା ବ୍ୟବସ୍ଥା ହୋଇଛି ।
ସ୍ୱାଭାବିକ ମୃତ୍ୟୁ ପାଇଁ ୨ ଲକ୍ଷ ସହାୟତା ଘୋଷଣା । ନିର୍ବାଚନୀ ସ୍କିମ୍ କହି ତାଚ୍ଛଲ୍ୟ କଲେ ବିରୋଧୀ ।
ବିଜେଡିକୁ ଟାର୍ଗେଟ କଲେ କଂଗ୍ରେସ୍, ଆପ୍, ଶିବସେନା । ବିଜେଡିର କଣ ବାଧ୍ୟବାଧକତା ଅଛି ଉଠିଛି ପ୍ରଶ୍ନ ।
ନକଲି ୱେବସାଇଟ୍ ଖୋଲି ପର୍ଯ୍ୟଟକଙ୍କୁ ଲଗାଉଛନ୍ତି ଚୂନ । ପୁରୀ ଓ ଭୁବନେଶ୍ବରରେ ଠକେଇକୁ ନେଇ ବଢ଼ିଲା ଚିନ୍ତା
ଦିଲ୍ଲୀରେ ସବୁ ବଡ଼ ବଡ଼ିଆ ଅଫିସର- ନେତା- ମନ୍ତ୍ରୀ ରହୁଥିଲେ ବି ତାଙ୍କ ନାକ ତଳେ ଏତେ ପରିମାଣର ନକଲି ବିଶ୍ୱବିଦ୍ୟାଳୟ କିଭଳି ଖୋଲାଯାଇଛି, ସେନେଇ ସମସ୍ତଙ୍କ ମନରେ ପ୍ରଶ୍ନ ଉଠିଛି ।
ମହିଳାଙ୍କ ଅଭିଯୋଗ ପାଇବା ପରେ ପୋଲିସ ସ୍ୱାମୀ ନାଁରେ ମାମଲା ରୁଜୁ କରିବା ସହ ଶ୍ୱଶୁର ଘରର ୬ ଜଣଙ୍କ ନାଁରେ ବି ମାମଲା ରୁଜୁ କରିଛି । ତଦନ୍ତ ପରେ ସମସ୍ତଙ୍କୁ ଗିରଫ କରାଯିବ ବୋଲି ପୋଲିସ କହିଛି ।
ପ୍ରାଣ ହରାଇଥିବା ଚିତାର ନାଁ ଧରିତ୍ରୀ। ସେ ୨୦୨୦ ଏପ୍ରିଲ ମାସରେ ନାମିବିୟା ଅଭ୍ୟାୟରଣରେ ଜନ୍ମ ହୋଇଥିଲା। ସାଢ଼େ ୩ ବର୍ଷ ବୟସ ହୋଇଥିବା ବେଳେ ସେ ଭାରତ ଆସିଥିଲା।
ତୋଷାଳି ୱାକର୍ସ କ୍ଲବର ମାସିକ ସାଧାରଣ ସଭା ତୋଷାଳି କ୍ଲବର ମୁଖ୍ୟ ସଭାପତି ଡ. ସଂଗ୍ରାମ କେଶରୀଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି।
ବର୍ତ୍ତମାନ ବୁଲାବିକାଳୀ, ଛୋଟ ଦୋକାନୀ, ଘରୋଇ ସହାୟକ, ରିକ୍ସାବାଲା, ଅଟୋ ଡ୍ରାଇଭର, ମୋଚି, କୃଷି ଶ୍ରମିକ, ଜଙ୍ଗଲ ଶ୍ରମିକ, ସମ୍ବାଦପତ୍ର ହକର ଏବଂ ସଫେଇ କର୍ମଚାରୀଙ୍କ ପରି ୧୦ଟି ବର୍ଗର ଲୋକ ବୋର୍ଡର କଲ୍ୟାଣ ଯୋଜନାରେ ସୁବିଧା ପାଉଛନ୍ତି । ଏବେ ଆଉ ୫୦ ବର୍ଗର ଅଣସଂଗଠିତ କର୍ମଚାରୀଙ୍କୁ ଏହି ବୋର୍ଡର କଲ୍ୟାଣ ଯୋଜନାରେ ସାମିଲ କରାଯିବ ।
'ଜେଲର' ରିଲିଜ୍କୁ ନେଇ ରଜନୀକାନ୍ତଙ୍କ ପ୍ରଶଂସକଙ୍କ ମଧ୍ୟରେ ବହୁତ କ୍ରେଜ୍ ରହିଛି। ରଜନୀକାନ୍ତ ମଧ୍ୟ ଏହି ଫିଲ୍ମର ରିଲିଜକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। କାରଣ ଏହା ପରେ ସେ ଫିଲ୍ମରୁ ବିରତି ନେବେ ବୋଲି କୁହାଯାଉଛି। ହେଲେ କାହିଁକି…
ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି ।
ସନ୍ଧ୍ୟା ସୁଦ୍ଧା ଆଖୁଆପଦାରେ ବନ୍ୟାଜଳ ବିପଦ ସଙ୍କେତ ଟପିବ। ତେଣୁ ବୈତରଣୀ ନଦୀକୁ ଛାଡ଼ିଦେଲେ ଅନ୍ୟ ନଦୀରେ ବନ୍ୟା ସ୍ଥିତି ନାହିଁ।
ଅସହ୍ୟ ହେଲା ଋଣ ବୋଝ...ଶେଷରେ ଫାଶୀ ଲଗାଇ ଜୀବନ ହାରିଦେଲେ...
ଆଗାମୀ ଦୁଇ ଦିନ ଅଧିକରୁ ଅଧିକ ବର୍ଷା ଆଶଙ୍କା ଥିବାରୁ କେନ୍ଦୁଝର ଓ ସମ୍ୱଲପୁରରେ ଓଡ୍ରାଫ ଟିମ୍ ସହ ଭଦ୍ରକ ଓ ଯାଜପୁରରେ NDRF ଟିମ ମୁତୟନ ରହିବେ।
ପ୍ରବଳ ବର୍ଷା ଯୋଗୁଁ ଅନୁଗୁଳ ସହରର ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇଛି । ସହରର ବିଭିନ୍ନ ତଳିଆ ଅଞ୍ଚଳରେ ବର୍ଷାଜଳ ପ୍ରବାହିତ ହେଉଥିବା ଦେଖିବାକୁ ମିଳିଛି । ସହରର ବ୍ରାହ୍ମଣଦେଇପଡ଼ା ସହ ଏକାଧିକ ୱାର୍ଡରେ ପଶିଛି ପାଣି ।