ସୁପର୍ଷ୍ଟାର୍ ପ୍ରଭାସ ଆଉ ଏକ ଫିଲ୍ମ ‘ପ୍ରୋଜେକ୍ଟ କେ’ ସହିତ ଫେରୁଛନ୍ତି, ଯାହାକୁ ନେଇ ବର୍ତ୍ତମାନ ଚର୍ଚ୍ଚା ଜୋର୍ ଧରିଲାଣି। ଫିଲ୍ମର ପୋଷ୍ଟରେ ପ୍ରଭାସଙ୍କ ଲୁକ୍ ଦେଖି ପ୍ରଶଂସକମାନେ ନିରାଶ ହୋଇଥିଲେ। ଏହି ସମୟରେ ଫିଲ୍ମର ଟିଜର ରିଲିଜ୍ ହୋଇଛି ଯେଉଁଥିରେ ଫିଲ୍ମର ନା ‘କଲ୍କୀ 2898 AD’ ରଖାଯାଇଛି।
ପାକିସ୍ତାନ ଗଣମାଧ୍ୟମ ସୂଚନା ଅନୁସାରେ ମୁକର୍ମ ପ୍ଲମ୍ବର ଭାବରେ କାମ କରନ୍ତି । ତାଙ୍କୁ ବିବାହ କରିବାକୁ କାନାଡର ଜଣେ ଯୁବତୀ ପାକିସ୍ତାନ ଯାଇଛନ୍ତି ।
ରାଜସ୍ଥାନ ସରକାରଙ୍କ ପକ୍ଷରୁ ପାସ୍ କରାଯାଇଥିବା ଏହି ବିଲ୍ରେ ମୃତଦେହ ରଖି ଧାରଣା ଦେବାକୁ ବାରଣ କରାଯାଇଛି । ଏଥିରେ ଆହୁରି କୁହାଯାଇଛି କି, ଯେଉଁ ବ୍ୟକ୍ତିମାନେ କୌଣସି ଦାବି ପାଇଁ ମୃତଦେହ ରଖି ଧାରଣା ବା ବିକ୍ଷୋଭ ପ୍ରଦର୍ଶନ କରିବେ ସେମାନଙ୍କୁ ଜେଲ୍ ଦଣ୍ଡ ଭୋଗିବାକୁ ପଡ଼ିପାରେ ।
କମଲ ହାସନ ଫିଲ୍ମ 'ଶୋଲେ'କୁ ନେଇ ଏକ ବିବାଦୀୟ ମତ ଦେଇଛନ୍ତି। କମଲ ହାସନ ଯେତେବେଳେ ଏହି ଫିଲ୍ମ ଦେଖିଲେ, ସେ ଏହାକୁ ଘୃଣା କରିଥିବା କହିଛନ୍ତି। ସେ ଏହି ଫିଲ୍ମରେ ସହକାରୀ ନିର୍ଦ୍ଦେଶକ ଭାବରେ ଜଡିତ ଥିଲେ।
ପିଲା ଦିନେ ମହିପାଲ ସ୍କୁଲ ଯାଉଥିଲେ । ହେଲେ ପାଠ ତାଙ୍କ ଦ୍ୱାରା ହେଲା ନାହିଁ । ଦଶମରେ ଫେଲ୍ ହେଲେ । ତା’ପରେ ଚାଷ କାମ ଆରମ୍ଭ କଲେ । ଚାଷରେ ବି ଫେଲ୍ ମାରିଲେ । ମାନେ ନିୟମିତ ଭାବେ ଯେଉଁ ଧାନ ଚାଷ ହୁଏ ସେଥିରେ ସେ ଫେଲ୍ ମାରିଲେ ।
ଦୈନନ୍ଦିନ ରୁଟିନ୍ରେ ରହିଛି ଜିମ୍ । ଏଥି ସହ ଡାଏଟ୍ ମଧ୍ୟ କରନ୍ତି ସେ । ବର୍ତ୍ତମାନ ଫିଟନେସ୍ ଉତ୍ସାହୀମାନଙ୍କ ପାଇଁ ପ୍ରକୃତ ପ୍ରେରଣା ପାଲଟିଛନ୍ତି ଅରିଙ୍ଗଟନ୍ ।
ପୂର୍ବରୁ କେବଳ ନିର୍ଦ୍ଧିଷ୍ଟ ଷ୍ଟେସନ ସର୍ଚ୍ଚ କଲେ ସେହି ବିଷୟରେ ତଥ୍ୟ ମିଳୁଥିଲା । କିନ୍ତୁ ଏବେ ସେହି ଷ୍ଟେସନ ସମେତ ଆଖପାଖ ଷ୍ଟେସନର ସମସ୍ତ ସୂଚନା ମିଳିପାରିବ ।
ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ବର୍ତ୍ତମାନ ଚନ୍ଦ୍ରୟାନ ୩ର ଉତ୍କ୍ଷେପଣ କରିଛି। ଉତ୍କ୍ଷେପଣ ହେବା ପରେ ଏହା ୨୩ କିମ୍ବା ୨୪ ଅଗଷ୍ଟରେ ଚନ୍ଦ୍ର ପୃଷ୍ଠରେ ସପ୍ଟ ଲାଣ୍ଡିଂ କରିବ ବୋଲି ଆଶା କରାଯାଉଛି। ISRO ଚନ୍ଦ୍ରୟାନ -୩ ରେ ମଧ୍ୟ ଅନେକ ପରିବର୍ତ୍ତନ କରିଛି।
ଥରେ କି ୨ ଥର ନୁହେଁ...୭ ମାସରେ ୭ ଥର ହେଲାଣି ଦୁର୍ଘଟଣା । କେତେବେଳେ ବଗି ପଲଟିଯାଉଛି ତ ଆଉ କେତେବେଳେ ପଥର ଧସୁଛି । ମାଲବାହୀ ଟ୍ରେନ୍ ବୋଲି ଜୀବନ ଯାଉନି, ଯଦି ଏକ୍ସପ୍ରେସ୍ ଟ୍ରେନ୍ ହୋଇଥାଆନ୍ତ...।
ଗାଁ ଲୋକେ କିଛି ବୁଝି ପାରନ୍ତି ନାହିଁ । କାହିଁକି କଟୁଛି ବିଜୁଳି ? କାରଣ କ’ଣ ?
ବଡ଼ ଆଶ୍ଚର୍ଯ୍ୟର କଥା ହେଲା, ଆଦିତି ୧୦ ବର୍ଷର ହୋଇଥିବା ବେଳେ ୫୦ ଦେଶ ବୁଲିବା ସହ ଗୋଟିଏ ବି ଦିନ ସେ ତାଙ୍କର ସ୍କୁଲ ମିସ୍ କରି ନାହାନ୍ତି ।
ଅଗ୍ନିଶମ ବାହିନୀ ଦ୍ୱାରା ଯୋବ୍ରା ବ୍ୟାରେଜରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି ।
ଭଉଣୀକୁ ଧାରୁଆ ଅସ୍ତ୍ରରେ ହତ୍ୟା କରିବା ପରେ ଥାନାରେ କଟାମୁଣ୍ଡ ଧରି ପହଞ୍ଚିଛି ଭାଇ । ୨୨ ବର୍ଷିୟ ଭାଇ ରିୟାଜ ୧୮ ବର୍ଷିୟ ଭଉଣୀ ଆଶିଫାକୁ ହତ୍ୟା କରିଛି । ଉଭୟଙ୍କ ମଧ୍ୟରେ କଛି କଥାକୁ ନେଇ ବଚସା ହେବା ପରେ ଏହି ହତ୍ୟାକାଣ୍ଡ ଘଟିଛି ।
ଇଏ କଣ? ନୂଆ ବାହା ହେବା ପରେ ଧମାକାଦାର୍ ନାଚୁଥିଲେ ବର-କନିଆଁ । ହେଲେ ହଠାତ୍ ପଡିଗଲେ ବୋହୂ...କିନ୍ତୁ ଏହାପରେ ଯାହା ହେଲା..ଦେଖନ୍ତୁ ଏହି ଭିଡିଓ
୬ ସେପ୍ଟେମ୍ବର, ୨୦୧୯ର ରାତି ଗୋଟାଏ ୩୮ । ଚନ୍ଦ୍ରର ଦକ୍ଷିଣ ମେରୁରେ କଷ୍ଟସାଧ୍ୟ ଚନ୍ଦ୍ରାବତରଣର ପ୍ରକ୍ରିୟା ଆରମ୍ଭ ହୋଇଥିଲା । ବିକ୍ରମ ଲ୍ୟାଣ୍ଡର୍ ସଫ୍ଟ ଲ୍ୟାଣ୍ଡି କରିଥାନ୍ତା ।ରୋଭର୍ ପ୍ରଜ୍ଞାନକୁ ଚନ୍ଦ୍ରପୃଷ୍ଠରେ ଓହ୍ଲାଇଥାନ୍ତା ଆଉ ଆରମ୍ଭ ହୋଇଥାନ୍ତା, ଜହ୍ନ ରାଇଜର ରହସ୍ୟ ଖୋଜା । ଧୀରେ ଧୀରେ ଦୂରତା କମି କମି ଲ୍ୟାଣ୍ଡର ଓହ୍ଲାଇବାର ଶେଷ ୧୫ ମିନିଟ୍ ଆସି ପହଞ୍ଚିଲା
ଛାତି ଫାଟିଯାଉଛି...ସ୍ୱାମୀ ରୋଗରେ ପଡିଲା ବୋଲି ପିଲାଙ୍କ ମୁହଁରେ ଆହାର ଦେବା ପାଇଁ ଦାଦନ ଖଟିବାକୁ ଯାଇଥିଲା ମାଆ । ସେଠି ଏମିତି ନିର୍ଯାତନା ପାଇଲା ଯେ ପ୍ରାଣ ହାରିଦେଲା ମାଆ...।
ମଣିପୁର ବର୍ବର କାଣ୍ଡକୁ ନେଇ ସାରା ଦେଶରେ ପ୍ରତିବାଦର ନିଆଁ ଜଳୁଛି। ଗୋଟିଏପଟେ ଏହି ମାମଲାରେ ଗିରଫଦାରୀ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏବେ ସରକାରୀ ଏଜେନ୍ସି ଓ ସୁରକ୍ଷା ବାହିନୀ ମଣିପୁରରେ ଘଟିଥିବା ସମସ୍ତ ଘଟଣାକୁ ଯାଞ୍ଚ କରିଛନ୍ତି।
ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ, ଶନିବାର, ଚନ୍ଦ୍ର – ସିଂହ ଅହୋରାତ୍ର ତିଥି – ୪ର୍ଥୀ ଦିବା ୦୯.୨୬ ଗତେ ୫ମୀ ଘାତ ଚନ୍ଦ୍ର – କର୍କଟ, ମକର ରାତ୍ରି ୧୧.୪୧ ଗତେ ବୃଷ ଘାତ ବାର –ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୨୬ ଗତେ ବୃଷ, କନ୍ୟା ଓ ମୀନ
ୱେଷ୍ଟଇଣ୍ଡିଜ୍ ବିପକ୍ଷ ପୋର୍ଟଅଫ୍ ସ୍ପେନ ଟେଷ୍ଟରେ ଶକତ ହାସଲ । ଟେଷ୍ଟରେ ୨୯ ଶତକ ସହ ବ୍ରାଡମ୍ୟାନଙ୍କ ରେକର୍ଡ ସହ ସମକକ୍ଷ ।
ଆଜି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ କରାଯାଇଛି । ସେଗୁଡ଼ିକ ହେଲା ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ।
ସାରା ଗାଁକୁ ଚୁନା ଲଗାଇଦେଲେ ସାଇବର ଠକ ! ମୋବାଇଲ ଆପ୍ ଜରିଆରେ କୋଟିଏରୁ ଅଧିକ ଟଙ୍କାର ଠକେଇ ।
ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗିଲେ ନବୀନ । ବନିଛନ୍ତି ଦେଶର ଦ୍ୱିତୀୟ ସର୍ବାଧିକ ଅବଧିର ମୁଖ୍ୟମନ୍ତ୍ରୀ ।
‘ସିଗନାଲିଂ ସର୍କିଟ ପରିବର୍ତ୍ତନରେ ତ୍ରୁଟିରୁ ଘଟିଲା ଦୁର୍ଘଟଣା । ଦୁର୍ଘଟଣାରେ ମୃତ ୨୯୫ରୁ ଚିହ୍ନଟ ଅପେକ୍ଷାରେ ୪୧ ମୃତଦେହ’, କହିଲେ ଅଶ୍ୱିନୀ
୫-ଟି ସଚିବଙ୍କ ଗସ୍ତ ପାଇଁ ବନ୍ଦ ହୋଇଗଲା ଗାଡ଼ି । ଏତିକିବେଳେ ସାଇରନ୍ ଦେଇ ମାଡି ଆସିଲା ୧୦୮ ଆମ୍ବୁଲାନ୍ସ...ଯେତେ ଚେଷ୍ଟା କଲେ ବି ଆଗକୁ ବଢିପାରୁନଥିଲା ଗାଡ଼ି । ଲୋକେ କହିଲେ, ସଚିବଙ୍କ ଲାଗି କାହିଁକି ବନ୍ଦ ହେବ ଟ୍ରାଫିକ୍?