ଇଏ କଣ? ରାସ୍ତାରେ ଯାଉଥିଲା କାର୍...ହଠାତ୍ ତା’ କାଚ ଭାଙ୍ଗି ପଶିଗଲା ଘୋଡ଼ା । ସୋସିଆଲ ମିଡିଆରେ ଭାଇରାଲ ହେଲା ଭିଡିଓ
ସୁଇସାଇଡ୍ ନୋଟରେ ନିଜ ଦୁଃଖ କଥା ଲେଖି ଆତ୍ମହତ୍ୟା କଲେ ଦମ୍ପତି । ଋଣ ଭାରକୁ ନେଇ ଆତ୍ମହତ୍ୟା କରିଥିବା ସୁଇସାଇଡ୍ ନୋଟରେ ଉଲ୍ଲେଖ ।
ନାବାଳିକାଙ୍କ ଅଜା ଚାଇଲ୍ଡଲାଇନକୁ ଖବର ଦେଇଥିଲେ । ହେଲେ ପୋଲିସ ପହଞ୍ଚିବା ବେଳକୁ ବର ଫେରାର୍ ହୋଇଯାଇଥିଲା । ୨ଜଣ ଦଲାଲଙ୍କ ସହ ପରିବାର ଲୋକଙ୍କୁ ଥାନାକୁ ଆଣିଥିଲା ପୋଲିସ ।
ମଣିପୁରରେ ଦୁଇ ଜଣ ମହିଳାଙ୍କୁ ଉଲଗ୍ନ କରି ଚଲାଇବା ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଛି । ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି।ସୋସିଆଲ ମିଡିଆରେ ଏହାର ଭିଡିଓ ଭାଇରାଲ ହେବା ପରେ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି ।
ଭାରସାମ୍ୟ ହରାଇ ତୀର୍ଥଯାତ୍ରୀ ବସ ଓଲଟି ପଡ଼ିଥିବାବେଳେ ଅନେକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁସାୟୀ ତୀର୍ଥଯାତ୍ରୀ ବସ୍ଟି ପଶ୍ଚିମବଙ୍ଗରୁ ପୁରୀ ଅଭିମୁଖେ ଯାଉଥିଲା ।
ବିଟେକ୍ ପଢିଛନ୍ତି...ଚାକିରି ପଛରେ କିନ୍ତୁ ଧାଇଁଲେନି । କେମିତି ନିଜେ କ୍ଷେତରେ ଚାଷ କରି ଭଲ ଦୁଇ ପଇସା ରୋଜଗାର କରିବେ ସେହି ଚିନ୍ତା କଲେ । ବାସ୍...ଏବେ କୁକୁଡାଠୁ ଆରମ୍ଭ କରି ପୋଟଳ...ଯେମିତି ଫଳୁଛି ସେମିତି ରୋଜଗାର ବି ହେଉଛି
ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ICICI ଲମ୍ବାର୍ଡ ଇନସୁରାନ୍ସ କମ୍ପାନୀ ପକ୍ଷରୁ ହୋଇଥିଲା ଆବେଦନ।
ଭିଡିଓ ଦେଖିଲେ ହୃଦୟ ଥରି ଉଠିବ । ଏ ଲୋକ ଏତେ ଭୟଙ୍କର କିପରି ହୋଇପାରେ.. । ସମ୍ବେଦନଶୀଳ ହୋଇଥିବାରୁ ଭିଡିଓକୁ ଲେଖାରେ ସଂଯୋଗ କରିବା ଠିକ୍ ମନେ କରାଯାଉ ନାହିଁ ।
ମାନସିକ ସ୍ୱାସ୍ଥ୍ୟ ପାଇଁ ସର୍ବୋତ୍ତମ ଖେଳ ଚେସ୍ ହେଉଛି ବହୁ ପ୍ରାଚୀନ। ସମୟ ସହିତ ଏହାର ଲୋକପ୍ରିୟତା ବୃଦ୍ଧି ପାଉଛି। ଆଜି ଏହି ଦିବସ ପାଳନ ହେଉଥିବାରୁ ଆସନ୍ତୁ ଜାଣିବା ବିଶ୍ୱ ଚେସ୍ ଦିବସ କେବେ ଏବଂ କିପରି ଆରମ୍ଭ ହେଲା ।
ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର ।ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ୩ୟା ଅହୋରାତ୍ର । ଜାଣନ୍ତୁ ଆପଣଙ୍କ ଶୁଭ-ଅଶୁଭ ସମୟ ।
ଆଗାମୀ ୨ ଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ
ଅଭିଯୁକ୍ତକୁ ମଧ୍ୟ ଗୁଳି କରାଯାଇଛି । ଧାର୍ଯ୍ୟ ସମୟରେ ଫିଫା ବିଶ୍ୱକପ୍ ଆରମ୍ଭ ନେଇ ସରକାରଙ୍କ ଘୋଷଣା ।
୨୧ ନୂଆ ଓ ୭ଟି ପୁରୁଣା ବିଲ୍ ପାସ୍ କରାଇବାକୁ କେନ୍ଦ୍ର ସରକାରଙ୍କ ଯୋଜନା...ସୁରୁଖୁରୁରେ ଗୃହ ଚଳାଇବାକୁ ସର୍ବଦଳୀୟ ବୈଠକରେ ସରକାରଙ୍କ ଅପିଲ...ସେପଟେ ମଣିପୁର ଓ ଦରଦାମ ପ୍ରସଙ୍ଗରେ ଘେରିବେ ବିରୋଧୀ...
ବଙ୍ଗୋପସାଗରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ । କୋରାପୁଟ, ମାଲକାନଗିରି, ଗଂଜାମ, ଗଜପତିକୁ ବର୍ଷା ୱାର୍ଣ୍ଣିଂ ।
ସର୍ଖେଜ-ଗାନ୍ଧିନଗର ହାଇୱେର ଇସକନ୍ ମନ୍ଦିର ପାଖରେ ଦୁର୍ଘଟଣା । ଏହା ଏକ ହିଟ୍ ଆଣ୍ଡ ରନ୍ ମାମଲା ବୋଲି ପ୍ରାଥମିକ ତଦନ୍ତରୁ ସୂଚନା ।
ଶହଶହ ବର୍ଷ ହେଲାଣି...ଭଙ୍ଗାଦଦରା ଡଙ୍ଗାରେ ନଈ ପାର ହେଉଛନ୍ତି ଲୋକେ । ୩ ଥର ଡଙ୍ଗା ବୁଡିଲାଣି...ମାସକୁ ଥରେ ଦୁର୍ଘଟଣା ହେଉଛି । ପ୍ରଶାସନ ଖାଲି ପ୍ରତିଶ୍ରୁତି ଦେଉଛି, ନେତା କହୁଛନ୍ତି ଟେଣ୍ଡର ଚାଲିଛି । ସମୟ ଗଡୁଛି...ପୋଲ କିନ୍ତୁ ହେଉନି
ଆଜିର ଏହି ପ୍ରସଙ୍ଗରେ ଆସନ୍ତୁ ଜାଣିବା ଗୃହରେ ଥିବା ଝରକାର ବାସ୍ତୁନିୟମ ଏବଂ ଝରକା କିପରି ଆମ ବାସ୍ତୁକୁ ପ୍ରଭାବିତ କରିଥାଏ। ଝରକା ଦ୍ୱାରା ମଧ୍ୟ ଗୃହ ମଧ୍ୟକୁ ବିଭିନ୍ନ ଶକ୍ତି ପ୍ରବେଶ କରିଥାଏ। ଏଣୁ ଏହି ଝରକା ପ୍ରତି ମଧ୍ୟ ବିଶେଷ ଧ୍ୟାନ ଦେବା କଥା। ଝରକାର ଅବସ୍ଥିତି ଗୃହବାସୀଙ୍କର ସ୍ୱାସ୍ଥ୍ୟ ଉପରେ ବିଶେଷ ପ୍ରଭାବ ପକାଇଥାଏ।
ଅଷ୍ଟମ ଶ୍ରେଣୀର ପିଲା...ଭୋକର ଭୂଗୋଳ ଭିତରେ ଘାଣ୍ଟି ହେଉଛି । ବାପା ଥିବା ବେଳେ ଯାହା ଯେମିତି ଦେଉଥିଲେ ହେଲେ ୭ ବର୍ଷ ହେଲାଣି ସେ ବି ନିଖୋଜ । ପରିସ୍ଥିତିର ଦାସ ହୋଇ ଏବେ ମାଆ-ପୁଅ ବୁଲିବୁଲି ମାଗୁଛନ୍ତି ଭିକ...ପୁଣି ପୁଅର ଗୋଟିଏ ଗୋଡ ନାହିଁ କି ଗୋଟିଏ ହାତ ନାହିଁ
କୋଡ୍ ୱାଡ୍ ବାବାରେ ଚାଲୁଥିଲା ବେଧଡକ୍ ନିଶା ସିଗାରେଟ୍ ବେପାର। ରାସ୍ତା କଡ଼ରେ ଦୋକାନ ଖୋଲି ବିକୁଥିଲେ ବି ଧରାପଡୁନଥିଲେ। ଆଉ ଆଜି ଅବକାରୀ ବିଭାଗ ପଞ୍ଝାରେ ପଡ଼ିବା ପରେ ଖୋଲାଖୋଲି କହୁଛନ୍ତି ତାଙ୍କ ବସ୍ତି ସାରା ଅନେକ ଏଇ ବେପାରରେ ମାତିଛନ୍ତି।
ଓଡ଼ିଶାରେ ଜନ୍ମ, ସାରା ବିଶ୍ୱରେ ଚର୍ଚ୍ଚା। ଖାଲି ଓଡ଼ିଆ, ହିନ୍ଦୀ, ବେଙ୍ଗଲୀ କି ଦକ୍ଷିଣ ଭାରତୀୟ ଗଣମାଧ୍ୟମ ନୁହେଁ; ଆମେରିକା, ବ୍ରିଟେନ୍, ଗ୍ରୀସ, ବାଂଲାଦେଶଠୁ ନେଇ ପାକିସ୍ତାନ ପର୍ଯ୍ୟନ୍ତ ଜାତୀୟ-ଅନ୍ତର୍ଜାତୀୟ ସ୍ତରରେ ଖବରର ଶିରୋନାମା ପାଲଟିଛି ଓଟିଭିର AI ନ୍ୟୁଜ ଆଙ୍କର 'ଲିସା'। ସୋସିଆଲ ମିଡିଆକୁ ବି ଘାରିଛି 'ଲିସା' କ୍ରେଜ୍।
ଉବୁଟୁବୁ ଉପାନ୍ତ ମାଲକାନଗିରି। ତିନି ଦିନ ହେଲାଣି ନନଷ୍ଟପ ବର୍ଷା କାଚୁଛି। ଗତ ୨୪ ଘଣ୍ଟାରେ ଚିତ୍ରକୋଣ୍ଡାରେ ସର୍ବାଧିକ ୧୯୯ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବାବେଳେ କୋରୁକୁଣ୍ଡାରେ ୧୮୫ ଓ ମାଲକାନଗିରିରେ ୧୮୩ ମିମି ବର୍ଷା ହୋଇଛି।
ଜ୍ୟୋତିଙ୍କୁ ନେଇ ଏବେ ବିଜେଡି ଦଳରେ କମ୍ପନ । ପ୍ରଶାନ୍ତ ମୁଦୁଲିଙ୍କୁ ଦାୟୀ କଲେ ବିଧାୟକ ସମ୍ବିତ ରାଉତରାୟ ।
ବିଜେପି ବି ଉଠାଇବ ସଚିବଙ୍କ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ । ବିଜେଡି କହିଲା ଫାଇଭ୍-ଟି ମଡେଲ୍ର ହେବ ପ୍ରଚାର ।
ଟମାଟୋ ମୂଲ୍ୟକୁ ନେଇ ଯେତିକି ଚର୍ଚ୍ଚା ହେଉଛି ଏହି ଅଟୋ ଡ୍ରାଇଭରଙ୍କୁ ନେଇ ମଧ୍ୟ ସେତିକି ଚର୍ଚ୍ଚା ।
ଖାଲି ସେତିକି ନୁହେଁ ଟିଫିନ୍ ଓ ପାନୀୟ ଜଳ ବି ବଣ୍ଟା ଯାଉଛି। ହେଲ୍ପ ଡେସ୍କରେ ଛାତ୍ରଛାତ୍ରୀ ବି ନିୟୋଜିତ ଅଛନ୍ତି। ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ଯଦି କ୍ୟାମ୍ପସ୍ ଗୁଡିକରେ ଦଳ ହେଲ୍ପ ଡେସ୍କ ଖୋଲୁଛି, ତେବେ ଛାତ୍ର ସଂସଦ ନିର୍ବାଚନକୁ କାହିଁକି ବାତିଲ୍ କରାଯାଇଛି ଓ ଛାତ୍ର ବିଜେଡି ଏନେଇ କାହିଁକି ଚୁପ୍ ବୋଲି ପ୍ରଶ୍ନ ଉଠିଛି।