ୟୁଏନ୍ଏଚ୍ଆରସିରେ ମୋଟ ୪୭ ସଦସ୍ୟ ଅଛନ୍ତି। ଓଆଇସିରେ କେବଳ ୧୯ ଦେଶ ସଦସ୍ୟ ଅଛନ୍ତି। ଏହି ପ୍ରସ୍ତାବ ଉପରେ ଚୀନ୍ ସମର୍ଥନ ଦେଇଛି। ଆମେରିକା, ବ୍ରିଟେନ୍, ଫ୍ରାନ୍ସ, ବେଲଜିୟମ୍, ଜର୍ମାନୀ, ରୋମାନିଆ, ଲିଥୁଆ, କୋଷ୍ଟାରିକା ଓ ଫିନଲ୍ୟାଣ୍ଡ ସମେତ ୧୨ ଦେଶ ଏହି ନିଷ୍ପତ୍ତିକୁ ବିରୋଧ କରିଥିଲେ।
ପୂର୍ବରୁ ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ବିବାଦ ମାମଲାରେ ଅନେକ ନୂଆମୋଡ଼ ଦେଖିବାକୁ ମିଳିଛି । ସୋସିଆଲ ମିଡିଆରେ ପୋଷ୍ଟ କରି ତାଙ୍କ ଜୀବନରୁ ଓହରି ଯିବା ଲାଗି ବର୍ଷା ପ୍ରିୟଦର୍ଶିନୀଙ୍କୁ ଅନୁରୋଧ କରିଛନ୍ତି ଅନୁଭବ ।
ବରକୁ ଚନ୍ଦା ଅବସ୍ଥାରେ ଦେଖି କନ୍ୟା ଘର ପକ୍ଷ ଲୋକ ରାଗି ଯାଇଥିଲେ । କାହିଁକି ଏ କଥା ଲୁଚାଯାଇଥିଲା ବୋଲି ପ୍ରଶ୍ନ କରିଥିଲେ । ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା ।
ରହିବା ପାଇଁ ଘର କରି ବ୍ୟବସାୟ କଲେ ଗଣିବେ ତଣ୍ଡ । ଘର ମାଲିକଙ୍କୁ ତାଗିଦ କଲା ଭୁବନେଶ୍ୱର ମହାନଗର ନିଗମ ।
ଦୁନିଆକୁ ଭଲ ଭାବେ ଦେଖିବା ଆଗରୁ ବୁଲା କୁକୁରର ଶିକାର ହୋଇଛନ୍ତି କୁନି ଛୁଆ ।
ମାତ୍ର ଗୋଟିଏ କ୍ଲିକ୍ରେ କରିହେବ ପେମେଣ୍ଟ । ବିନା ୟୁପିଆଇ ପିନ୍ ଦେଇ କରିହେବ ଟ୍ରାଞ୍ଜାକ୍ସନ ।
କିଛି ଲୋକ ଜୀବନ ବିକଳରେ କାଚ ଭାଙ୍ଗି ସିଧା ତଳକୁ ଡେଇଁ ପଡ଼ିଥିବା ଦେଖିବାକୁ ମିଳିଛି । ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ମଧ୍ୟ ହେଉଛି ।
ପୁଅ ମିଳିନଥିବାରୁ ଥାନା ଆଗରେ ଧାରଣାରେ ବସିଛନ୍ତି ମା ଓ ବାପା । ୧୬ ବର୍ଷର ପୁଅ ଯୋଗେଶ ବାଲାଜୀ ଗତ ୬ ତାରିଖରୁ ମୈତ୍ରୀବିହାର ଅଞ୍ଚଳରୁ ନିଖୋଜ ହୋଇଯାଇଛନ୍ତି ।
ଲାଲ୍ ଓ ଧଳା ରଙ୍ଗର ପଥରରେ ନିର୍ମାଣ ହୋଇଥିବା ଆମର ଐତିହ୍ୟ ତାଜମହଲ ଦୁନିଆର ପ୍ରାୟ ସମସ୍ତ ଲୋକଙ୍କୁ ତା’ର ସୌନ୍ଦର୍ଯ୍ୟରେ ଆକୃଷ୍ଠ କରିଥାଏ । ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ତାଜମହଲର ନିର୍ମାଣ କାର୍ଯ୍ୟ ପାଇଁ...
ସହିଦ ନଗର ଥାନା ASI ମମତା ବସ୍ତିଆ ଲାଞ୍ଚ ନେଇ ଧରାପଡ଼ିଛନ୍ତି । ୧୫ ହଜାର ଲାଞ୍ଚ ନେଲା ବେଳେ ASIଙ୍କୁ ଭିଜିଲାନ୍ସ ଧରିଛି ।
ଜଣେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ତଣ୍ଟି କାଟି ହତ୍ୟା କରାଯାଇଛି ।
ASO ଚୟନ ପ୍ରକ୍ରିୟା ବିବାଦ ମାମଲାରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ ।
ଆସନ୍ତାକାଲି ଭାରତର ବହୁ ପ୍ରତୀକ୍ଷିତ ତୃତୀୟ ମୁନ୍ ମିଶନ୍ । ଚନ୍ଦ୍ରଯାନ-୩କୁ ଧରି ଲଞ୍ଚ ପ୍ୟାଡରେ ପ୍ରସ୍ତୁତ ରହିଛି ବୃହତକାୟ ରକେଟ୍ LVM3-M4 । ଏବେ ଶ୍ରୀହରିକୋଟାର ଲଞ୍ଚ ପ୍ୟାଡରେ ସ୍ଥିତି କିଭଳି ରହିଛି ଏବଂ ନିର୍ଦ୍ଧାରିତ ସମୟରେ ଚନ୍ଦ୍ରଯାନ-୩ ଲଞ୍ଚ ହେଲେ ଜହ୍ନ ରାଇଜରେ କେବେ ପାଦ ଥାପିବ, ସେ ନେଇ ଚର୍ଚ୍ଚା ଚାଲିଛି।
ଅଳିଆ ଗଦାର ସ୍ଥାନାନ୍ତର ପାଇଁ ଗ୍ରୀନ ଟ୍ରିବ୍ୟୁନାଲରେ ଆବେଦନ କରିଥିଲେ ସ୍ଥାନୀୟ ଜଣେ ଆଇନଜୀବୀ । ଅନ୍ୟପକ୍ଷରେ ଖୁବଶୀଘ୍ର ଆବର୍ଜନାକୁ ପ୍ରୋସେସିଂ କରାଯାଇ ଏହାକୁ ସ୍ଥାନାନ୍ତର କରାଯିବ ବୋଲି କହିଛନ୍ତି ପୁରୀ ମ୍ୟୁନିସିପାଲିଟିର ଅଧିକାରୀ ।
ମିଶନର ସଫଳତା କାମନା କରିଛନ୍ତି ଇସ୍ରୋ ଅଧ୍ୟକ୍ଷ ଏସ. ସୋମନା
ପ୍ରତିଦିନର ନିର୍ଯାତନାକୁ ସହିପାରିଲେନି ତେଜସ୍ । ଶେଷରେ ଆତ୍ମହତ୍ୟା କରିବେ ବୋଲି ନିଷ୍ପତ୍ତି ନେଲେ ।
ଗୋଟିଏ ପରିବାରର ଚାରି ଚାରି ଜଣଙ୍କ ମୃତ୍ୟୁ ନେଇ ସବୁଠି ଚର୍ଚ୍ଚା ଲାଗିଥିବା ବେଳେ ମୃତ୍ୟୁର କାରଣକୁ ନେଇ ଲାଗି ରହିଛି ସସ୍ପେନ୍ସ । କାହିଁକି ଏପରି ଚରମ ନିଷ୍ପତ୍ତି ନେଲେ ଦମ୍ପତି ? ମା’ ହୋଇ କିପରି ତାଙ୍କର ଦୁଇ ପୁଅଙ୍କୁ ଦେଇଦେଲେ ବିଷ ?
କେନ୍ଦ୍ର ସରକାରଙ୍କ ସହାୟତା ଲୋଡ଼ିଲେ କେଜ୍ରିୱାଲ,ବନ୍ୟା ସ୍ଥିତି ନେଇ ବୈଠକ ଡାକିଲେ ଉପରାଜ୍ୟପାଳ।
ଥିଲେ ଥିଲେ ଏକା ସାଙ୍ଗରେ ବାହୁଦା ନଈରେ ଏତେ ମାଛ ମଲେ କେମିତି? କିଏ ଔଷଧ ପକାଇ ମାରିଦେଲା ନା ଆଉ ଅନ୍ୟ କାରଣ ରହିଛି? ଜାଣନ୍ତୁ କଣ ଥିଲା ପୂରା ଘଟଣା।
ଅନ୍ତର୍ଜାତୀୟ ଗଣମାଧ୍ୟମ ୱାଶିଂଟନ୍ ପୋଷ୍ଟରେ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ ଅଛି ଯେ ୨୦୨୫ରେ ସୂର୍ଯ୍ୟ ତାହାର ସୋଲାର ମ୍ୟାକ୍ସିମମ ସ୍ଥିତିକୁ ଆସିଯିବ। ଯାହାକୁ ସାମ୍ନା କରିବାକୁ ଆଜିକାର ଡିଜିଟାଲ ଦୁନିଆ ପ୍ରସ୍ତୁତ ନୁହେଁ। ଇଣ୍ଟରନେଟ୍ ଆପୋକ୍ଲିପ୍ସ ଭଳି ଶବ୍ଦକୁ ନେଇ ସୋସିଆଲ୍ ମିଡିଆ ବ୍ୟବହାରକାରୀଙ୍କ ଭିତରେ ମଧ୍ୟ ବିଭିନ୍ନ ଆଶଙ୍କା ଓ ଚର୍ଚ୍ଚା ହେଉଛି।
ସ୍କୁଲ ଡ୍ରେସ୍ରେ ସବୁଜ ଛିଟା ...ଖପ୍ପା ହେଲେ ବିରୋଧୀ । ପିଲାଙ୍କ ୟୁନିଫର୍ମକୁ ସବୁଜିଆ କରି କ୍ୟାମ୍ପସ୍ରେ କି ବାର୍ତ୍ତା ଦେବାକୁ ଚାହୁଁଛନ୍ତି ସରକାର?
ଚାପୁଡ଼ା ମାରି ବିଧାୟକଙ୍କ ଗାଲ ନାଲି କରିଦେଲେ ମହିଳା । ଲୋକଙ୍କ ଭଲମନ୍ଦ ବୁଝିବା ପାଇଁ ଯାଇଥିଲେ..ଅପମାନିତ ହୋଇ ଫେରିଲେ ।
ଟମାଟୋ ପାଇଁ ସ୍ୱାମୀ-ସ୍ତ୍ରୀ ମଧ୍ୟରେ ଖଣ୍ତଯୁଦ୍ଧ । ବିନା ପଚାରି ଟମୋଟା ବ୍ୟବହାର କରିବାରୁ ଚିହିଁକି ଉଠିଲେ ସ୍ତ୍ରୀ । ଶେଷରେ ଘର ଛାଡ଼ି ପଳାଇଲେ ।
ଶହଶହ ବର୍ଷର ପୁରୁଣା ଗଛ । ୧୯୭୧ ହେଉ କି ୯୯ ହେଉ...ସବୁବେଳେ ଲୋକଙ୍କର ଜୀବନ ବଞ୍ଚାଉଛି। ଗଛକୁ ସୁରକ୍ଷା ଦେବା ଲାଗି ସ୍ଥାନୀୟ ଲୋକଙ୍କ ଦାବି
ଘର ଘରକୁ ପାନୀୟଜଳ ଯୋଗାଇ ଦେବାକୁ ପ୍ରଶାସନ ତିଆରି କଲା ପାଣି ଟାଙ୍କି । ହେଲେ ଏବେ ସେହି ପାଣି ଟାଙ୍କି ହିଁ ଲୋକଙ୍କ ଜୀବନକୁ ବିପଦରେ ପକାଇ ଦେଇଛି । ଯଦି କେତେବେଳେ ନଈ ବନ୍ଧ ଭାଙ୍ଗେ ତେବେ...