ଶିବ ଗୃହସ୍ଥ ହୋଇଥିଲେ ମଧ୍ୟ ଶ୍ମଶାନରେ ରୁହନ୍ତି। ସେ ସଂସାରୀ ହୋଇଥିଲେ ବି ଶ୍ମଶାନରେ କାହିଁକି ରୁହନ୍ତି? ସେ ଏହା ଦ୍ୱାରା ଦୁନିଆକୁ କି ବାର୍ତ୍ତା ଦେବାକୁ ଚାହାନ୍ତି? ଏଭଳି ଅନେକ ପ୍ରଶ୍ନ ଅନେକଙ୍କ ମନରେ ଆସୁଥିବ । ତେବେ ଆସନ୍ତୁ ସେ ବିଷୟରେ ଜାଣିନେବା।
ବାହାନଗା ଦୁର୍ଘଟଣାକୁ ମାସେ ପୂରିଲାଣି । ସ୍ୱାମୀକୁ ହସ୍ତାନ୍ତର କରାଯାଉନି ସ୍ତ୍ରୀର ମୃତଦେହ । ଏମ୍ସ ଯାଇ ପୁଅର ଡିଏନଏ ଟେଷ୍ଟ ବି କରିକି ଆସିଲାଣି । ହେଲେ ଆଜିକାଲି କହୁଛନ୍ତି...ଶବ ପରିବାରକୁ ଦେଉନାହାନ୍ତି । ସ୍ଥିତି ଏମିତି ହେଲାଣି କାନ୍ଦି କାନ୍ଦି ଏବେ ଦିନ କାଟୁଛନ୍ତି ପୂରା ପରିବାର।
ବୈଷ୍ଣୋ ଦେବୀ ଯାତ୍ରା କରୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ନିକଟରେ ମନ୍ଦିର ପ୍ରଶାସନ ପକ୍ଷରୁ ନୂଆ ନିୟମ ଜାରି କରାଯାଇଛି।
ଭଗବାନ ଶିବଙ୍କ ଶ୍ୱଶୁର ଏବଂ ମାତା ସତୀଙ୍କ ପିତା ଦକ୍ଷ ପ୍ରଜାପତି ଭଗବାନ ଶିବଙ୍କୁ କେବେ ପସନ୍ଦ କରନ୍ତି ନାହିଁ। ପୌରାଣିକ କଥା ଅନୁଯାୟୀ, ରାଜା ଦକ୍ଷ ଏବଂ ଭଗବାନ ଶିବଙ୍କ ମଧ୍ୟରେ ତିକ୍ତତାର ତିନୋଟି କାରଣ ଅଛି। ଆସନ୍ତୁ ଜାଣିବା।
ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ସୋମବାର, ଚନ୍ଦ୍ର – ମୀନ ଅହୋରାତ୍ର, ତିଥି – ୮ମୀ ସନ୍ଧ୍ୟା ୦୬.୪୪ ଗତେ ୯ମୀ, ଘାତ ଚନ୍ଦ୍ର – ଧନୁ ରାଶିର ସନ୍ଧ୍ୟା ୦୬.୫୯ ଗତେ ମେଷ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି
ମନ୍ଦିରରେ ଶୋଇଥିବା ଅବସ୍ଥାରେ ଜଣେ ବୋଲ୍ବମ୍ କାଉଡ଼ିଆଙ୍କ ମୃତ୍ୟୁ ହୋଇଛି। ଦେବଗଡ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ଶ୍ରୀ ଝାଡେଶ୍ୱର ମନ୍ଦିର ପରିସରରେ ଏହି ଅଭାବନୀୟ ଘଟଣା ଘଟିଛି।
କାଶ୍ମୀର ଠୁ ଦିଲ୍ଲୀ ଯାଏ ସତେ ଯେମିତି ପାଣିରେ ବୁଡ଼ି ରହିଛି। ପ୍ରକୃତିର କୋପ ଏତେ ଯେ, କେଉଁଠି କାର୍ ଭାସି ଯାଇଛି ତ, ଆଉ କେଉଁଠି ବ୍ରିଜ୍ ଭୁଶୁଡ଼ି ପଡ଼ିଛି। କେଉଁଠି ନଦୀର ପ୍ରଖର ସୁଅରେ ପୁରା ଗାଁ ବୁଡ଼ି ଯାଇଛି।
ଶିବ ଭକ୍ତମାନେ ବୋଲ୍ବମ୍ ଯାତ୍ରାରେ ନଦୀର ପବିତ୍ର ଜଳକୁ କାନ୍ଧରେ ନେଇ ଶିବଲିଙ୍ଗ ଉପରେ ଜଳାଭିଷେକ କରନ୍ତି। ପ୍ରତି ସୋମବାର ଏହି ଜଳାଭିଷେକ କଲେ ମହାଦେବ ସନ୍ତୁଷ୍ଟ ହୁଅନ୍ତି ବୋଲି ବିଶ୍ୱାସ ରହିଛି। କାଉଡିଆମାନେ ଜଳ ନେଇ ଯାତ୍ରା ସମୟରେ ‘ବୋଲ୍ବମ୍’ ନାରା ଦେଇଥାନ୍ତି। ଆସନ୍ତୁ ଜାଣିବା ଏହା ପଛର କାରଣ।
ଚାହୁଁ ଚାହୁଁ ଜଳିଗଲା ଔଷଧ ଗୋଦାମ। ଗତକାଲି ରାତିରେ ଭୁବନେଶ୍ୱର ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଥିବା ରାଜ୍ୟ ଔଷଧ ନିଗମର ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି।
ଆଜିକାଲି ବୋଲ୍ବମ୍ ଯାତ୍ରା ଖୁବ୍ ଲୋକପ୍ରିୟ ହେବାରେ ଲାଗିଛି। ପିଲା, ବୃଦ୍ଧ, ଯୁବକ, ମହିଳା ଏହାକୁ ଆପଣେଇ ନେଲେଣି। ଶିବ କୃପା ପାଇବା ପାଇଁ ଖାଲି ପାଦରେ ଦୂରଦୂରାନ୍ତରେ ଥିବା ଶୈବପୀଠକୁ ଯାଇ ଜଳାଭିଷେକ କରୁଛନ୍ତି। ତେବେ ଏହି ବୋଲ୍ବମ୍ ଯାତ୍ରାର ଅନେକ ନିୟମ ରହିଛି। ଆପଣ ଯଦି ଜାଣି ନାହାନ୍ତି ତେବେ ଜାଣିବା ପାଇଁ ପଢନ୍ତୁ।
ଆଜି ଶ୍ରାବଣ ପ୍ରଥମ ସୋମବାର । ଶୈବ ପୀଠରେ ଲାଗିଲାଣି ଭକ୍ତଙ୍କ ଭିଡ଼...କାଉଡିଆଙ୍କ ଲାଗି ଖୋଦ୍ କଲେକ୍ଟର ତିଆରି କଲେ ରୁଟି । ସୋସିଆଲ ମିଡିଆରେ ଭାଇରାଲ ହେଲା ଭିଡିଓ
ନିଆଁ ସମ୍ପର୍କରେ ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇବା ପରେ ଅଗ୍ନିଶମ ବିଭାଗ ପହଂଚି ଥିଲା । ହେଲେ ସେତେବେଳକୁ ଔଷଧ ଗୋଦାମଟି ସମ୍ପୂର୍ଣ୍ଣ ଜଳିଯାଇଛି । ପ୍ରାୟ ୫ ଅଗ୍ନିଶମ ଗାଡି ନିଆଁଲିଭା କାର୍ଯ୍ୟରେ ନିୟୋଜିତ ଥିବାବେଳେ ବର୍ତ୍ତମାନ ସୁଦ୍ଧା ନିଆଁ ଲିଭା ଜାରି ରହିଛି ।
ଲିସା... ସତସତିକା ମଣିଷ ନୁହଁନ୍ତି, ହେଲେ ମଣିଷଠୁ ବି କିଛି କମ୍ ନୁହଁନ୍ତି। କଥାବାର୍ତ୍ତା, ମୁଖଭଙ୍ଗୀ, ଖବର ପରିବେଷଣ । ଅବିକଳ ଉପସ୍ଥାପିକାଙ୍କ ଭଳି। ଲିସା ଏକ ଭର୍ଚୁଆଲ୍ ରୋବଟ୍ ଭଳି।
ଆହାର ଉପରେ ପନିପରିବା ଦର ବୃଦ୍ଧିର ପାହାର। ବଦଳି ଯାଇଛି ଆହାର କେନ୍ଦ୍ରର ମେନୁ। ଭାତ ଡାଲମା ବଦଳରେ ଯେମିତି ପ୍ଲେଟରେ ପରଷା ଯାଉଛି ଖାଲି ଭାତ ଡାଲି। ଡାଲମାରୁ ଉଭାନ ହୋଇଯାଇଛି ପରିବା।
ସ୍ଥିତି ଆହୁରି ସଂଗୀନ ମୟୂରଭଞ୍ଜ ଜିଲ୍ଲାର କପ୍ତିପଦା ଅଞ୍ଚଳରେ, ଏଠି ତ ଶହ ଶହ ଏକର ଜମିରେ ଏଯାଏଁ ହଳ ବି ପଶିନି। ହିଡ଼ ମୁଣ୍ଡରେ ବର୍ଷାକୁ ଚାହିଁ ଚାହିଁ ଚାଷୀର ନିଦ ହଜିଗଲାଣି।
ସାମ୍ନାକୁ ଆସିଛି ପାକିସ୍ତାନର ଗୁଇନ୍ଦା ସଂସ୍ଥା ISIର ବଡ଼ ଲିଙ୍କ୍। ଓଡ଼ିଶା ଆସି ଘାଣ୍ଟୁଛି ଆଣ୍ଟି ଟେରୋରିଷ୍ଟ ସ୍କ୍ବାଡ୍-ATS ଏବଂ ଗୁଇନ୍ଦା ସଂସ୍ଥା। କ୍ରାଇମବ୍ରାଞ୍ଚ STF ହାତରେ ଧରାପଡ଼ିଥିବା ଜଣେ ସନ୍ଦିଗ୍ଧଙ୍କୁ ଧରି ଚଳାଇଛି ମାରାଥନ୍ ଜେରା।
ବିଶ୍ୱକପ୍ ଖେଳିବାକୁ ଭାରତ ଆସିବ ତ ପାକିସ୍ତାନ କ୍ରିକେଟ୍ ଟିମ୍ ?
ସାଇବର ଲୁଟେରାଙ୍କ ମାୟା ଜାଲରେ କଟକର ଦୁଇ ଯୁବ ଇଞ୍ଜିନିୟର। କ୍ରିପ୍ଟୋ କରେନ୍ସି ଲୋଭ ଯୋଗୁ ଖାଲି ହୋଇଗଲା ଆକାଉଣ୍ଟ।
ଟେଲିଭିଜନ ବ୍ରଡକାଷ୍ଟିଂରେ AI ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (Artificial Intelligence)ର ବ୍ୟବହାର ଏଇ ମାତ୍ର ଆରମ୍ଭ ହୋଇଛି। ସେଥିପାଇଁ ‘ଓଟିଭି’ର AI ନ୍ୟୁଜ୍ ଆଙ୍କର ‘ଲିସା’ ଏ କ୍ଷେତ୍ରରେ ଅନେକ ମାଇଲଖୁଣ୍ଟ ପ୍ରତିଷ୍ଠା କରିପାରିଛି।
କହ୍ନେଇଲାଲ ଦାସ ସ୍ମୃତି ସଂସଦ ଓ ଓଡିଶା ସାହିତ୍ୟ ଏକାଡେମୀର ମିଳିତ ସହଭାଗୀତାରେ ୭୬ତମ କହ୍ନେଇ ସ୍ମୃତି ସମାରୋହ ଅନୁଷ୍ଠିତ ହେବ। ଆସନ୍ତା ୨୩ ତାରିଖ ରବିବାର ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଯୁବ ଗାଳ୍ପିକ ରାଜେନ୍ଦ୍ର ରାଉଳଙ୍କୁ କହ୍ନେଇ କଥା ପୁରସ୍କାରରେ ସମ୍ମାନୀତ କରାଯିବ।
ଅକ୍ଷୟ କୁମାର ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରୁ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ତାଙ୍କୁ ଭଗବାନ ଶିବ ରୂପେ ଦେଖିବାକୁ ମିଳେ। ତାଙ୍କର ଲୁକ୍ ଏତେ ଜବରଦସ୍ତ ହୋଇଛି ଯେ ଲୋକେ ତାଙ୍କୁ ପ୍ରଶଂସା କରିବାରେ ଲାଗିଛନ୍ତି।
ବର୍ତ୍ତମାନ 'ଡ୍ରିମ୍ ଗାର୍ଲ' ହେମା ମାଲିନୀ ତାଙ୍କର ଏକ ସାକ୍ଷାତକାରରେ ଏକ ବଡ଼ ଖୁଲାସା କରିଛନ୍ତି। ହେମା ମାଲିନୀଙ୍କ ଏହି କଥାରୁ ଏହା ସ୍ପଷ୍ଟ ହେଉଛି ଯେ ସେ ମଧ୍ୟ ତାଙ୍କ କ୍ୟାରିୟରର ପ୍ରଥମ ଦିନରେ କାଷ୍ଟିଂ କାଉଚ୍ର ଶିକାର ହୋଇଥିଲେ।
ବାହା ହେଲେ ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥିଙ୍କ ପାଳିତ ପୁଅ ସତ୍ୟମ ରାଉଳ । ତାଙ୍କର ପାରାଦୀପରେ ବିବାହ ହୋଇଛି ।
ମନ୍ଦିରର ମଝି ଦେଉଳ ଓ ଗର୍ଭଗୃହ ମଧ୍ୟକୁ ମୋବାଇଲ ନେବା ମନା କରାଯାଇଛି ।