ସିଂହମାନଙ୍କୁ କାବୁ କରିବା ପରେ ପର୍ଯ୍ୟଟକ ଉଦ୍ଧାର । ସିଂହ ସଫାରୀରେ ପର୍ଯ୍ୟଟକଙ୍କ ବସ୍ କାହିଁକି ଫସିଲା ?
ଏପ୍ରିଲ୍ ମାସଠାରୁ ସୁଦାନରେ ସେନା ଓ ପାରାମିଲିଟାରି ଫୋର୍ସଙ୍କ ମଧ୍ୟରେ ସଂଘର୍ଷ ଜାରି ରହିଛି ।
ସର୍ଚ୍ଚ ଅପରେସନ୍ ଓ ଉଦ୍ଧାର କାର୍ଯ୍ୟ ଜାରି । ଉଦ୍ଧାମପୁରରେ ବର୍ଷା ଓ ଭୂସ୍ଖଳନ ।
STF କାର୍ଯ୍ୟାଳୟରେ ଅଭିଯୁକ୍ତ ଅଭିଜିତ ସଞ୍ଜୟ ଜୁମ୍ବେରକୁ ATS କରିବ ଜେରା ।
ପ୍ରବଳ ବର୍ଷାରୁ ଅନେକ ଅଂଚଳ ଜଳମଗ୍ନ । ରାସ୍ତାରେ ବୁଡ଼ିଗଲା ଅଟୋ । ଘଣ୍ଟା ଘଣ୍ଟା ଧରି ଅଟକିଲା ଗାଡ଼ି ।
ବାଲଟ ବକ୍ସ ଲୁଟ୍, ପୋଡ଼ାଜଳା ଓ ବୁଥ୍ କ୍ୟାପ୍ଚରିଂ । ବହୁ ସ୍ଥାନରେ ମତଦାନ ସ୍ଥଗିତ ।
ଗ୍ରୀଲ୍ ତାଡ଼ି ୨ ଭରି ସୁନା ଓ ୪ ଲକ୍ଷ ଟଙ୍କା ଲୁଟିଲେ । ସିସିଟିଭିରେ କଏଦ୍ ଚୋରି କରି ଖସି ପଳାଉଥିବାର ଦୃଶ୍ୟ ।
ମୋତେ ଆୟକର ବିଭାଗ କିଛି ପ୍ରଶ୍ନ କରିନି କହିଲେ ଜଗଦୀଶ । ଏଯାଏଁ ଜବତ ହେଲାଣି ୩୨ କୋଟିରୁ ଅଧିକ ଟଙ୍କା ।
ନିର୍ବାଚନୀ ହିଂସା ପାଇଁ ବାରମ୍ବାର ଅପଯଶ ସାଉଁଟୁଥିବା ପଶ୍ଚିମବଙ୍ଗ, ଏଥର ବି ଶୃଙ୍ଖଳା ରକ୍ଷାରେ ବିଫଳ ହୋଇଛି । ମାଳମାଳ ରାଜ୍ୟ ପୋଲିସ ଓ କେନ୍ଦ୍ରୀୟ ଫୋର୍ସ ମୁତୟନ ସତ୍ତ୍ୱେ ; ବିଭିନ୍ନ ଜିଲ୍ଲାରେ ନିର୍ବାଚନୀ ହିଂସାର ବହୁ ଘଟଣା ସାମ୍ନାକୁ ଆସିଛି। କିଛି ସ୍ଥାନରେ ମତଦାନକୁ ସ୍ଥଗିତ ରଖିବାକୁ ପଡ଼ିଛି ।
ନିରାଶ୍ରୟମାନଙ୍କ ଏବେ ଦୁଃସ୍ଥିତି। ବରେଇପାଲିର ଏକ ଭଡ଼ା ଘରେ ଗୁଞ୍ଜାଗୁଞ୍ଜି କରି ବେଡ୍ ପଡ଼ିଛି, ଆଉ ସେଇଥିରେ ଦୁଇ ସପ୍ତାହ ହେଲେଣି ୪୫ ଜଣ ଅନ୍ତେବାସୀ ଏମିତି ଦୟନୀୟ ଅବସ୍ଥାରେ ରହୁଛନ୍ତି। ନୂଆ କୋଠାରୁ ଏମାନଙ୍କୁ କାହିଁକି ବାହାର କରାଗଲା, ସେମାନେ ଜାଣନ୍ତିନି।
DN ଗ୍ରୁପ ମୁଖ୍ୟ ଜଗଦୀଶ ନାୟକଙ୍କୁ ମାରାଥନ ଜେରା । ଏପଟେ ସିବିଆଇ ତଦନ୍ତ ଦାବି କଲା କଂଗ୍ରେସ ।
ଶିକ୍ଷା ମନ୍ତ୍ରାଳୟର ପର୍ଫମାନ୍ସ ଗ୍ରେଡିଙ୍ଗ ଇଣ୍ଡେକ୍ସ ବା ପିଜିଆଇ ସୂଚକାଙ୍କର ରିପୋର୍ଟରେ ଯାହା ଖୋଲି ଦେଇଛି ରାଜ୍ୟରେ ଡିଣ୍ଡିମ ପିଟା ଶିକ୍ଷା ବ୍ୟବସ୍ଥାର ବାସ୍ତବ ରୂପ।
5T ସଚିବଙ୍କ ଗସ୍ତକୁ ନେଇ ନବୀନଙ୍କୁ ଅପରାଜିତାଙ୍କ ଟାର୍ଗେଟ୍ ।
ରିମାଣ୍ଡରେ ନେଇ ଚନ୍ଦକା ଥାନାରେ ସିବିଆଇର ଖୋଳତାଡ଼ । ଏଣେ କର୍ମଚାରୀଙ୍କ ତ୍ରୁଟି ନା ଅନ୍ତର୍ଘାତୀ ପ୍ଲାନ୍ ।
ଫୋକସରେ ୨୦୧୯ରେ ହାରିଥିବା ୯ ଲୋକସଭା ଓ ୩୩ ବିଧାନସଭା ସିଟ୍। ବିଜେଡି ନେତାଙ୍କୁ ଟିକେଟର ଗ୍ରୀନ୍ ସିଗନାଲ୍ ସହ ଗ୍ରାଉଣ୍ଡ ୱାର୍କକୁ ଗୁରୁତ୍ୱ ଦେଇ ବିଜୟକୁ ସୁନିଶ୍ଚିତ କରିବା ଦିଗରେ କାମ କରିବାକୁ ଦିଆଯାଇଛି ନିର୍ଦ୍ଦେଶ।
କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଏନେଇ ରାଜ୍ୟ ସରକାରଙ୍କ ଠାରୁ ରିପୋର୍ଟ ମାଗିଥିବା ସୂଚନା ମିଳିଛି।
ଏକ ବଡ଼ ବୟାନ ଦେଇଛନ୍ତି ଶିବସେନା ନେତା ଆଦିତ୍ୟ ଠାକରେ ।
ସୁନୀଲ ଛେତ୍ରୀଙ୍କ ନେତୃତ୍ୱରେ ଭାରତୀୟ ପୁରୁଷ ଫୁଟ୍ବଲ୍ ଟିମ୍ ଗୋଟିଏ ମାସ ମଧ୍ୟରେ ଦୁଇଟି ଆନ୍ତର୍ଜାତିକ ଟୁର୍ଣ୍ଣାମେଣ୍ଟ ଜିତିବା ସହ ଫିଫା ମାନ୍ୟତାର ଟପ୍-୧୦୦କୁ ପ୍ରତ୍ୟାବର୍ତ୍ତନ କରିଛି । ଚଳିତ ବର୍ଷ ଟିମ୍ ସମ୍ମୁଖରେ ବିଶ୍ୱକପ୍ କ୍ୱାଲିଫାୟର୍, ଏସିଆଡ୍ ଭଳି ବଡ଼ ଚାଲେଞ୍ଜ୍ ରହିଛି । ଏବେ ଚର୍ଚ୍ଚା ହେଉଛି ଯେ ୨୦୨୩ ଭାରତୀୟ ଫୁଟ୍ବଲ୍ ପାଇଁ ଗେମ୍ ଚେଞ୍ଜର୍ ସାବ୍ୟସ୍ତ ହେବ କି?
ଏବେ ବିଜେଡିରେ ଗୋଷ୍ଠୀ କନ୍ଦଳ ତୀବ୍ର ହୋଇଛି। ଆଗକୁ ଏହା ବିସ୍ପୋରଣ ହେବ ବୋଲି କହିଛନ୍ତି ମନମୋହନ ସାମଲ।
ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଂଜ ଦେଓଗଡ଼, ସୁନ୍ଦରଗଡ଼କୁ ୟେଲୋ ୱାର୍ଣ୍ଣିଂ ।
ଆଦିପୁରୁଷର ଚରିତ୍ର ଚିତ୍ରଣ, ଡାଇଲଗ୍ ଏବଂ କାହାଣୀକୁ ନେଇ ସମାଲୋଚନା ପରେ କ୍ଷମା ପ୍ରାର୍ଥନା ।
ବିଭିନ୍ନ ପଦବୀ ପାଇଁ ଇଣ୍ଡିଆନ୍ କୋଷ୍ଟ ଗାର୍ଡ (ICG) ନିଯୁକ୍ତି ବାହାର କରିଛି। ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ବେଳେ କେବଳ ଅଫ୍ଲାଇନ୍ ମୋଡ୍ରେ ଆବେଦନ କରିବାକୁ ପଡିବ।
ମୁଖ୍ୟମନ୍ତ୍ରୀ କାହିଁକି ବାହାରିବେନି କି କାହିଁକି ଘୋଷଣା କରିବେନି ବୋଲି ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରଶ୍ନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବଦଳରେ 5T ସଚିବ ସବୁଆଡ଼େ ଗସ୍ତ କରୁଛନ୍ତି ।
ନବେ ଫୁଟ ଲମ୍ବ ତଥା ଛଅ ହଜାର କେଜି ଓଜନ ବିଶିଷ୍ଟ ଲୁହା ବ୍ରିଜକୁ ଲୁଟିନେଇଛନ୍ତି ଲୁଟେରେ। ଶେଷରେ ବହୁ ଖୋଳତାଡ଼ ପରେ ପୋଲିସ୍ ୪ ଲୁଟେରାଙ୍କୁ ଗିରଫ କରିଥିବା ଜଣାପଡ଼ିଛି ।
୧୬ ବର୍ଷର କ୍ୟାରିଅରରେ ଦୀପିକା ପାଦୁକୋନ୍ ନିଜର ଏକ ଶକ୍ତିଶାଳୀ ନେଟ୍ ୱର୍ଥ କରିପାରିଛନ୍ତି। ଏହି ଦୃଷ୍ଟିରୁ ଦୀପିକା ଏବେ ଅନୁଷ୍କା ଶର୍ମା ଏବଂ କ୍ୟାଟ୍ରିନା କୈଫଙ୍କୁ ମଧ୍ୟ ପଛରେ ପକେଇଦେଇଛନ୍ତି। ଦୀପିକା ଏବେ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକାଣୀ।