ବର୍ଷ ପରେ ବର୍ଷ ବିତିଯାଇଥିଲା ହେଲେ ପୁରା ପରିବାର ଉର୍ମିଳାଙ୍କୁ ଖୋଜି ନୟାନ୍ତ ହୋଇଥିଲେ । ନିଖୋଜର ୧୨ ବର୍ଷ ବିତିଯାଇଥିବାରୁ ଶେଷରେ ଗାଁ ପୂଜକଙ୍କ ପରାମର୍ଶ କ୍ରମେ ଶୁଦ୍ଧିକ୍ରିୟା ପାଇଁ ଯୋଜନା କଲେ । ହେଲେ ବିଧିର ବିଧାନ ଥିଲା କିଛି ଅଲଗା । ଉର୍ମିଳାଙ୍କୁ ଏବେ ତାଙ୍କ ପରିବାର ଲୋକେ ପାଇଛନ୍ତି ।
ବାପା ଘରୁ ଯାଇଛନ୍ତି ଯେ ଯାଇଛନ୍ତି । ମାସେ ହେଲା ସାଇକେଲ ନେଇ କେଉଁ ଆଡେ ଚାଲିଯାଇଛନ୍ତି ଯେ ଆଉ ଘରକୁ ଫେରୁନାହାନ୍ତି । ଏଣେ ଛୁଆ ଦୁଇଟା ବିକଳ ହୋଇ ସବୁଆଡ଼େ ଖୋଜି ଖୋଜି ନୟାନ୍ତ ହେଲେଣି । ପେଟକୁ ଦାନା ଖଣ୍ଡେ ଦେବା ପାଇଁ ଝିଅଟି ପର ଘରେ ମୂଲ ଲାଗିଲାଣି । ଏବେ ଖାଲି କାନ୍ଦିବା ଛଡା ସେମାନଙ୍କ ପାଖରେ ଆଉ ଯେମିତି କିଛି ଚାରାନାହିଁ ।
ଗଛ ମୂଳରେ ପୂଜା ପାଉଛନ୍ତି ମହାଦେବ । ପାଖରେ ରହିଛି ଏକ ପଥର ନିର୍ମିତ ବୃଷଭ । ସନ୍ଧ୍ୟା ସମୟରେ ପୂଜା କରୁଥିବା ଜଣେ ମହିଳା ପଥର ବୃଷଭ ନିକଟରେ ଆଞ୍ଜୁଳିରେ ପାଣି ଦେଇଥିଲେ । ଆଉ କିଛି ସମୟ ମଧ୍ୟରେ ପାଣି ସରି ଯାଇଥିଲା
ମୃତ ମହିଳା ୩୦ ବର୍ଷିୟ ସୋନାଲ ପ୍ରିୟା ଏବଂ ତାଙ୍କର ଦୁଇ ମାସର ପୁଅ ଅଖତାମ ରୂପ ବୋଲି ଜଣାପଡିଛି । ଅଭିଯୁକ୍ତ ସ୍ୱାମୀଙ୍କୁ ଗିରଫ କରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଖୋଜୁଛି ।
ଡାକ୍ତରମାନେ ତାଙ୍କର ସିଟି ସ୍କାନ୍ କରିଥିଲେ । ଯେଉଁଥରେ ଅକ୍ଟୋପସ୍ ସ୍ପଷ୍ଟ ଦେଖାଯାଇଥିଲା । ପେଟ ଠାରୁ ଏହା ୮ ସେମି ଦୂରରେ ରହିଥିବା ଜଣାପଡ଼ିଥିଲା । ଯାହାର ଫଟୋ ମଧ୍ୟ ପରେ ପରେ ପ୍ରକାଶ କରାଯାଇଥିଲା ।
ସୋମବାର ଠାରୁ ଯୁବତୀଙ୍କ ବାପା ଘରୁ ନିଖୋଜ ହୋଇଯାଇଥିଲେ । ହେଲେ ମଙ୍ଗଳବାର ଦିନ ଏକ ଘରର ଛାତର ଫ୍ୟାନରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ।
ଡିିଏନ କମ୍ପାନୀ ଉପରେ ଆଇଟି ରେଡ୍ ପ୍ରସଙ୍ଗକୁ ନେଇ ବିଜେପିର ସାଂଘାତିକ ଅଭିଯୋଗ। ବ୍ୟବସାୟୀଙ୍କ ସହ ତୃତୀୟ ମହଲାର ସଂପର୍କ ରହିଛି ବୋଲି ଗୁରୁତର ଅଭିଯୋଗ କରିଛନ୍ତି ବିଜେପି ମୁଖପାତ୍ର ଅନୀଲ ବିଶ୍ବାଳ।
ପୂର୍ବ ରିପୋର୍ଟ ଅନୁସାରେ ଅଧିକ ସାପକାମୁଡା ମୋସୁମୀ ତଥା ଜୁନ୍, ଜୁଲାଇ ଓ ଅଗଷ୍ଟରେ ହୋଇଥିବା ରେକର୍ଡ କରାଯାଇଛି। ଏହି ସମୟରେ ଅତିକମରେ ୪ ପ୍ରକାରର ବିଷଧର ସାପ ଦେଖାଦେବାର ନଜିର ରହିଛି।
ଭିକ ମାଗି ଆଜି କୋଟି କୋଟି ଟଙ୍କାର ସମ୍ପତ୍ତି । ମୁମ୍ବାଇର ଜଣେ ଏମିତି ଭିକାରୀ ଅଛନ୍ତି ଯାହାଙ୍କର ମୋଟ ସମ୍ପତ୍ତି ୭.୫ କୋଟି ।
ରାଶିକୁ ନେଇ ମନ ଭିତରେ ଅନେକ ଦ୍ୱନ୍ଦ ରହିଛି । ୧୨ଟି ରାଶି ମଧ୍ୟରେ ନବମ ରାଶି ହେଉଛି ‘ଧନୁ’ । ତେବେ ଆଜି ଆମେ ଜାଣିବା ‘ଧନୁ’ ରାଶି ବିଷୟରେ...। କେମିତି କଟେ ଏମାନଙ୍କ ବ୍ୟକ୍ତିଗତ ଜୀବନ...ଏହି ରାଶିର ବ୍ୟକ୍ତିଙ୍କ ସ୍ୱଭାବ କିପରି ।
ଉଦ୍ଧବ ଓ ଶରଦଙ୍କ ପରିଣତି ଭୋଗିବେ କି ନୀତୀଶ? ମହାରାଷ୍ଟ୍ରରେ ଗତବର୍ଷ ଶିବସେନା ଏବଂ ଏବର୍ଷ ଏନ୍ସିପି ଦୁଇଫାଳ ହୋଇଯିବା ପରେ ବିହାରରେ ବି ଆଗକୁ ରାଜନୈତିକ ଛକାପଞ୍ଝା ଦେଖିବାକୁ ମିଳିପାରେ ବୋଲି ଚର୍ଚ୍ଚା ହେଉଛି ।
ଆପ୍ରେଣ୍ଟିସ୍ ପୋଷ୍ଟ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି ।
ତିଲକ ଲଗାଇ ପୂଜାର୍ଚ୍ଚନା ପରେ ସାଲ୍ ଦେଇ ସମ୍ବର୍ଦ୍ଧିତ କଲେ, ଦଶମତ ରାୱତଙ୍କ ଉପରେ ଜଣେ ବ୍ୟକ୍ତି ପରିସ୍ରା କରିଥିବା ଭିଡିଓ ଭାଇରାଲ ପରେ ଏମିତି ଦୃଶ୍ୟ ଦେଖିବାକୁ ମିଳିଛି।
ମଣିଷ ନୁହେଁ ହାତୀ ଲାଗି ପିଲାଙ୍କ ପାଠ ପଢାରେ ବନ୍ଧାହେଲା ଡୋରି । ଗାଁ ସ୍କୁଲରେ ସିନା ପାଠ ପଢୁଥିଲେ ପିଲା...ହେଲେ ସ୍କୁଲ ଦୂରକୁ ଯିବାରୁ ଏବେ ହାତୀ ଭୟରେ ଘରୁ ବାହାରୁନାହାନ୍ତି ଛାତ୍ରଛାତ୍ରୀ
ଏବେ ଚାଲିଛି ଆମ୍ବର ଋତୁ । ଆମ୍ବରେ ବିଭିନ୍ନ ପାନୀୟ ଓ ଆଚାର,ଖଟା ପ୍ରସ୍ତୁତ କରାଯାଏ । ହେଲେ ଆଜି ଆମେ ଆପଣଙ୍କ ପାଇଁ ଆମ୍ବର ଏକ ସୁଆଦିଆ ପିଠାର ରେସିପି ପ୍ରସ୍ତୁତ କରିବୁ । ଏହି ରେସିପିର ନାଁ ହେଉଛି ‘ଆମ୍ବ କାକରା’।
କଳା, ବିଜ୍ଞାନ ଓ ବାଣିଜ୍ୟ କଟ୍ଅଫ୍ ମାର୍କରେ ରେଭେନ୍ସା ଜୁନିଅର କଲେଜ ଆଗରେ ରହିଛି ।
ସ୍କୁଲ ନଯିବା ପାଇଁ ମାଷ୍ଟରପ୍ଲାନ । ଅପହରଣର ନାଟକ ରଚିଥିଲା ବଡ଼ ଭାଇ । ସବୁ ଜାଣି ଚୁପ୍ ବସିଥିଲା ସାନ ଭାଇ ।
ବାବାଙ୍କ ଧାମରୁ ବାରମ୍ବାର ବିଭିନ୍ନ ପ୍ରକାର ରିଲ୍ସ ଓ ଭିଡିଓ ଭାଇରାଲ ହେବାରୁ ଏଭଳି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ।
ନାଁ ଯେମିତି କାମ ବି ସେମିତି । ବର୍ଦ୍ଦିରେ ଦେଖିବା ମାତ୍ରେ ଥରହର ମାଫିଆ । ଚୋରା ମଦଠୁ ଗଞ୍ଜେଇ ବେପାରୀଙ୍କୁ ଧରିବାରେ ସେ ମାଷ୍ଟର । ଉଲ୍ଲେଖନୀୟ କାମ ପାଇଁ ଜିଲ୍ଲା ପୋଲିସ ପକ୍ଷରୁ ମିଳିଛି ପୁରସ୍କାର।
ସାଲେଭଟା ମୁରଶୁଣ୍ଡ ଗାଁ ଅଙ୍ଗ ନଦୀରେ ବାଲି ମାଫିଆଙ୍କ ଗୁଣ୍ଡାରାଜ । ବଲାଙ୍ଗିରରେ RIଙ୍କୁ ମାଡ଼ ମାରିବା ସହ ମୋବାଇଲ ଜାଳିଦେଲେ ବାଲି ମାଫିଆ । ଡୁଙ୍ଗୁରିପାଲି ହସ୍ପିଟାଲରେ RI, ଏତଲା ଦେଲେ ତହସିଲଦାର ।
NLC ଇଣ୍ଡିଆ ଲିମିଟେଡ୍ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଡେପୁଟି ଜେନେରାଲ୍ ମ୍ୟାନେଜର ଏବଂ ଅନ୍ୟାନ୍ୟ ପଦବୀ ପାଇଁ ବିଜ୍ଞପ୍ତି ବାହାର କରିଛି। ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ସମୁଦାୟ ୨୯୪ ପଦବୀ ପୂରଣ ହେବ।
ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଭୋଇ ସେବକଙ୍କ ମୃତ୍ୟୁ ହୋଇଛି ।
ଏଣିକି ଟ୍ୱିଟରକୁ କଡ଼ା ଟକ୍କର ଦେବ ଥ୍ରେଡ୍ସ ଆପ୍। ଥ୍ରେଡ୍ସ ଆପ୍କୁ ଆପଣ ଆଣ୍ଡ୍ରଏଡ୍ ଓ IOS ଉଭୟରେ ଡାଉନଲୋଡ୍ କରିପାରିବେ।
ଇଏ କେମିତିକା ସ୍ୱାସ୍ଥ୍ୟସେବା? ମାସେ କି ବର୍ଷେ ନୁହେଁ ବରଂ ୨୯ ବର୍ଷ ହେଲାଣି ଝୁଲିଲାଣି ତାଲା । ସମସ୍ତେ ଦେଖୁଛନ୍ତି ହେଲେ ଆଖି ବୁଜିଦେଇଛନ୍ତି