ଆଜିକାଲି ଟମାଟୋ ଦର ଆକାଶଛୁଆଁ ହୋଇଛି। ଫଳରେ ଟମାଟୋ ଖାଦ୍ୟ ପ୍ଲେଟରୁ ଦୂରେଇ ଯାଇଛି। ଏପରି ପରିସ୍ଥିତିରେ, ଟମାଟୋ ପରି ସ୍ୱାଦ ବଜାୟ ରଖିବା ପାଇଁ ଆପଣ ଆଉ କିଛି ଜିନିଷ ମଧ୍ୟ ବ୍ୟବହାର କରିପାରିବେ। ତେବେ ଆସନ୍ତୁ ସେହିସବୁ ବିଷୟରେ ଜାଣିନେବା ଯାହାର ବ୍ୟବହାର କଲେ ଟମାଟୋ ନ ହେଲେ ବି ତରକାରୀ ସ୍ୱାଦ ଲାଗିବ।
ପାହାଡ଼ ଉପରୁ ପଥର ଖଣ୍ଡଟି ଏତେ ଜୋରରେ ତଳକୁ ଖସିଥିଲା ଯେ, ଗୋଟିଏ ସେକେଣ୍ଡରୁ ବି କମ୍ ସମୟ ଭିତରେ ପ୍ରଥମ ଗାଡ଼ିକୁ ଚୁର୍ମାର୍ ପରେ ଆଉ ଗୋଟିଏ ଗାଡ଼ିକୁ ଧକ୍କା ଦେଇ ଓଲଟାଇ ଦେଇଥିଲା।
ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ବେଳାଭୂମିରେ ଦେହଜୀବୀଙ୍କ ଦଲାଲମାନେ ଛୋଟ ଛୋଟ କୁଡ଼ିଆ ଘର କରି ଦେହ ବ୍ୟବସାୟ ଚଳାଇଛନ୍ତି। ଖାଲି ଏତିକି ନୁହେଁ ଗ୍ରାହକଙ୍କଠାରୁ ୫ ଶହରୁ ୫ ହଜାର ଟଙ୍କା ପର୍ଯ୍ୟନ୍ତ ମୁଲଚାଲ ମଧ୍ୟ କରାଯାଉଛି।
ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷାର ପରିମାଣ ବଢ଼ିପାରେ। ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ଶବ ପୋଡାହେଲେ ଅନେକ କାଠ ଦରକାର ହୋଇଥାଏ। ଏଥିପାଇଁ ଅନେକ ଗଛ ମଧ୍ୟ କାଟିବାକୁ ପଡେ। ପରିବେଶକୁ ରକ୍ଷା କରିବା ପାଇଁ ବର୍ତ୍ତମାନ ବୈଦ୍ୟୁତିକ ପଦ୍ଧତି ଗ୍ରହଣ କରାଯାଉଛି। କିନ୍ତୁ ଏହି ସମୟରେ ବ୍ରିଟେନ୍ରେ ଆଉ ଏକ ନୂଆ ପଦ୍ଧତି ଆରମ୍ଭ କରାଯାଇଛି। ଚାରି ଘଣ୍ଟାରେ ମେସିନ୍ରେ ମିଳେଇ ଯିବ ଶରୀର, ବ୍ୟାଗ୍ରେ ରହିଯିବ ହାଡ ଏବଂ ପାଉଁଶ।
ରାଜ୍ୟରେ ମଦ ବିକ୍ରି ବଢୁଥିବା ଏବଂ ୩୦ ଲକ୍ଷ ଲୋକ ଦାଦନ ଖଟିବାକୁ ଯାଇଥିବା ଦର୍ଶାଇ ଓଡ଼ିଶାର ପ୍ରକୃତ ସ୍ଥିତି କଣ ବୋଲି ଆକଳନ କରିବାକୁ କହିଛନ୍ତି ଅନୀଲ।
ଚେତନ ଶର୍ମାଙ୍କ ଇସ୍ତଫା ପରେ ଦୀର୍ଘଦିନ ପରେ ମୁଖ୍ୟ ଚୟନକର୍ତ୍ତା ପଦବୀ ଖାଲି ପଡ଼ିଥିଲା। ଶେଷରେ ଅଜିତ ଅଗରକରଙ୍କ ନାଁ ଉପରେ ଆଜି ମୋହର ମାରିଛି ବିସିସିଆଇ।
ମହାପ୍ରଭୁ ଜଗନ୍ନାଥଙ୍କ ନାଁରେ କରୁଛି ମହାଲୁଟ୍। ପୂଜା, ହୋମଯଜ୍ଞ, ବ୍ରାହ୍ମଣ ଭୋଜନ ଆଦି ନାଁରେ ଅନଲାଇନରେ ବିଜ୍ଞାପନ ଦେଇ ଚଢ଼ା ଦାମ୍ ରେ ଚଳାଇଛି ଚଳାଇଛି ଚିଟିଂ। ଭଲ କରି ଦେଖନ୍ତୁ ସେହି ଶାଲିଗ୍ରାମ୍ ଡଟ୍ କମ୍ ନାଁରେ ଖୋଲିଥିବା ୱେବସାଇଟକୁ।
ଗୋଟିଏ ନୁହେଁ ସିଗନାଲିଂ ଓ ଟେଲି କମ୍ୟୁନିକେଶନ୍ ବିଭାଗର ବିଭିନ୍ନ ସ୍ତରରେ ଥିବା ତ୍ରୁଟିର ବି ଉଜାଗର କରିଛି ଏହି ରିପୋର୍ଟ
ପ୍ରଶ୍ନ ଉଠୁଛି, ଏପରି ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ଦ୍ବାରା ଆଗକୁ ଚାକିରି ହରାଇବେ କି କର୍ମଚାରୀ ? AI ଏଭଳି କାର୍ଯ୍ୟକ୍ଷମ ହେଲେ ନିଯୁକ୍ତି କ୍ଷେତ୍ରରେ ପ୍ରଭାବିତ ହେବ କି ମଣିଷ ସମାଜ?
ଜଣେ ୩୦ ବର୍ଷ ବୟସ୍କା ମହିଳା ତାଙ୍କ ପ୍ରେମିକକୁ ଅତି ନିର୍ମମ ଭାବେ ଆକ୍ରମଣ କରିବା ସହ ଶାହପୁର ରାଜପଥରେ ଉଲଗ୍ନ ଅବସ୍ଥାରେ ପକାଇବା ଦେଖାଯାଇଛି। ଏହା ପୂର୍ବରୁ ସେ ତାଙ୍କ ପ୍ରେମିକାଠାରୁ ଲକ୍ଷ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି।
'ଦ କେରଳ ଷ୍ଟୋରୀ' ପରେ ଆଉ ୪ଟି ସ୍ୱଳ୍ପ ବଜେଟ୍ର ଚଳଚ୍ଚିତ୍ର ଖୁବ ଶୀଘ୍ର ରିଲିଜ ହେବାକୁ ଯାଉଛି। ଏହା ପ୍ରକୃତ ଘଟଣା ଉପରେ ଆଧାରିତ ଏବଂ ଆଶା କରାଯାଏ ଯେ ଏହି ସବୁ ଚଳଚ୍ଚିତ୍ର ସେମାନଙ୍କର ରିଲିଜ୍ ସହିତ ବକ୍ସ ଅଫିସରେ ଛାଇଯିବେ।
ପିଲା ଦିନ ତାଙ୍କର ଭାରି କଷ୍ଟରେ କଟିଛି । ଏମିତିକି ତାଙ୍କ ଘରର ଛାତ ନଥିଲା । ମଧ୍ୟପ୍ରଦେଶର ମୋରେନା ଜିଲ୍ଲାରେ ସେ ରହୁଥିଲେ ।
ଯୁବକ ଜଣକ ଯୁବତୀଙ୍କୁ ରୋକିବାକୁ ବି ଚେଷ୍ଟା କରିନାହାନ୍ତି କିମ୍ବା ତାଙ୍କ ଉପରକୁ ହାତ ଉଠାଇ ନାହାନ୍ତି ।
ଆନ୍ତଃ ମେଡିକାଲ କଲେଜ କ୍ରୀଡ଼ା ଓ ସାଂସ୍କୃତିକ ଉତ୍ସବର ନାଁ ହେଉଛି ୟୁଫୋରିଆ ।
ପୁଣି ଥରେ ରଣବୀର ଏବଂ ଆଲିଆଙ୍କ ଯୋଡି ପରଦାରେ ହଙ୍ଗାମା କରିବାକୁ ଯାଉଛି। ଆଲିଆ-ରଣବୀରଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ 'ରକି ଔର୍ ରାନୀ କି ପ୍ରେମ କାହାନୀ'ର ଗୀତ ପରେ ଫିଲ୍ମର ଟ୍ରେଲର ମୁକ୍ତିଲାଭ କରିଛି। ଏହି ଚଳଚ୍ଚିତ୍ର ସହିତ ପରଦାକୁ ଆସୁଥିବା କରଣ ଜୋହର କିଛି ନୂଆ କରିବାକୁ ଯାଉଛନ୍ତି।
ଦୁଷ୍କର୍ମ ହେଉ କିମ୍ବା ଗଣଦୁଷ୍କର୍ମର ଶିକାର ହୋଇଥିବା ନାବାଳିକାମାନଙ୍କୁ କେନ୍ଦ୍ର ସରକାର ନ୍ୟାୟ ଦେବେ । ଏଥି ପାଇଁ ସହାୟତା ଓ ସେମାନଙ୍କ ଯତ୍ନ ନେବାକୁ ପ୍ରସ୍ତାବ ଦିଆଯାଇଛି ।
ବଳି ପ୍ରଥାକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ସବୁ ପ୍ରକାର ଚେଷ୍ଟା କରାଯାଉଛି ।
ପୂର୍ବରୁ ପୋଲିସ ବିଦ୍ୟାଭାରତୀଙ୍କୁ ଖୋଜିବାକୁ କପ୍ତିପଦା ଗୌଡ଼ ଗାଁକୁ ୨ ଥର ଯାଇ ଖାଲି ହାତରେ ଫେରିଥିଲେ । ବିଦ୍ୟାଭାରତୀ କାର୍ଯ୍ୟରତ ବେତନଟୀ ଅଫିସକୁ ପୋଲିସ ଯାଇଥିଲେ ବି ବିଦ୍ୟାଭାରତୀଙ୍କୁ ପୋଲିସ ପାଇନଥିଲା ।
ସମ୍ମିଳନୀରେ ବିଭିନ୍ନ ଦେଶର ରାଷ୍ଟ୍ରଦୂତ ଓ ବୌଦ୍ଧ ଧର୍ମାବଲମ୍ବୀ ଯୋଗ ଦେଇଥିଲେ ।
PUBG ଖେଳୁ ଖେଳୁ ହୋଇଗଲା ପ୍ରେମ । ଏମିତିକି ପ୍ରେମିକକୁ ପାଇବା ପାଇଁ ବର୍ଡର ପାର୍ କରିଗଲେ ମହିଳା ।
ପାଲସନର ଗାଁରୁ ଏହି ଟ୍ରକ୍ଟି ଅନ୍ୟ ଗାଡ଼ିଗୁଡ଼ିକୁ ଧକ୍କା ଦେବା ଆରମ୍ଭ କରିଥିବା ବେଳେ ଏହା ମଧ୍ୟପ୍ରଦେଶ ସୀମାରେ ଥିବା ସିରିପୁର ତାଲୁକା ଜିଲ୍ଲା ପର୍ଯ୍ୟନ୍ତ ଏଭଳି ଦୁର୍ଘଟଣା ପରେ ଦୁର୍ଘଟଣା ଭିଆଇ ଚାଲିଥିଲା ।
କଟକ ସଦର ଖଣ୍ଡାଇତା ଅଂଚଳର ରାସ୍ତା କାମ ଅଧାରେ ଅଟକିଥିଲା । ଏନେଇ ଅଭିଯୋଗ କରି କଂଗ୍ରେସ କର୍ମୀ ବାରମ୍ବାର ଭୁବନେଶ୍ୱର ପ୍ରାଚୀ ଡିଭିଜନ ଅଧିକ୍ଷଣ ଯନ୍ତ୍ରୀ ପ୍ରତାପ ଚନ୍ଦ୍ର ଚୌଧୁରୀଙ୍କ କାର୍ଯ୍ୟାଳୟକୁ ଦୌଡ଼ିଥିଲେ ।
ଜଣେ ୧୪ ବର୍ଷୀୟ ନାବାଳିକା ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ସୂଚନା ମୁତାବକ ଛାତ୍ରୀ ଜଣକ ନବମ ଶ୍ରେଣୀରେ ପଢ଼ୁଥିଲେ ।