ପ୍ରବଳ ବର୍ଷା ଯୋଗୁଁ ସବୁ ଗେଟ୍ ଖୋଲିଦେଲା ଛତିଶଗଡ଼ । କଲମା ବ୍ୟାରେଜ ଦେଇ ମହାନଦୀକୁ ପଶୁଛି ୧.୧୮ ଲକ୍ଷ କ୍ୟୁସେକ୍ ।
ନୂଆଦିଲ୍ଲୀରେ ଫକୀରମୋହନ ସେନାପତିଙ୍କ 'ଦ ମେକିଂ ଅଫ୍ ଆନ ଅଥର' ପୁସ୍ତକର ଉନ୍ମୋଚନ ଅବସରରେ ଯୋଗ ଦେଇ ଏଭଳି ମନ୍ତବ୍ୟ ଦେଇଛନ୍ତି ସାଂସଦ ଭର୍ତ୍ତୃହରି ମହତାବ।
ସୋସିଆଲ ମିଡିଆରେ ଏକ ବ୍ୟାଗ୍ ଭାଇରାଲ୍ ହେବାରେ ଲାଗିଛି। ଏହି ବ୍ୟାଗ ବିଷୟରେ ଜାଣିଲେ ଆପଣ ବି ଆଶ୍ଚର୍ଯ୍ୟ ହେବେ। ଏହି ବ୍ୟାଗ୍ଟି ଲୁଣର ଏକ ଛୋଟ ଦାନା ଠାରୁ ବି ଛୋଟ। ଏହି ବ୍ୟାଗ୍ ଏତେ ଛୋଟ ଯେ ଏହାକୁ ମାଇକ୍ରୋସ୍କୋପ୍ ବିନା ଦେଖି ହେବନାହିଁ।
ଗତବର୍ଷ ଜୁଲାଇ ମାସରେ କର୍ଣ୍ଣାଟକ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା ଟ୍ୱିଟର । ଇଲେକ୍ଟ୍ରୋନିକ ଓ ଇନଫର୍ମେସନ ଟେକ୍ନୋଲୋଜି ମନ୍ତ୍ରଣାଳୟ ଆଇଟି ଆକ୍ଟର ଧାରା ୬୯ ଅଧୀନରେ କେନ୍ଦ୍ର ଜାରି କରିଥିବା ନିର୍ଦ୍ଦେଶକୁ ସଂସ୍ଥା ଚ୍ୟାଲେଞ୍ଜ କରିଥିଲା।
5T ଅଧୀନରେ ଚାଲିଥିବା କାମ ନିମ୍ନ ମାନର ହେଉଥିବା ଅଭିଯୋଗ କରି ବୈଠକ ଅଧାରୁ ଉଠି ଚାଲିଯାଇଥିଲେ ବିଧାୟକ ନିତ୍ୟାନନ୍ଦ ଗଣ୍ଡ ।
ଜୋମାଟୋ ଡେଲିଭରି ବୟଙ୍କ ନିଆରା ବର୍ଥ ଡେ’ ସେଲିବ୍ରେସନ। ଅନ୍ଲାଇନ୍ରେ ଖାଦ୍ୟ ଅର୍ଡର କରିଥିବା ସମସ୍ତ ଗ୍ରାହକଙ୍କୁ ଚକୋଲେଟ୍ ଦେଇ ଜନ୍ମଦିନ ପାଳିଲେ ଡେଲିଭରି ବୟ।
ଫୁଲ୍ ସ୍ପିଡ୍ରେ ଆସି ଟ୍ରକ୍ରେ ପିଟି ହେଲା କାର୍। ଏଥିରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି।
ଆଲେଫ୍ ଏରୋନେଟିକ୍ସର ଫ୍ଲାଇଙ୍ଗ୍ କାର୍କୁ ଆକାଶରେ ଉଡ଼ିବା ନେଇ ଅନୁମତି ମିଳିଛି । ସରକାରଙ୍କ ପକ୍ଷରୁ ଉଡ଼ାଣ ପାଇଁ ଆଲେଫ୍ ଏରୋନେଟିକ୍ସର ଫ୍ଲାଇଙ୍ଗ୍ କାର୍କୁ ଆଇନଗତ ଅନୁମୋଦନ ଦିଆଯାଇଛି ।
ରଥଯାତ୍ରା ବେଳେ ରେଲ୍ୱେ ଷ୍ଟେସନରୁ ଘରକୁ ଫେରୁଥିବା ବେଳେ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ ମରଣାନ୍ତକ ଆକ୍ରମଣ କରିଥିଲେ। ଏପରିକି ଯୁବକଙ୍କ ହାତକୁ ହାଣି ଦେଇଥିଲେ।
୨୦୨୨-୨୩ ଶିକ୍ଷା ବର୍ଷରେ ୩ ଜଣ ବୃତ୍ତିଧାରୀ ବିଭିନ୍ନ ଆଇଆଇଟି ଏବଂ ଅନ୍ୟ ୩ ଜଣ ଏନଆଇଟି ରାଉରକେଲା, ଭିସୁଟ୍ ବୁର୍ଲା ଓ ଏମକେସିଜି ମେଡିକାଲ କଲେଜରେ ଶିକ୍ଷା ଲାଭ କରୁଛନ୍ତି।
ବାହାନଗାରେ ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ମଧ୍ୟରୁ ଆଉ ୨୯ ମୃତଦେହ ଚିହ୍ନଟ ହୋଇଛି। ସକାଳୁ ମୃତକଙ୍କ ସମ୍ପର୍କୀୟମାନେ ଭୁବନେଶ୍ୱର ଏମ୍ସରେ ପହଞ୍ଚିଛନ୍ତି।
ମହାନଦୀରେ ପାଣି ଆସିବାରୁ ଆଠଗଡ଼ ଧବଳେଶ୍ୱର ପୀଠକୁ ଯିବାକୁ ଥିବା ଅସ୍ଥାୟୀ ରାସ୍ତା ଧୋଇଯାଇଛି। ଫଳରେ ବାବା ଧବଳେଶ୍ୱରଙ୍କ ଦର୍ଶନରୁ ଶ୍ରଦ୍ଧାଳୁ ବଞ୍ଚିତ ହୋଇଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମେକ୍ ଇନ୍ ଇଣ୍ଡିଆ(Make In India)’ ପଦକ୍ଷେପକୁ ଋଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ୍ ପ୍ରଶଂସା କରିଛନ୍ତି।
ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ବୈତରଣୀ ନଦୀରେ ମତ୍ସଜୀବୀଙ୍କ ଜାଲରେ ପଡିଛି ବିରାଟ କାୟ ‘କଳା ସାରାଣ୍ଟ’ ମାଛ। ଯାହାକୁ ଦେଖିବାକୁ ଲୋକଙ୍କ ଭିଡ଼ ଜମୁଛି।
ନୂଆପଡା ଜିଲ୍ଲା ଖରିଆରରୋଡର ଥିବା ବସଷ୍ଟାଣ୍ଡର ଅବସ୍ଥା ପୂରା ବେହାଲ । ସରକାରୀ ରାଜସ୍ୱରୁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଲୋକଙ୍କ ଲାଗି ନିର୍ମାଣ ହୋଇଥିବା ଏଇ ଅତ୍ୟାଧୁନିକ ବସଷ୍ଟାଣ୍ଡକୁ ନେଇ ଭାରି ଚର୍ଚ୍ଚା
ହାଇଦ୍ରାବାଦରେ ୪୦ କୋଟି ଟଙ୍କାର ଟ୍ୟାକ୍ସ ରିଫଣ୍ଡ ଦୁର୍ନୀତିର ପର୍ଦ୍ଦାଫାସ ହୋଇଛି। ଦୁର୍ନୀତିରେ ସଂପୃକ୍ତି ନେଇ କିଛି ସରକାରୀ ଅଧିକାରୀ ଏବଂ ଟେକ୍ କମ୍ପାନୀ କର୍ମଚାରୀଙ୍କୁ ନୋଟିସ କରାଯାଇଛି।
ପାର୍କିଂକୁ ନେଇ ଏମିତି କିଛି ପୋଷ୍ଟ ଏବେ ଭାଇରାଲ ହେବାରେ ଲାଗିଛି ଯାହା ସାଧାରଣରେ ସଚେତନତା ସୃଷ୍ଟି କରିବା ସହ ଯୁଜର୍ସଙ୍କୁ ବି ଆକୃଷ୍ଟ କରିଛି।
ଆଜି କାଳିଆ ସାଆନ୍ତଙ୍କ ଅଧରପଣା ନୀତି। ସୁନାବେଶ ପରଦିନ ରଥ ଉପରେ ଅଧରପଣା ନୀତି ସମାପନ ହୋଇଥାଏ। ଏହାର ରହସ୍ୟ କ’ଣ ଆସନ୍ତୁ ଜାଣିବା।
ସୁନାବେଶ ଦର୍ଶନ ସରିବା ପରେ ଆସନ୍ତାକାଲି ରଥାରୁଢ଼ ଠାକୁରଙ୍କ ପାଖରେ ଲାଗିହେବ ଅଧରପଣା। ଆଉ ଶନିବାର ନିଳାଦ୍ରୀ ବିଜେ।
ବଉଳା କୁମ୍ଭୀରଠାରୁ ସାବଧାନ ରହିବାକୁ ବନ ବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ସଚେତନ କରାଯାଉଛି। ତାସହ ଜୁନ୍, ଜୁଲାଇ ଓ ଅଗଷ୍ଟ ଏହି ତିନି ମାସ କୁମ୍ଭୀର ମାନଙ୍କ ପ୍ରଜନନ ଋତୁ ଚାଲିଥିବାରୁ କୁମ୍ଭୀରମାନେ ଅଧିକ ହିଂସ୍ର ହୋଇଥାନ୍ତି।
ଏବେ ସେଂଚୁରୀ ପାର୍ ଟମାଟୋ ପାଇଁ ରାଜ୍ୟରେ ଶୀତଳଭଣ୍ଡାର ଅଭାବକୁ ଦାୟୀ କରିଛନ୍ତି ଚାଷୀ। ଏହାରି ଭିତରେ ଆଗକୁ ଶ୍ରାବଣ ମାସ ଥିବାରୁ ଏଥର ପରିବା ଦର ସବୁ ରେକର୍ଡ ଭାଙ୍ଗିବ ବୋଲି ଆଶଙ୍କା କରାଯାଉଛି।
5T ସଚିବଙ୍କୁ ବିରୋଧୀଙ୍କ ଘନ ଘନ ଆକ୍ରମଣ ଓ କେନ୍ଦ୍ରର ଚିଠି ଆଧାରରେ ତାଙ୍କୁ ଚାକିରିକୁ ସସପେଣ୍ଡ କିମ୍ବା ବହିଷ୍କାର କରିବାକୁ ଦାବି ଜୋର୍ ଧରିବା ପରେ ଅକଳରେ ପଡ଼ିଛି ବିଜେଡି।
ଟ୍ରାଫିକ ନିୟମ ଉଲ୍ଲଘନକାରୀଙ୍କୁ ସାବାଡ଼ କରିବା ପାଇଁ ଏବେ ଇ-ଚାଲାଣ କଟାଯାଉଛି। ହେଲେ ଅନେକ କାରଣରୁ ଚାଲାଣ SMS ମୋବାଇଲକୁ ଆସିପାରିନଥାଏ କିମ୍ବା SMS ଆସିଥିଲେ ବି ଆପଣ ଜାଣିପାରିନଥିବେ, ଏଭଳି କ୍ଷେତ୍ରରେ challan ସମ୍ପର୍କରେ କେମିତି ଜାଣିବେ?
ଏହି ଶିକ୍ଷୟିତ୍ରୀଙ୍କୁ ସବୁଠାରୁ ଖରାପ କର୍ମଚାରୀ କହି ଚାକିରିରୁ ବିଦା କରାଯାଇଛି ।