ଶାନ୍ତିପୂର୍ଣ୍ଣ ଭାବେ ଚାଲିଥିଲା ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘର ଆନ୍ଦୋଳନ । ତେବେ ମାସ ମାସ ଧରି ଆନ୍ଦୋଳନ ସତ୍ତ୍ୱେ ବି ତାଙ୍କ କଥା କେହି ଶୁଣୁନଥିବାରୁ ଆଜି ହଠାତ୍ ଗାନ୍ଧିମାର୍ଗରେ କରିଥିଲେ ଗର୍ଜନ । ପୋଲିସର ବାରିକେଡ୍ ଭାଙ୍ଗି ବିଧାନସଭା ଆଡେ ମାଡିଚାଲିଲେ ଆନ୍ଦୋଳନକାରୀ ଅଧ୍ୟାପକ ।
ହଙ୍ଗାମା, ହୋହଲ୍ଲା, ହାଇଡ୍ରାମା । ପରିସ୍ଥିତି ସମ୍ପୂର୍ଣ୍ଣ ଅଣାୟତ୍ତ... ସିଏମସିରେ ଏକାଧିକ ଦୁର୍ନୀତି ପ୍ରସଙ୍ଗକୁ କେନ୍ଦ୍ରକରି ଆଜି ବସିଥିବା କାଉନସିଲ ବୈଠକରେ ବିରୋଧୀ ବିଜେପି ଏବଂ କଂଗ୍ରେସର କର୍ପୋରେଟରମାନେ ମେୟର ସୁବାସ ସିଂଙ୍କୁ ଏମିତି ଘେରିଲେ ଯେ, ଶେଷରେ ବାଧ୍ୟ ହୋଇ ଅଧାରୁ ବୈଠକ ଛାଡ଼ି ପଳାଇଲେ ଉଭୟ ମେୟର ଏବଂ କମିଶନର ।
ଶ୍ରୀଜିଉଙ୍କୁ ବାହୁଡ଼ାଇ ନେବାକୁ ଦଣ୍ଡାୟମାନ ୩ ରଥ । କାଲି ଦିନ ୧୨ଟାରେ ପହଣ୍ଡି, ଅପରାହ୍ନ ୪ଟାରେ ରଥଟଣା ସୂଚନା ।
ରାଜ୍ୟରେ ପାଖାପାଖି ୧୬ ହଜାର ବସ୍ ଚଳାଚଳ କରୁଛି । ସେଥିମଧ୍ୟରୁ ୨ ହଜାର ସରକାରୀ ବସ୍ ହୋଇଥିବା ବେଳେ ପ୍ରାୟ ୧୪ ହଜାର ଘରୋଇ ବସ୍ । ଏହି ୧୪ ହଜାର ଘରୋଇ ବସ୍ ମଧ୍ୟରୁ ୨୫ ଭାଗ ବା ପ୍ରାୟ ୩ ହଜାର ୫ଶହ ବସ୍ ୧୫ ବର୍ଷରୁ ଅଧିକ ପୁରୁଣା ।
କେବଳ ବିଜୁଳି କାଟ୍ ନୁହେଁ, ବିଜୁଳି ଦର ବୃଦ୍ଧି, ତ୍ରୁଟିପୂର୍ଣ୍ଣ ବିଦ୍ୟୁତ୍ ବିଲ ଏବଂ ଦୁର୍ବଳ ଭିତ୍ତିଭୂମିକୁ ନେଇ ମଧ୍ୟ ଟାଟା ପାୱାର ବିରୋଧରେ ବଢୁଛି ଅସନ୍ତୋଷ।
ସାଂସଦ ସୂରେଶ ପୂଜାରୀ କହିଛନ୍ତି, ଓଡ଼ିଆ ଜାଣିନଥିବା ମୁଖ୍ୟମନ୍ତ୍ରୀ କିଭଳି ସମ୍ବଲପୁରୀ କହିଦେଲେ ? ମୁଖ୍ୟମନ୍ତ୍ରୀଙ୍କ ସ୍ୱରରେ ଆଉ କାହାଦ୍ୱାରା କୁହାଯାଇନି ତ ?
ତେବେ ଏବେ ପ୍ରଶ୍ନ କାହିଁକି ହଠାତ୍ ଅମୂଲମୂଲ ହେଲା ଟମାଟୋ ?
ଗରିବର ପଖାଳ କଂସା ସାଙ୍ଗକୁ ଗୋଟେ ଟମାଟୋ ପୋଡା ଭରସା ସାଜିଥିବା ବେଳେ ଏବେ ଏହାର ଆକାଶଛୁଆଁ ଦର ଲୋକଙ୍କୁ ନିରାଶ କରିଛି। ମଧ୍ୟବୀତ୍ତଙ୍କ ତରକାରୀକୁ ସ୍ୱାଦହୀନ କରିଦେଇଛି। ଦେଖନ୍ତୁ ଏହି ମଜ୍ଜାଳିଆ ମୀମ୍ସ।
ଛେଳିର ଏତେ ମୂଲ୍ୟ ଶୁଣି ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ । ହେଲେ ଏ କୌଣସି ସ୍ୱତନ୍ତ୍ର ପ୍ରଜାତିର ନୁହେଁ, ବରଂ ତାଙ୍କ ଶରୀରରେ ଥିବା ଚିହ୍ନ ପାଇଁ..
ୟୁସିସିକୁ ନେଇ ଲୋକଙ୍କୁ ବିଭ୍ରାନ୍ତ କରାଯାଉଛି ଓ ମୁସଲିମ ସଂପ୍ରଦାୟର ଲୋକଙ୍କୁ ଉସକା ଯାଉଛି ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି।
ଇଲଟ୍ ପାଗକୁ ଦେଖି ସିଲିଗୁଡ଼ିର ଏୟାର ବେସରେ ହେଲିକପ୍ଟରକୁ ଜରୁରୀକାଳୀନ ଅବତରଣ କରିଥିଲେ । ଫଳରେ ବଡ଼ ଦୁର୍ଘଟଣାରୁ ମମତାଙ୍କ ହେଲିକପ୍ଟର ରକ୍ଷା ପାଇଯାଇଥିଲା ।
ସେପ୍ଟେମ୍ବରରୁ ଅଟୋ, ବାଇକ ଛଡ଼ା ସବୁ ଗାଡିରେ ଲାଗିବ VLTD ବା ଭେଇକିଲ ଲୋକେସନ ଟ୍ରାକିଂ ଡିଭାଇସ।
ଗୁରୁତର ଅବସ୍ଥାର ମେଡିକାଲ୍ରେ ଭର୍ତ୍ତି କରିବା ପରେ ତାଙ୍କୁ ମୃତ ଘୋଷଣା କରାଯାଇଛି
ଏନେଇ କୌଣସି ସ୍ପଷ୍ଟ ପ୍ରମାଣ ନଥିଲେ ମଧ୍ୟ ଏହି ଗାୟକଙ୍କ ପାଉଣାକୁ ନେଇ ସବୁବେଳେ ଖୁବ୍ ଚର୍ଚ୍ଚା ହୋଇଥାଏ ।
ଅନୁପମ ଖେର ଧର୍ମେନ୍ଦ୍ରଙ୍କ ଏକ ଭାବପୂର୍ଣ୍ଣ ଭିଡିଓ କରିଛନ୍ତି। ଏହି ଭିଡିଓରେ ଧର୍ମେନ୍ଦ୍ର ତାଙ୍କ ଦ୍ୱାରା ଲିଖିତ ଏକ କବିତା ପାଠ କରୁଥିବା ଦେଖିବାକୁ ମିଳେ। ଏହି କବିତା ଶୁଣିଲେ ଆପଣଙ୍କ ପିଲାଦିନ, ଆପଣଙ୍କ ଘର ଏବଂ ଆପଣଙ୍କ ମାଆ ବହୁତ ମନେପଡିବେ।
ଉଭୟ ଡ୍ରାଇଭରଙ୍କ ମଦ୍ୟପାନ ଟେଷ୍ଟ ହୋଇଛି, ଉଭୟଙ୍କ ରିପୋର୍ଟ ନେଗେଟିଭ୍ ଆସିଛି । ସରକାରୀ ବସ ଡ୍ରାଇଭରର ଦ୍ରୁତ ଗତି ଓ ଆଖି ପଡ଼ିବା ଯୋଗୁଁ ଏହା ହେବା ସହ ବେପରୁଆ ଗାଡ଼ି ଚାଳନା ପାଇଁ ଡ୍ରାଇଭରକୁ ୩୦୪ ଦଫାରେ ଗିରଫ କରାଯାଇଛି ।
କରମଣ୍ତଳ ଟ୍ରେନ୍ ଦୁର୍ଘଟଣା କାରଣରୁ ବାହାନଗା ଷ୍ଟେସନ୍ର ବ୍ୟାପକ୍ କ୍ଷତି ହୋଇଥିଲା ।
ଘୋଷଣା ପରେ ଖୁସି ମନାଇଲେ ପ୍ରବାସୀ ଭାରତୀୟ ସମୁଦାୟ । ସ୍କୁଲ ଛୁଟି ଘୋଷଣା ପାଇଁ ଦୁଇ ଦଶନ୍ଧି ହେଲା ହେଉଥିଲା ଦାବି ।
୧୦ ବର୍ଷ ତଳେ ଏକ ପାନୀୟ ଜଳ ପ୍ରକଳ୍ପ ପ୍ରତିଷ୍ଠା ହୋଇଥିଲା। କିଛି ବର୍ଷ ଠିକ୍ ଠାକ୍ ଚାଲିବା ପରେ ଏବେ ସଂପୂର୍ଣ୍ଣ ଅଚଳ।
ଓଡ଼ିଶା କ୍ୟାଡରର ଏହି ଆଇଏଏସ୍ ଅଧିକାରୀଙ୍କ ବିରୋଧରେ ଖୁବ୍ଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯାଇପାରେ । ଏଥିପାଇଁ କେନ୍ଦ୍ର ପକ୍ଷରୁ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ହୋଇଛି ।
ସରକାରଙ୍କ କଡ଼ା ଆଭିମୁଖ୍ୟ ...ଯେଉଁ କର୍ମଚାରୀମାନେ ଅଫିସ୍ ଆସୁନାହାନ୍ତି, ସେମାନେ ଦରମା କଥା ଭୁଲି ଯାଆନ୍ତୁ..
ଜରିମାନା ଅନାଦେୟ ହେଲେ ପୁଣି ୬ ମାସ ସଜା ନିର୍ଦ୍ଦେଶ ।
ଜଣେ ବ୍ୟକ୍ତି ସେହିଭଳି ସ୍ଥାନକୁ ଯିବା କ’ଣ ଦରକାର, ଯେଉଁଠି ଆମେ ଜାଣୁଛନ୍ତି ଯେ ସେଠାରେ ବିପଦ ନିଶ୍ଚୟ । ଏବେ ଆପଣ ସେହି ଭିଡିଓ ବିଷୟରେ ଭାବୁଥିବେ ? କ’ଣ ରହିଛି ସେହି ଭିଡିଓରେ ?
ଏକ ଫିଲ୍ମରେ ରେଖାଙ୍କ ସହ ଘଟିଥିଲା ବହୁତ ନିନ୍ଦନୀୟ କାମ। ଫିଲ୍ମରେ ତାଙ୍କ ସହ ଏମିତି ହୋଇଥିଲା ଯେ ସେ କାନ୍ଦି ପକେଇଥିଲେ। ଜଣେ ଅଭିନେତା ତାଙ୍କ ସହ ଏହି କାମ କରିଥିଲେ। ଜାଣନ୍ତୁ ସେ କିଏ…
ମାତ୍ର ୧୫ ଘଣ୍ଟା ୨୨ ମିନିଟ୍ ୪୯ ସେକେଣ୍ତରେ ଦିଲ୍ଲୀର ସବୁ ମେଟ୍ରୋ ଷ୍ଟେସନ୍ ବୁଲି ଗିନିଜ୍ ୱାର୍ଲ୍ଡ ରେକର୍ଡ କଲେ ଜଣେ ଯୁବକ ।