ପ୍ରତିବର୍ଷ ଜୁନ୍ ୨୬ରେ ବିଶ୍ୱ ସ୍ତରରେ “ଅନ୍ତର୍ଜାତୀୟ ଡ୍ରଗ୍ ଅପବ୍ୟବହାର ଏବଂ ଅବୈଧ କାରବାର ବିରୁଦ୍ଧ ଦିବସ” ଭାବରେ ପାଳନ କରାଯାଏ। ଏହି ଦିନ ହେଉଛି ବିଶ୍ୱକୁ ଡ୍ରଗ୍ ମୁକ୍ତ କରିବାକୁ ନିଆଯାଉଥିବା ପଦକ୍ଷେପ ଓ ସହଯୋଗର ପ୍ରତୀକ।
ବର୍ତ୍ତମାନ ନବ ଦିନାତ୍ମକ ଘୋଷଯାତ୍ରା ଚାଲିଥିବାବେଳେ ଖାଲି ଥିବା ଶ୍ରୀମନ୍ଦିର ପରିସରକୁଯାଇ ଭିଡିଓ ସୁଟ୍ କରିଥିବା ଅନୁମାନ କରାଯାଉଛି ।
ନିଶା ସେବନ ଛାଡି ଏକ ସୁସ୍ଥ ଜୀବନଯାପନ କରିବାକୁ ସାରା ବିଶ୍ୱର ଲୋକଙ୍କୁ ଉତ୍ସାହିତ କରିବା ପାଇଁ ପ୍ରତିବର୍ଷ ଜୁନ୍ ୨୬ରେ ଆନ୍ତର୍ଜାତୀୟ ଡ୍ରଗ୍ ଅପବ୍ୟବହାର ଏବଂ ବେଆଇନ କାରବାର ବିରୋଧ ଦିବସ ପାଳନ କରାଯାଏ। ଏହି ଅବସରରେ ଆସନ୍ତୁ ଜାଣିନେବା UNODC ୨୦୨୧ର ଏକ ରିପୋର୍ଟରେ କ’ଣ କୁହାଯାଇଛି।
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସହାୟତା ରାଶି ଘୋଷଣା କରାଯାଇଥିବାବେଳେ ପ୍ରତି ମୃତକଙ୍କ ସଂପର୍କୀୟଙ୍କୁ ୩ ଲକ୍ଷ ଲେଖାଏଁ ସହାୟତା ଦିଆଯିବ ବୋଲି କୁହାଯାଇଛି ।
ଦୁର୍ଘଟଣାରେ ୮ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁଡାରି ଠାରୁ ଭୁବନେଶ୍ୱର ଯାଉଥିବା OSRTC ବସ ଓ ବ୍ରହ୍ମପୁରରୁ ଏକ ଭୋଜି ପାଇଁ ଆସି ଖଣ୍ଡଦେଉଳି ଫେରୁଥିବା ଘରୋଇ ବସ ମଧ୍ୟରେ ଏହି ମୁହାଁମୁହିଁ ଧକ୍କା ହୋଇଛି ।
ବକ୍ସା, ବାରପେଟା, ଦରଙ୍ଗ, ଧୂବ୍ରୀ, ଗୋଲପରା, କାମରୂପ, ଲକ୍ଷ୍ମୀପୁର, ନାଲବରି, ଉଦଲଗୁରୀ ଜିଲ୍ଲା ଅଧିକ ପ୍ରଭାବିତ ହୋଇଛି । ବନ୍ୟା ପରିସ୍ଥିତି ନେଇ ଆସାମ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ।
ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଓଡିଶା-ଝାଡ଼ଖଣ୍ଡ ମଧ୍ୟ ଦେଇ ଗତିକରିବା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଗୁଡ଼ାରି ଠାରୁ ଭୁବନେଶ୍ୱର ଯାଉଥିବା OSRTC ବସ ଓ ବ୍ରହ୍ମପୁରରୁ ଏକ ଭୋଜି ପାଇଁ ଆସି ଖଣ୍ଡଦେଉଳି ଫେରୁଥିବା ଘରୋଇ ବସ ମଧ୍ୟରେ ଏହି ମୁହାଁମୁହିଁ ଧକ୍କା ହୋଇଛି ।
କୌଣସି ଅଲୌକିକ କି ଦିବ୍ୟ ଚମତ୍କାର ନୁହେଁ, ଦେଖାଇଛନ୍ତି 'ଚୌର୍ଯ୍ୟ ବୃତ୍ତିରେ ଚମତ୍କାରିତା'। ନାଗା ସାଧୁ ବେଶରେ ଆସି ଲୁଟିନେଲେ ସୁନାଗହଣା।
ହେଲିଓପୋଲିସରେ ପ୍ରଥମ ବିଶ୍ୱଯୁଦ୍ଧରେ ପ୍ରାଣବଳୀ ଦେଇଥିବା ୩ହଜାର ୭୯୯ ଭାରତୀୟ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ପ୍ରଧାନମନ୍ତ୍ରୀ ମୋଦି।
ଖାଲି ହେରାପଞ୍ଚମୀ ନୁହେଁ ତା ପୂର୍ବଦିନ ବି ନୀତି ବିଳମ୍ବ କାରଣରୁ ଠାକୁରଙ୍କ ରାତି ପହୁଡ଼ ହୋଇପାରିନି। ଏମିତିକି ଆଜି ଭୋର ୪ଟାରେ ହେବାକୁ ଥିବା ଠାକୁରଙ୍କ ମଙ୍ଗଳ ଆଳତି ସକାଳ ୯ଟା ୨୦ରେ ହୋଇଥିଲା। ଦୀର୍ଘ ୫ଘଣ୍ଟା କାଳ ଭକ୍ତ ଏହାକୁ ଦେଖିବାକୁ ଅପେକ୍ଷା କରି ବିରକ୍ତ ହୋଇଯାଇଥିଲେ।
ଭୁବନେଶ୍ୱର କାନନ ବିହାର ଘରୁ ଯେଉଁ ୫ ପେଟି ଟଙ୍କା ମିଳିଥିଲା, ତାକୁ କୁଆଡ଼େ ନବରଙ୍ଗପୁରରୁ ଇନୋଭା କାରରେ ସିଧା ଏଠାକୁ ଅଣାଯାଇଥିଲା। କିନ୍ତୁ, ତାହାରି ଭିତରେ କ’ଣ ଘଟିଗଲା କେଜାଣି, ହଠାତ୍ ମାଡ଼ିବସିଲା ଭିଜିଲାନ୍ସ।
ପୁଣି ସୌମ୍ୟଙ୍କ ସଂପାଦକୀୟ ତୀର । ଜନ ପ୍ରତିନିଧିଙ୍କ ବଦଳରେ ସଚିବଙ୍କ ରାଜୁତି ବଢୁଥିବାରୁ କଲମ ମୁନରେ କଲେ ଟାର୍ଗେଟ୍ । 5T ସଚିବ ଉପଭୋଗ କରୁଥିବା କ୍ଷମତା ମୁଖ୍ୟମନ୍ତ୍ରୀଙ୍କ ଗୋଚରରେ ନା ନାହିଁ ମାଗିଲେ ସ୍ପଷ୍ଟୀକରଣ, ସମର୍ଥନ କଲେ ବିରୋଧୀ
5T ସଚିବଙ୍କ ପାଇଁ କାହିଁକି ଏତେ ସୁରକ୍ଷା ବ୍ୟବସ୍ଥା? 5T ସଚିବଙ୍କୁ ଘାରିଛି କାହା ଭୟ?
ହିଂସାକାଣ୍ଡ ଘଟାଇଥିବା ୧୨ ଜଣ ଉଗ୍ରବାଦୀଙ୍କୁ ସେନା ଗିରଫ କରିଥିବାବେଳେ ସେମାନଙ୍କୁ ମୁକୁଳାଇବା ପାଇଁ ପ୍ରାୟ ୧୨ ଶହ ମହିଳା ଯବାନମାନଙ୍କୁ ଘେରା ବନ୍ଦୀ କରି ରଖିଥିଲେ ।
ସାହି ଗଳିରେ ଲହଡି ଭାଙ୍ଗୁଛି ଆଣ୍ଠୁଏ ଉଚ୍ଚର ପାଣି। ଅଭିଯୋଗ ହୋଇଛି, ବାରମ୍ବାର ଅଭିଯୋଗ ପରେ ବି କିଛି ଶୁଣୁନି ସିଏମସି।
ଏକାଧିକ ଅଙ୍ଗଦାନ କରିଗଲେ ଭୁବନେଶ୍ୱରର ପ୍ରସନ୍ନଜିତ ମହାନ୍ତି । ଦୁର୍ଘଟଣାରେ ବ୍ରେନ୍ ଡେଡ୍ ପରେ ଶେଷ ଇଚ୍ଛା ପୂରଣ କଲେ ପତ୍ନୀ ।
ନାଗା ବାବା ଲୁଟି ନେଲେ ସୁନା । ଅଭିଯୁକ୍ତ ନାଗା ବାବାଙ୍କ ଘର ଉତ୍ତରପ୍ରଦେଶ ।
ଭାରତ ସରକାରରେ ଚାକିରି ଖୋଜୁଥିବା ବ୍ୟକ୍ତିଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଭାରତ-ତିବ୍ବତ ସୀମା ପୋଲିସ୍ ଫୋର୍ସରେ ମିଳିବ ନିଯୁକ୍ତି। ୪୫୮ ଜଣ କନଷ୍ଟେବଳ ପାଇଁ ନିଯୁକ୍ତି ବାହାର କରାଯାଇଛି।
ଶ୍ରୀମନ୍ଦିର ଅଧିକାରୀ, କର୍ମଚାରୀ ଓ ପୋଲିସ କର୍ମଚାରୀମାନେ ରଥକୁ ଦକ୍ଷିଣ ମୋଡ଼ କରାଉଛନ୍ତି ।
୪ ଜଣ ସୁରକ୍ଷିତ ଉଦ୍ଧାର, ୨ ଜଣ ଏବେ ବି ଫସି ରହିଛନ୍ତି । ଘଟଣାସ୍ଥଳରେ NDRF ପକ୍ଷରୁ ଉଦ୍ଧାର କାର୍ଯ୍ୟ । ରାଜଧାନୀ ଦିଲ୍ଲୀରେ ମଧ୍ୟ ଏକ କୋଠାର କିଛି ଅଂଶ ଭୁଶୁଡ଼ିଲା ।
କେଉଁ କେଉଁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି, ଦେଖି ନିଅନ୍ତୁ ତାଲିକା...
ଏମିତି ସରପଂଚଙ୍କୁ ସାଲ୍ୟୁଟ୍ । ଘର ଭିତରେ ଶବରେ ସାଲୁବାଲୁ ହେଉଥିଲେ ପୋକ ...ଗନ୍ଧରେ କେହି ପାଖ ମାଡୁନଥିଲେ । ବାସ୍ ଏଇ ଖବର ପାଇବା ପରେ ସାଙ୍ଗେ ସାଙ୍ଗେ ପହଞ୍ଚିଗଲେ ସରପଞ୍ଚ । କାନ୍ଧରେ ଶବ କାନ୍ଧେଇଲେ...ଶ୍ମଶାନ ନେଇ ସଂସ୍କାର କଲେ
ୟୁଟ୍ୟୁବ୍ ଦେଖି ବାଡିରେ ଲଗାଇଲେ ଭିନ୍ନ କିସମର ଆମ୍ବ ଗଛ । ପ୍ରବଳ ମାତ୍ରାରେ ଫଳୁଛି ଫଳ...କିଲୋ ପିଛା ପୁଣି ଦାମ୍ ରହିଛି ୨ ଲକ୍ଷରୁ ଅଧିକ
ଆଲିଆ ଭଟ୍ଟଙ୍କ ସାବତ ଭଉଣୀ ପୂଜା ଭଟ୍ଟ ଏପର୍ଯ୍ୟନ୍ତ ମା’ ହେବାର ଏହି ସୁଖ ପାଇ ନାହାଁନ୍ତି। ଏନେଇ ସେ ତାଙ୍କର ଏହି ଯନ୍ତ୍ରଣାକୁ ପ୍ରକାଶ କରିବାକୁ ବାଧ୍ୟ ହୋଇଛନ୍ତି। ଜାଣନ୍ତୁ ଏହା ପଛର କାହାଣୀ।