ବିଧାୟିକାଙ୍କ ରୂପ ଦେଖି ଇଞ୍ଜିନିୟର ବାବୁଙ୍କ ଅକଲ ଗୁଡୁମ୍ । ମାଡ଼ ଖାଇବା ପରେ ମଧ୍ୟ ଥାନାରେ କୌଣସି ଅଭିଯୋଗ ନାହିଁ ।
ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାରେ ଆସନ୍ତାକାଲି ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି ।
ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ, ବୁଧବାର। ଜାଣନ୍ତୁ ଆଜିର ପଞ୍ଚାଙ୍ଗ, ଶୁଭ ମୁହୂର୍ତ୍ତ ଦେଖି ଘରକୁ ଆଣନ୍ତୁ ନୂତନ ଦ୍ରବ୍ୟ
କାଲି ବଡ଼ଦାଣ୍ଡରେ ଅଟକିଥିଲା ୨ ରଥ, ଆଜି ପୁଣି ଟାଣି ନେଉଛନ୍ତି ଭକ୍ତ
ନ୍ୟୁୟର୍କରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ତାଙ୍କ ପ୍ରଶଂସା କରି ଏଲନ୍ ମସ୍କ କହିଛନ୍ତି , ମୁଁ ଭାରତର ଭବିଷ୍ୟତକୁ ନେଇ ବହୁତ ଉତ୍ସାହିତ ଅଛି ।
ଶରୀରର ଥାଇରଏଡ୍ ଗ୍ରନ୍ଥି ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ଏଥିରେ ସମସ୍ୟା ଦେଖାଦେଲେ ଅନେକ ଶାରିରୀକ କ୍ଷତି ହୋଉଥାଏ। ଏହାକୁ ସୁସ୍ଥ ରଖିବା ଜରୁରୀ। ଆଜି ଯୋଗ ଦିବସରେ ଆସନ୍ତୁ ଜାଣିନେବା କେଉଁ ସବୁ ଯୋଗାସନ କରି ଥାଇରଏଡ୍ ଗ୍ରନ୍ଥିକୁ ସୁସ୍ଥ ରଖିବେ।
ଆଜି ଅନ୍ତର୍ଜାତୀୟ ଯୋଗ ଦିବସ , ବିଶ୍ୱର କୋଣ ଅନୁକୋଣରେ ଯୋଗ ଦିବସ ପାଳନ
ଆଜିକାଲି ମଧୁମେହ ଏକ ସାଧାରଣ ସମସ୍ୟା ହୋଇଯାଇଛି। ପ୍ରାୟ ଘରେ ଘରେ ଏହି ସମସ୍ୟା। ତେବେ ଏହାର ଚିକିତ୍ସା ତଥା ପ୍ରତିରୋଧ ପାଇଁ ଯୋଗାସନ ସବୁଠାରୁ ଉତ୍ତମ ବିକଳ୍ପ ଭାବରେ ବିବେଚନା କରାଯାଏ। ଯୋଗ ଏବଂ ବ୍ୟାୟାମର ଅଭ୍ୟାସ ଉଚ୍ଚ ରକ୍ତ ଶର୍କରାକୁ ହ୍ରାସ କରିପାରେ।
ଯୋଗ କେବଳ ରୋଗରୁ ମୁକ୍ତି ଦେଇ ନଥାଏ, ଏହା ଆମର ଆତ୍ମବିଶ୍ୱାସକୁ ମଧ୍ୟ ବୃଦ୍ଧି କରିଥାଏ। ଏହା ମନକୁ ଶାନ୍ତ ରଖିବାରେ ମଧ୍ୟ ସାହାଯ୍ୟ କରିଥାଏ। ଏ ବିଷୟରେ ସଚେତନ କରିବା ପାଇଁ ପ୍ରତିବର୍ଷ ଜୁନ୍ ୨୧ରେ ଯୋଗ ଦିବସ ପାଳନ କରାଯାଏ। ତେବେ ଆସନ୍ତୁ ଏହା ପଛର ଇତିହାସ ଓ ଲକ୍ଷ୍ୟ ବିଷୟରେ ଜାଣିନେବା।
ଭକ୍ତମାନେ ଆସନ୍ତାକାଲି ମଧ୍ୟ ରଥଟଣାର ସୁଯୋଗ ପାଇବେ। ଏହାସହ କାଲି ମଧ୍ୟ ଶରଧାବାଲିରେ ରଥ ଉପରେ ତିନି ଠାକୁରକଙ୍କ ଦର୍ଶନ କରିପାରିବେ ଭକ୍ତ।
ଦୁର୍ଘଟଣା ପଛରେ ରହିଛି କି କାହା ଷଡ଼ଯନ୍ତ୍ର? କାରଣ ପୁଣି ଆକ୍ଟିଭ୍ ମୋଡ୍ରେ ସିବିଆଇ। ଏଥର ସ୍କାନରରେ ସୋର ରେଲୱେ ସେକ୍ସନର ସିଗନାଲ୍ ଜେଇ ଅମୀର ଖାନ୍ ।
ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି ଦିଅଁ । ଏକାକାର ହୋଇଛନ୍ତି ଭକ୍ତ ଓ ଭଗବାନା କେହି ବି ଏହି ଦିବ୍ୟ ସୁଯୋଗକୁ ହାତ ଛଡ଼ା କରିବାକୁ ଚାହିଁ ନାହାନ୍ତି ।
ରାଜ୍ୟର ଅନ୍ୟ ପ୍ରମୁଖ ସ୍ଥାନରେ ଭକ୍ତି ଭାବର ସହିତ ରଥ ଟଣା ଯାଇଛି ।
ଆସନ୍ତା ୨୩ରେ କଳାହାଣ୍ଡିରେ ବିଶାଳ ସମାବେଶ । ଓଡ଼ିଶା ଆସୁଥିବା ନଡ୍ଡାଙ୍କ ଆଭିମୁଖ୍ୟ ଉପରେ ସମସ୍ତଙ୍କ ନଜର ।
ରାଜ୍ୟର କିଛି ସ୍ଥାନରେ ପ୍ରାକ ମୌସୁମୀ ବର୍ଷା ଆରମ୍ଭ ହୋଇଥିବା ସୂଚନା ମିଳିଛି। କାଲି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବଢ଼ିପାରେ ବର୍ଷା ପରିମାଣ ବଢିବ।
ଭଜନ-କୀର୍ତ୍ତନ ସାଙ୍ଗକୁ ନୃତ୍ୟଗୀତରେ ବିଭୋର । ଜଗା ଦର୍ଶନ କରି ବିଦେଶୀ ବି ଆତ୍ମ ବିଭୋର ।
ସେବା ହିଁ ଧର୍ମ, ସେବା ହିଁ ଇଶ୍ୱର। ମାନବ ସେବାରେ ମାଧବ ପ୍ରାପ୍ତି। ଏ ଉକ୍ତିରେ ବିଶ୍ୱାସ ରଖୁଥିବା ଶହ ଶହ ସଂଖ୍ୟାରେ ସ୍ୱେଚ୍ଛାସେବୀଙ୍କ ଉପସ୍ଥିତିରେ ଧନ୍ୟ ହୋଇଥିଲା କାଳିଆର ବଡ଼ଦାଣ୍ଡ। ଏମାନଙ୍କ ନିରବଚ୍ଛିନ୍ନ ସେବା ଓ କର୍ତ୍ତବ୍ୟରେ କୃତକୃତ ହୋଇଥିଲେ ଅଗଣିତ ଭକ୍ତ ଓ ସେବକ।
କାଳିଆର ଦିବ୍ୟଲୀଳା। ପୁଣି ଜନ ସମୁଦ୍ରରେ ଭାବରଠାକୁରଙ୍କ ଘୋଷଯାତ୍ରା। ବରଷକ ପରେ ଜଗତଠାକୁରଙ୍କ ଦିବ୍ୟସାନିଧ୍ୟ ପାଇଁ ଭକ୍ତିିରେ ଉଛୁଳିଥିଲା ଭକ୍ତର ମନ
ସର୍ଟ ସର୍ଭିସ୍ କମିଶନ(SSC) ବୈଷୟିକ ପାଠ୍ୟକ୍ରମ ପାଇଁ ଭାରତୀୟ ସେନା ବିଜ୍ଞପ୍ତି ବାହାର କରିଛି। ଏହି ପଦବୀରେ ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଉଭୟ ଅବିବାହିତ ପୁରୁଷ ଏବଂ ଅବିବାହିତ ମହିଳା ଏହି ପଦବୀ ପାଇଁ ଆବେଦନ କରିବାକୁ ଯୋଗ୍ୟ ଅଟନ୍ତି।
ଟ୍ରକ୍ ଡ୍ରାଇଭର୍ଙ୍କୁ ବି ମିଳିବ ଏସି ହୱା, ନିଷ୍ପତ୍ତି ଉପରେ ବାଜିଲା ମୋହର
ପୋଲିସ୍ର କାମ କରିବ ରୋବଟ୍ । ଲୋକଙ୍କୁ ସୁରକ୍ଷା ଦେବା ଠାରୁ ଆରମ୍ଭ କରି ବିଭିନ୍ନ କାମରେ ନିୟୋଜିତ ହେବ ।
'ଆଦିପୁରୁଷ'ର ପିଛା ଛାଡୁନି ବିବାଦ। ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ଅଭିନେତାମାନେ ମଧ୍ୟ ଏହା ଉପରେ ପ୍ରଶ୍ନ ଉଠେଇଛନ୍ତି। ‘ରାମାୟଣ’ର ‘ରାମ’ ମଧ୍ୟ ନିଜକୁ ରୋକିପାରି ନାହାନ୍ତି। ପଢନ୍ତୁ ସେ କ’ଣ କହିଛନ୍ତି।