କେମିତି ମଲେ ଡିଜେ ଆଜେକ୍ସ? କଣ ଥିଲା ପୂରା କାରଣ? ଏଇ ଭିଡ଼ିଓରେ ସବୁ ସତ କହିବା ପରେ ଜୀବନ ହାରିଥିଲେ ଆଜେକ୍ସ । ଦେଖନ୍ତୁ ଏହି ଭିଡିଓ
୨୧ ବର୍ଷର ରାଜନୈତିକ ଜୀବନ । ନିଜ ପାଇଁ ଘର ଖଣ୍ଡିଏ କରିନାହାନ୍ତି କି ପାଇଖାନାଟିଏ କରିନାହାନ୍ତି । ବଡ଼ କଷ୍ଟରେ ଘରଟିଏ କଲେ ଯେ ପ୍ଲାଷ୍ଟର ବି କରିହେଉନି...ଆବାସ ପାଇଁ ଯୋଗ୍ୟ ବିବେଚିତ ହେବା ପରେ ବି ନିଜ ଘରକୁ ଦେଇଦେଲେ ଅନ୍ୟକୁ । ଲୋକେ କହୁଛନ୍ତି ଏମିତି ସରପଂଚ ଥିଲେ ଆଉ କିଛି ଲୋଡା ନାହିଁ
ଆଉ ଟେନ୍ସନ୍ ନାହିଁ । ଏଣିକି ବିହନ ଲାଗି କାଟିବାକୁ ପଡ଼ିବନି ସରକାରୀ ଦପ୍ତର ଚକ୍କର...ଘର ଦୁଆର ମୁହଁରେ ଉନ୍ନତମାନର ବିହନ ପହଞ୍ଚାଉଛି ପ୍ରଶାସନ
ପ୍ରେମରେ ପୂରା ପାଗଳ ଥିଲେ ପ୍ରେମିକ । ବାରମ୍ବାର ଶାରୀରିକ ସଂପର୍କ ରଖିବାକୁ କରୁଥିଲେ ବାଧ୍ୟ : ବିରକ୍ତ ହେଲେ ପ୍ରେମିକା । ହୋଟେଲ୍କୁ ଯିବା ପାଇଁ ବ୍ଲାକ୍ମେଲ୍ କରିବାରୁ ପୋଲିସ୍ରେ ଅଭିଯୋଗ କଲେ ।
କେବଳ ଦୁର୍ଘଟଣା ପାଇଁ ଖୋଲିଥିଲା ଏହି ମେଡିକାଲ । ହେଲେ ଭିତ୍ତିଭୂମିର ବିକାଶ ନହେବାରୁ କାମରେ ଆସୁନି ସ୍ୱାସ୍ଥ୍ୟକେନ୍ଦ୍ର । ଯଦି ଶୁକ୍ରବାର ଦିନ ଏଇ ମେଡିକାଲ ଖୋଲାଥାଆନ୍ତା ତାହାଲେ ଏତେ ସଂଖ୍ୟାରେ ଲୋକ ମରିନଥାଆନ୍ତେ
ଗଡିଆ, ପୋଖରୀ ସବୁ ଶୁଖିଯାଇଛି । ନଳକୂଅ ଥିଲେ ବି ଅଧା କାମ କରୁନି...ଯେଉଁଟା କାମ କରୁଛି ସେଥିରୁ ଦିନରେ ମାତ୍ର ଘଣ୍ଟାଏ ବାହାରୁଛି ପାଣି । ବାହାଘରଠୁ ସୁଧଘର କାମ ପାଇଁ ହଇରାଣ ହେଉଛନ୍ତି ଲୋକେ
‘ଆଦିପୁରୁଷ’ ଫିଲ୍ମ ରିଲିଜ୍ ହେବା ଦିନଠାରୁ ଲୋକେ ଏହାର ସଂଳାପକାରଙ୍କୁ ଗାଳି ଦେବାରେ ଲାଗିଛନ୍ତି। ତେବେ ଆପଣ ଜାଣନ୍ତି କି କିଏ ଏହି ସଂଳାପ ଲେଖକ ଏବଂ ସେ କିପରି ବଲିଉଡ୍ରେ ଏତେ ସଫଳତା ପାଇଲେ। ଯଦି ଆପଣ ଜାଣି ନାହାଁନ୍ତି ତେବେ ଜାଣନ୍ତୁ ସେ କିଏ?
ରିଲିଜ୍ ପୂର୍ବରୁ ବିବାଦ, ରିଲିଜ୍ ବେଳେ ବିବାଦ...ଆଉ ରିଲିଜ୍ ପରେ ବି ପିଛା ଛାଡ଼ୁନି ବିବାଦ। ଦେଶର ସବୁଠୁ ବଡ଼ ସିନେମା କୁହାଯାଉଥିବା ‘ଆଦିପୁରୁଷ’, କେତେ ଭଲ ଆଉ କେତେ ଖରାପ ? ସିନେମା ଦେଖିବା ପରେ ଏହାକୁ ନେଇ ନିଜର ନିରାଶା ଖୋଲାଖୋଲି ଜାହିର କରିଛନ୍ତି।
ଗୁହାରି ପରେ ବି ଶୁଣିଲାନି ପ୍ରଶାସନ । ହଇରାଣ ହେଉଥିଲେ ଗାଁ ଲୋକେ...ମଣ୍ଡପରେ ବୈଠକ ହେଲା, ୧ ହଜାର ଲେଖାଏଁ ଆଦାୟ ହେଲା । ମହିଳା-ପୁରୁଷ ମିଶି ଏକାଠି ହେଲେ, ଗାଁକୁ ପକ୍କା ରାସ୍ତା କଲେ
ଯୁବା ବୟସରେ କରିଥିବା ମର୍ଡର ପାଇଁ ଏବେ ୩୦ ବର୍ଷ ପରେ ବନ୍ଧା ହେଲା ଅଭିଯୁକ୍ତ ।
ମାସକ ମଧ୍ୟରେ ଦୁଇ ବନ କର୍ମଚାରୀଙ୍କୁ ହତ୍ୟା ମାମାଲାରେ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଛି ।
ପୁରୀ ରଥଯାତ୍ରା ପାଇଁ ଟ୍ରାଫିକ ପ୍ଲାନ୍ ପ୍ରସ୍ତୁତ ହୋଇଛି। ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ପୁରୀକୁ ୩ ଭାଗରେ ବିଭକ୍ତ କରାଯାଇଛି। ୧୪ଟି ସେକ୍ଟର ଓ ୨୯ଟି ଜୋନ୍ରେ ବିଭକ୍ତିକରଣ କରାଯାଇଛି।
ବାହାନଗାର ଭୟାବହ ଦୁର୍ଘଟଣା ଘଟିବାର ତୁରନ୍ତ ପରେ ଏହାର ତଦନ୍ତ ଦାୟିତ୍ୱ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ବା ସିବିଆଇକୁ ଦିଆଯାଇଛି। ଓଡିଶାରେ ଘଟିଥିବା ଭୟଙ୍କର ରେଳ ଦୁର୍ଘଟଣାକୁ ନେଇ ବିଭିନ୍ନ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କୁ ଘେରିଥିବା ସାମ୍ନାକୁ ଆସିଛି। ତେବେ ରାଜ୍ୟ ଶାସନାଧୀନ ବିଜେଡି କେନ୍ଦ୍ରର ରେଳ ବ୍ୟବସ୍ଥା କିମ୍ବା ବିଜେପି ସରକାର ବିଷୟରେ ପଦୁଟିଏ କହିଲା ନାହିଁ।
ଆଦିପୁରୁଷର ଚରିତ୍ର ଚିତ୍ରଣ ଏବଂ ଡାଇଲଗକୁ ନେଇ ବିବାଦ ଦେଖା ଦେଇଛି ।
ଚଳିତବର୍ଷ ୩୬ ହଜାର ୨୦୪ ଜଣ ଛାତ୍ର ଓ ୭୫୦୯ ଜଣ ଛାତ୍ରୀ JEE ଆଡଭାନସଡ୍ ପରୀକ୍ଷାରେ ସଫଳ ହୋଇଛନ୍ତି ।
ଗଞ୍ଜାମ ଭଂଜନଗର ବ୍ଲକ ମୁଦୁଲିପଲ୍ଲୀ ପଞ୍ଚାୟତରେ ଚାଷୀମାନଙ୍କ ଜମିର ଉନ୍ନତୀକରଣ ପାଇଁ ୨୦୨୨-୨୩ ଆର୍ଥିକ ବର୍ଷରେ ଆସିଥିଲା ୧୫ ଲକ୍ଷ ଟଙ୍କା ଅନୁଦାନ।
ଡ୍ରାଇଭରଙ୍କ ଆଖି ଲାଗିଯିବା ଯୋଗୁ ନିୟନ୍ତ୍ରଣ ହରାଇ ବିମାନବନ୍ଦରର ପିଲର୍ରେ ପିଟି ହେଲା ବସ୍। ଆଜି ଭୋର ୫ଟା ୧୫ରେ ବେଙ୍ଗାଲୁରୁର କେମ୍ପେଗୋଡା ଅନ୍ତର୍ଜାତୀୟ ବିମାନବନ୍ଦରରେ ଏହି ଘଟଣା ଘଟିଛି।
ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକରେ ଘର ଘୋଟାଲା। ଜୋଡିଙ୍ଗା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ବଣ୍ଟନରେ ବଡ଼ ଦୁର୍ନୀତି ହୋଇଛି
ପ୍ରବଳ ଗରମରେ ବିହାରରେ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ଗ୍ରୀଷ୍ମ ପ୍ରବାହ ଯୋଗୁ ବିହାରର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ ହୋଇଛି।
ରଥଯାତ୍ରା ପାଇଁ ଆଗୁଆ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି ।
ଭଉଣୀଙ୍କ ଉପରେ ଶୁଝାଇଲେ ଭାଇର ରାଗ ! ଜୋରଜବରଦସ୍ତ ଘରେ ପଶି ୨ ଜଣ ମହିଳାଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ।
ରାଖୀ ସାୱନ୍ତଙ୍କ ଏକ ଭିଡିଓ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି। ସେ ଏକ ଇଣ୍ଟରନେଟ୍ ମେମ୍ସ ଆଇକନ୍ ହୋଇଯାଇଛନ୍ତି। ରାଖୀ ପାପାରାଜିଙ୍କ ଠାରୁ ଦୌଡୁଥିବା ଦେଖିବାକୁ ମିଳେ।
ଗଜପତି କହିଛନ୍ତି, ବିଧି ଓ ଶାସ୍ତ୍ର ଅନୁଯାୟୀ ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ହିଁ ରଥଯାତ୍ରା ହେବା କଥା। ସ୍ଥଳ ବିଶେଷରେ ଆଷାଢ଼ ଶୁକ୍ଳ ଦ୍ୱିତୀୟାରୁ ତ୍ରୟୋଦଶୀ ତିଥି ମଧ୍ୟରେ ରଥଯାତ୍ରା ହୋଇପାରିବ। ଖଜାର ବ୍ୟବସାୟୀକରଣ, ନିର୍ମାଲ୍ୟ ବିକ୍ରି ଓ ଶ୍ରୀମନ୍ଦିର ବାହାରେ ମହାପ୍ରସାଦ ନାଁରେ ରନ୍ଧନ କରି ବିକ୍ରି ହେଉଥିବା ଘଟଣା ଆଦୌ ଗ୍ରହଣୀୟ ନୁହେଁ।
ଘରେ ପଶି ୨ ମହିଳାଙ୍କୁ ଖଣ୍ଡାରେ ହାଣିଲେ ନିଶାସକ୍ତ ଯୁବକ। ହତ୍ୟାକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ।
ପତ୍ନୀଙ୍କ ମୃତ୍ୟୁ ପରେ ବାପାର କର୍ତ୍ତବ୍ୟ ପାଳନ କରିବା ସହ ମାଆର ଦାୟିତ୍ୱ ମଧ୍ୟ ସୁଚାରୁ ରୂପେ ତୁଲାଉଛନ୍ତି। ଆଜି ଫାଦର୍ସ ଡେ’ରେ ଜାଣନ୍ତୁ ଏମିତି ଜଣେ ବାପାଙ୍କ କାହାଣୀ।