ଏତେ ବଡ଼ ଟ୍ରାଜେଡି କେମିତି ହେଲା, ଏସବୁ ପ୍ରଶ୍ନର ଉତ୍ତର ଖୋଜୁଛି ତଦନ୍ତକାରୀ ସଂସ୍ଥା
ଶୁବମନ୍ ୧୫ଟି ଟେଷ୍ଟ ଖେଳିଥିବା ବେଳେ ଆଭରେଜ୍ ରନ୍ରେଟ୍ ୩୪.୨୩ ରହିଛି। ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ବିପକ୍ଷରେ ସର୍ବାଧିକ ୫ଟି ଲେଖାଏଁ ଚେଷ୍ଟ ମ୍ୟାଚ ଖେଳିଛନ୍ତି।
ଦୀର୍ଘ ଦିନର ଅପେକ୍ଷା ପରେ ଫିଲ୍ମ ‘ଆଦିପୁରୁଷ’ ଜୁନ୍ ୧୬ରେ ରିଲିଜ ହେବ। ଏହାପୂର୍ବରୁ ଫିଲ୍ମର ପ୍ରମୋସନ ଆରମ୍ଭ ହୋଇଯାଇଛି।
ତାଙ୍କ ଓଜନ ଦେଢ କ୍ୱିଣ୍ଟାଲ୍ ହୋଇଯାଇଥିଲା। ଏହାକୁ କମେଇବା ପାଇଁ ଆପଣେଇ ନେଲେ ଅଜବ ଉପାୟ। ୭ ମାସ ପାଇଁ ଘରୁ ଫେରାର୍ ହୋଇଗଲେ। ଯେତେବେଳେ ଫେରିଲେ ୬୩ କିଲୋ ଓଜନ କମିଯାଇଥିଲା। ଏହା କିପରି ହେଲା ସମ୍ଭବ? ଜାଣିବା ପାଇଁ ପଢନ୍ତୁ…
୨୪ ବର୍ଷର ପୁଅ ବଞ୍ଚିଥିବ ବୋଲି ଆଉ ତାଙ୍କର ଆଶା ନାହିଁ । ହେଲେ ବି ଏ ହସ୍ପିଟାଲରୁ ସେ ହସ୍ପିଟାଲକୁ ସେ ଦଉଡ଼ୁଛନ୍ତି । କେଉଁଠି ନା କେଉଁଠି ତ ସନ୍ଧାନ ମିଳିଯିବ । ଜୀବନ୍ତ ହେଉ କି ମୃତ ପୁଅକୁ ଧରି ନିଜ ରାଜ୍ୟକୁ ଫେରିବାକୁ ଚାହୁଁଛନ୍ତି । ହେଲେ ତା’ର କିଛି ଖୋଜଖବର ନାହିଁ ।
୧୯୬୪ ମସିହା, ଡିସେମ୍ବର ୧୫...ଦକ୍ଷିଣ ଆଣ୍ଡାମାନରେ ଭୟଙ୍କର ଝଡ଼ ତୋଫାନ ନେଇ ପାଣିପାଗ ବିଭାଗ ଚେତାବନୀ ଦେଇଥିଲା। ଏହାପରେ ହଠାତ୍ ବଦଳି ଯାଇଥିଲା ପାଣିପାଗ। ଆକାଶରେ ଘୋଟି ଆସିଥିଲା କଳା ବାଦଲ । ଝଡ଼ ତୋଫାନ ସହ ଆରମ୍ଭ ହୋଇଯାଇଥିଲା ପ୍ରବଳ ବର୍ଷା।
ଝିଅ ଅପରେସନ୍ ଲାଗି ଚେନ୍ନାଇ ଯାଉଥିଲୁ । ହଠାତ୍ ବାଲେଶ୍ୱର ପାଖରେ ଟ୍ରାକ୍ରୁ ଖସିଲା ଟ୍ରେନ୍ । ଆଖି ଖୋଲି ଦେଖିଲା ବେଳକୁ ଥିଲା କୁଢକୁଢ ଶବ
କାଳରାତିର କଳାକାହାଣୀ କହିଲେ ଦୁର୍ଘଟଣାରୁ ବଞ୍ଚିଥିବା ପରିବାର । ଖଡ଼ଗପୁରରେ ବଗି ଚେଞ୍ଜ କରିନଥିଲେ ମରିଯାଇଥାଆନ୍ତୁ । ବଞ୍ଚାଇ ଦେଲେ ଭଗବାନ...
କରମଣ୍ଡଳର କଳା କାହାଣୀ ଖାଲି ଜୀବନ ନେଇନି। କାହା ସିନ୍ଥିରୁ ସିନ୍ଦୂର ପୋଛିଛି ତ କାହା କୋଳରୁ ଛୁଆକୁ ଛଡ଼ାଇ ନେଇଛି। କିଏ ବାପ ଛେଉଣ୍ଡ ହୋଇଛି ତ ଆଉ କିଏ ସର୍ବସ୍ୱ ହରାଇଛି। ବାହାନଗାର ବିଧ୍ୱସ୍ତ କାହାଣୀ ସର୍ବସ୍ୱାନ୍ତ କରିଦେଇଛି। ସମସ୍ତେ ଦାଣ୍ଡ ପିଣ୍ଡାରେ ମୁଣ୍ଡରେ ହାତ ଦେଇ ବସିଛନ୍ତି। କାହାରି ପାଟିରୁ କଥା ପଦିଏ ବି ବାହାରୁନି। ସତେ ଯେମିତି ସମସ୍ତେ ନିର୍ବାକ ପାଲିଟିଯାଇଛନ୍ତି।
ଏବେ ଏମିତି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି। କର୍ଣ୍ଣାଟକର ଏକ ରେଲ୍ୱେ ଟ୍ରାକ୍ରେ ଜଣେ ନାବାଳକ ଛୋଟ ଛୋଟ ପଥର ରଖିଥିବା ଘଟଣା ସାମ୍ନାକୁ ଆସିଛି।
ଚାରି ଚକିଆ ଯାନରେ ଯାତ୍ରୀଙ୍କ ବସିବା ଲାଗି ରହିଛି ୪ଟି ସିଟ୍ । ଯାତ୍ରୀ ବସିବା ପରେ ଗନ୍ତବ୍ୟ ସ୍ଥାନରେ ପହଞ୍ଚାଇ ପାରୁଛି ଏହି ଜେଡ ପଟ୍ ।
ଏମାନେ ଚୋରି କରିବା ପୂର୍ବରୁ ଯୋଜନା କରନ୍ତି। ପ୍ରଥମେ ବାପା, ମା ଘର ଚାରିପାଖେ ବୁଲନ୍ତି, ଇସାରା ଦେବା ପରେ ଦୁଇ ପୁଅ ଘର ଭିତରେ ପ୍ରବେଶ କରି ଚୋରି କରନ୍ତି।
ବାଲେଶ୍ୱର ବାହାନଗା ଟ୍ରେନ୍ ଟ୍ରାଜେଡିକୁ ନେଇ ଖୋର୍ଦ୍ଧା ଡିଆରଏମ୍ ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଯଦି କେହି ଫିଜିକାଲି ଟାମ୍ପରିଂ ନ କରିବ, ତା’ହେଲେ ସିଗ୍ନାଲରେ ଗଡ଼ବଡ଼ ହେବନି। ଟେକ୍ନିକାଲି ଏହା ସମ୍ଭବ ନୁହେଁ।
ଆଜି ଆହତଙ୍କ ଅବସ୍ଥା ବୁଝିବା ପାଇଁ କଟକ ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀା ଓଡ଼ିଶାରେ ଚିକିତ୍ସିତ ହେଉଥିବା ନିଜ ରାଜ୍ୟର ଆହତଙ୍କ ସମ୍ପର୍କରେ ପଚାରି ବୁଝିବୋ
ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୬ ତାରିଖ ମଙ୍ଗଳବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଆଜି ଓ କାଲି ପାଇଁ ୭୪ଟି ଟ୍ରେନ୍ ବାତିଲ୍ କରାଯାଇଛି। ୭୪ ଟ୍ରେନ୍ ବାତିଲ୍ ସହ ଗୋଟିଏ ଟ୍ରେନ୍ର ଗତିପଥ ପରିବର୍ତ୍ତନ କରାଯାଇଛି। ବାହାନଗା ବଜାରରେ ରେଲ୍ୱେ ଟ୍ରାକ୍ରେ କାମ ଚାଲୁଥିବା ଯୋଗୁ ଟ୍ରେନ୍ ବାତିଲ୍ କରାଯାଇଥିବା ଜଣାପଡ଼ିଛି।
ପୋଲିସ ତାଙ୍କୁ ଥାନାକୁ ଆଣି ପଚରାଉଚରା କରିବା ବେଳେ ସେମାନେ କିଭଳି ଅପହରଣ ନାଟକ ରଚିଥିଲେ, ତାହା ବ୍ଲକ୍ ଉପାଧ୍ୟକ୍ଷ ସ୍ୱୀକାର କରିଥିଲେ।
ଆପଲ୍ ୧୫ ଇଞ୍ଚ ମ୍ୟାକ୍ବୁକ୍ ଏୟାର ଲଞ୍ଚ୍ କରାଯାଇଛି। ଦାବି କରାଯାଉଛି ଯେ, ଏହା ହେଉଛି ଦୁନିଆର ସବୁଠର ପତଳା ୧୫ ଇଞ୍ଚ୍ର ଲାପ୍ଟପ୍। ଯାହାର ଓଜନ ୩.୩ ପାଉଣ୍ଡ(ପାଖାପାଖି ଦେଢ଼ କିଲୋ)
ଟ୍ରେନ୍ ଦୁର୍ଘଟଣା ପରେ ରେଳ ବିଭାଗ ସଚେତନ ହୋଇଛି। ଏବେ ସାରା ଦେଶରେ ସୁରକ୍ଷା ଡ୍ରାଇଭ୍ ଅଭିଯାନ ଚଳାଇବାକୁ ପ୍ରସ୍ତୁତ ହେଉଛି। ରେଳବାଇ ମଧ୍ୟ ଏ ସମ୍ପର୍କରେ ଏକ ନିର୍ଦ୍ଦେଶ ଜାରି କରିଛି।
ଠିକ୍ ରାତି ୧୨ଟାରେ ଅପ୍ ଲାଇନରେ ଆଉ ଏକ ଟ୍ରେନ୍ ଗଡ଼ିବା ପରେ ମୁଣ୍ଡିଆ ମାରିବା ସହ ଉପସ୍ଥିତ ରେଳ ଅଧିକାରୀ, କର୍ମଚାରୀ ଓ ଶ୍ରମିକଙ୍କୁ ଧନ୍ୟବାଦ ଜଣାଇଥିଲେ ରେଳମନ୍ତ୍ରୀ।
କାନ୍ଥରୁ ଶୁଭ ବିବାହର ରଙ୍ଗ ଲିଭିନି ହେଲେ ସିନ୍ଥିରୁ ସିନ୍ଦୂର ଲିଭି ଯାଇଛି... ମାତ୍ର ଦିନ ୪ଟା ପରେ ସ୍ୱାମୀଙ୍କ ସହ ମିଶି ପ୍ରଥମ ବିବାହ ବାର୍ଷିକୀ ପାଳିଥାଆନ୍ତେ, ହେଲେ ଦଇବ ସହିଲାନି..
୨୭୫ ଭିତରୁ ୧୭୦ ଶବ ନେଇ ସାରିଲେଣି ସଂପର୍କୀୟ । ବାକି ମୃତଦେହ ସଂରକ୍ଷଣ ପାଇଁ ପାରାଦୀପରୁ ଆସିଲା ସ୍ପେଶାଲ କଣ୍ଟେନର ।
ତଦନ୍ତ ଆରମ୍ଭ କଲା କେନ୍ଦ୍ରୀୟ ଦୃତଦନ୍ତକାରୀ ସଂସ୍ଥା । ରେଳ ଉପକରଣରେ ଟାମ୍ପରିଂ ଆଶଙ୍କା ଦିଗକୁ ଅଧିକ ଫୋକସ୍ ।