ଯୁକ୍ତିତର୍କ ପରେ ଝଗଡା... ଆଉ ତା’ପରେ ହତ୍ୟା । ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ ।
ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଆଜି ରାତି ୮ଟାରେ ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମ ଉପରେ ରହିବ ସାରା ଦେଶର ନଜର ରହିବ । କାହିଁକି ନା ଆଜି ଟ୍ରଫି ପାଇଁ ମୁହାଁମୁହିଁ ହେବେ ଗୁଜରାଟ ଟାଇଟନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ।
ଦୁଃଖ ଶୁଣ କଲେକ୍ଟର ବାବୁ... ମୁଁ କେତେ ନେହୁରା ହେଲିଣି, ଦୌଡି ଦୌଡି ହତାଶ ହେଲିଣି । ପୁଅ-ବୋହୂ ଯିବା ପରେ ୨ ନାତୁଣୀଙ୍କୁ ମଣିଷ କରିବା ଲାଗି କିଛି ଏମିତି ଢଙ୍ଗରେ ସହାୟତା ମାଗୁଛନ୍ତି ଜଣେ ବୃଦ୍ଧ
ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ତହସିଲଦାର ଚାର୍ଲସ ନାୟକଙ୍କ ଘରେ ହୋଇଛି ଭିଜିଲାନ୍ସ ଚଢ଼ାଉ।
ଦୁଇ ଗଞ୍ଜେଇ ମାଫିଆ ଝାଡ଼ଖଣ୍ଡ ଧାନବାଦରୁ ଏକ ଟ୍ରକ୍ ରେ ଗଞ୍ଜେଇ ଧରି ଆସୁଥିବା ବେଳେ NCB ର ଭୁବନେଶ୍ୱର ଜୋନାଲ୍ ୟୁନିଟ୍ ସେମାନଙ୍କୁ ଗିରଫ କରିବାରେ ସଫଳ ହୋଇଛି ।
ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆଜିଠୁ ଆବେଦନ ଆରମ୍ଭ ହେବ । ଛାତ୍ରଛାତ୍ରୀମାନେ ଆସନ୍ତା ଜୁନ ୨୦ ଯାଏ ଆବେଦନ କରିପାରିବେ । ୨୮ ଜୁନରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ ।
ଆଶ୍ଚର୍ଯ୍ୟ ! କିଏ ୫ ବର୍ଷ ହେଲାଣି ତ ଆଉ କିଏ ମରି ୬ ମାସ ହେଲାଣି । କିନ୍ତୁ ସେମାନଙ୍କ ନାଁରେ ଚାଉଳ ଦେଉଛନ୍ତି ସରକାର । ହେଲେ ପାଉନାହାନ୍ତି ପରିବାର । ତେବେ ସେହି ଚାଉଳ ନେଉଛି କିଏ ?
ଆମେରିକାରେ ବିଭିନ୍ନ ସମୁଦାୟର ପ୍ରାୟ ୪୦ ଲକ୍ଷ ଲୋକ ପ୍ରତିବର୍ଷ ଦୀପାବଳି ପାଳନ କରିଥାନ୍ତି।
ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ଖେଳାଯିବ ଫାଇନାଲ୍।
ଏତେ ଦିନ ପରେ ପିଲା. ଛୁଆ, ନାତି ନାତୁଣୀଙ୍କୁ ପାଖରେ ପାଇ ଭୁଲି ଯାଇଛନ୍ତି ତାଙ୍କ ଅତୀତର କାହାଣୀ।
ମନର ମାନସୀଙ୍କୁ ଜୀବନସାଥୀ କଲେ ବିଜୟ, ଦୁଇ ଦିବ୍ୟାଙ୍ଗ ବିଜୟ ଓ ସଲାମୀଙ୍କ ପ୍ରେମ କାହାଣୀ
ଦଳ ବିରୋଧୀ ମନ୍ତବ୍ୟ ପାଇଁ ଚିରଞ୍ଜୀବ ଓ ମୋକିମଙ୍କୁ ଏଆଇସିସି ସୋ କଜ୍ ନୋଟିସ୍ ଜାରି କରିଛି।
କ୍ରାଇମବ୍ରାଞ୍ଚର ଚାର୍ଜସିଟକୁ ନେଇ ବଢ଼ୁଛି ବିବାଦ । ଷଡ଼ଯନ୍ତ୍ର କଥା ନଥିବାରୁ ଗନ୍ଧ ବାରିଲେ ବିରୋଧୀ । ନବୀନଙ୍କୁ ମନମୋହନ ସାମଲଙ୍କ ସିଧା ନିଶାନା ।
ଆଜି ଦେଶକୁ ମିଳିଥିବା ନୂଆ ସଂସଦ ଭବନ ନୂଆ ଭାରତ, ବିବିଧ ଭାରତ ଓ ଆତ୍ମନିର୍ଭର ଭାରତର ପ୍ରତୀକ । ଏହାର ସଂରଚନା ଅଦ୍ୱିତୀୟ, ସୌନ୍ଦର୍ଯ୍ୟ ଅବର୍ଣ୍ଣନୀୟ।
ବାଚସ୍ପତିଙ୍କ ଆସନ ନିକଟରେ ଐତିହାସିକ ସେଙ୍ଗୋଲ ସ୍ଥାପନ, ସେଙ୍ଗୋଲକୁ ସାଷ୍ଟାଙ୍ଗ ପ୍ରଣାମ ପରେ ସ୍ଥାପନ କଲେ ମୋଦି
ଗତ ଫେବୃଆରୀ ୨୮ ତାରିଖରେ ବେଶ୍ ଧୁମଧାମରେ ବାହାଘର ହୋଇଥିଲା।
ସ୍କୁଲରେ ପିଲାଙ୍କୁ ପରିବେଷଣ କରାଯାଉଥିବା ମଧ୍ୟାହ୍ନ ଭୋଜନରେ ବାହାରିଲା ସାପ ।
କୋଭିଡ୍ ଭୟ ମନରୁ ନଯାଉଣୁ ବିଶ୍ୱରେ ଶଙ୍କା ବଢ଼ାଇଲାଣି ଡିଜିଜ୍-ଏକ୍ସ ରହସ୍ୟ । ଆଗକୁ ଯେଉଁ ମହାମାରୀ ଆସିବ ତାହା କୋଭିଡ ଠାରୁ ମଧ୍ୟ ଭୟଙ୍କର ହେବ ବୋଲି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମୁଖ୍ୟ ସତର୍କ କରିବା ପରେ, ଡିଜିଜ୍-ଏକ୍ସକୁ ନେଇ ଚର୍ଚ୍ଚା ଜୋର ଧରିଛି ।
ରାତିରେ ଚେକିଂ ବେଳେ ପୋଲିସ୍ ମାଡ଼ରେ ଜଣେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ଚଳନ୍ତା ବାଇକ୍ରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ପୋଲିସ୍ ଏକ ପ୍ଲାଷ୍ଟିକ୍ ପାଇପ୍ରେ ପିଟି ଦେବାରୁ ବାଇକ ଆରୋହୀଙ୍କ ଆଖିରେ ଶକ୍ତ ଆଘାତ ଲାଗିଥିବା ଅଭିଯୋଗ ହୋଇଛି।
ଭାରତୀୟ ଗଣତନ୍ତ୍ର ପାଇଁ ଐତିହାସିକ ଦିନ: ଦେଶବାସୀଙ୍କ ଉଦ୍ଦେଶ୍ୟରେ ନୂଆ ଅତ୍ୟାଧୁନିକ ସଂସଦ ଭବନକୁ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ...
ଯଦି ଆସନ୍ତା ମାସରେ ବ୍ୟାଙ୍କ ସମ୍ବନ୍ଧିତ କିଛି କାମ ଅଛି ତା’ହେଲେ ବ୍ୟାଙ୍କକୁ ଯିବା ପୂର୍ବରୁ ଛୁଟି ତାଲିକା ଚେକ୍ କରି ନିଅନ୍ତୁ। ଜାରି ହୋଇଥିବା ଛୁଟି ତାଲିକା ଅନୁସାରେ ଜୁନ୍ରେ ମୋଟ୍ ୧୨ ଦିନ ବ୍ୟାଙ୍କ ବନ୍ଦ ରହିବ।
ଯୁବକଙ୍କ ସହ ଏମିତି କିଛି ଘଟିଛି, ଯାହା ସେ କେବେ କଳ୍ପନା ବି କରିନଥିଲେ। ଯୁବକ ଜଣ ଭୁଲ୍ବଶତଃ ଫ୍ୟାମିଲି ହ୍ୱାଟ୍ସଆପ୍ ଗ୍ରୁପ୍ରେ ଏମିତି ଫଟୋ ଶେୟାର କରି ଦେଇଥିଲେ, ଯାହାକି ଘରର ଲୋକଙ୍କ ସାମ୍ନାରେ ତାଙ୍କ ପୋଲ୍ ଖୋଲି ଦେଇଥିଲା।
ଆଜି ଅନ୍ତର୍ଜାତୀୟ ବଜାରରେ ସୁନାର ମୂଲ୍ୟ ସ୍ଥିର ରହିଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୬୦୦ ଟଙ୍କା ହୋଇଛି।