ପ୍ରାୟ ସବୁ ବୟସର ଦର୍ଶକ ଥିଏଟରରେ ନିଚ୍ଛକ ଓଡ଼ିଆ କାହାଣୀକୁ ଅତି ପାଖରୁ ଦେଖିଛନ୍ତି । ଆଉ ନାଚି ନାଚି ସିନେମାର ରିଭ୍ୟୁ ଦେଇଛନ୍ତି ।
ରାଜ୍ୟରେ ଚାଲିଥିବା ଓବିସି ସର୍ବେକ୍ଷଣ ଅବଧିକୁ ବୃଦ୍ଧି କରାଯାଇଛି। ସାରା ରାଜ୍ୟରେ ଗ୍ରୀଷ୍ଣ ପ୍ରବାହ ଜାରି ରହିଥିବାରୁ ଏହି ଅବଧିକୁ ବୃଦ୍ଧି କରାଯାଇଛି।
୨୮, ୨୯ ଏବଂ ୩୦ ତାରିଖରେ ମଧ୍ୟ କିଛି କିଛି ଜିଲ୍ଲାରେ ଘଡଘଡି ସାଙ୍ଗକୁ ବର୍ଷା ସମ୍ଭାବନା ରହିଛି ।
ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁମ୍ବାଇ ଓ ଗୁଜରାଟ କ୍ୱାଲିପାୟାର-୨ରେ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ ଅଧିନାୟକ ରୋହିତ ଶର୍ମା।
ପାଣିରେ ପଡ଼ିଥିବା ଦାମୀ ଫୋନକୁ ବାହାର କରିବା ପାଇଁ କାଙ୍କେର ଜିଲ୍ଲାର ଖାଦ୍ୟ ନିରୀକ୍ଷକ ୨୧ ଲକ୍ଷ ଲିଟର ପାଣି ନଷ୍ଟ କରିଥିବା ଜଣାପଡ଼ିଛି ।
ବାଲେଶ୍ୱର ସହରବାସୀଙ୍କୁ ୧୨ ବର୍ଷ ତଳେ ଲଲିପପ୍ ଧରେଇ ଦେଇଥିଲେ କି ମୁଖ୍ୟମନ୍ତ୍ରୀ ? ହେଲେ ୧୨ ବର୍ଷ ପରେ ଏବେ ଦେଖିଲା ବେଳକୁ ସେ ଅତ୍ୟାଧୁନିକ ବସ୍ଷ୍ଟାଣ୍ତ ତ ହେଲାନି, ସେଇ ଯାଗାରେ ବାଲେଶ୍ୱର-ଭଦ୍ରକ ଅର୍ବାନ୍ ଟ୍ରାନ୍ସପୋର୍ଟର ୧୦, ୧୫ଟି ସିଟିବସ୍ ରହଣି ପାଇଁ ନିର୍ମାଣ କାମ ଚାଲିଛି ।
ନାଚ ଗୀତରେ ଦୁଲୁକୁଛି ସାରା ସହର । ରାଜରାସ୍ତାରେ ପାରମ୍ପରିକ ସହ ଆଧୁନିକ ନୃତ୍ୟ ପରିବେଷଣ କରୁଛନ୍ତି ଶହ ଶହ କଳାକାର । ଦେବ ଦମ୍ପତ୍ତିଙ୍କ ଯୁଗଳ ଦର୍ଶନ ଶୋଭାଯାତ୍ରା ଅବସରରେ ସମ୍ବଲପୁରରେ ଦେଖିବାକୁ ଦେଖିବାକୁ ମିଳିଛି ଓଡ଼ିଶା ସହ ବିଭିନ୍ନ ରାଜ୍ୟର ଲୋକନୃତ୍ୟ ଓ ଲୋକଗୀତର ସମ୍ଭାର ।
ତତ୍କାଳୀନ ମନ୍ତ୍ରୀ ନବ ଦାସଙ୍କୁ କେଉଁ ବ୍ୟକ୍ତିଗତ ଆକ୍ରୋଶ ପାଇଁ ହତ୍ୟା କଲା ଗୋପଳ ଦାସ ? ଏମିତି କଣ ବ୍ୟକ୍ତିଗତ ରାଗ ଥିଲା, ଯାହା ପାଇଁ ଜଣେ ମନ୍ତ୍ରୀଙ୍କୁ ବି ଗୁଳି କରିବାକୁ ପଛାଇଲାନି ଗୋପାଳ ଦାସ ? ଏମିତି କେଉଁ ବିବାଦ ପରିପ୍ରେକ୍ଷୀରେ ମନ୍ତ୍ରୀ ନବ ଦାସ ଓ ତାଙ୍କ ସମର୍ଥଙ୍କ ପକ୍ଷରୁ ଗୋପାଳର ଜୀବନ ପ୍ରତି ବିପଦ ସୃଷ୍ଟି ହୋଇଥିଲା ?
ଅଧାପନ୍ତରିଆ ଅବସ୍ଥାରେ ପରିକ୍ରମା ପ୍ରକଳ୍ପ । ଏଣେ ମୁଣ୍ଡ ଉପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା । କେମିତି ବଡ଼ଦାଣ୍ଡରେ ଛିଡ଼ା ହୋଇ ସ୍ନାନବେଦୀରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଭକ୍ତ ?
ଜମି କିଣାବିକାରେ ବଦଳିଲା ନିୟମ । ଏଣିକି ଜମି ରେଜିଷ୍ଟ୍ରେସନ ପାଇଁ ବାଧ୍ୟତାମୂଳକ ଅନଲାଇନ ସ୍ଲଟ୍ ବୁକିଂ । ବିନା ସ୍ଲଟ ବୁକିଂରେ ହୋଇ ପାରିବନି ଜମି କିଣାବିକା । ଇନସ୍ପେକ୍ଟର ଜେନେରାଲ ଅଫ ରେଭେନ୍ୟୁ ପକ୍ଷରୁ ପ୍ରକାଶିତ ହୋଉଛି ଏହି ବିଜ୍ଞପ୍ତି।
ଆଇପିଏଲ୍ରେ ଚମତ୍କାର ପ୍ରଦର୍ଶନ କରିଛନ୍ତି ଶୁବମନ୍ ଗିଲ୍ । ମୁମ୍ବାଇ ଇଣ୍ତିଆନ୍ସ ବିପକ୍ଷରେ ଦମଦାର ଶତକ ହାସଲ କରିଛନ୍ତି ।
ଏଥର ଜୁନରେ ନିଅଣ୍ଟିଆ ବର୍ଷା! ମୌସୁମୀ ଉପରେ ପଡିବ ଏଲନିନୋର ପ୍ରଭାବ ମୌସୁମୀ ବର୍ଷା ନେଇ ପାଣିପାଗ ବିଭାଗର ଆକଳନ ଚିନ୍ତା ବଢାଇ ଦେଇଛି ।
ମୋଦି ସରକାରର ୯ ବର୍ଷ ବାନାମ୍ ନବୀନ ସରକାରର ୨୩ ବର୍ଷ । ମୋଦିଙ୍କ ସଫଳ ଯୋଜନା ବନାମ୍ ନବୀନଙ୍କ ବିକାଶ ବାର୍ତ୍ତା । ବିଜେପିର ମେଗା ଜନ ସଂପର୍କ ଯାତ୍ରାକୁ କାଉଣ୍ଟର କରିବାକୁ ବିଜେଡିର ପ୍ଲାନ୍ ଭୋଟ ପୂର୍ବରୁ ଗ୍ରାଉଣ୍ଡରେ ଭିଡ଼ାଭିଡ଼ି ।
ଲିଗାଲ୍ ସେଲ୍କୁ କୌଣସି ପ୍ରସ୍ତାବ ଆସିନଥିବା କହିଲା ଗୃହ ମନ୍ତ୍ରାଳୟ ।
ତତ୍କାଳୀନ ମନ୍ତ୍ରୀ ନବ ଦାସଙ୍କୁ କେଉଁ ବ୍ୟକ୍ତିଗତ ଆକ୍ରୋଶ ପାଇଁ ହତ୍ୟା କଲା ଗୋପଳ ଦାସ ? ଏମିତି କଣ ବ୍ୟକ୍ତିଗତ ରାଗ ଥିଲା, ଯାହା ପାଇଁ ଜଣେ ମନ୍ତ୍ରୀଙ୍କୁ ବି ଗୁଳି କରିବାକୁ ପଛାଇଲାନି ଗୋପାଳ ଦାସ ?
ଜଗଦୀଶଙ୍କ ଏହି ସଫଳତା ପାଇଁ ଉତ୍ତର ପ୍ରଦେଶର ମନ୍ତ୍ରୀ ଦୟାଶଙ୍କର ମିଶ୍ର କଣ୍ଠଶିଳ୍ପୀଙ୍କୁ ଭେଟି ଅଭିନନ୍ଦନ ଜଣାଇଛନ୍ତି ।
ପୂର୍ବ ଶତ୍ରୁତାରୁ ନବ ଦାସଙ୍କୁ ମାରିଥିଲା ଗୋପାଳ? ୧୧୮ ଦିନ ପରେ ଦାଖଲ ହେଲା ଚାର୍ଜସିଟ୍ । ୫୪୩ ପୃଷ୍ଠାର ଚାର୍ଜସିଟ୍ କରିଛି ପୋଲିସ୍ ।
ତହସିଲଦାରଙ୍କୁ ପିଟିଲେ ମାଟି ମାଫିଆ । ଆକ୍ରମଣରେ ପର୍ଜଙ୍ଗ ଆର୍ଆଇ ଓ କନିଷ୍ଠ କିରାଣି ମଧ୍ୟ ଆହତ ହୋଇଛନ୍ତି ।
ପରବର୍ତ୍ତୀ ସମୟରେ ଜଟଣୀ ଓ ପୁରୀକୁ ମେଟ୍ରୋ ଟ୍ରେନ ଯିବା ପାଇଁ ଯୋଜନା କରାଯାଉଥିବା ନଗର ଉନ୍ନୟନ ସଚିବ ସୂଚନା ଦେଇଛନ୍ତି ।
ଆସନ୍ତା ୨୮ ତାରିଖ ରବିବାର ଦିନ ପୂରା ବିଶ୍ୱ କେବଳ ଭାରତର ନୂଆ ସଂସଦ ବିଲଡିଂକୁ ଦେଖିବ ନାହିଁ, ବରଂ ନୂଆ ମୁଦ୍ରାକୁ ମଧ୍ୟ ଦେଖିବ।
ଜୁନରୁ ସେପ୍ଟେମ୍ବର ମଧ୍ୟରେ ବର୍ଷାର ପରିମାଣ ସ୍ୱାଭାବିକ ରହିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।
ମୋଦି ସରକାରର ୯ ବର୍ଷ ପୂର୍ତ୍ତି ଅବସରରେ ଦିଲ୍ଲୀରେ ହୋଇଥିବା ତିନି ଦିନିଆ ମିଡିଆ ସଂବାଦରେ ବିଜେପି ପକ୍ଷରୁ ଏହା କୁହାଯାଇଛି ।
ଶତ୍ରୁ ପକ୍ଷ ତାଙ୍କୁ ବନ୍ଧୁକରେ ଆକ୍ରମଣ କରିଥିଲେ । ଗୁଳି ଯାଇ ସିଧା ତାଙ୍କ ମଥାରେ ବାଜିଥିଲା । ସେ ଅନୁଭବ କଲେ ଯେ ତାଙ୍କର ଗୋଟିଏ ଆଖି ତା’ଯାଗାରୁ ଖସି ଯାଇଛି ।
ଆପ୍ ନେତା ତଥା ଦିଲ୍ଲୀର ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଶୁକ୍ରବାର ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ।
ଗଞ୍ଜେଇ ଚାଲାଣ ବେଳେ ମାଲକାନଗିରି ଜିଲ୍ଲା କାଲିମେଳା ପୋଲିସ୍ ହାତରେ ଧରା ପଡିଛନ୍ତି ତେଲେଙ୍ଗାନା ପୋଲିସ।