ଜମିରେ ପଡ଼ିଛି ମୁଣ୍ଡ ବିହୀନ ଶରୀର, ଘର ଦାଣ୍ଡରେ କଟାମୁଣ୍ଡ । ଚାଷ ଜମିକୁ ନେଇ ଦୁଇ ଜଣଙ୍କ ମଧ୍ୟରେ ବଚସା ପରେ ହତ୍ୟା ।
ଟୋଲ୍ ଗେଟରେ ପର୍ଯ୍ୟଟକଙ୍କୁ ମାଡ଼ ପରେ ପଦକ୍ଷେପ, ଅନ୍ୟାଦେଶ ପର୍ଯ୍ୟନ୍ତ ମୁଣ୍ଡଳି ଟୋଲ୍ ଗେଟ୍ ସିଲ୍ କଲା ପ୍ରଶାସନ
ଘଟଣାକୁ ଆସନ୍ତା ୨୮ରେ ପୁରିବ ୧୨୦ ଦିନ , ଏଯାଏ ଚାର୍ଜସିଟ ଦାଖଲ କରାଯାଇନଥିବାରୁ ଅସନ୍ତୋଷ
ଶୀତଳଷଷ୍ଠୀ ବେଳକୁ ଆକାଶର ଅପରୂପ ସୌନ୍ଦର୍ଯ୍ୟ ବେଶ ଆକର୍ଷଣ ହେବା ସାଙ୍ଗକୁ ବର୍ଷାର ଆଗମନ ଧରାପୃଷ୍ଠରେ ଶୀତଳ ପରିବେଶ ସୃଷ୍ଟିକରେ। ଏହି ସମୟରେ ବୈଦିକ ରୀତିନୀତିରେ ଶିବଙ୍କ ସହିତ ମାତା ସତୀଙ୍କ ବିବାହ ଅନୁଷ୍ଠିତ ହୋଇଥାଏ। ଏହାକୁ ନେଇ କ’ଣ କୁହେ ପୁରାଣ ଆସନ୍ତୁ ଜାଣିବା।
ଏବେ ଫିଲ୍ମ ଓ ଟିଭି ଇଣ୍ଡଷ୍ଟ୍ରି ପାଇଁ ଏକ ପ୍ରକାର କଳା ଦିନ ଚାଲିଥିବା କହିଲେ ଅତ୍ୟୁକ୍ତି ହେବ ନାହିଁ। କାରଣ ଗତ କିଛିଦିନ ହେବ ଲଗାତାର ଭାବେ ଅଭନେତା, ଅଭିନେତ୍ରୀଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସୁଛି।
୩ ଦେଶ ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଭାରତ ଫେରିଛନ୍ତି। ଏହି ଅବସରରେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର କହିଥିଲେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଏହି ବିଦେଶ ଗସ୍ତରେ ଯିବା ତାଙ୍କର ସୌଭାଗ୍ୟ ଥିଲା।
ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଗୁରୁବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଶୀତଳଷଷ୍ଠୀ ଅବସରରେ ଦେବ ଦମ୍ପତିଙ୍କ ବିବାହ ସମ୍ପନ୍ନ ହୋଇଛି । ଦେବ ଦେବ ମହାଦେବ ଧରିଛନ୍ତି ଦେବୀ ପାର୍ବତୀଙ୍କ ହାତ ।
ଆସନ୍ତା ୨୮ ତାରିଖରେ ହେବାକୁ ଥିବା ନୂଆ ସଂସଦ ଭବନ ଉଦ୍ଘାଟନୀ କାର୍ଯ୍ୟକ୍ରମ ବର୍ଜନ ନେଇ ୧୯ ବିରୋଧୀ ଦଳ ମିଳିତ ଘୋଷଣା କରିଛନ୍ତି। ହେଲେ ଏଥିରେ ଯୋଗ ଦେବ ବିଜେଡି।
ଆଜି ପବିତ୍ର ଶୀତଳଷଷ୍ଠୀ ଯାତ୍ରା। ଏହି ପର୍ବ ପାଳନ କରୁଥିବା ଲୋକମାନେ ବିଶ୍ୱାସ କରନ୍ତି ଯେ ଭଗବାନ ଶିବ ଗ୍ରୀଷ୍ମର ପ୍ରବଳ ଉତ୍ତାପକୁ ପ୍ରତିପାଦିତ କରୁଥିବାବେଳେ ଦେବୀ ପାର୍ବତୀ ପ୍ରଥମ ବର୍ଷାର ପ୍ରତୀକ ଅଟନ୍ତି।
ମୁମ୍ବାଇ ପ୍ରଥମେ ବ୍ୟାଟିଂ କରି ୧୮୨ ରନ୍ ସଂଗ୍ରହ କରିଥିଲା।
ମେ ୨୮, ଅର୍ଥାତ୍ ଆସନ୍ତା ରବିବାର ନୂଆ ସଂସଦ ଭବନର ଲୋକାର୍ପଣ ଅବସରରେ, ଏହି ସେଙ୍ଗୋଲକୁ ବାଚସ୍ପତିଙ୍କ ଆସନ ନିକଟରେ ସ୍ଥାପିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ଖାଲି ସେତିକି ନୁହେଁ, କେଉଁଠି ଏକାଧିକ ହାଇ ପାୱାର ଫ୍ରିଜର ରଖାଯାଇ ଏକ ପ୍ରକାର ଶୀତଳ ଭଣ୍ଡାର ପାଲଟିଛି ତ ଆଉ କେଉଁ କ୍ୱାର୍ଟର ବାଉଁଶ କାରିଗରଙ୍କ କବ୍ଜାରେ । ଏହା ଥିଲା ୟୁନିଟ ଟୁ ଅଞ୍ଚଳର ସ୍ଥିତି।
ତତଲା କଡ଼େଇରେ ସିଝୁଛି ପଶ୍ଚିମ ଓଡ଼ିଶା । ନୂଆପଡ଼ାରେ ସର୍ବାଧିକ ୪୪ ଡିଗ୍ରୀ ରେକର୍ଡ । ୪୦ ଡିଗ୍ରୀ ଉପରେ ରାଜ୍ୟର ୨୫ ସହର ।
ପଶ୍ଚିମ ଓଡିଶାର ୯ଟି ଜିଲ୍ଲାରେ ସଂଗଠନ କଥା ବୁଝିବାକୁ ତାଙ୍କୁ କୁହାଯାଇଥିବା ସୁଶାନ୍ତ କହିଥିବା ବେଳେ ବିଜେଡି କିନ୍ତୁ ବିଧିବଦ୍ଧ ଭାବେ କିଛି ଘୋଷଣା କରିନି।
ପଦୋନ୍ନତି ପ୍ରସଂଗ ବିଚାରାଧିନ ଫୌଜଦାରୀ ମାମଲାର ଫଳାଫଳ ଉପରେ ନିର୍ଭର କରିବ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି।
ଆସୁଛି ତରଙ୍ଗର ଦୁଇ ମେଗା ସିରିୟଲ୍। ଏହି ଦୁଇ ସିରିୟଲ୍ ମହିଳାକେନ୍ଦ୍ରୀକ ହୋଇଥିବା ବେଳେ ଏଥିରେ ଦର୍ଶକଙ୍କୁ ମିଳିବ ଭରପୂର ପ୍ରେମ କାହାଣୀ। ଆସନ୍ତୁ ଜାଣିବା କେବେ ଓ କେଉଁ ସମୟରେ ଦର୍ଶକ ଏହାକୁ ଦେଖିବାର ସୁଯୋଗ ପାଇବେ।
ହିତାଧିକାରୀଙ୍କୁ ନଗଦ ଭତ୍ତା ପ୍ରଦାନ ପାଇଁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତି ବଦଳାଇବାକୁ ବିଜେପିର ଦାବି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଅସନ୍ତୋଷ ଝାଡିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଆଇଏଏସ କୋଚିଂ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ହେଲେ ଫଳ ଶୂନ। ତଥ୍ୟ କହୁଛି ୨୦୧୬ରୁ ୨୦୧୮ ଯାଏଁ ରାଜ୍ୟରେ ୫୦ରୁ ଅଧିକ ଡିଗ୍ରୀ କଲେଜ ଏବଂ ୮ଟି ବିଶ୍ୱବିଦ୍ୟାଳୟରେ ମାଗଣା କୋଚିଂ ସେଣ୍ଟର ଖୋଲିଥିଲେ ସରକାର। ଏଥିପାଇଁ ଖର୍ଚ୍ଚ ହୋଇଥିଲା ୧ କୋଟି ୮୨ ଲକ୍ଷ।
ଉଭୟ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ଉପରେ ଅତ୍ୟଧିକ ଚାପ ସୃଷ୍ଟି କରିଥିଲା । ତେବେ କୋଭିଡ୍ କହର କମିବା ପରେ ପୁଣି ଥରେ କେବଳ ଦଶମ ଶ୍ରେଣୀରେ ପରୀକ୍ଷା କରାଯିବାକୁ ନିଷ୍ପତ୍ତି ହୋଇଛି ।
ବିଚ୍ ରାସ୍ତାରେ ସେ ପୁଣି ହାଇୱେରୁ ଲୁଟୁଛି ଚୋର । ଏମିତି ସେମିତି ଜିନିଷ ଚୋରି ହେଉନାହିଁ, ଚୋରି କରାଯାଉଛି ବଡ଼ ବଡ଼ ଛୋଳି ।
ବଡ଼ ଭଉଣୀ, ଯାହାକୁ ମାତ୍ର ୧୩ ବର୍ଷ । ସେ ନିଜ ପ୍ରେମିକ ସହ ମିଶି ସାନ ଭଉଣୀକୁ ହତ୍ୟା କରିଛି । ଖାଲି ହତ୍ୟା କରିଛି ତାହା ନୁହେଁ, ଗୋଟିଏ ବାକ୍ସ ଭିତରେ ବନ୍ଦ କରି ସାନ ଭଉଣୀର ମୃତଦେହକୁ ପ୍ରାୟ ୪ ଦିନ ପର୍ଯ୍ୟନ୍ତ ଘରେ ରଖିଥିଲା ।
ସୌଭାଗ୍ୟବଶତଃ ସେ ବଞ୍ଚିଯାଇଥିଲେ, ହେଲେ ସବୁଦିନ ପାଇଁ ସେ ଦୁଇ ହାତ ଓ ଦୁଇ ଗୋଡ଼ ହରାଇ ବସିଲେ।
ସିଭିଲ ସର୍ଭିସ୍ ପରୀକ୍ଷା ୨୦୨୨ରେ ଈଶିତା କିଶୋର ଶୀର୍ଷରେ ରହିବା ପରେ ତାଙ୍କର ଚର୍ଚ୍ଚା ଏବେ ଚାରିଆଡେ। ସେ ଦୁଇ ଥର ବିଫଳ ହେବା ପରେ କିପରି ନିଜକୁ ପ୍ରସ୍ତୁତ କରିଥିଲେ ସେ କଥା କହିଛନ୍ତି। ଏହା ସହିତ ଆଗାମି ପିଢିମାନଙ୍କୁ କିଛି ଟିପ୍ସ ମଧ୍ୟ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ପରେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ ବିଭାଗୀୟ ସଚିବ ସୁଶୀଲ କୁମାର ଲୋହାନି ଏକ ସାମ୍ୱାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ।