ସୀମା ସଂଲଗ୍ନ ରାଜୌରୀର ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଛି। ଏପରିକି ଯାତାୟତ କରୁଥିବା ଗାଡି ଗୁଡିକର କଡାକଡି ଯାଞ୍ଜ କରୁଛନ୍ତି ଜମ୍ମୁ କାଶ୍ମୀର ପୋଲିସ।
ଖାପ୍ ପଞ୍ଚାୟତ, କଙ୍ଗାରୁ କୋର୍ଟ, ଭିଡ଼ ହିଂସା...। ଏସବୁର କେବେ ଘଟିବ ଅନ୍ତ? ଆଧୁନିକ ସମାଜରେ ମଧ୍ୟଯୁଗୀୟ ବର୍ବରତା ବଞ୍ଚି ରହିବାର କାରଣ କଣ?
ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍ । ଅଧାରେ ଅଟକିଥିବା ବନ୍ଦେ ଭାରତ ଏକ୍ସପ୍ରେସ୍ର ମରାମତି ସରିବା ପରେ ପୁଣି ତାର ଯାତ୍ରା ଆରମ୍ଭ କରିଛି ।
ବ୍ୟାଙ୍କରୁ ଟଙ୍କା ଉଠାଇଲା ବେଳେ, କେତେବେଳେ ବୃଦ୍ଧବୃଦ୍ଧାଙ୍କ ଆଙ୍ଗୁଳି ଛାପ ମିଶୁ ନଥିଲା ତ ତେକେବେବେଳେ ଆଖି ସମସ୍ୟା ଓ ଲିଙ୍କ ଫେଲୁଅର ପାଇଁ ଟଙ୍କା ଉଠାଇ ହେଉ ନଥିଲା।
ଛାଇ-ଆଲୁଅର ଅଦ୍ଭୁତ ଖେଳ । ସକାଳୁ ଛାଇ ଥିଲା, ମଧ୍ୟାହ୍ନରେ ଉଭେଇଗଲା । ଦୁଇ ମିନିଟ୍ ପାଇଁ ଭୁବନେଶ୍ୱର ପାଲଟିଲା ଛାୟାଶୂନ୍ୟ ସହର । ଆଉ ଏ ମୁହୂର୍ତ୍ତକୁ ସ୍ମରଣୀୟ କରି ରଖିବାକୁ ଭୁବନେଶ୍ୱର ପଠାଣୀ ସାମନ୍ତ ପ୍ଲାନେଟାରିୟମରେ ହୋଇଥିଲା ସ୍ୱତନ୍ତ୍ର ଆୟୋଜନ ।
ବିଜେଡି ପାଖରେ ଅଛି କି କଳାଧନ ? ଦଳ ହୋର୍ଡିଂ କରିଛି କି ୨ ହଜାର ଟଙ୍କିଆ ନୋଟ ? ୨ ହଜାର ଟଙ୍କିଆ ନୋଟ ପ୍ରତ୍ୟାହାର ପରେ ବିଜେଡି ଚିନ୍ତାରେ ଥିବା ଚର୍ଚ୍ଚା ।
ପଶ୍ଚିମ ଓଡ଼ିଶାର ଟାଣୁଆ ନେତାଙ୍କ ହତ୍ୟାକୁ ଆସନ୍ତା ମେ ୨୮ ତାରିଖରେ ପୂରିବ ୧୨୦ ଦିନ । ହେଲେ ଏଯାଏଁ ତଦନ୍ତକାରୀ ସଂସ୍ଥା କ୍ରାଇମବ୍ରାଞ୍ଚ ଦାଖଲ କରି ପାରିଲାନି ମାମଲାର ଚାର୍ଜସିଟ୍ ।
ପରିଚୟ ମେକାନିକ, କିନ୍ତୁ ପ୍ରଫେସନ ପକ୍କା ନିଶା ବେପାରୀ । ରାଜଧାନୀର ପୋସ୍ ଏରିଆ ୮ ନମ୍ବର ଅଞ୍ଚଳରେ ଗ୍ୟାରେଜ୍ ଦୋକାନ ବାହାନାରେ ଧଳା ଜହର ବିକି ଏସଟିଏଫ୍ ହାବୁଡ଼ରେ ପଡ଼ିଥିବା ଇଏ ସେଇ ଅଭିଯୁକ୍ତ ।
ନିର୍ଦ୍ଦେଶ କୁ ମାନୁଛି କିଏ? ସବୁ ଆଡେ ଇଂରାଜୀରେ ହୋଡିଂ...ଦିନରେ ଘୁଙ୍ଗୁଡ଼ି ମାରୁଛି ପ୍ରଶାସନ
ଯେ କୌଣସି ମୁହୁର୍ତ୍ତରେ ଆସିପାରେ କଲ୍ । ରିଙ୍ଗ୍ ହୋଇପାରେ ବିଧାୟକଙ୍କ ମୋବାଇଲ ଫୋନ। ରାଜ୍ୟ ମନ୍ତିମଣ୍ଡଳ ଅଦଳବଦଳ ଓ ସଂପ୍ରସାରଣର ସମ୍ଭାବ୍ୟ ପ୍ରକ୍ରିୟା ଭିତରେ ଏବେ ନବୀନଙ୍କ କଲ୍ କୁ ବିଧାୟକଙ୍କ ଅପେକ୍ଷା।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ତାତି ଆହୁରି ୫ ଦିନ ରହିବ ।
୬୦ ନୁହେଁ ୧୦୦ ଛୁଇଁଲାଣି ବାବୁ, ଏତେ ଥର ଗୁହାରି କଲି କିନ୍ତୁ କେହି ଶୁଣିଲେନି । ଆଉ କେତେ ଗୁହାରି କରିବି? କେତେ ନେହୁରା ହେବି? ଭତ୍ତା ପାଇଁ ଦହଗଞ୍ଜ ହେଉଛନ୍ତି ସ୍ୱାମୀ ପରିତ୍ୟକ୍ତା ମହିଳା
ହଠାତ୍ ସାଙ୍ଗଙ୍କ ମେଳରେ ସବୁକିଛି ଠିକ୍ ଚାଲିଥିଲା । କିନ୍ତୁ କେକ୍ କାଟିବାର କିଛି ସମୟ ପୂର୍ବରୁ ସଚିନଙ୍କ ହୃଦଘାତ ହୋଇଥିଲା ।
ଯାଜପୁର ବୈତରଣୀ ରୋଡ୍ ନିକଟରେ ବନ୍ଦେ ଭାରତ ଟ୍ରେନ୍ ଅଟକି ରହିଛି । କାଳବୈଶାଖୀରେ ଗଛ ପଡ଼ି ଲୋକୋ ପାଇଲଟ ସାମ୍ନା ଗ୍ଲାସ ଭାଙ୍ଗିଯାଇଛି ।
ପ୍ରଧାନମନ୍ତ୍ରୀ ହେବା ପରେ ମୋଦି ପ୍ରଥମଥର ପାଇଁ କୌଣସି ଏକ ଦ୍ୱୀପକୁ ଯାତ୍ରା କରିଛନ୍ତି ।
ମଧୁବାବୁ ପେନସନ୍ ଯୋଜନା(MBPY)ରେ ମିଳୁଥିବା ଭତ୍ତା ଆଉ ଆକାଉଣ୍ଟକୁ ଯିବ ନାହିଁ।
ମଣିଷ କେଇଟା ଟଙ୍କା ପାଇଁ କିଭଳି ମାନବିକତା ଭୁଲିଯାଏ, ତାର ଜ୍ୱଳନ୍ତ ଉଦାହରଣ ଏଠି ଦେଖିବାକୁ ମିଳିଛି।
କନ୍ୟା ଜଣକ ରାସ୍ତାରେ କାରର ବୋନେଟରେ ବସି ରିଲ୍ ତିଆରି କରିବାକୁ ନେଇ ତାଙ୍କ ନାଁରେ ଚାଲାଣ କଟିଛି । କନ୍ୟାଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପୋଲିସ ।
ଭାରତୀୟ ସେନା ଅଗ୍ନିବୀରର ଫଳାଫଳ ପ୍ରକାଶ କରିଛି। ପରୀକ୍ଷାରେ ସାମିଲ ହୋଇଥିବା ପ୍ରାର୍ଥୀମାନେ ଭାରତୀୟ ସେନାର ଅଫିସିଆଲ୍ ୱେବସାଇଟ୍କୁ ଯାଇ ଫଳାଫଳ ଯାଞ୍ଚ କରିପାରିବେ।
ଦୁଇ ହଜାର ଟଙ୍କିଆ ବନ୍ଦ ପାଇଁ RBIର ଘୋଷଣା ପରଠୁ ଏହାର ପ୍ରଭାବକୁ ନେଇ ଏବେ ସବୁଠି ଚର୍ଚ୍ଚା । ଏହାରି ମଧ୍ୟରେ ୨ ହଜାର ଟଙ୍କିଆ ନୋଟ ବଦଳାଇବା ପାଇଁ ଷ୍ଟେଟ ବ୍ୟାଙ୍କର ନୂଆ ଗାଇଡ ଲାଇନ ଲାଗୁ କରିଛି ।
ହୋଟେଲ୍ ବ୍ୟବସାୟରେ ମୁଣ୍ଡ ପୂରେଇଲେ ଭାଇଜାନ୍ ସଲମାନ୍ ଖାନ୍। କୁତୁବ୍ ମିନାର ଉଚ୍ଚତାର କରିବେ ହୋଟେଲ। ଏକ ସମୁଦ୍ର କୂଳରେ ଏହି ହୋଟେଲ୍ ହେବ। ଜାଣନ୍ତୁ ପୂରା ଖବର।
ସରକାରୀ କ୍ୱାର୍ଟର କ୍ୟାମ୍ପସରେ ଚାଲିଥିଲା ବ୍ରାଉନସୁଗର ଡିଲ । କମିଶନରେଟ ପୋଲିସ ସହାୟତାରେ ରେଡ କରିଛି STF ।
ରିଙ୍କୁ ସିଂଙ୍କୁ ନେଇ ଏବେ କ୍ରିକେଟ୍ ମହଲରେ ଚର୍ଚ୍ଚା । କୋଲକାତା ନାଇଟ ରାଇଡର୍ସ ପାଇଁ ଜଣେ ପାୱାର ହିଟର୍ ଏବଂ ଫିନିସର୍ର ଭୂମିକା ତୁଲାଉଛନ୍ତି ବାମହାତୀ ବ୍ୟାଟ୍ସମ୍ୟାନ୍ ରିଙ୍କୁ ସିଂ ।
ସନୀ ଦେଓଲ ରିଲ୍ ଲାଇଫ୍ରେ ଯେତିକି ରାଗି ରିଏଲ୍ ଲାଇଫ୍ରେ ସେତିକି ରାଗି। ସେ ଥରେ ରାଗିଗଲେ ଆଉ କାହାର ନୁହନ୍ତି। ଏମିତି ଅନେକ ଆଗଧାଡିର ଷ୍ଟାର୍ଙ୍କ ସହ ତାଙ୍କର ଝଗଡା ହୋଇଛି। ଆସନ୍ତୁ ଜାଣିବା ସେମାନେ କିଏ…