ବିବାହିତ ଯୁବକଙ୍କ ଉନ୍ମତ୍ତ କାଣ୍ଡ । ବିବାହିତ ହୋଇ ସୁଦ୍ଧା ନାବାଳିକାକୁ ପ୍ରେମି ଜାଲରେ ଫସାଇଲା । କଥା ପ୍ରଘଟ ହେବା ପରେ
ବରଗଡ଼ କଟାପାଲି ଗାଁର ତ୍ରିଲୋଚନ ସାହୁଙ୍କ ଘର,ପିଢ଼ିପିଢ଼ି ଧରି ଏକାଠି ରହି ଆସୁଛନ୍ତି ସମସ୍ତେ।
ତୃତୀୟ ସାମୁଖ୍ୟର ରାଜନୈତିକ ତୀର୍ଥରେ ଥିବା ନୀତୀଶଙ୍କୁ ସାକ୍ଷାତର ୪୮ଘଣ୍ଟା ପରେ ନବୀନ-ମୋଦୀ ଭେଟ କଂଗ୍ରେସ ପାଇଁ ସୁଯୋଗ ସୃଷ୍ଟି କରିଥିଲେ ମଧ୍ୟ ଦଳ ଏହାର ଫାଏଦା ନେବା ସ୍ଥିତିରେ ନଥିବା ଜଣାଯାଏ।
ଅଭିଯୁକ୍ତ ସ୍ୱାମୀ ନିରଞ୍ଜନ ଦାସକୁ ପୋଲିସ ଅଚକ ରଖିଛି । ଗତକାଲି ଘରେ କେହି ନଥିବା ବେଳେ ନିରଞ୍ଜନ ପ୍ରଥମେ ରଙ୍ଗବତୀକୁ ମାଡ଼ ମାରିଥିଲେ । ପରେ ତାଙ୍କ ଦେହରେ କିରାସିନି ଢାଳି ଝିଅନ୍ତା ଜାଳି ଦେଇଥିବା କଙ୍କଡାହାଡ଼ ଥାନାରେ ଅଭିଯୋଗ ହୋଇଛି ।
୧୬ ତାରିଖରେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ସୋନପୁର, ଅନୁଗୁଳ, ଦେବଗଡ, ବୌଦ୍ଧ, ବଲାଙ୍ଗିରକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି ।
ଇଣ୍ଡିଗୋ ବିମାନ ସେବା କମ୍ପାନୀ ପକ୍ଷରୁ ଉଡ଼ିବ ପ୍ରଥମ ବିମାନ . . . ଯିବା ଆସିବା ପାଇଁ ୨୦ ହଜାର ଟିକେଟ ମୂଲ୍ୟ
ଅନେକ ଲୋକ ଏକ ଚମତ୍କାର ଦୃଶ୍ୟକୁ ଉପଭୋଗ କରି ଖାଇବା ନେଇ ହଜାର ହଜାର ମାଇଲ୍ ଚାଲିଯାଆନ୍ତି। ଏହିପରି ଖାଦ୍ୟପ୍ରେମୀଙ୍କ ପାଇଁ ଆଉ ଏକ ବିକଳ୍ପ କିଛି ଦିନ ମଧ୍ୟରେ ଯୋଡିବାକୁ ଯାଉଛି। ସେମାନେ ଏବେ ମଝି ଆକାଶରେ ବସି ଖାଇବାର ସୁଯୋଗ ନେବେ।
ପରିବାର ହେଉଛି ସମାଜର ମୂଳଦୁଆ। ଏହା ହିଁ ଏକ ମଜବୁତ୍ ଜାତିର ଉଦାହରଣ। ତେବେ ଆସନ୍ତୁ ଆଜି ‘ଆନ୍ତର୍ଜାତୀୟ ପରିବାର ଦିବସ’ ଅବସରରେ ଜାଣିବା ଏହି ଦିନର ଇତିହାସ ଏବଂ ଗୁରୁତ୍ୱ ବିଷୟରେ।
ସମୟର ଚକ୍ର ଏମିତି ବୁଲିଗଲା ଯେ, ଆଜି ମା’ର ଜୀବନ ଗଲା ଗଲା, ଏହି ଦୁଇ ପିଲା ବି ଚାଲିଗଲେ ଆରପାରିକୁ। ବୁକୁ ଫଟାଇ ଆଈ କାନ୍ଦୁଛନ୍ତି।
ଜାଣନ୍ତୁ ଯିବା ଆସିବା ଉଭୟ ପାଇଁ ଟିକେଟର ମୂଲ୍ୟ କେତେ ରଖାଯାଇଛି।
ଝାରସୁଗୁଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କୁ ୪୮ ହଜାର ୭୨୧ ଭୋଟରେ ପରାସ୍ତ କରି ବିଜୟ ହାସଲ କରିଛନ୍ତି ବିଜେଡି ପ୍ରାର୍ଥୀ ଦୀପାଳି ଦାସ ।
OPSC ଖାତା ମୂଲ୍ୟାୟନ ପାଇଁ ପ୍ରାଧ୍ୟାପକ ମରୁଡି । ବାରମ୍ବାର ନିବେଦନ ପରେ ବି ବିଶ୍ୱବିଦ୍ୟାଳୟରୁ ରିଲିଭ ହେଉ ନାହାନ୍ତି ପ୍ରାଧ୍ୟାପକ । ବିଳମ୍ବ ହେବ କି oas main ପରୀକ୍ଷା ଫଳ ପ୍ରକାଶନ ?
ଭାଙ୍ଗିଯାଉଛି ଧୈର୍ଯ୍ୟର ବନ୍ଧ । ମନ ଭିତରର ଯନ୍ତ୍ରଣା ଆଉ କୋହ ସବୁ, ଲୁହ ହୋଇ ଝରିଆସୁଛି ଆଖିବାଡ଼ ଡେଇଁ । ପ୍ରତ୍ୟେକ କଷ୍ଟ ଆଉ ୩ ପିଲାଙ୍କ ଦାୟିତ୍ୱକୁ ବୋଝେଇ ନିଜ ଅଧୁରା ସଂସାରର ଜଞ୍ଜାଳକୁ ସମ୍ଭାଳି ନେଉଥିବା ୟେ ବି ଜଣେ ମା’।
ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ITI ଶିକ୍ଷକ ଥିବା ଜଣା ପଡ଼ିଛି । STFର ସୂଚନା ଅନୁସାରେ ଏମାନେ ଅନ୍ୟମାନଙ୍କ ନାଁରେ ବିପୁଳ ପରିମାଣରେ ପ୍ରିଆକ୍ଟିଭ୍ ସିମ୍ କିଣୁଥିଲେ । ସେଥିରୁ OTP ଜେନେରେଟ୍ କରି ଭାରତରେ ଥିବା ପାକିସ୍ତାନୀ ଏଜେଣ୍ଟଙ୍କୁ ବିକ୍ରି କରୁଥିଲେ ।
ସିଏମ୍ ପଦ ଲାଗି ଏବେ ଦୌଡ଼ରେ ଦୁଇ ପ୍ରମୁଖ ଦାବିଦାର। ଜଣେ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା। ଅନ୍ୟଜଣେ ରାଜ୍ୟ ପିସିସି ସଭାପତି ଡିକେ ଶିବକୁମାର। ଉଭୟଙ୍କୁ ମୁଖ୍ୟମନ୍ତ୍ରୀ ପଦରେ ଦେଖିବା ଲାଗି ନିଜ ନିଜ ସମର୍ଥକଙ୍କ ପକ୍ଷରୁ ଆରମ୍ଭ ହୋଇଗଲାଣି ପ୍ରତିଯୋଗିତା।
ଆଦିବାସୀଙ୍କ ନିଜସ୍ୱ ପରିଚୟ ଓ ସଂସ୍କୃତିକୁ ବଜାୟ ରଖିବାକୁ ୨୦୧୮ରେ ୯ଟି ଜିଲ୍ଲାରେ ଶୁଭାରମ୍ଭ ହୋଇଥିଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ । ହେଲେ ୨୦୧୯ ନିର୍ବାଚନ ପରେ ଆଦିବାସୀଙ୍କ ବିକାଶ କଥା ଭୁଲିଗଲେ ସରକାର ।
ବିଜେଡି ସରକାର ମହିଳା ବିରୋଧୀ ଓ ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ପ୍ରସଙ୍ଗକୁ ନେଇ ବିଜେପି ଯେଉଁଭଳି ଢଙ୍ଗରେ ବିଜେଡି ସରକାରକୁ ଘନଘନ ନିଶାନା କରୁଛି, ତାର କାଉଣ୍ଟର ଲାଗି ମୁଖ୍ୟମନ୍ତ୍ରୀ ଏଭଳି ଆଭିମୁଖ୍ୟ ଆପଣାଇଥିବା ଚର୍ଚ୍ଚା ହେଉଛି।
୨୦୧୯ ତୁଳନାରେ ବିଜେଡି ପାଖାପାଖି ୫ ପ୍ରତିଶତ, ବିଜେପି ପ୍ରାୟ ୩ ପ୍ରତିଶତ ଭୋଟ୍ ଅଧିକ ପାଇଛି। ଆଉ କଂଗ୍ରେସ୍ ହରାଇଛି ପ୍ରାୟ ୮ ପ୍ରତିଶତ ଭୋଟ୍।
NPCIL ଡେପୁଟି ମ୍ୟାନେଜର ଓ ଜୁନିଅର ହିନ୍ଦୀ ଅନୁବାଦକଙ୍କ ପାଇଁ ବିଜ୍ଞପ୍ତି ଜାରି କରିଛି। ଏହି ନିଯୁକ୍ତି ପାଇଁ ଅନ୍ଲାଇନ୍ ଆବେଦନ ଚାଲିଛି। ପ୍ରାର୍ଥୀମାନେ ୨୯ ମେ ପର୍ଯ୍ୟନ୍ତ ଆବେଦନ କରିପାରିବେ।
ପ୍ରେମିକାକୁ ହତ୍ୟା କରି ଦିନକ ପରେ ନିଜକୁ ନିଜେ ଗୁଳି ମାରିଲା ଅଭିଯୁକ୍ତ । ଫେସ୍ବୁକ୍ ଲାଇଭ୍ରେ ଆସି କହିଲା .
ଖାଲି ବାଲେଶ୍ବର ନୁହେଁ ପଡ଼ୋଶୀ ମୟୂରଭଞ୍ଜ ଜିଲ୍ଲାର ଉପାନ୍ତ ଆଦିବାସୀ ଗାଁକୁ ବି ଦ୍ବିତୀୟ କର୍ମକ୍ଷେତ୍ର ଭାବେ ବାଛିଛନ୍ତି ଶିକ୍ଷକ ଗଣେଶ ଜେନା। ଯାହାକୁ ଅଭିଭାବକମାନେ ବି ବେଶ୍ ପ୍ରଶଂସା କରୁଛନ୍ତି।
୬୦୦ କୋଟି ଟଙ୍କାରେ ନିର୍ମିତ 'ଆଦିପୁରୁଷ'କୁ ନେଇ ନିର୍ମାତା ଅନେକ ଆଶା ବାନ୍ଧିଛନ୍ତି। ପୂରା ସଫଳତାର ଦାୟିତ୍ୱ ପ୍ରଭାସଙ୍କ କାନ୍ଧରେ ଅଛି। ଏହି ଫିଲ୍ମ ପାଇଁ ପ୍ରଭାସ ସବୁଠାରୁ ଅଧିକ ଟଙ୍କା ନେଇଛନ୍ତି। ଜାଣିଲେ ଆପଣଙ୍କ ହୋସ୍ ଉଡିଯିବ।
ପିଲାମାନେ cisce.org ଓ results.cisce.org ସାଇଟରେ ରେଜଲ୍ଟ ଦେଖିପାରିବେ । ଡିଜିଲକର ଓ SMS ଜରିଆରେ ମଧ୍ୟ ରେଜଲ୍ଟ ଜାଣି ହେବ ।
୩ ପିଲା ଜନ୍ମ କରିଥିଲା । ଭାବିଥିଲା ପରିଣତ ବୟସରେ ଏଇ ପିଲାଙ୍କ ପାଖରେ ରହିବ, ସେବ ଶୂଶ୍ରୁଷା ପାଇବ । ହେଲେ ସବୁ ସ୍ୱପ୍ନ ସ୍ୱପ୍ନରେ ରହିଗଲା । ବୁଢୀ ବୟସରେ ଆଶ୍ରମରେ ରହି ପିଲାଙ୍କୁ ଝୁରୁଛି ଏଇ ମାଆ
ଏଭଳି ମାଆଙ୍କୁ ସାଲ୍ୟୁଟ୍, ଯିଏ କି ନିଜ ପୁଅ-ବୋହୂଙ୍କୁ ହେଲମେଟ୍ ପିନ୍ଧିଥିବାରୁ ବିଚ୍ ରାସ୍ତାରେ ପିଟୁଛନ୍ତି ।