ବିଜେଡି ଯୁବନେତ୍ରୀ ଇପ୍ସିତା ସାହୁଙ୍କୁ ସର୍ବ ସମ୍ମୁଖରେ ଚାପୁଡ଼ା ମାଡ଼ । ନିଜ ଦଳର ଅଫିସ୍ ଭିତରେ ନିଜ ଦଳର ଜଣେ ମହିଳା କର୍ମୀ ତାଙ୍କୁ ଚାପୁଡ଼ା ମାରିଛନ୍ତି ।
ଆସନ୍ତା ବର୍ଷ ଜାନୁଆରୀ ୨ରେ ମୁକ୍ତି ଲାଭ କରିବାକୁ ଯାଉଥିବା ଏହି ସିରିଜ୍ର ଟ୍ରେଲର ଇତିମଧ୍ୟରେ ରିଲିଜ୍ ହୋଇସାରିଛି। ସମୁଦାୟ ସିରିଜର କାହାଣୀ ବିଷୟରେ କହିବାକୁ ଗଲେ ଏହା ଏକ ଗରିବ ଯୁବକର ଆକାଶଛୁଆଁ ସ୍ୱପ୍ନକୁ ନେଇ ଆଗକୁ ଯାଉଛି। ଚିଟ୍ଫଣ୍ଡ ମାଧ୍ୟମରେ ଗରିବିରୁ ବାହାରି କ୍ଷମତାର ସ୍ୱଦ ଚାଖିବାର ଇଚ୍ଛାଟିଏ ତା’ମନ ଭିତରେ ବସା ବାନ୍ଧିଛି।
ଖୋଲା ଆକାଶ ତଲେ ପଡିରହିଛି ଚାଷୀର ବସ୍ତା ବସ୍ତା ଧାନ । ସହର ପାଖରେ ଥିବାରୁ, ନେତା, ମନ୍ତ୍ରୀ ଓ ଅଫିସର ଏହି ମଣ୍ଡିକୁ ଘନ ଘନ ଗସ୍ତ କରୁଛନ୍ତି । କିନ୍ତୁ ଠିକଠାକ ଉଠିପାରୁନି ଚାଷୀର ଧାନ । ଏବେ ଅଦିନିଆ ବର୍ଷା ଯୋଗୁଁ, ବାହାରେ ପଡିରହିଥିବା ବସ୍ତା ବସ୍ତା ଧାନ ଭିଜିବାରେ ଲାଗିଛି । ପଲିଥିନ ଢାଙ୍କି ଚାଷୀ ଧାନକୁ ସୁରକ୍ଷିତ ରଖିବାକୁ ଚେଷ୍ଟା କରି ବିଫଳ ହେଉଛି ।
୧୯୭୧ ମସିହା ଭାରତ, ପାକିସ୍ଥାନ ଏବଂ ବାଂଲାଦେଶ ଇତିହାସ ପାଇଁ ଗୁରୁତ୍ୱପୂର୍ଣ୍ଣ। କାରଣ ଏହି ବର୍ଷ ଭାରତ ପାକିସ୍ତାନକୁ ଯେଉଁ ଝଟକା ଦେଇଥିଲା ତାହା ଆଜି ବି ଭୁଲିନି ଇସଲାମାବାଦ। ପାକିସ୍ତାନର ବର୍ବରତାକୁ ଦମନ କରିବାକୁ ଭାରତ ନେଇଥିଲା କଡ଼ା ପଦକ୍ଷେପ । ଅତ୍ୟାଚାରୀ ଶାସନରୁ ବାଂଲାଦେଶକୁ ମୁକ୍ତ କରିବାକୁ ଭାରତୀୟ ସେନା ଆରମ୍ଭ କରିଥିଲା ଅଭିଯାନ ।
ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୭,୭୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୧,୨୫୦ ଟଙ୍କା ରହିଛି ।
ଆଜି ବିଜେଡିର ପ୍ରତିଷ୍ଠା ଦିବସ ପାଳନ ଅବସରରେ ନବୀନ କହିଛନ୍ତି, ଆମେ ହାରି ନାହୁଁ, କି ଲୋକଙ୍କ ବିଶ୍ବାସ ମଧ୍ୟ ହରାଇ ନାହୁଁ । ବିଜେପି ମିଛ କଥା କହି, ମିଛ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଛି ।
ଆସନ୍ତା ଶିକ୍ଷା ବର୍ଷରେ ହେବ କଲେଜ ଛାତ୍ର ସଂସଦ ନିର୍ବାଚନ। ଏବିଭିପି କାର୍ଯ୍ୟକ୍ରମରେ ଯୋଗ ଦେଇ କହିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
୨୦୨୪ ନିର୍ବାଚନରେ ଲୋକସଭା ଆସନ ଜିତିବା କଷ୍ଟସାଧ୍ୟ ହୋଇପାରେ ବୋଲି ବିଜେଡି ପୂର୍ବରୁ ଆଶଙ୍କା କରିଥିଲା ! ବୋଧେ ସେଥିପାଇଁ ପ୍ରଥମଥର ଦଳ "ଯୋଡି ଶଙ୍ଖ' ଫର୍ମୁଲା ଅପଣାଇବାକୁ ପଡିଲା । ଦଳର ସୁପ୍ରିମୋ ଶ୍ରୀ ପଟ୍ଟନାୟକ ଓ ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ସନ୍ଧ୍ୟାରେ ଦୁଇ ହାତରେ ଦୁଇଟି ବତୀଲଗା ଶଙ୍ଖ ଚିହ୍ନକୁ ଧରି "ଯୋଡି ଶଙ୍ଖ' ପ୍ରଚାରର ଶୁଭାରମ୍ଭ କଲେ । ଏହି ସମୟରେ ନବୀନଙ୍କୁ ଲୁଙ୍ଗିପିନ୍ଧା ଗେଟଅପ୍ରେ ଦେଖିବାକୁ ମିଳିଥିଲା ।
ମରଣ ବି ଅଲଗା କରିପାରିନି ସ୍ୱାମୀ ସ୍ତ୍ରୀଙ୍କୁ । ଗାଁ ମଶାଣୀରେ ପାଖାପାଖି ଜଳିଲା ଦୁଇ ଜୁଇ । ଗୋଟିଏରେ ସ୍ୱାମୀ ଆରଟିରେ ସ୍ତ୍ରୀ । ଅଗ୍ନିକୁ ସାକ୍ଷୀ ରଖି ସାତ ଜନ୍ମର ସାଥୀ ହୋଇଥିଲେ ଆଉ ଶେଷରେ ସେହି ଅଗ୍ନିରେ ବିଲୀନ ହୋଇଗଲେ ।
ସାମ୍ନାକୁ ଆସିଲା କାଜାଖସ୍ତାନର ଭୟଙ୍କର ବିମାନ ଦୁର୍ଘଟଣାର ନୂଆ ଭିଡ଼ଓ। ଯାହାକୁ ଦେଖି ପୂରା ବିଶ୍ବ ବି ସ୍ତବ ହୋଇଯାଇଛି। ବିମାନ ଦୁର୍ଘଟଣା ହେବା ପୂର୍ବ ଓ ପର ସମୟର ଭିତର ଭିଡ଼ିଓ ଏବେ ସାମ୍ନକୁ ଆସିଛି।
ଯଦି ସୂର୍ଯ୍ୟଙ୍କ ଶୁଭଦୃଷ୍ଟି ଗୃହ ଉପରେ ନ ରୁହେ ତେବେ ସେହି ଗୃହରେ ଅନେକ ସମସ୍ୟା ସୃଷ୍ଟି ହୋଇଥାଏ। ଯେଉଁ ଗୃହରେ ସୂର୍ଯ୍ୟଙ୍କ ଶୁଭଦୃଷ୍ଟି ବା ଶୁଭ ପ୍ରଭାବ ପଡ଼ିଥାଏ ସେହି ଗୃହରେ ଯଦି ବି ଅନ୍ୟ କିଛି ଛୋଟ ଛୋଟ ବାସ୍ତୁଦୋଷ ଥାଏ ତେବେ ସୂର୍ଯ୍ୟଙ୍କର ଶୁଭ ପ୍ରଭାବ ଯୋଗୁଁ ସେହି ବାସ୍ତୁଦୋଷ ନଷ୍ଟ ହୋଇଯାଇଥାଏ।
ଯାହା ପାଇଁ ଚାକିରି ଜୀବନରୁ ନେଲେ ଅବସର, ଭିଆରଏସ ନେବାର କିଛି ଘଣ୍ଟାରେ ଚାଲିଗଲା ତାଙ୍କର ଜୀବନ। ଏହାକୁ ନେଇ ଏବେ ସବୁଆଡ଼େ ଚର୍ଚ୍ଚା।
ସାରା ବିଶ୍ୱରେ ଇନଷ୍ଟାଗ୍ରାମ ଏମିତି ଏକ ସୋସିଆଲ ମିଡିଆ ପ୍ଲାଟଫର୍ମରେ ପରିଣତ ହୋଇଛି ଯେଉଁଠାରେ ଲୋକମାନେ ଅଧିକ ସକ୍ରିୟ ଅଛନ୍ତି। ଆଜି ଆମେ ଆପଣଙ୍କୁ ଏମିତି କିଛି ସୋସିଆଲ ମିଡିଆ ଇନ୍ଫ୍ଲ୍ୟୁଏନ୍ସର ଏବଂ ସେଲିବ୍ରିଟିଙ୍କ ନାଁ କହିବୁ ଯେଉଁମାନଙ୍କର ୨୦୨୪ ମସିହାରେ ଇନ୍ଷ୍ଟାଗ୍ରାମ୍ରେ ସର୍ବାଧିକ ଫଲୋର୍ସ ହୋଇଛନ୍ତି।
ରାତିର ଅନ୍ଧାର ଠାରୁ ବଳିଯାଉଛି ଶୀତ। କିଏ ଚାଦର ତ କିଏ କମ୍ବଳ ଖଣ୍ଡେ ଘୋଡି ହୋଇ ଜାକିଜୁକି ହୋଇ ଶୋଇଛନ୍ତି। ଫୁଟପାଥ୍ ପାଲଟିଛି ରାତିର ଠିକଣା।
ତେବେ କାଲିଠାରୁ ପାଗରେ ପରିବର୍ତ୍ତନ ଆସିବ। କାଲିଠୁ ବର୍ଷା ସଂପୂର୍ଣ୍ଣ କମିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହିପରି ଦୁଇ ଦିନ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖାଦେବ।
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ଗୁରୁବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ....
ସେ କହିଛନ୍ତି, ଗତ ୨୪ ବର୍ଷର ଶାସନ ଭିତରେ ଆମେ ବିକାଶର ଚିହ୍ନ ଦେଖିପାରିଲୁ ନାହିଁ । ୨୪ ବର୍ଷରେ ବେକାରୀ ବଢ଼ିଛି, ଅନେକ ଗାଁକୁ ବିକାଶ ଛୁଇଁନି। ପ୍ରାଥମିକ ଶିକ୍ଷା ଭୁଶୁଡ଼ି ପଡ଼ିଛି, ବହୁ ସ୍କୁଲରେ ଶିକ୍ଷକ ନାହାନ୍ତି।
ଆଜି ବକ୍ସିଂ ଡେ’। ଏମିତି ନାଁ କାରଣରୁ ଆପଣ ନିଶ୍ଚିତ ଭାବୁଥିବେ ‘ବକ୍ସିଂ ଡେ’ ସହିତ ବକ୍ସିଂ କ୍ରୀଡାର ସମ୍ପର୍କ ଅଛି। କିନ୍ତୁ ଏପରି ଆଦୌ ନୁହେଁ। ଯଦିଓ ଏହି ଦିନର ଉତ୍ପତ୍ତି ସ୍ପଷ୍ଟ ଭାବେ ଜଣା ପଡିନାହିଁ।
୧୮ ମାସରେ ୧୧ଜଣଙ୍କୁ ହତ୍ୟା କରିଥିବା ମାନିଲା ସିରିଏଲ୍ କିଲର୍ । ଖାଲି ଏତିକି ନୁହେଁ। ସିରିଏଲ୍ କିଲିଂର ପୂରା କାହାଣୀ ଶୁଣିଲେ ରୁମ ଟାଙ୍କୁରି ଉଠିବ।
ସରକାରୀ ଯୋଜନାରୁ ବାଦ ପଡିବେ ଅଣଚାଷୀ। ଜାନୁଆରୀରୁ ପଞ୍ଜିକରଣ ଆରମ୍ଭ। ଚାଷୀଙ୍କୁ ମିଳିବ ୧୪ଟିକିଆ ନମ୍ବର ବିଶିଷ୍ଟ ସ୍ୱତନ୍ତ୍ର ଆଇଡି ନମ୍ବର। ଡିଜିଟାଲ କୃଷକ କାର୍ଡ ବି ଯୋଗାଇ ଦେବେ ସରକାର।
ମାଫିଆଙ୍କ କବଜାରେ ସରକାରୀ ଜମ। ମନଇଛା ପ୍ଲଟିଂ କରି ଲକ୍ଷ ଲକ୍ଷ ଟଙ୍କାରେ ବିକୁଛନ୍ତି ଦଲାଲ। ଗଛ ମୂଳେ ଚାଲୁଛି କାରବାର, ଟଙ୍କା ନେଣଦେଣ । ୫ କି ୧୦ ହଜାର ନୁହେଁ ପ୍ଲଟ ପିଛା ୫୦ରୁ ୫ଲକ୍ଷ ଯାଏଁ ବି ହେଉଛି ମୂଲଚାଲ।
ଅଦିନିଆ ଲଘୁଚାପ ବର୍ଷାରେ ଗତ ସପ୍ତାହରେ ଯେତିକି ଫସଲ ଉଜୁଡ଼ିଥିଲା, ଏବେ ଦୋହରା ବର୍ଷା ଚଷା ପୁଅକୁ ଦେଇଛି ଡବଲ୍ ଝଟକା । ଦୋହଲାଇ ଦେଇଛି ଆର୍ଥିକ ଉତ୍ସକୁ ।
କାଜାଖସ୍ତାନରେ ଏମର୍ଜେନ୍ସି ଲ୍ୟାଣ୍ଡିଂ ବେଳେ ଏୟାରପୋର୍ଟ ନିକଟରେ କ୍ରାଶ୍ ହେଲା ଆଜରବୈଜାନର ଯାତ୍ରୀବାହୀ ବିମାନ। ଏଥିରେ ୪୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ, ଅତି ଆଶ୍ଚର୍ଯ୍ୟଜନକ ଭାବେ ୨୫ ଜଣ ଯାତ୍ରୀ ଉଦ୍ଧାର ହୋଇଛନ୍ତି।
‘ମୋ ଭୂମିକା ସଂପର୍କରେ ଦଳ ନେବ ନିଷ୍ପତ୍ତି’ । ଇସ୍ତଫାର ଦିନକ ପରେ ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ବିଦାୟୀ ରାଜ୍ୟପାଳଙ୍କ ଏ ପ୍ରଥମ ବୟାନକୁ କଳ୍ପନାଜଳ୍ପନା ।
୫୫୦ କିଲୋଗ୍ରାମ ଚକୋଲେଟ୍ ବ୍ୟବହାର କରି ହୋଇଥିବା ଏହି ବାଲୁକା କଳାଟି ବେଶ୍ ଆକର୍ଷଣୀୟ ହୋଇଥିବା ବେଳେ ପର୍ଯ୍ୟଟକମାନେ ଏହାର ଭୂୟସୀ ପ୍ରଶଂସା କରିଛନ୍ତି ।