ପ୍ରଭାସ, କ୍ରିତି ସାନନ୍ ଏବଂ ସୈଫ୍ ଅଲି ଖାନଙ୍କ ଫିଲ୍ମ 'ଆଦିପୁରୁଷ'କୁ ଲୋକେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଫିଲ୍ମର ଟ୍ରେଲର୍ ମଧ୍ୟ ରିଲିଜ୍ ହୋଇଛି। ସବୁଠାରୁ ଚର୍ଚ୍ଚାରେ ରହିଛନ୍ତି ‘ଲଙ୍କେଶ’।
ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏହି ଭିଡିଓରେ ଗୋଟିଏ ବିଲେଇ ଏକ ମୋବାଇଲ୍ ଟାୱାର ଉପରେ ଚଢ଼ିଯାଇଥିବା ଦେଖିବାକୁ ମିଳୁଛି ।
୬୦୦ ବର୍ଷ ଇତିହାସରେ ପ୍ରଥମ ଥର ପାଇଁ, ପୋପ୍ ବେନେଡିକ୍ଟ ଫେବୃଆରୀ ୨୦୧୩ରେ ଇସ୍ତଫା ଦେଇଥିଲେ । ପୂର୍ବରୁ କୌଣସି ପୋପ୍ ଏଭଳି ଇସ୍ତଫା ଦେଇନଥିଲେ ।
ଅଜବଗଜବ ଡ୍ରେସ୍ ପିନ୍ଧିବାରେ ମାହିର ଉର୍ଫି ଜାଭେଦ। ଏନେଇ ସେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଏବେ ସେ ଯେଉଁ ଲୁକ୍ରେ ଦେଖିବାକୁ ମିଳିଛନ୍ତି ଆପଣଙ୍କୁ ଆଶ୍ଚର୍ଯ୍ୟ କରିବ। ଏହି ଭାଇରାଲ୍ ଭିଡିଓ ଦେଖିଲେ ଆପଣ ହସି ହସି ଗଡିବେ।
ଟିବିରେ ଆକ୍ରାନ୍ତ ହେବାପରେ ତାଙ୍କର ଚିକିତ୍ସା ଚାଲିଥିଲା । ହେଲେ ଛାତ୍ରୀଙ୍କର ଗତକାଲି ଆନନ୍ଦପୁର ହସ୍ପିଟାଲରେ ମୃତ୍ୟୁ ଘଟିଥିଲା । ପରେ ଘଟଣାକୁ ନେଇ ଅପମୃତ୍ୟୁ ମାମଲା କହି ଶବକୁ ଜବତ କରିଥିଲା ରାମଚନ୍ଦ୍ରପୁର ପୋଲିସ ।
ମଦ ନିଶାରେ ପୁରା ଟଳମଳ ଯୁବକ। ଏମିତି ନିଶା ଯେ, ଷଣ୍ଢ ପିଠିରେ ବସି ରାସ୍ତାରେ ଦୌଡ଼ିଲେ। ଏଭଳି ଅବସ୍ଥାରେ ଯୁବକଙ୍କୁ ଯେକେହିବି ଦେଖୁଥିଲେ ଭୟଭୀତ ହୋଇ ଯାଉଥିଲେ।
ପୁଣି ‘ପୁଷ୍ପା’ ଷ୍ଟାଇଲରେ ସ୍ମଗଲିଂ। ବାଲେଶ୍ୱର ଜିଲ୍ଲା ନୀଳଗିରିରେ ପୁଣି ‘ପୁଷ୍ପା’ ଷ୍ଟାଇଲରେ ଚୋରା ଚାଲାଣ ଘଟଣା ସାମ୍ନାକୁ ଆସିଛି।
୯ ବର୍ଷିୟ ନାବାଳିକା ଜଣକ ତାଙ୍କ ମା'ର ହତ୍ୟାକାଣ୍ଡର ସାକ୍ଷୀ ଥିଲେ । ତାଙ୍କ ମା’ଙ୍କୁ ତାଙ୍କ ବାପା ହତ୍ୟା କରିଥିବା ସେ କୋର୍ଟରେ ସାକ୍ଷୀ ଦେଇଛନ୍ତି ।
ଆସୁଥିବା ବାତ୍ୟାର କୌଣସି ପ୍ରଭାବ ଓଡ଼ିଶା ଉପରେ ପଡ଼ିବନି। ଓଡ଼ିଶାକୁ ବାତ୍ୟା ଜନିତ ପବନ କି ବର୍ଷା, କିଛି ହେବନି। ୧୪ ପୂର୍ବାହ୍ନରେ ବାଂଲାଦେଶ ଓ ମିଆଁମାର ମଧ୍ୟରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି।
ଟ୍ରେଲର ଲଞ୍ଚ୍ ବେଳେ ଅଭିନେତ୍ରୀ କୀର୍ତ୍ତିଙ୍କ ସହ ଏମିତି କିଛି ଘଟିଛି ଯାହା ଫ୍ୟାନ୍ସଙ୍କୁ ଆଶ୍ଚର୍ଯ୍ୟ କରିଛି। ଇଭେଣ୍ଟରେ ଗୋଟିଏ ପଟେ ନିର୍ଦ୍ଦେଶକ, ପ୍ରଯୋଜକ ଓ କଳାକାରମାନେ ସାମ୍ନା ସିଟ୍ରେ ବସି ଥିବାବେଳେ ଅନ୍ୟପଟେ କୀର୍ତ୍ତି ତଳେ ବସିଥିବା ନଜର ଆସିଛି।
ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।
ମୁମ୍ବାଇ ପୋଲିସ ଛାତ୍ରଙ୍କ ବିରୋଧରେ LOC ଜାରି କରିଥିବା ଜଣେ ଅଧିକାରୀ କହିଛନ୍ତି ।
ଜାଣନ୍ତି କି ଦୁନିଆର ସପ୍ତମ ଆଶ୍ଚର୍ଯ୍ୟ ମଧ୍ୟରୁ ତାଜମହଲ ଅନ୍ୟତମ ବୋଲି କୁହାଯାଏ । ତାଜମହଲ ହେଉଛି ଆମ ଦେଶର ଗୌରବ । ତାଜମହଲକୁ ନେଇ ଅନେକ ଆଶ୍ଚର୍ଯ୍ୟକର କଥା ରହିଥିବାବେଳେ ୮୯ ବର୍ଷ ଧରି କାହିଁକି ତାଜମହଲର ୨୨ କୋଠରି ଖୋଲାଯାଏ ନାହିଁ ବୋଲି ସବୁବେଳେ ଚର୍ଚ୍ଚା ହୋଇଆସିଛି ।
ଖୁବ୍ଶୀଘ୍ର ଟ୍ୱିଟରରେ ନୁଆ ଫିଚର ସାମିଲ ହେବାକୁ ଯାଉଛି। ମାଇକ୍ରୋ ବ୍ଲଗିଂ ପ୍ଲାଟ୍ଫର୍ମ ଟ୍ୱିଟରର ସିଇଓ ତଥା ବିଜ୍ନେସ୍ମ୍ୟାନ୍ ଏଲନ ମସ୍କ ଏନେଇ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି।
OPSC ପାଇଁ ଆୟୁର୍ବେଦିକ ମେଡିକାଲ୍ ଅଫିସର ପଦବୀରେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ମୋଟ ୧୧୬ ଟି ପଦବୀ ପୂରଣ ହେବ। ଆବେଦନ କରିବାକୁ ଚାହୁଁଥିଲେ ଏହି ଖବରଟିକୁ ଭଲ ଭାବେ ପଢି ନିଅନ୍ତୁ।
ବ୍ୟାଙ୍କରୁ ୫୦୦ ଟଙ୍କିଆ ୪ ବଣ୍ଡଲ ଧରି ଏକ ଘରୋଇ ବ୍ୟାଙ୍କ୍ର ଜଣେ ଗୋଲ୍ଡ କାଉନ୍ସିଲର୍ ହିତାଧିକାରୀଙ୍କୁ ଦେବାକୁ ବାହାରି ଥିଲେ।ତେବେ ଅଧା ବାଟରେ ଟଙ୍କା ବିଡ଼ା ସବୁ ତାହା କାଗଜ ବିଡ଼ା ହୋଇଯାଇଥିବା ନେଇ ପରେ ସେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ।
ଗତକାଲି ସଂଧ୍ୟାରେ ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଈରାନୀ ଓ ନାଗପୁରରେ ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ୍ ସିନେମାକୁ ଦେଖିଛନ୍ତି । ଭୁରି ଭୁରି ପ୍ରଶଂସା କରିବା ସହ ଏହି କାହାଣୀ ପ୍ରତିଟି ଭାରତୀୟଙ୍କ ପାଖରେ ପହଞ୍ଚିବା ଜରୁରୀ ବୋଲି କହିଛନ୍ତି ଦେବେନ୍ଦ୍ର ।
ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ବୁଧବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଏହି ଲଢ଼େଇରେ ମଇଦାନରେ ୨ ହଜାର ୬୧୫ଜଣ ପ୍ରାର୍ଥୀ ରହିଛନ୍ତି । ଏଥର ଶାସନାଧିନ ବିଜେପିକୁ କଡ଼ା ଟକ୍କର ଦେଉଛି କଂଗ୍ରେସ । ତା’ସହ ଦେବଗୌଡ଼ାଙ୍କ ଜେଡିଏସ୍ ବି ଏଥର ଉଭୟ ଦଳକୁ ଫାଇଟ୍ ଦେଇଛି ।
ବଙ୍ଗୋପସାଗରରେ ସକ୍ରିୟ ଅବପାତ ଆଜି ସନ୍ଧ୍ୟାରେ ବାତ୍ୟା ରୂପ ନେଇପାରେ। କ୍ରମଶଃ ଏହା ଘନୀଭୂତ ହୋଇ ୧୧ ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି।
ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କ ଗିରଫଦାରୀ ପରେ ପାକିସ୍ତାନରେ ପ୍ରବଳ ହିଂସା ଦେଖିବାକୁ ମିଳିଛି। ରାସ୍ତାକୁ ଓହ୍ଲାଇଛନ୍ତି ଇମ୍ରାନଙ୍କ ସମର୍ଥକ। ବିରୋଧ ପ୍ରଦର୍ଶନ ଯୋଗୁ ମଙ୍ଗଳବାର ରାତିରେ ପାକିସ୍ତାନର ଅଧିକାଂଶ ସ୍ଥାନରେ ସୋସିଆଲ୍ ମିଡିଆ ପ୍ଲାଟ୍ଫର୍ମ- ୟୁଟ୍ୟୁବ୍, ଟ୍ୱିଟର ଓ ଫେସ୍ବୁକ୍ ଉପରେ କଟକଣା ଜାରି ହୋଇଛି।
ସକାଳ ୭ଟାରୁ ଆରମ୍ଭ ହୋଇଛି ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଭୋଟିଂ । ମୁକ୍ତ ଓ ଅବାଧ ନିର୍ବାଚନ ପାଇଁ ସବୁ ବୁଥ୍ରେ ସିସିଟିଭି ଲଗାଯାଇଛି। ଏହାସହ ସମ୍ବେଦନଶୀଳ ବୁଥ୍ରେ ଅଧିକ ଫୋର୍ସ ମୁତୟନ ହୋଇଛନ୍ତି।
ଆଜିକାଲି ଏପରି ଏକ ଭିଡିଓ ଦିନକୁ ଦିନ ଭାଇରାଲ ହେବାରେ ଲାଗିଛି, ଯାହା ଅମିତାଭ ବଚ୍ଚନଙ୍କ ଲକ୍ଷ ଲକ୍ଷ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛି। ଆପଣ ବି ଏହି ଭିଡିଓ ଦେଖିଲେ ଆପଣଙ୍କ ଆଖି ଧୋକା ଖାଇଯିବ। ଆପଣ ବି ଭାବିବେ ଏହା ପ୍ରକୃତ ଅମିତାଭ।
ସମସ୍ତଙ୍କ ପାଇଁ ଗୋଟିଏ ପ୍ରବେଶ ପଥ ନିୟମ ହୋଇଥିବାରୁ ଆଉ ଘଣ୍ଟା ଘଣ୍ଟା ଧରି ଧାଡ଼ିରେ ଛିଡ଼ା ହୋଇ ଦର୍ଶନ କରିପାରୁ ନାହାନ୍ତି ପୁରୀ ବାସିନ୍ଦା। ବିଶେଷକରି ଆଗରୁ ଅନ୍ୟ ତିନି ଦ୍ବାର ଦେଇ ପ୍ରତ୍ୟହ କାଳିଆ ଦର୍ଶନ କରୁଥିବା ବୃଦ୍ଧ ଓ ବୃଦ୍ଧାଙ୍କ ପାଇଁ ପ୍ରଶାସନର ଏ ନିୟମ ଲକ୍ଷ୍ମଣରେଖା ସଦୃଶ ହୋଇଛି।
ଶେଷରେ ଗିରଫ ହେଲେ ପାକିସ୍ତାନର ପୂର୍ବ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ । ବେଲ୍ ରିନ୍ୟୁ ପାଇଁ ଆସିଥିବା ବେଳେ ଉଠାଇନେଲେ ପାକ୍ ରେଞ୍ଜର୍ସ ।