ପରମାଣୁ ବୋମାର ଭୟାବହତା ସମ୍ପର୍କରେ ସମସ୍ତେ ଅବଗତ । ଆର୍ଟିଫିସିଆଲ ଇଣ୍ଟିଲିଜେନ୍ସ ମଧ୍ୟ ପରମାଣୁ ବୋମା ଠାରୁ କୌଣସି ଦିଗରେ କମ୍ ନୁହେଁ । ଏବେ ଏନେଇ ଆଉ ଜଣେ ବିଶିଷ୍ଟ ବ୍ୟକ୍ତିତ୍ୱ ଚିନ୍ତା ପ୍ରକଟ କରିଛନ୍ତି ।
ରାଜସ୍ଥାନ ହନୁମାନଗଡ଼ରେ MIG-21 ଫାଇଟର ଜେଟ୍ ଖସି ପଡ଼ିଛି। ବିମାନ ଖସିବା ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ଶରଣାର୍ଥୀ ଶିବିର ବାହାରେ ବସ୍ ଷ୍ଟପେଜ୍ରେ ଛିଡ଼ା ହୋଇଥିବା ଲୋକଙ୍କ ଉପରେ ଏକ ଏସ୍ୟୁଭି କାର୍ ମାଡ଼ିଯିବା ଯୋଗୁ ୭ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୫ ଜଣ ଗୁରୁତର ଆହତ ହୋଇଛନ୍ତି।
ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ସୋମବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଥାଲାସେମିଆ ହେଉଛି ଏକ ବଂଶଗତ ରକ୍ତ ବିକାର ସମସ୍ୟା ଯାହା ସାଧାରଣ ଠାରୁ କମ୍ ହେମୋଗ୍ଲୋବିନ୍ ଏବଂ ଶରୀରରେ କମ୍ ଲାଲ ରକ୍ତ କଣିକାର ବିଶେଷତା। ଏହାର ଲକ୍ଷଣ ମଧ୍ୟରେ ଦୁର୍ବଳତା, ଥକାପଣ, ଧୀର ଅଭିବୃଦ୍ଧି ଆଦି ରହିଛି। ଏ ବିଷୟରେ ସଚେତନତା ପାଇଁ ପାଳନ ହେଉଛି ‘ବିଶ୍ୱ ଥାଲାସେମିଆ ଦିବସ’।
କାଶ୍ମୀର ନୁହେଁ ଯାଜପୁରରେ ହେଉଛି ସେଓ ଚାଷ । ୪୨ ଡିଗ୍ରୀ ଖରାରେ ଫଳୁଛି ପ୍ରଚୁର ଫଳ...ଯେତେ ଇଚ୍ଛା ସେତେ ତୋଳ
ଅନ୍ଧାର ରାତିରେ ବଡ଼ ଅଘଟଣ। ଡଙ୍ଗା ଓଲଟି ୨୧ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୭ ଜଣଙ୍କ ଅବସ୍ଥାରେ ଗୁରୁତର ରହିଛି। ଅଘଟଣ ବେଳେ ଡଙ୍ଗାରେ ପ୍ରାୟ ୪୦ ଜଣ ଯାତ୍ରୀ ଥିଲେ।
ପ୍ରତିବର୍ଷ ଏକ ଥିମ୍କୁ ନେଇ ‘ବିଶ୍ୱ ରେଡ୍ କ୍ରସ୍ ଦିବସ’ ପାଳନ କରିବାକୁ ନିଷ୍ପତ୍ତି ନିଆଯାଏ, ଯେଉଁଥିରେ ସମଗ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥାଏ। କାରଣ ବିଶ୍ୱର ସବୁ ଲୋକମାନଙ୍କୁ ଏଥିରେ ସାମିଲ ହେବା ନେଇ ଉତ୍ସାହିତ କରାଯାଏ। ଆସନ୍ତୁ ଜାଣିବା ଏହାର କାରଣ, ଇତିହାସ ଆଉ ମୂଳଭିତ୍ତି।
ଏହି ଅଘଟଣ ପରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ କାରଣ ଖୋଜିବା ନିମନ୍ତେ ତଦନ୍ତ ଆରମ୍ଭ ହୋଇଛି। ଏହି ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ରାଷ୍ଟ୍ରପତିଙ୍କ ହେଲିକପଟର ସହିତ ସେଲଫି ଉଠାଇବା ଓ ତାକୁ ପୁଣି ଫେସବୁକରେ ପୋଷ୍ଟ କରିଥିବା ଅଭିଯୋଗ ହୋଇଥିଲା।
କର୍ଣ୍ଣାଟକରେ ହାଇଭୋଲଟେଜ୍ ପ୍ରଚାର। ୧୦ କିଲୋମିଟର ରୋଡ ସୋ କଲେ ମୋଦି। ଡେଲିଭରି ବୟ ସହ ସ୍କୁଟରରେ ବସି ବୁଲିଲେ ରାହୁଲ
ବଡ଼ ପ୍ରଶ୍ନ କାହିଁକି ପ୍ରସଙ୍ଗକୁ ନେଇ ପ୍ରଚାର ହେଲାନି? ପ୍ରସଙ୍ଗ ଗୌଣ ହୋଇ ଭାବପ୍ରବଣତାକୁ କାହିଁକି ଗୁରୁତ୍ୱ ଦିଆଗଲା? ସାଧାରଣ ନିର୍ବାଚନକୁ ଆଉ ବର୍ଷକରୁ କମ୍ ସମୟ ଥିବାରୁ ଏହି ଉପନିର୍ବାଚନକୁ ନେଇ ରାଜନୈତିକ ଦଳ ସେତେଟା ସିରିୟସ୍ ହେଲେନି କି ?
ଏଥିପାଇଁ ଖୋଦ୍ ଜିଲ୍ଲା ପ୍ରଶାସନ ହିଁ ଦାୟୀ ବୋଲି କହିଛି ବିଜେପି । ବାରିପଦାରେ ଦଳ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ, ସ୍ଥାନୀୟ ବିଧାୟକ ଅଭିଯୋଗ କରିଛନ୍ତି ଯେ, ଏହି ଘଟଣା ପଛରେ ଅଦୃଶ୍ୟ ଶକ୍ତିର ଚକ୍ରାନ୍ତ ରହିଛି । ତୃତୀୟ ମହଲା ଆଡ଼କୁ ମଧ୍ୟ ସେ ଅଙ୍ଗୁଳି ନିର୍ଦ୍ଦେଶ କରିଛନ୍ତି ।
ଭିନ୍ନ ଭିନ୍ନ କାରଣରୁ ଭତ୍ତା ପାଇଁ କେମିତି ହିନସ୍ତା ହେଉଛନ୍ତି ହିତାଧିକାରୀ, ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଛି ପୁଳାପୁଳା ଚିତ୍ର । ଗଞ୍ଜାମ, ଯାଜପୁର, କନ୍ଧମାଳରେ ଯୁଆଡ଼େ ନଜର ପକାଇବ, ଭତ୍ତା ପାଇଁ ହିନସ୍ତା ଭୋଗୁଛନ୍ତି ହିତାଧିକାରୀ । ଯାଜପୁର ବିଂଝାରପୁର ବ୍ଲକ ଦୁଆରିପାଟଣା ଗାଁର କାଳୀ ଜେନା ।
କୋରାପୁଟ ଜିଲ୍ଲା ନାରାୟଣପାଟଣା ବ୍ଲକର ଏ ଘରୋଇ କମ୍ପାନିରେ କାମ କରନ୍ତି ପି. ନୀତିନ ସୁବୁଦ୍ଧି । ଏବେ ୱାର୍କ ଫ୍ରମ୍ ହୋମ୍ରେ । ଘରେ ଇଣ୍ଟରନେଟ୍ ଆସୁ ନଥିବାରୁ ନିଜ ସିଫ୍ଟ ଆରମ୍ଭ ହେବା ମାତ୍ରେ ଦୌଡ଼ି ଆସୁଛନ୍ତି ଗଛ ମୂଳକୁ । ଏମିତିକି ରାତି ସିଫ୍ଟ ହେଲେ ବି ଏଠାକୁ ଆସି କାମ କରୁଛନ୍ତି ବୋଲି କହିଛନ୍ତି ନୀତିନ ।
ହସିବା ଦ୍ୱାରା ରକ୍ତ ସଂଚାଳନ ଠିକ ରହେ, ମନ ପ୍ରଫୁଲ୍ଲ ରହେ । ଶରୀରକୁ ଶକ୍ତି ମିଳିବା ସହ ଉର୍ଜା ଜାଗ୍ରତ ହୋଇଥାଏ । ଆୟୁର୍ବେଦ କହୁଛି, ସବୁବେଳେ ହସିବା ଦ୍ୱାରା ଦୀର୍ଘାୟୁ ପ୍ରାପ୍ତ ହୋଇଥାଏ । ହସିଲେ ମଣିଷ ମଧ୍ୟରେ ସକରାତ୍ମକ ଭାବନା ଆସିବା ସହ ଆତ୍ମବିଶ୍ୱାସ ଜାଗ୍ରତ ହୁଏ । ବିଶେଷଜ୍ଞଙ୍କ ମତରେ, ହସିଲେ ଶରୀରରୁ ଏଣ୍ଡୋର୍ଫିନ୍ ନାମକ ହରମୋନ୍ ନିର୍ଗତ ହୋଇଥାଏ, ଯାହା ମାନସିକ ଅବସାଦକୁ ଦୂରେଇ ଦେଇଥାଏ ।
ପ୍ରଚାର ସରିବାର ଦିନକ ପୂର୍ବରୁ ନିର୍ବାଚନୀ ସଭା ଓ ରୋଡ୍ ସୋ କରି ଆଜି ଏଭଳି ଅଭିଯୋଗ ସହ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେପଟେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବାକୁ ମୈଦାନକୁ ଓହ୍ଲାଇଛନ୍ତି ଖୋଦ୍ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
କାହାର ହେବ ଝାରସୁଗୁଡ଼ା ? ଶେଷ ମୁହୂର୍ତ୍ତରେ ଗଡ଼ ଦଖଲ ପାଇଁ ପ୍ରଚାର ମୈଦାନରେ ହାଇଭୋଲଟେଜ୍ ଟକ୍କର। ମୁଖ୍ୟମନ୍ତ୍ରୀ ନବୀନଙ୍କ ସଭାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ସଭା, ରୋଡ୍ ସୋ...ଆଟାକ୍, କାଉଣ୍ଟର ଆଟାକ୍
ଜଣେ ଦମ୍ପତିଙ୍କ ବିବାହ ଅନେକ ବର୍ଷ ବିତିଯାଇଥିଲେ ବି କିନ୍ତୁ ତାଙ୍କର ପ୍ରେମ ଏବେବି ନୂଆ ପରି ଲାଗୁଛି। ଯାହାର ହାତ ଧରିଛନ୍ତି ଜୀବନର ସର୍ବସ୍ୱ ତାଙ୍କରି ନିକଟରେ ହିଁ ସମର୍ପିତ କରିଛନ୍ତି।
ରାତି ୮ଟା ୧୧ମିନିଟ୍ ସମୟରେ ବିମାନଟି ପଞ୍ଜାବର ବଧାନା ପୋଲିସ ଷ୍ଟେସନ ନିକଟରେ ପ୍ରବେଶ କରିଥିଲା । ଅବତରଣ ସମୟରେ ବିମାନଟିର ବେଗ ଘଣ୍ଟା ପ୍ରତି ୨୯୨ କିଲୋମିଟର ଥିଲା ।
ଏମିତି କହିବାକୁ ଗଲେ MRP ଠାରୁ ଅଧିକ ମୂଲ୍ୟରେ କୌଣସି ଜିନିଷ ବିକ୍ରୟ କରିବା ଅପରାଧ ବୋଲି ଧରାଯାଏ । ଏଥିପାଇଁ ଆଇନଗତ କାର୍ଯ୍ୟାନୁଷ୍ଠାନ ମଧ୍ୟ ରହିଛି । ସୂଚନା ଅନୁସାରେ ଯଦି ଷ୍ଟେସନରେ ଜଣେ ଦୋକାନୀ MRP ଠାରୁ ଅଧିକ ମୂଲ୍ୟରେ ସାମଗ୍ରୀ ବିକ୍ରି କରନ୍ତି । ତେବେ ଆପଣ ତାଙ୍କ ବିରୋଧରେ ଅଭିଯୋଗ କରିପାରିବେ ।
NTRO ଆନାଲିଷ୍ଟ୍ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରିଛି। ଗ୍ରାଜୁଏସନ କରିଥିବା ପ୍ରାର୍ଥୀ ଆବେଦନ କରିପାରିବେ। ଚୟନ ହେଲେ ମାସକୁ ୧.୪୨ ଲକ୍ଷ ଉପରେ ଦରମା ମିଳିବ।
ଆଜିଠାରୁ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣପୂର୍ବ ବଙ୍ଗୋପସାଗର ଯିବା ମନା
ନିକଟରେ ସନି ଦେଓଲଙ୍କ ପୁଅ ଗୁପ୍ତରେ ତାଙ୍କ ଗର୍ଲଫ୍ରେଣ୍ଡଙ୍କ ସହ ଏନ୍ଗେଜ୍ମେଣ୍ଟ୍ କରିନେଇଛନ୍ତି। ନିକଟରେ ସେ ବିବାହ ବନ୍ଧନରେ ଛନ୍ଦିହେବେ। ଜାଣନ୍ତୁ ସନି କେବେ ଆଉ କାହାକୁ ବୋହୂ କରି ଘରକୁ ଆଣିବେ।
ଆଜି ଆଇପିଏଲ୍ (IPL 2023)ରେ ଏମିତି ଏକ ମ୍ୟାଚ୍ ଖେଳାଯିବ, ଯାହାକି ଆଇପିଏଲ୍ ଇତିହାସରେ ବର୍ତ୍ତମାନ ଯାଏ କେବେବି ଏପରି ହୋଇନାହିଁ। ଆଜି ଦର୍ଶକ ଏକ ରୋମାଞ୍ଚକର ମ୍ୟାଚ୍ ଦେଖିବାକୁ ପାଇବେ।