ଅନ୍ତର୍ଜାତୀୟ ବଜାରରେ ସୁନାର ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୨,୪୦୦ ଟଙ୍କା ହୋଇଛି।
ଆଶ୍ଚର୍ଯ୍ୟ ! ଫୁଲ ସ୍ପିଡ୍ରେ ଚାଲୁଥିଲା ଗାଡ଼ି...ହଠାତ୍ ପଙ୍କଚର ହେଲା ଟାୟାର । ଗାଡି ରଖିଲେନି ବରଂ ଚାଲୁଚାଲୁ ଚେଞ୍ଜ ହୋଇଗଲା ଟାୟାର୍ । ଭାଇରାଲ ହେଲା ଭିଡିଓ
ଗଣ୍ଡଗୋଳ ପରେ ଝାରସୁଗୁଡାରେ ଉଭୟ ବିଜେପି ଓ ବିଜେଡି ନିର୍ବାଚନ ପର୍ଯ୍ୟବେକ୍ଷକଙ୍କ ପାଖରେ ଫେରାଦ ହୋଇଛନ୍ତି। ପ୍ରଥମେ ବିଜେପି ରାଜ୍ୟ ସଭାପତିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କୁ ଭେଟି ବିଜେଡି ହିଂସା ଆଚରଣ କରୁଥିବା ଅଭିଯୋଗ କରିଥିଲେ।
କେହି କେହି ଏହାକୁ ସାଧୁବାଦ ଜଣାଉଥିବା ବେଳେ ଅନେକ ଏହାକୁ ଅଶୁଭ ସଙ୍କେତ ବୋଲି ମଧ୍ୟ କହିଛନ୍ତି । ତେବେ କିଛି କମ୍ପାନୀ ଏବେ ଏହି AI ପନ୍ଥା ଆପଣାଇବାକୁ ମଧ୍ୟ ପ୍ରସ୍ତୁତ ହେଲେଣି ।
ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ(SBI) ସ୍ପେଶାଲିଷ୍ଟ ଅଫିସର( Specialist Officer) ପଦବୀ ପାଇଁ ବିଜ୍ଞପ୍ତି ଜାରି କରିଛି। ଯୋଗ୍ୟ ପ୍ରାର୍ଥୀ SBI ର ଅଫିସିଆଲ୍ ୱେବ୍ସାଇଟ୍- sbi.co.in କୁ ଯାଇ ଆବେଦନ କରିପାରିବେ।
ଓଡ଼ିଶାରେ ଟିମ୍ ‘ପୁଷ୍ପା’। ବହୁ ଚର୍ଚ୍ଚିତ ପାନ୍ ଇଣ୍ଡିଆ ଫିଲ୍ମ ‘ପୁଷ୍ପା ୨’ର ଶୁଟିଂ ଓଡ଼ିଶାରେ ଆରମ୍ଭ ହେବ।
ବାଇକ୍ରେ ଆସି ଅଚାନକ ଗୁଳିମାଡ଼ କରି ଚମ୍ପଟ ମାରିଲା ଦୁର୍ବୃତ୍ତ। ଦୁର୍ବୃତ୍ତର ଆଖିବୁଜା ଗୁଳିମାଡ଼ରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି।
ଏହି ଛାୟା ଚନ୍ଦ୍ରଗ୍ରହଣ ତୁଳା ରାଶି ଏବଂ ସ୍ୱାତୀ ନକ୍ଷତ୍ରରେ ଲାଗିବ । ତେବେ ଭାରତରେ ଏହାର ପ୍ରଭାବ ଦେଖାଯିବ ନାହିଁ ।
ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଗୋପ ଜିଲ୍ଲାପରିଷଦ ଆସନ ଏବେ ବିଜେଡି ହାତରୁ ଖସି ବିଜେପି ଖାତାକୁ ଚାଲିଯାଇଛି ।
ଟପ୍ ମୋଷ୍ଟ ଗ୍ୟାଙ୍ଗଷ୍ଟର ଟିଲ୍ଲୁ ତାଜାପୁରିଆ ହତ୍ୟା ଘଟଣାର ସିସିଟିଭି ଫୁଟେଜ ସାମ୍ନାକୁ ଆସିଛି। ଗ୍ୟାଙ୍ଗୱାର୍ରେ ସାମିଲ କଏଦୀମାନେ ୧୦୦ରୁ ଅଧିକ ଥର ଟିଲ୍ଲୁ ଶରୀରରେ ଛୁରୀ ଭୁସିଥିଲେ।
ପୂର୍ତ୍ତ ବିଭାଗ ଆଇବି ବଦଳରେ ଘରେ ରାତ୍ରିଯାପନ । ଘରେ ରାତ୍ରଭୋଜନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
କଲୋନୀ କରିବେ ବୋଲି କହିଲେ । ଶାଗମାଛ ଦରରେ ଜମି କିଣିନେଲେ...ଏବେ ଫ୍ୟାକ୍ଟ୍ରି କରିବେ କହୁଛନ୍ତି । ଆମେ କରାଇ ଦେବୁନି । ଏତେ ପ୍ରଦୂଷଣରେ ଆମେ ରହିବୁ କେମିତି?
ଏହା ଭିତରେ ରହିଛି ସବୁଠୁ ସୁରକ୍ଷିତ ଖୁଫିଆ ବଙ୍କର- ମେଟ୍ରୋ-ଟୁ ସିଷ୍ଟମ । କୁହାଯାଏ ଏହି ଭୂତଳ ଗୁପ୍ତ ସୁଡ଼ଙ୍ଗ ଗୁଡ଼ିକ ପରମାଣୁ ବୋମା ଆକ୍ରମଣରେ ବି କ୍ଷତିଗ୍ରସ୍ତ ହେବନି। କେବଳ ବଙ୍କର ନୁହେଁ, ଏଠି ମାଟି ତଳେ ଗାଡ଼ି ଯାଇପାରିଲା ଭଳି ଗୁପ୍ତ ମାର୍ଗ ବି ରହିଛି ।
ପୌରାଣିକ ମାନ୍ୟତା ଅନୁସାରେ ମହାତ୍ମା ବୁଦ୍ଧ ଭଗବାନ ବିଷ୍ଣୁଙ୍କ ନବମ ଅବତାର ।
ଏମିତି କେମିତି ସମ୍ଭବ ? ରାସ୍ତା କଡ଼ରେ ମାଇଲ ଖୁଣ୍ଟ କେଉଁ ଆଧାରରେ ପୋତା ଯାଇଛି? ଦୂରତା ନିର୍ଦ୍ଧାରଣ କରୁଛି କିଏ? ଦୂରତାରେ ତାରତମ୍ୟ ରହୁଥିବାରୁ ବସ୍ ଭଡ଼ାରେ ଯାତ୍ରୀମାନେ ଠକାମିର ଶିକାର ହେଉ ନାହାନ୍ତି ତ।
ଚିକିତ୍ସା ବିଜ୍ଞାନର ଚମତ୍କାର । ୧୦ ଜଣିଆ ଡାକ୍ତରୀ ଟିମ୍ ର ୧୪ ଘଣ୍ଟିଆ ସର୍ଜରୀ । କ୍ୟାନସର କବଳରୁ ମିଳିଲା ନୂଆ ଜୀବନ ।
ଦେଶ ପ୍ରଥମ ନାଗରିକ ତଥା ଆଦରର ଦିଦିଙ୍କୁ ସ୍ୱାଗତ ପାଇଁ ଯେ କେବଳ ପରିବାର ତା ନୁହେଁ, ସାରା ପାହାଡ଼ପୁର ଗାଁ ଲୋକେ ବି ଏକଜୁଟ୍ ହୋଇଥିଲେ।
ଆଶ୍ଚର୍ଯ୍ୟର କଥା ହେଲା ହିତାଧିକାରୀମାନେ ହେଉଛନ୍ତି ଗୋଟିଏ ପରିବାରର ସଦସ୍ୟ। ସେମାନେ ହେଲେ ବିଚିତ୍ରାନନ୍ଦ ଜେନା, ତାଙ୍କ ପତ୍ନୀ ଅନନ୍ୟା ରାଉତରାୟ ଓ ପୁଅ ବିଶ୍ୱଜିତ ରାଉତରାୟ।
ରାଷ୍ଟ୍ରପତିଙ୍କ କାରକେଡ୍ ହେଲିପ୍ୟାଡରୁ ବାହାରୁଥିଲା ତ, ତାଙ୍କୁ ଦେଖିବାକୁ ହେଲିପ୍ୟାଡ୍ ବାହାରେ ଅପେକ୍ଷାରତ ଶହ ଶହ ଲୋକଙ୍କୁ ଦେଖି ଆଉ ନିଜକୁ ରୋକି ପାରି ନଥିଲେ ରାଷ୍ଟ୍ରପତି। ପ୍ରୋଟୋକଲ ଭାଙ୍ଗି ଗାଡ଼ିରୁ ଓହ୍ଲାଇ ପଡ଼ିଥିଲେ। ଚାଲି ଚାଲି ଲୋକଙ୍କ ପାଖକୁ ଯାଉଥିଲେ ଅଭିବାଦନ ଜଣାଉଥିଲେ।
ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକେଇ। ଆଉ ସେହି ଟଙ୍କାରେ ଅୟସ କରୁଥିଲା ଅଭିଯୁକ୍ତ ।
ବର୍ଷେ କି ଦୁଇବର୍ଷ ନୁହେଁ, ୨୫ ବର୍ଷ ହେଲା ଚାଲିଛି ନିରନ୍ତର ତପ। ଗୋଟିଏ ସ୍ଥାନରେ ଧ୍ୟାନ ମୁଦ୍ରାରେ ବସି କରୁଛନ୍ତି ଭଗବାନ ଶିବଙ୍କ ଆରାଧନା।
୮ ଜିଲ୍ଲାରେ ଆସାମ ରାଇଫଲସ ଓ ସେନା ମୁତୟନ । ୭୫୦୦ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଗଲା ।
ରାଇରଙ୍ଗପୁରରେ ସଂବର୍ଦ୍ଧନା ସଭାରେ ଭାବବିହ୍ୱଳ ହୋଇପଡ଼ିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭାରତୀୟ ସ୍ଥଳସେନାଠାରୁ ଆରମ୍ଭ କରି ବାୟୁସେନା ଓ ନୌସେନାରେ ମଧ୍ୟ ମହିଳାମାନେ କାମ କଲେଣି । ଯାହା ଆପଣ ପୂର୍ବରୁ ଜାଣି ସାରିଛନ୍ତି ।