‘ତୁମେ ତ ଚାଲିଗଲ, ମୋତେ ବି ସାଙ୍ଗରେ ନେଇ ଯାଅ । ଆଉ ଏ ଜୀବନ ରଖି ଲାଭ କ’ଣ । ମୁଁ ବି ତୁମ ସହ ମରିବାକୁ ଚାହୁଁଛି ।’ ଛତିଶଗଡରେ ଗତ ବୁଧବାର ହୋଇଥିବା ନକ୍ସଲ ଆକ୍ରମଣରେ ସହିଦ ହୋଇଥିବା ଜଣେ ଯବାନଙ୍କ ଶେଷକୃତ୍ୟ ବେଳେ ତାଙ୍କ ପତ୍ନୀଙ୍କ ଏପରି ବୁକୁଫଟା ଚିତ୍କାର ଶୁଣିବାକୁ ମିଳୁଥିଲା।
ଅଭିନେତ୍ରୀ ଜିୟା ଖାନ୍ଙ୍କ ଆତ୍ମହତ୍ୟା ମାମଲାରେ ଆଜି ‘ସିବିଆଇ’ର ସ୍ବତନ୍ତ୍ର ଅଦାଲତ ଅଭିନେତା ଆଦିତ୍ୟ ପାଞ୍ଚୋଲିଙ୍କ ପୁତ୍ର ସୂରଜ ପାଞ୍ଚୋଲିଙ୍କୁ ଦୋଷମୁକ୍ତ କରିଛନ୍ତି।
କେତେବେଳେ ସେ ଧୋନି ତ କେତେବେଳେ କିଙ୍ଗ୍ଖାନ୍ ତ କେତେବେଳେ ବିଗ୍ ବି । ମେକ୍ଅପ୍ ଦ୍ୱାରା ପାଲଟିଯାଉଛନ୍ତି ଚର୍ଚ୍ଚିତ ସେଲିବ୍ରିଟି । ଦେଖନ୍ତୁ ଭିଡିଓ..
ଏହି ସମସ୍ତ ପଦବୀ ପାଇଁ ମହିଳା ଓ ଏସ୍ସି/ଏସ୍ଟି ପ୍ରାର୍ଥୀମାନଙ୍କ ପାଇଁ କୌଣସି ଆବେଦନ ଫି’ ରଖାଯାଇନାହିଁ ।
ଭୁବନେଶ୍ୱର ଷ୍ଟେସନରୁ ଯାତ୍ରାକରି ପୁରୀରେ ପହଞ୍ଚିଛି ବନ୍ଦେ ଭାରତ ଏକ୍ସପ୍ରେସ । ଆଜି ଓଡ଼ିଶାରେ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍ ହୋଇଛି ।
ଏମିତି ଏକ ଦେଶ ଯେଉଁଠି ପ୍ରତିଦିନ ଘଟୁଛି ହିଂସାକାଣ୍ତ । ଶହ ଶହ ସଂଖ୍ୟାରେ ଯାଉଛି ଲୋକଙ୍କ ଜୀବନ । ପୋଲିସ୍ ଆଗରେ ଲୋକଙ୍କୁ ଜିଅନ୍ତା ଜାଳିଦେଉଛନ୍ତି । ଜାଣନ୍ତୁ କେଉଁଠି..
ପିଏମ୍ କିଷାନ ଯୋଜନା ପରି ପିଏମ୍ କିଷାନ ମାନଧନ ଯୋଜନାରେ ଗରିବ ଓ ମଧ୍ୟବିତ୍ତ କୃଷକଙ୍କୁ ଭାଲ ମିଳିପାରିବ । ହେଲେ ଏହି ଯୋଜନାରେ ସାମିଲ ହେବାକୁ ହେଲେ କିଛି ନିୟମ ରହିଛି ।
ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ଶୁକ୍ରବାର, ଚନ୍ଦ୍ର – କର୍କଟ, ଅହୋରାତ୍ର ତିଥି – ୮ମୀ, ଦିବା ୦୪.୦୧ ଗତେ ୯ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ - ନାସ୍ତି। ଜାଣନ୍ତୁ ଆଜିର ଘାତ ଚନ୍ଦ୍ର ଓ ଘାତ ବାର...
ଦେଢ଼ ଘଣ୍ଟା ଭିତରେ ୨ ଥର ଭୂକମ୍ପରେ ଥରିଲା ନେପାଳ। ଗତକାଲି ବିଳମ୍ବିତ ରାତିରେ ନେପାଳରେ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି।
ଦେଶ ତଥା ରାଜ୍ୟ ପାଇଁ ଯାହାର ଅବଦାନ ଅବର୍ଣ୍ଣନୀୟ ତାଙ୍କୁ ଆଜି ପର୍ଯ୍ୟନ୍ତ ଭାରତ ରତ୍ନ ସମ୍ମାନ ନମଳିବାକୁ ନେଇ ଦେଖାଦେଇଛି ଅସନ୍ତୋଷ ।
ହତ୍ୟା ଅଭିଯୋଗ ଆଣିଲେ ମୃତ ଠିକାଦାରଙ୍କ ଭାଇ । ସଠିକ ତଦନ୍ତ କରି ହତ୍ୟାକାରୀଙ୍କୁ ଧରିବାକୁ ଦାବି ।
ଆସନ୍ତା ୩ରୁ ୪ ଦିନ ରାଜ୍ୟରେ ଜାରି ରହିବ କାଳବୈଶାଖୀ । ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ଆଜି କାଳବୈଶାଖୀ ସମ୍ଭାବନା ।
ଖଡ଼ଗପୁର, ଭଦ୍ରକ, ଯାଜପୁର, କଟକ, ଭୁବନେଶ୍ବର, ଖୋର୍ଦ୍ଧାରେ ରହଣି । ୧୨ଟା ୩୫ରେ ପୁରୀରେ ପହଞ୍ଚି ପୁଣି ୧ଟା ୫୦ରେ ପୁରୀ ଛାଡ଼ିବ ।
ଚୀନର ଷ୍ଟେଟ କାଉନସିଲ ଓ ପ୍ରତିରକ୍ଷା ମନ୍ତ୍ରୀ ଲି ସାଙ୍ଗ ଫୁ ଙ୍କୁ ଏହା କହିଛନ୍ତି ରାଜନାଥ ସିଂହ । SCO ବୈଠକ ପୂର୍ବରୁ ଦୁଇ ଦେଶର ପ୍ରତିରକ୍ଷା ମନ୍ତ୍ରୀଙ୍କ ମଧ୍ୟରେ ଦ୍ବିପାକ୍ଷିକ ବୈଠକ ହୋଇଥିଲା।
ଆର୍ଟିଓୱାରୀ ଓ ଅଧିକାରୀୱାରୀ ଇ-ଚାଲାଣ ଆଦାୟ ଟାର୍ଗେଟ୍ ଦିଆଯାଇଥିବା କହିଛି ଏସଟିଏ। ଇ-ଚାଲାଣ ଜରିମାନା ଆଦାୟ ପାଇଁ ପରିବହନ ବିଭାଗର ଏଭଳି ଟାର୍ଗେଟ୍ ବ୍ୟବସ୍ଥାକୁ ନାପସନ୍ଦ କରିଛନ୍ତି ସଡ଼କ ସୁରକ୍ଷା ବିଶେଷଜ୍ଞ।
ନିର୍ବାଚନ ମଣ୍ଡଳୀରେ ରହି କାମ କରିବାକୁ ସୁପ୍ରିମୋ ପରାମର୍ଶ । ଯାହାକୁ ଡକରା ଆସିନି, ସେମାନଙ୍କ ଛାତି ଧଡ୍ ଧଡ୍ ।
ଆଳି ଅଞ୍ଚଳ ଗସ୍ତରେ ଆସୁଛନ୍ତି 5T ସଚିବ ଭି.କେ. ପାଣ୍ଡିଆନ। ତେଣୁ ସେତୁ ନିର୍ମାଣରେ ଚକ୍ରାନ୍ତ, ସ୍ବାସ୍ଥ୍ୟକେନ୍ଦ୍ରର ଅବନତି, ଡାକ୍ତର ଅଭାବ, ଶିକ୍ଷକ ଅଭାବ ଆଦି ସମସ୍ୟାକୁ ଧରି ଶାନ୍ତିପୂର୍ଣ୍ଣ ଭାବେ ବିରୋଧ କରାଯିବ ବୋଲି କହିଛି କଂଗ୍ରେସ।
କଂଗ୍ରେସ ଭବନ ଦେଖିନଥିବା ଲୋକଙ୍କୁ କମିଟିରେ ପଦ ପଦବୀ ମିଳିଥିବା ନେଇ ଆଣିଛନ୍ତି ଅଭିଯୋଗ। କିଛି ନିର୍ଦ୍ଦିଷ୍ଟ ବ୍ୟକ୍ତି ନିଜ ସ୍ୱାର୍ଥ ଲାଗି ଚିହ୍ନା ଜଣାଙ୍କୁ କମିଟିରେ ସ୍ଥାନ ଦେଇଥିବା କହି ସାଂସଦ ସପ୍ତଗିରି ଉଲାକାଙ୍କୁ ପରକ୍ଷରେ ଟାର୍ଗେଟ କରିବା ସହ ଦଳ ଭିତରର ଗୋହି ଖୋଳିଛନ୍ତି।
ଓଡିଶା ଲିଡରସିପ୍ ଆୱାର୍ଡ ୨୦୨୩ ଭୁବନେଶ୍ୱରରେ ପ୍ରଦାନ କରାଯାଇଛି । ୩୧ ତମ ଓଡ଼ିଶା ଲିଡରସିପ୍ ଆୱାର୍ଡରେ ମନ୍ତ୍ରୀ ପ୍ରଦୀପ ଅମାତ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।
ସେପଟେ ବିଜେଡି ବିରୋଧୀଙ୍କ ପ୍ରଶ୍ନର ସିଧା ଉତ୍ତର ଦେଇପାରିନଥିବା ବେଳେ ଜଗନ୍ନାଥଙ୍କୁ ନେଇ ରାଜନୀତି କଲେ ଓଡ଼ିଶା ଲୋକେ କ୍ଷମା ଦେବିନି ବୋଲି କହିଛି ।
ବଡିଗାର୍ଡ ଶେରାଙ୍କ ଏପରି ବ୍ୟବହାରକୁ ଗ୍ରହଣ କରିନଥିଲେ ସଲମାନ। ଏପରିକି ସଲମାନ ସେହିଠାରେ ହିଁ ରାଗିଯାଇଥିଲେ।
ଆଗକୁ ଖାଦ୍ୟ ସଂକଟ ପଡ଼ିବାର ସମ୍ଭାବନା ରହିଛି । ତେଣୁ ଚାଷ ପ୍ରତି ଆମେ ସମସ୍ତେ ଗୁରୁତ୍ୱ ଦେବା ଉଚିତ୍ ।
ନକ୍ସଲ କ୍ୟାମ୍ପରେ ଯୌନଜୀବନର ଏପରି ସାମଗ୍ରୀର କାମ କଣ ? ନବରଙ୍ଗପୁର ଏସ୍ପି ଏସ୍. ସୁଶ୍ରୀ କହିଛନ୍ତି, କଣ୍ଡୋମ, ପ୍ରେଗନାନସି କିଟ୍ ମିଳିଥିବାରୁ ଜଣାପଡୁଛି ଲାଲ୍ କ୍ୟାଂପରେ ମାଓବାଦୀମାନେ ମହିଳା ଓ ଯୁବତୀଙ୍କୁ ଯୌନ ଶୋଷଣ କରୁଛନ୍ତି।
5Tର ପ୍ରଥମ ଚିନ୍ତାଧାରା ହେଉଛି ସ୍ୱଚ୍ଛତା। ଏହି ଧାରାରେ ପ୍ରଥମେ ରତ୍ନଭଣ୍ଡାର ରିପୋର୍ଟକୁ ସାର୍ବଜନୀନ କରନ୍ତୁ।
ବାପା ମାଡ଼ ଭୟରେ ଦୌଡ଼ି ପଳାଉଥିଲା କୁନି ପୁଅ । ଝୁଣି ଝୁଣି ମାରିଦେଲେ ବୁଲା କୁକୁର ।