ଅନୈତିକ ସମ୍ପର୍କ ପାଇଁ ଯୁବକଙ୍କୁ ପିଟି ପିଟି ହତ୍ୟା
ହିଂସା ଦ୍ୱାରା ପ୍ରଭାବିତ ସୁଦାନରୁ ଅପରେସନ କେବାରି ଦ୍ୱାରା ଭାରତ ସରକାର ୨୭୮ ଜଣ ଭାରତୀୟଙ୍କୁ ପ୍ରଥମ ଦଫାରେ ଉଦ୍ଧାର କରିଛନ୍ତି।
ଅଷ୍ଟ୍ରେଲିଆରେ ଭାରତୀୟ ବଂଶୋଦ୍ଭବ ଦୋଷୀ ସାବ୍ୟସ୍ତ
ସଲମାନ ଏବେ ତାଙ୍କ ଚଳଚ୍ଚିତ୍ର 'କିସି କା ଭାଇ କିସି କୀ ଜାନ'ର ପ୍ରମୋସନ ପାଇଁ ଦୁବାଇରେ ଅଛନ୍ତି। ଯେତେବେଳେ ସଲମାନ ଦର୍ଶକଙ୍କ ସହ ମନୋରଂଜନ କରୁଥିଲେ ଜଣେ ଯୁବତୀ ବଡପାଟିରେ କହିଥିଲେ, "ସଲମାନ, ମୋତେ ବିବାହ କର!" ଏହା ପରେ ଏମିତି ପ୍ରତିକ୍ରିୟା ଦେଲେ ସଲମାନ…
ଆହତ ଦୁଇ ଜଣ ହେଲେ ସେହି ଗାଁର ପତିତ ନାୟକ ଏବଂ କାଳନ୍ଦୀ ନାୟକଙ୍କ ପୁଅ ଚନ୍ଦନ ନାୟକ । ପତିତଙ୍କ ବୟସ ୪୨ ବର୍ଷ ହୋଇଥିବାବେଳେ ଚନ୍ଦନଙ୍କ ବୟସ ୧୨ ବର୍ଷ ବୋଲି ଜଣାପଡ଼ିଛି l
୧୦ ଦ୍ୱୀପକୁ ସଂଯୋଗ କରିବ ୱାଟର ମେଟ୍ରୋ . . .ସୁଲଭ ମୂଲ୍ୟରେ ନିରାପଦ ଯାତ୍ରା ସହ ଏଭଳି ୱାଟର ମେଟ୍ରୋ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାରେ ମଧ୍ୟ ସହାୟକ ହେବ ।
ମୃତ ଛାତ୍ରୀଙ୍କ ନାଁ ଆଦ୍ୟାଶ୍ରୀ । ସେ ତୃତୀୟ ଶ୍ରେଣୀରେ ପାଠ ପଢ଼ୁଥିଲେ । ତାଙ୍କ ବୟସ ୮ ବର୍ଷ ।
ଭାରତର ଚର୍ଚ୍ଚିତ ଯୋଡ଼ି ବିରାଟ-ଅନୁଷ୍କା(ବିରୁଷ୍କା) ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି । ବିରାଟଙ୍କ ନାକ ଅଗରେ ରହିଥାଏ ରାଗ । ତେବେ ଜଣେ ଫ୍ୟାନ୍ସଙ୍କ ଉପରେ ଚିହିଁକି ଉଠିଲେ ବିରାଟ..ଦେଖନ୍ତୁ ଭିଡିଓ..
ଆର୍ଯ୍ୟନ୍ ଖାନ୍ ତାଙ୍କର ପ୍ରଥମ ପ୍ରୋଜେକ୍ଟ ରିଲିଜ୍ କରିଛନ୍ତି। ନିର୍ଦ୍ଦେଶକ ଭାବରେ ଡେବ୍ୟୁ କରୁଥିବା ଆର୍ଯ୍ୟନ୍ ନିଜର ଏକ ବ୍ରାଣ୍ଡ୍ ଲଞ୍ଚ୍ କରିଛନ୍ତି। ଆର୍ଯ୍ୟନଙ୍କ ନିର୍ଦ୍ଦେଶନାରେ କାମ କରୁଛନ୍ତି ତାଙ୍କ ବାପା ଶାହରୁଖ ଖାନ।
ଏପରି ଭୟଙ୍କର ମୃତ୍ୟୁ . . ଦେହ ଶିତେଇ ଉଠିବ . . .
ମୋବାଇଲ୍ ଯୋଗୁଁ ପେଟ୍ରୋଲ୍ ପମ୍ପରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ମଧ୍ୟ ନଜିର ରହିଛି । ଆଉ ଏଥିପାଇଁ ପେଟ୍ରୋଲ ପମ୍ପରେ ମୋବାଇଲକୁ ବାରଣ କରାଯାଇଥାଏ ।
ଆପଣ ଜାଣନ୍ତିକି ? ଆଇନ ଅନୁସାରେ ଆପଣ, ଆପଣଙ୍କ ଘରେ କେତେ ସୁନା ରଖିପାରିବେ ? ଆସନ୍ତୁ ଜାଣିବା...
ବରଗଡ଼ରୁ ଗୁଡ୍ଡୁ ଛତିଶଗଡ଼ ପଳାଇଥିବା ନେଇ ଖବର ପ୍ରକାଶ ପାଇଛି । ମିରଟ, ଆଜମେର, ଝାନସୀ, ନାସିକ, ପୁଣେ ପରେ ବରଗଡ଼ ଆସିଥିଲା ଗୁଡ୍ଡୁ ।
ନିଜ ପଣତ କାନିରେ ଛୁଆକୁ ଘୋଡ଼ାଇ ରଖୁଥିବା ମାଆ ଯେ ଏମିତି କରିଦେବ, କେହି ବିଶ୍ୱାସ ବି କରିପାରିବେନି । ସ୍ନେହ, ମମତା ଦେଇ ଛୁଆକୁ ବଡ଼ କରିବା ବଦଳରେ ଜନ୍ମ ହେଉ ହେଉ ଫିଙ୍ଗି ଦେଲା ମାଆ ।
ବିବାହର ପ୍ରଲୋଭନ ଦେଖାଇ ଯୁବକ ଜଣକ ଜଣେ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲା। ହେଲେ ପରେ ତାଙ୍କୁ ଧୋକା ଦେଇ ଅନ୍ୟତ୍ର ବିବାହ ପାଇଁ ନିଷ୍ପତ୍ତି ନେଇଥିଲା।
ପରିବାର ଲୋକଙ୍କ କହିବା କଥା ବର୍ତ୍ତମାନ ସେମାନେ ସେହି ସ୍ଥାନରୁ ପୁଣି ଲୁଚି ଆସିଛନ୍ତି କିନ୍ତୁ ତାଙ୍କ ପତ୍ତା ମିଳୁନି। କେଉଁଠି ଅଛନ୍ତି କିପରି ଅଛନ୍ତି ତାର ଖବର ନାହିଁ। ହେଲେ ସେଠାରୁ ଖସି ଆସିଥିବା ୨ ଜଣ ବ୍ୟକ୍ତି ସୁର ଦାସ ଏବଂ ପ୍ରଭକାର ଦାସ ସେଠାକାର ନିର୍ଯାତନାର କରୁଣ ଚିତ୍ର ବଖାଣିଛନ୍ତି।
କାର୍ଯ୍ୟକ୍ରମରେ ଓଡ଼ିଶୀ ନୃତ୍ୟ, ସମ୍ବଲପୁରୀ ନୃତ୍ୟ, ଓଲିଉଡ ଗୀତରେ ନୃତ୍ୟ ପରିବେଷଣ କରାଯାଇଥିଲା। ଓଡ଼ିଶାର କଳା, ଭାସ୍କର୍ଯ୍ୟକୁ ଏହି କାର୍ଯ୍ୟକ୍ରମରେ ପ୍ରଦର୍ଶନ କରାଯାଇଥିଲା।
ପ୍ରାକୃତିକ ବିପର୍ଯ୍ୟୟ ସମୟର ପ୍ରତିକୂଳ ପରିସ୍ଥିତିରେ ଅସୀମ ସାହସ ପ୍ରଦର୍ଶନ କରି ବହୁ ଧନ ଜୀବନ ରକ୍ଷା କରିଥିବା ଯୋଗୁଁ ତାଙ୍କୁ 'ଏୟାର ଫୋର୍ସ ମେଡାଲ୍ (ଗାଲାଣ୍ଟ୍ରି)' ବା 'ବାୟୁସେନା ମେଡାଲ(ବୀରତା)' ପ୍ରଦାନ କରାଯାଇଛି। ଏହି ଶୌର୍ଯ୍ୟ ତଥା ବୀରତା ସମ୍ମାନ ପାଇବାର ଗୌରବ ଅର୍ଜନ କରିବାରେ ଦୀପିକା ମିଶ୍ରା ହେଉଛନ୍ତି ଦେଶର ପ୍ରଥମ ମହିଳା ବାୟୁସେନା ଅଧିକାରୀ।
ରାୟଗଡ଼ା SP ବିବେକାନନ୍ଦ ଶର୍ମା ଘଟଣାସ୍ଥଳରେ ପହଞ୍ଚିଛନ୍ତି । ତେବେ ସିଆରପିଏଫ୍ କ୍ୟାମ୍ପ ଭିତରକୁ ଏବେ କାହାରିକୁ ଯିବାକୁ ଅନୁମତି ନଥିବାରୁ ସେଠାରୁ କାହାର ପ୍ରତିକ୍ରିୟା ମିଳିପାରି ନାହିଁ ।
ଦେଶର ୧୮ଶହରୁ ଅଧିକ ବୈଜ୍ଞାନିକ ଓ ଶିକ୍ଷାବିତ୍ ମାନେ ଦସ୍ତଖତ କରି ଖୋଲା ଚିଠି ଦେଇଛନ୍ତି। ପାଠ୍ୟକ୍ରମରୁ ସବୁଦିନ ପାଇଁ ଏହାକୁ ସମ୍ପୂର୍ଣ୍ଣ ଭାବେ ହଟାଇ ଦିଆଯିବା ସମସ୍ତଙ୍କୁ ବ୍ୟଥିତ କରିଥିବା ସେମାନେ ଉଲ୍ଲେଖ କରିଛନ୍ତି।
ବାଟବରଣୀ ମଧ୍ୟ ସରିଥିଲା। ଆଉ ମାତ୍ର କିଛି ସମୟ ପରେ ବାହାଘର ହୋଇଥାନ୍ତା। ହେଲେ ତା’ପୂର୍ବରୁ ସବୁକିଛି ଓଲଟପାଲଟ ହୋଇଗଲା। ବାହାଘର ପୂର୍ବରୁ ବରକୁ ଉଠାଇ ନେଲା ପୋଲିସ୍।
ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟ ସମାନ ରହିଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୯୩୦ ଟଙ୍କା ହୋଇଛି।
ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ନୋଟିସ କଲେ ହାଇକୋର୍ଟ ।
ବିଶ୍ୱ ଟେଷ୍ଟ ଚାମ୍ପିୟନସିପ୍ ପାଇଁ ୧୫ ଜଣିଆ ଭାରତୀୟ ଟିମ୍ ଘୋଷଣା କରାଯାଇଛି ।