ପତ୍ନୀହତ୍ୟା ମାମଲାରେ ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଝଟକା। ତଳକୋର୍ଟଙ୍କ ଆଜୀବନ ଦଣ୍ଡାଦେଶ କାଏମ୍ ରଖିଲେ ହାଇକୋର୍ଟ।
ତଦନ୍ତ ସମୟରେ ଅଭିଯୁକ୍ତଙ୍କ ଠାରୁ ଜବତ ହୋଇଥିବା ବିଭିନ୍ନ ବ୍ୟାଙ୍କ ଆକାଉଣ୍ଟରୁ ମୋଟ ୧୬.୮୫ ଲକ୍ଷ ଟଙ୍କା ଫ୍ରିଜ୍ କରାଯାଇଛି।
ସଲମାନଙ୍କୁ ହତ୍ୟା ଧମକ ଦେଇଥିବା ଜଣେ ୨୦ ବର୍ଷୀୟ ଯୁବକ ଗୁଫରାନ ଖାନ ଲକ୍ଷ୍ନୌରୁ ଗିରଫ ହେବା ପରେ ଏବେ ପୁଣି ଏକ ଧମକ ପୂର୍ଣ୍ଣ ମେସେଜ ଆସିଛି ।
ଅପସାରଣ ହେଲେ ଡେରାବିଶ ସିଡିପିଓ ସ୍ନେହଲତା ସାହୁ । ନିରପେକ୍ଷ ତଦନ୍ତ ପାଇଁ ବ୍ଲକ ଅଫିସ୍ରୁ କରାଗଲା ଅପସାରଣ ।
ପୁଅର ମୃତ୍ୟୁ ଖବର ଏହି ବୃଦ୍ଧ ଦମ୍ପତି ଜାଣି ନଥିଲେ। ବୟସ୍କମାନେ କହିଲେ ଯେ ସେ ଚାଲି ପାରୁ ନାହାନ୍ତି। ଏଭଳି ପରିସ୍ଥିତିରେ ସେହି ଲୋକମାନେ ପୁଅକୁ ଅନେକ ଥର ଡାକିଥିଲେ ମଧ୍ୟ ପ୍ରମୋଦ କୌଣସି ଉତ୍ତର ଦେଇନଥିଲେ।
ମାଟିରେ ଗଢ଼ା ଚାଲିଛି ଭଳିକି ଭଳି ଦୀପ । ଦୀପାବଳି ପାଇଁ ଚଳଚଞ୍ଚଳ ନୟାଗଡ ଜିଲ୍ଲା ଖଣ୍ଡପଡ଼ା ସହରର କୁମ୍ଭାର ପରିବାର । ପ୍ରତିବର୍ଷ ଭଳି ଚଳିତ ବର୍ଷ ବି ଦୀପାବଳି ପାଇଁ ମହିଳା ଓ ପୁରୁଷ ମାନେ ଲାଗି ପଡ଼ିଛନ୍ତି ମାଟି ଦୀପ ତିଆରି କାମରେ।
କୋଲକାତା ଆରଜି କର ମେଜିକାଲ୍ କଲେଜ ତାତି ନଥମୁଣୁ ଆଉ ଏକ ଘଟଣା ସାମନାକୁ ଆସିଛି। ଡାକ୍ତରଙ୍କ ପାଇଁ ସମସ୍ତେ ନ୍ୟାୟ ଭିକ୍ଷା କରୁଥିବା ବେଳେ ଏହି ଘଟଣାରେ ଜଣେ ଡାକ୍ତର ରୋଗୀଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।
ପ୍ରକୃତି ଯେବେ ତଣ୍ଡବ ରଚେ ସବୁଠି ପଡ଼ିଯାଏ ହାହାକାର । ସମସ୍ତେ ଜୀବନ ବଞ୍ଚାଇବାକୁ ଏମିତି ଚିତ୍କାର କରନ୍ତି । ଏ ଦୃଶ୍ୟ କେତେ ଯେ ଭୟଙ୍କର ଆପଣ ନିଶ୍ଚୟ ଅନୁମାନ କରୁଥିବେ । ଏ ଲୋକମାନଙ୍କ ଛାତିରେ ଯନ୍ତ୍ରଣା କେତେ ଯେ ଥିବ ତା’ ଆପଣ ଏ ଦୃଶ୍ୟ ଦେଖି ବେଶ୍ ବୁଝିପାରୁଥିବେ ।
ବିଜେଡିରୁ ଇସ୍ତଫା ପରେ ବର୍ଷିଲେ ପୂର୍ବତନ ବରୀ ବିଧାୟିକା ସୁନନ୍ଦା ଦାସ । ବିଜେଡିରେ ଅଫିସର ଟିକେଟ ବାଣ୍ଟୁଥିଲେ ବୋଲି ସେ ଅଭିଯୋଗ ଆଣିଛନ୍ତି । ସିଧା ଡିଏସ୍ କୁଟ୍ଟେ ଓ ଆଶିଷ ସିଂହଙ୍କ ନାଁ ନେଇଛନ୍ତି ସୁନନ୍ଦା ।
ରାଜ୍ୟ ସରକାରଙ୍କ ସ୍କୁଲ ମିଶ୍ରଣ ନିଷ୍ପତ୍ତି କାଏମ ରଖିଲେ ହାଇକୋର୍ଟ। ୨୦ରୁ କମ୍ ପିଲା ଥିବା ସ୍କୁଲକୁ ବନ୍ଦ କରି ପାଖ ସ୍କୁଲରେ ମିଶ୍ରଣ ଲାଗି ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିକୁ ହାଇକୋର୍ଟ କାଏମ ରଖିଛନ୍ତି।
ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ବୁଧବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ I ହୋଟେଲ ଭିତରେ ଗୋଡ଼ାଇ ଗୋଡ଼ାଇ ହାଣିଲା ଦୁର୍ବୃତ୍ତ I ଡମଣା ଛକରେ ଥିବା ଏକ ହୋଟେଲ ଭିତରେ ହତ୍ୟାକାଣ୍ଡ ଘଟିଛି I
ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ। ଏଥିରେ ୫ ଜଣଙ୍କର ମୃତ୍ୟୁ ହୋଇଛି । ସୁନ୍ଦରଗଡ଼ ସଦର ଥାନା କରମଡିହି ଅଞ୍ଚଳରେ ରକ୍ତାକ୍ତ ଗୋଷ୍ଠୀ ସଂଘର୍ଷ ଘଟିଛି । ଗୀତାପଡ଼ାରେ ମଧ୍ୟରାତ୍ରରେ ୨ ଯାଯାବର ଗୋଷ୍ଠୀଙ୍କ ମଧ୍ୟରେ ଭୟଙ୍କର ସଂଘର୍ଷ ହୋଇଥିବା ସୂଚନା ମିଳିଛି।
ପ୍ରତିବର୍ଷ ଦୀପାବଳିରେ ଅସାବଧାନତା ହେତୁ ବାଣ ଫୁଟାଇବା ବେଳେ ଅନେକଙ୍କ ହାତରେ ନିଆଁ ଲାଗିଯିବା କିମ୍ବା ଆଖିରେ ଆଘାତ ଲାଗିଥିବାର ଅନେକ ଘଟଣା ମଧ୍ୟ ଦେଖାଯାଏ। ଯଦି ଆପଣ ମଧ୍ୟ ଏପରି ସମସ୍ୟାର ଶିକାର ହୁଅନ୍ତି, ତେବେ ହଠାତ ଉପଶମ ପାଇଁ କିଛି ଘରୋଇ ଉପଚାର ଆରାମ ଦେଇପାରେ। ଆସନ୍ତୁ ସେ ବିଷୟରେ ଜାଣିବା।
୫ ମାସ ହେଲା ଦଳରେ ଅଣଦେଖା ହେଉଥିବା ଅଭିଯୋଗ କରିଛନ୍ତି ସୁନନ୍ଦା ଦାସ।
ରାଇଘରରେ ପେଟ୍ରୋଲ ୩.୪୧ ପଇସା, ଡିଜେଲ୍ ୩.୨୨ ପଇସା ହ୍ରାସ । ଝରିଗାଁରେ ପେଟ୍ରୋଲ ୩.୨୫ ପଇସା, ଡିଜେଲ୍ ୩.୦୮ ପଇସା ହ୍ରାସ ।
ସୁଖ ଓ ସମୃଦ୍ଧିର ପର୍ବ ଧନ ତ୍ରୟୋଦଶୀ ବା ଧନତେରସ୍। ବିଶ୍ବାସ ଅଛି, ଏହିଦିନ ସୁନା ଗହଣା କିଣିଲେ ଘରକୁ ଲକ୍ଷ୍ମୀ ଆସନ୍ତି। ଏଥିପାଇଁ ବିଭିନ୍ନ ଗହଣା ଦୋକାନରେ ଗ୍ରାହକଙ୍କ ଭିଡ଼ ଜମିଛି।
ନିର୍ବାଚନ ବିପର୍ଯ୍ୟୟ ପରେ ବି BJDର ମୁହଁ ଭୁରୁଡି ।
ଭିଡିଓ ଭାଇରାଲ୍ ପରେ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା । ଶିଳ୍ପାଙ୍କ ସହ ଭିିଡିଓରେ ଥିବା ସେବାୟତଙ୍କୁ ନୋଟିସ୍ ।
ବିଧି, ପରମ୍ପରା ମୁତାବକ ରଥଯାତ୍ରା ପାଇଁ ରିଜୋଲ୍ୟୁସନ ବି ହୋଇଛି । ତେଣୁ ନଭେମ୍ବର ୯ରେ ଯୋଜନା ଥିବା ରଥଯାତ୍ରା ଆୟୋଜନ ବନ୍ଦ କରନ୍ତୁ ।
ଡ୍ୟାନ୍ସ ବାର୍ ପରିଚାଳନା ପାଇଁ ୨୧ଟି ସର୍ତ୍ତ ରଖିଛନ୍ତି ସରକାର । ସର୍ତ୍ତ ପୂରଣ କରୁଥିଲେ ମିଳିବ ଡ୍ୟାନ୍ସ ବାର୍ ଅନୁମତି।
ହସ୍ପିଟାଲ୍, ଶିକ୍ଷାନୁଷ୍ଠାନ, କୋର୍ଟ, ଧାର୍ମିକ ଅନୁଷ୍ଠାନର ୧୦୦ ମିଟରରେ ବାଣ ଫୁଟାଇବାକୁ ବାରଣ କରାଯାଇଛି । ସେହିପରି ବସ୍ତି ସହ ରାସ୍ତା ଓ ଜନଗହଳିପୂର୍ଣ୍ଣ ସ୍ଥାନରେ ବାଣ ଫୁଟାକୁ ମଧ୍ୟ ବାରଣ କରାଯାଇଛି ।
ସରକାର ବଦଳିବା ପରେ ତ୍ବରାନ୍ବିତ ହେବ କି ପୁରୀରେ ପ୍ରସ୍ତାବିତ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ କାମ? ନା ପିପିପି ମୋଡରେ ନିର୍ମାଣ ପାଇଁ କମ୍ପାନୀ ନମଳିବାରୁ ଶୀତଳଭଣ୍ଡାରକୁ ଚାଲିଯିବ ପ୍ରକଳ୍ପ?
ସ୍ୱର୍ଗଦ୍ୱାରରେ ଶବଦାହରେ ଲାଗୁ ହେବ ନୂଆ ବ୍ୟବସ୍ଥା। କାଠ ବଦଳରେ ଗୋବର ଘସି କାଠରେ ହେବ ଶବ ଦାହ। ଏମିତି କିଛି ଯୋଜନା କରି ବ୍ଲୁପ୍ରିଣ୍ଟ ତିଆରି କରୁଛି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ।
ଖୁବ କମ୍ ଦିନ ଭିତରେ ଶିମିଳିପାଳରେ ଆଉ ଗୋଟିଏ ବାଘୁଣୀ ଛଡ଼ା ଯିବା ପାଇଁ ବ୍ୟବସ୍ଥା କରାଯାଉଛି । ଲୋକଙ୍କ ସହମତିରେ ବାଘୁଣୀ ଛଡ଼ା ଯିବ ବୋଲି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ସୂଚନା ଦେଇଛନ୍ତି ।