ପଞ୍ଜାବର ଭାତିଣ୍ଡାରେ ଥିବା ମିଲିଟାରୀ ଷ୍ଟେସନ ଭିତରେ ଚାଲିଛି ଗୁଳି। ଭୟଙ୍କର ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିଛି।
ପାରିବାରିକ କଳହ କାରଣରୁ ୬ ମାସ ହେଲା ଠାକୁର ପ୍ରସାଦଙ୍କ ମାଆ ଶାଶୂଘର ଆଉ ପୁଅକୁ ଛାଡି ନିଜ ବାପା ଘରକୁ ଚାଲି ଯାଇଛନ୍ତି । ମାଆ ଚାଲିଯିବା ପରେ ଅନେକ ଅସୁବିଧାର ସାମ୍ନା କରୁଛନ୍ତି ଠାକୁରପ୍ରସାଦ । ତେଣୁ ମାଆଙ୍କୁ ଫେରାଇ ଆଣିବା ଲାଗି ଏମିତି ଦଣ୍ଡୁଆ ସାଜିଛନ୍ତି ଏଇ କୁନି ପୁଅ ।
ତିଗିରିଆ ବ୍ଲକ ଗଦାଧରପୁର ଗାଁରେ ୫୦ ବର୍ଷ ତଳେ ଲାଗିଥିଲା ଭୟାନକ ନିଆଁ । ନିଆଁ ଏତେ ଭୟଙ୍କର ଥିଲା ଯେ ପୋଡ଼ିଜଳି ଅନେକ ଘର ନଷ୍ଟ ହୋଇଥିଲା । ପରେ ଗାଁ ଲୋକେ ଚିନ୍ତା କଲେ ଶ୍ରୀରାମଙ୍କ ମନ୍ଦିରଟିଏ ତୋଳିବେ । ଖାଲି ଚିନ୍ତା କଲେ ତାହା ନୁହେଁ ବରଂ ଏକ ମନ୍ଦିର ନିର୍ମାଣ କଲେ । ମନ୍ଦିରରେ ପୂଜା ପାଉଛନ୍ତି ଦାରୁ ଦେବତା ରାମ, ଲକ୍ଷ୍ମଣ, ସୀତା । ଯାହାକି ରଘୁନାଥଜୀଉ ମନ୍ଦିର ନାମରେ ବିଖ୍ୟାତ ।
ଖାଲି ପଡ଼ିଥିବା ବିଭିନ୍ନ ପଦବୀ ପାଇଁ ଓଡ଼ିଶା ହାଇକୋର୍ଟ(Orissa High Court ) ବିଜ୍ଞପ୍ତି ଜାରି କରିଛି। ଗ୍ରୁପ୍-ଡି ପଦବୀ ପାଇଁ ଏହି ବିଜ୍ଞପ୍ତି ବାହାରିଛି।
ଲଗାତାର ୨ଟି ମ୍ୟାଚ୍ରେ ପରାଜିତ ହେବା ପରେ ୫ ଥର ବିଜେତା ମୁମ୍ବାଇ ଇଣ୍ଡିଆନ୍ସ ଚଳିତ ଆଇପିଏଲରେ ବିଜୟର ସ୍ୱାଦ ଚାଖିଛି। ତେବେ ଏହି ମ୍ୟାଚ୍ରେ ଅନେକ ଟ୍ୱିଷ୍ଟ୍ ଓ ମୋଡ଼ ଦେଖିବାକୁ ମିଳିଥିଲା।
ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ବୁଧବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ପରିବାର ପଚାରିଲାନି...ପରିଣତ ବୟସରେ ପର କରିଦେଲେ । ହେଲେ ଆପଣାର କରିନେଲା ବନ୍ଧୁ । ଖାଲି ଆପଣାର କଲା ତାହା ନୁହେଁ ବରଂ ଜୀବନ ଦାନ ବି ଦେଲା । ପୁରୀରୁ ଆସିଥିବା ଏଇ ଘଟଣାକୁ ନେଇ ସ୍ଥାନୀୟ ଅଂଚଳରେ ଭାରି ଚର୍ଚ୍ଚା । ଶ୍ରୀକ୍ଷେତ୍ରରେ ରହୁଥିବା ଏଇ ଦୁଇ ବନ୍ଧୁଙ୍କ ନିଆରା ସଂପର୍କ କଥା ଯିଏ ଜାଣୁଛି ସିଏ ବି ସଲାମ କରୁଛି ।
ପ୍ରବଳ ଗ୍ରୀଷ୍ଣ ପ୍ରବାହ ପାଇଁ ଆଜିଠାରୁ ୧୬ ତାରିଖ ଯାଏ ରାଜ୍ୟର ସବୁ ସ୍କୁଲ୍କୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ସ୍କୁଲ୍ ସମେତ ଅଙ୍ଗନବାଡ଼ି କେନ୍ଦ୍ର ବି ବନ୍ଦ ରହିବ।
ଆଜି ପରିସ୍ଥିତି ବଦଳିଛି। କନ୍ୟା ମୁହଁରେ ଲାଜ ଦେଖାଯାଉ ନାହିଁ। ବରଂ ସେ ନିଜ ବିବାହକୁ ଖୁବ ଖୁସିରେ ଅନୁଭବ କରୁଥିବା ଦେଖାଯାଏ।
ଚିଟ୍ଫଣ୍ଡ ସଂସ୍ଥା ସି-ସୋର ସହ କଟକ ଚୌଦ୍ୱାର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ଆର୍ଥିକ କାରବାର ଅଭିଯୋଗ ମାମଲାରେ ହାଇକୋର୍ଟରେ ହୋଇଛି ଗୁରୁତ୍ୱପୂର୍ଣ୍ଣ ଶୁଣାଣି।
ଛେନା ପୋଡ଼, ତାକୁ କିଏ କହେ ମିଠା ତ ପୁଣି ପ୍ରସ୍ତୁତି ଦୃଷ୍ଟିରୁ କିଏ କୁହେ ପିଠା । ପୋଡ଼ ପୋଡ଼ିଆ ପୁଣି ଲୁତୁପୁତୁଆ । ସୁଆଦ ଏମିତି- ଯିଏ ଥରେ ଚାଖିଛି, ସବୁବେଳେ ଚାହିଁଛି, ଖାଇବାକୁ ମନ କରିଛି ।
ଯଦି ଆପଣ ସରକାରୀ ଚାକିରି ଖୋଜୁଛନ୍ତି ଏବଂ ଆପଣଙ୍କ ପାଖରେ BE / B.Tech ଡିଗ୍ରୀ ସହିତ ବୈଧ GATE ୨୦୨୧/୨୦୨୨/୨୦୨୩ ସ୍କୋର ଅଛି, ତେବେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। NPCIL ଅଧୀନରେ ଏକଜିକ୍ୟୁଟିଭ୍ ଟ୍ରେନୀ ପଦବୀ ଖାଲି ଅଛି। ଆପଣ ଏହାର ସୁଯୋଗ ନେଇପାରିବେ।
ଜୀବନ ସହ ଦୀର୍ଘ ୨ ବର୍ଷର ସଂଘର୍ଷ । ମହାମାରୀ କବଳରୁ ବର୍ତ୍ତିବାକୁ ସବୁଠୁ ଲମ୍ବା ସମୟର ଲଢେଇ । ଆଉ ତା’ପରେ ଏବେ ସତ ହେବାକୁ ଯାଉଛି ଘର ବାହୁଡ଼ା ସ୍ୱପ୍ନ ।
ଦୁଇ ଦଳକୁ ଅନ୍ତର୍ଦ୍ୱନ୍ଦ୍ୱ ଚିନ୍ତା । କିଏ ହେବେ ବିଜେପି ଯୋଦ୍ଧା, ଏଯାଏଁ ଦଳରେ ଅଙ୍କକଷା ସରୁନଥିବାରୁ ଚର୍ଚ୍ଚା ।
ନିଜ ସଂପର୍କୀୟ ଭାବି ରାଜସ୍ଥାନର ଜଣଙ୍କ ଶବର ଅନ୍ତିମ ସତ୍କାର । ଓଡ଼ିଶା ଆସି ଚିତାଭସ୍ମ ନେଇ ଫେରିଗଲେ ରାଜସ୍ଥାନର ପରିବାର ।
ନକଲି ସାର୍ଟିଫିକେଟ୍ ମାମଲାରେ ସିବିଆଇ ତଦନ୍ତ ସୁପାରିଶ ପରେ ଛନକା । ଯଦି ସିବିଆଇ ତଦନ୍ତ ହୁଏ, କେଉଁ କେଉଁ ବିଭାଗରେ ପଶିବ ତାକୁ ନେଇ ଆରମ୍ଭ ହୋଇଛି କଳ୍ପନା ଜଳ୍ପନା । ସେପଟେ ସିବିଆଇ ତଦନ୍ତ ପାଇଁ ଡାକ ବିଭାଗର ଅନୁରୋଧ ପରେ ତେଜିଛି ରାଜନୀତି ।
ଖୁବ କମ ଦିନରେ ‘ଅଳଙ୍କାର’ର ୟୁଟ୍ୟୁବ୍ ଚ୍ୟାନେଲ୍କୁ ୧୨୮k ସବ୍ସ୍କ୍ରାଇବର ମିଳିଛି। ଏହି ଖୁସିରେ ଟିମ୍ ସଦସ୍ୟମାନେ ଆଜି ଏହାକୁ ନେଇ ଏକ ସେଲିବ୍ରେସନ୍ କରିଛନ୍ତି।
ନିଆଁ ବର୍ଷୁଛି, ମୁଣ୍ଡ କାନ ଝାଇଁ ମାରି ଯାଉଛି । ଅପରାହ୍ନ ସାଢ଼େ ୨ଟା ବେଳକୁ ରାଜଧାନୀରେ ପାରଦ ୪୦ ଡିଗ୍ରୀ ଟପିଗଲା । ଡହ ଡହ ଖରାରେ କଲବଲ ହେଉଛନ୍ତି ଭୁବନେଶ୍ୱରବାସୀ ।
ନା ଚେତାବନୀ କୁ ଖାତିର କଲେ , ନା ପରାମର୍ଶକୁ ଗ୍ରହଣ କଲେ। ଶେଷରେ ଦିନିକିଆ ଅନଶନରେ ବସିଲେ ରାଜସ୍ଥାନର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସଚିନ ପାଇଲଟ । ରାଜ୍ୟରେ ବସୁନ୍ଧରା ରାଜେଙ୍କ ଅମଳରେ ହୋଇଥିବା ଦୁର୍ନୀତି ବିରୋଧରେ ତଦନ୍ତ ଦାବି କରି ଅନଶନରେ ବସିଲେ ପାଇଲଟ ।
'ମୂଷା ହତ୍ୟା' ମାମଲାରେ ଜଣେ ଅଭିଯୁକ୍ତଙ୍କ ବିରୋଧରେ ୩୦ ପୃଷ୍ଠାର ଏକ ଚାର୍ଜସିଟ୍ କୋର୍ଟରେ ଦାଖଲ କରାଯାଇଛି। ପୋଲିସ୍ ମଧ୍ୟ ଅଭିଯୁକ୍ତଙ୍କ ବିରୋଧରେ ଧାରା ୪୨୯ ଅଧୀନରେ ଏକ ଏଫ୍ଆଇଆର୍ ରୁଜୁ କରିଛି। ହୋଇପାରେ ଜରିମାନା ଆଉ ଜେଲ୍ ଦଣ୍ଡ।
ରାସ୍ତାକଡ଼ରେ ବ୍ୟକ୍ତି ଜଣକ ଏକ ଛୋଟ ଟେବୁଲ ପକାଇଛନ୍ତି । ସେଥିରେ ଚା’ ସହ ଅନ୍ୟ କିଛି ପାନୀୟ ଜିନିଷ ମଧ୍ୟ ରଖିଛନ୍ତି । କିଛି ଗ୍ରାହକ ତାଙ୍କ ନିକଟରେ ଛିଡ଼ା ହୋଇଥିବାବେଳେ ପାଖରେ ଅଡି କାର୍ର ଡିକି ଖୋଲା ରହିଛି ।
ଶାଶୂଶ୍ୱଶୁରଙ୍କ ହତ୍ୟାର ମାଷ୍ଟରମାଇଣ୍ଡ୍ ଥିଲା ବୋହୂ । ପ୍ରେମିକ ସହ ମିଶି ଜୀବନ ନେଇଗଲା । ଆଗକୁ ଟାର୍ଗେଟରେ ଥିଲା ବିଚରା ସ୍ୱାମୀ ।
ଭୋଟ୍ ବ୍ୟାଙ୍କ୍ ହାତେଇବା ପାଇଁ ଲୋକେ ବିଭିନ୍ନ ପ୍ରକାର ଅଜବ ପ୍ରତିଶ୍ରୁତି ଦିଅନ୍ତି, ଯାହା ପୂରଣ କଷ୍ଟସାଧ୍ୟ କହିଲେ ଚଳେ । ନିକଟରେ ପୁଣି ଏପରି ଏକ . .