• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest News

murder case
ଭାଉଜ ପ୍ରେମରେ ପାଗଳ ଦିଅର : ସ୍ତ୍ରୀ ଓ ପୁଅର ତଣ୍ଟି କାଟି ଏସିଡରେ ଜଳାଇଲା ଅଭିଯୁକ୍ତ

ଅନୈତିକ ସମ୍ପର୍କ ପାଇଁ ବର୍ବର କାଣ୍ଡ । ସ୍ତ୍ରୀ ଓ ପୁଅକୁ ମାରି ପକାଇଲା ଅଭିଯୁକ୍ତ ।

Gold Price Today
Gold Price Today 10th April 2023: ସୁନା ଦର ଆକାଶ ଛୁଆଁ , କିଣିବା ପୂର୍ବରୁ ଯାଂଚ କରନ୍ତୁ ମୂଲ୍ୟ

ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୪୩୦ ଟଙ୍କା ହୋଇଛି।

Heat Wave
ଓଃ କି ତାତି..ସକାଳ ସାଢ଼େ ୮ଟା ସୁଦ୍ଧା ତାପମାତ୍ରା ୩୧ ଡିଗ୍ରୀ

କିଛି ଦିନ ଧରି କାଳବୈଶାଖୀ ବର୍ଷା ଯୋଗୁଁ ତାତି କମିଥିବା ବେଳେ ଆଜି ପୁଣି ଗରମ ଅନୂଭବ ହେଉଛି ।

Want to start a garden at home? Read on
Vastu Tips: ଘର ଆଗରେ ବଗିଚାଟିଏ କରିବାକୁ ଚାହୁଁଛନ୍ତି କି…ପଢ଼ନ୍ତୁ ଏହି ବାସ୍ତୁ ନିୟମ

ଆଜିକାଲି ଅଧିକାଂଶ ଲୋକଙ୍କୁ ବଗିଚା ନିଶା ଲାଗିଛି। ଏହା ଖାଲି ଘରର ଚାରିପାଖକୁ ସୌନ୍ଦର୍ଯ୍ୟ କରେ ନାହିଁ ବରଂ ପରିବେଶକୁ ମଧ୍ୟ ସୁସ୍ଥ ରଖିଥାଏ। ତେବେ ଏହି ବଗିଚା ଯଦି ବାସ୍ତୁମତେ ନ ହୁଏ ତେବେ ଅନେକ ଅଶୁଭ ଫଳ ମିଳିଥାଏ।

kidnapping case
ଝାରସୁଗୁଡ଼ାରେ ପୁଣି ଅପହରଣ !! ଆଉ ଜଣେ ନାବାଳକ ନିଖୋଜ

ବୁରୋମାଲ ଅଞ୍ଚଳର ଜଣେ ନାବାଳକଙ୍କର ୭ ତାରିଖରୁ ପତ୍ତା ମିଳୁନି । ପରିବାର ପକ୍ଷରୁ ଥାନାରେ ଅଭିଯୋଗ ପରେ ଅପହରଣ ମାମଲା ରୁଜୁ ହୋଇଛି।

death
ମନ୍ଦିର ଭିତରେ ଦୁଃଖଦ ମୃତ୍ୟୁ ! ଗଛ ପଡ଼ି ଚାଲିଗଲା ୭ ଜୀବନ

ମନ୍ଦିର ଭିତରେ ଶ୍ରଦ୍ଧାଳୁଙ୍କ ଉପରେ ପଡ଼ିଗଲା ଗଛ । ଏଥିରେ ୭ ଜଣ ପ୍ରାଣ ହରାଇଛନ୍ତି ।

ECMO Treatment In SCB
ECMO ସପୋର୍ଟରେ ବିରଳ ଅପରେସନ୍; ଶ୍ୱାସନଳୀରୁ ବାହାରିଲା ଟ୍ୟୁମର

କଟକ ଏସସିବି ମେଡିକାଲରେ ପ୍ରଥମ ଥର ପାଇଁ ଇକମୋ ମେସିନ ସପୋର୍ଟରେ ଅପରେସନ କରାଯାଇଛି।

 obsessed with flowers
ଫୁଲ ପାଇଁ ଚାକିରି ଛାଡ଼ିଲେ...ଘରେ ରହି ଗଛର ଯତ୍ନ ନେଲେ

ପାଗଳ କରିଛି ଫୁଲ । ମୋଟା ଦରମା ପାଉଥିଲେ ବି ଛାଡ଼ି ଦେଲେ ଚାକିରି । ଏବେ ଘରେ ରହି ଗଛର ନେଉଛନ୍ତି ଯତ୍ନ । ପୂରା ଏରିଆରେ ରଶ୍ମିତାଙ୍କୁ ନେଇ ବଢିଲା ଚର୍ଚ୍ଚା

Heavy Rainfall
ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା, ଜାଣନ୍ତୁ..

ଆଜି ପାଇଁ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Rinku Singh
ଗୁଜରାଟ ପଞ୍ଝାରୁ ମ୍ୟାଚ୍‌ ଛଡ଼ାଇନେଲେ ରିଙ୍କୁ ସିଂ; ଶେଷ ଓଭର୍‌ରେ ମାରିଲେ ୫ଟି ଛକା

ଗତକାଲି ଗୁଜୁରାଟ ଟାଇଟନ୍ସ ଓ କୋଲାକାତା ନାଇଟ ରାଇଡର୍ସ ମଧ୍ୟରେ ରୋମାଂଚକର ମ୍ୟାଚ୍ ଦେଖିବାକୁ ମିଳିଥିଲା । ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେଲା ଧୂଆଁଧାର ଛକା ବର୍ଷା । ଶେଷ ଓଭରରେ ୫ ଛକା ମାରି କୋଲକାତା ନାଇଟ୍ ରାଇଡର୍ସକୁ ଦମଦାର ବିଜୟ ଭେଟି ଦେଇଛନ୍ତି ଯୁବ କ୍ରିକେଟର୍‌ ରିଙ୍କୁ ସିଂ ।

Today Panchang
Today Panchang 10th April 2023: କେଉଁ ମୁହୂର୍ତ୍ତ ହେବ ଶୁଭ, ଜାଣନ୍ତୁ ଆଜିର ପଞ୍ଚାଙ୍ଗ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ସୋମବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

 Water Scarcity
ବାଃ ବାଃରେ ସରକାର!! ଗାଧେଇବା ପାଇଁ ପାଣି କିଣିବାକୁ ପଡୁଛି

ବର୍ଷ ବର୍ଷ ହେବ ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି ଗ୍ରାମବାସୀ । ନିର୍ବାଚନ ଆସିଲେ ନେତା, ମନ୍ତ୍ରୀ ପୋଖରୀ ଖୋଳିବାକୁ ପ୍ରତିଶ୍ରୁତି ଦେଉଛନ୍ତି ହେଲେ ନିର୍ବାଚନ ସରିଲେ ସବୁ କେବଳ ପ୍ରତିଶ୍ରୁତିରେ ରହିଯାଉଛି ।

Baijayant Panda
ଚୀନ୍ ସୀମାନ୍ତ ଅଂଚଳକୁ ନୂଆ ନାଁ ଦିଆଯାଉ: ବୈଜୟନ୍ତ ପଣ୍ତା

ଚୀନ୍ ସୀମାନ୍ତ ଅଂଚଳକୁ ନୂଆ ନାଁ ଦେବାକୁ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତଙ୍କ ମତ ଦେଇଛନ୍ତି । ଟ୍ୱିଟ୍ କରି ମତାମତ ଲୋଡିଛନ୍ତି ବୈଜୟନ୍ତ । ଚୀନ୍ ସୀମାନ୍ତ ଅଂଚଳର କିଛି ନାଁ ପ୍ରସ୍ତାବ ମଧ୍ୟ ଦେଇଛନ୍ତି ।

PLus 2 Exam
ଆଜିଠୁ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ଖାତାଦେଖା

ମେ’ ୭ ରେ ଖାତା ଦେଖା ସରିବା ପରେ ଆରମ୍ଭ ହେବ ଟେବୁଲେସନ । ମେ’ ଶେଷ ସୁଦ୍ଧା ଫଳାଫଳ ପ୍ରକାଶ ପାଇବା ସମ୍ଭାବନା ଥିବା ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

Man did 100 weddings make Guinness world records
୩୨ ବର୍ଷରେ ୧୦୦ରୁ ଅଧିକ ବିବାହ, କାହାକୁ ଦେଇ ନାହାନ୍ତି ଛାଡ଼ପତ୍ର

ଆଜିକାଲି ବିବାହ ପାଇଁ ଗୋଟିଏ ଝିଅ ମିଳୁ ନଥିବା ବେଳେ ଜଣେ ବ୍ୟକ୍ତି ୧୦୦ରୁ ଅଧିକ ବିବାହ କରି ରେକର୍ଡ କରିଛନ୍ତି। ମାତ୍ର ୩୨ ବର୍ଷ ବୟସରେ ସେ ୧୪ଟି ଦେଶରେ ଜ୍ୱାଇଁ ହୋଇଥିଲେ। ଜାଣନ୍ତୁ ତାଙ୍କ ଟ୍ରିକ୍ସ…

ଲୋକସେବା ଭବନ
ରାଜ୍ୟରେ ଖୋଲିବ 'ଓଡ଼ିଶା ପରିବାର' ନିର୍ଦ୍ଦେଶାଳୟ

କଂଗ୍ରେସ କହିଛି ବିଜେଡିର ମୋ ପରିବାର ସଂଗଠନକୁ ସରକାରୀକରଣ କରିବାକୁ ସରକାରଙ୍କ ଇଏ ଏକ ଚାଲ।

GoFirst
ଫ୍ରି... ଫ୍ରି... ଫ୍ରି... ଏହି ବିମାନ ଦେଉଛି ମାଗଣାରେ ଯାତ୍ରାର ସୁଯୋଗ !

ବିମାନ କମ୍ପାନୀ GoFirst ତାର ୧୭ ବର୍ଷ ପୂର୍ତ୍ତି ପାଳନ କରୁଛି । ଏହି ଅବସରରେ GoFirst ସେମାନଙ୍କ ଯାତ୍ରୀଙ୍କ ପାଇଁ ଦୁଇଟି ବିଶେଷ ଅଫର ଆଣିଛି । ଯାହାଦ୍ୱାରା ଯାତ୍ରୀମାନେ ଅନ୍ୟକିଛି ସୁବିଧା ପାଇବା ସହ ବିମାନ ଯାତ୍ରାର ମଧ୍ୟ ଲାଭ ପାଇପାରିବେ ।

BJP Politic
ବିଜେପିର ମିଶନ ଓଡ଼ିଶା; ଦିଲ୍ଲୀରେ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତି

ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କ୍ଷେତ୍ରୀୟ ପ୍ରଭାରୀ ତଥା ସାଧାରଣ ସଂପାଦକ ସୁନିଲ ବଂଶଲ, ସଂଗଠନ ମହାମନ୍ତ୍ରୀ ବିନୋଦ ତାୱଡେଙ୍କୁ ଭେଟି ଫେରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।

wheelchair fencer
ବଣରେ ମିଳେଇଯିବ କି ବଣମଲ୍ଲୀର ମହକ?

ରାଜ୍ୟ ଓ ଜାତୀୟ ସ୍ତରର ହ୍ୱିଲଚେୟାର୍ ଫେନ୍ସିଂ ପ୍ରତିଯୋଗିତାରେ କମାଲ୍ ଦେଖାଇଥିଲେ ମଧୁସ୍ମିତା

India's tiger population rises
ବାଘ ମାମୁଙ୍କ ପାଇଁ ନିରାପଦ ଭାରତ, ବଢୁଛି ସଂଖ୍ୟା

୨୦୨୨ ବାଘ ଗଣନା ରିପୋର୍ଟ ଅନୁସାରେ ଦେଶରେ ଅଛନ୍ତି ୩ ହଜାର ୧୬୭ଟି ବାଘ । ୨୦୧୮ରେ ଏ ସଂଖ୍ୟା ଥିଲା ୨ ହଜାର ୯୬୭ । ବାଘ ସଂଖ୍ୟା ବଢ଼ିଥିବାରୁ ୨୦୨୨ ବାଘ ଗଣନା ରିପୋର୍ଟ ଉନ୍ମୋଚନ କରିବା ଅବସରରେ ଖୁସି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

college
ରାଜ୍ୟର ଉଚ୍ଚ ଶିକ୍ଷାନୁଷ୍ଠାନରୁ ମୁହଁ ମୋଡୁଛି ନାକ୍ ! କାୟା ବଢୁଛି ହେଲେ ଗୁଣବତ୍ତା କମୁଛି

ଉପାନ୍ତରୁ ଉପକୂଳ ଯାଏ ନାକ୍ ମାନ୍ୟତାପ୍ରାପ୍ତ ଡିଗ୍ରୀ କଲେଜ ସଂଖ୍ୟା ନିରୁତ୍ସାହଜନକ । ଖାଲି କଲେଜ ନୁହେଁ ଅଗ୍ରଣୀ ବିଶ୍ୱବିଦ୍ୟାଳୟଗୁଡିକ ବି ନାକ୍ ମାନ୍ୟତାରୁ ବାଦ ପଡୁଛନ୍ତି। ଯାହାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ଶିକ୍ଷାବିତ।...

BJD
ବିଜେଡି ଦେଶର ୨ୟ ଧନୀ ଆଞ୍ଚଳିକ ଦଳ

ଦ୍ରୁତ ଗତିରେ ବଢୁଛି ଶଙ୍ଖ ଦଳର ଆୟ । ଆଗରେ ଗୋଟିଏ, ପଛରେ ୩୫ ଆଞ୍ଚଳିକ ଦଳ । ଗରିବ ରାଜ୍ୟରେ ବିଜେଡି ଧନୀ ! ସ୍ଥାନ ଦ୍ୱିତୀୟ, ଆୟ ୩୦୭ କୋଟିରୁ ଊର୍ଦ୍ଧ୍ୱ ସଦ୍ୟ ପ୍ରକାଶିତ ୨୦୨୧ ଏଡିଆର ରିପୋର୍ଟ ଅନୁଯାୟୀ ସବୁ ଆଞ୍ଚଳିକ ଦଳର ମୋଟ୍ ଆୟ ୧୨୧୩. ୧୩୨ କୋଟି । ସେଥିରୁ କେବଳ ବିଜେଡିର ଆୟ ୩୦୭.୨୮୮ କୋଟି।

Kidney Disease
କିଡନୀ ରାକ୍ଷସ କବଳରେ ଦୁଇ ଗାଁ :୧୦ ବର୍ଷରେ ଗଲାଣି ୨୦ଜଣଙ୍କ ଜୀବନ

ଏବେ ବି ରୋଗ ସହ ଜୁଝୁଛନ୍ତି ୧୦ରୁ ଅଧିକ ଆକ୍ରାନ୍ତ । କାହିଁକି ବ୍ୟାପୁଛି କିଡନୀ ରୋଗ, କାରଣ ଅସ୍ପଷ୍ଟ

tragic story
କପି କରି ଧରା ପଡ଼ିଗଲେ, ଲାଜରେ ଫାଶୀ ଲଗାଇ ଝୁଲିପଡ଼ିଲେ ଛାତ୍ରୀ

ଅସହ୍ୟ ହେଲା ଅପମାନ । କପି କରି ଧରାପଡ଼ିବା ପରେ ଜୀବନ ହାରିଲେ ଛାତ୍ରୀ ।

Heavy Rainfall
୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ବିଜୁଳି, ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା

ବିଜୁଳି, ଘଡ଼ଘଡ଼ି ସହ ୪୦ରୁ ୫୦ କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି।