ବିଷ୍ଣୁପଦ ସେଠୀଙ୍କ ସ୍ଥାନରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ସଞ୍ଜୀବ ମିଶ୍ରଙ୍କୁ ଦାୟିତ୍ବ ମିଳିଛି । ଏଥିସହ IAS ମନୋଜ ସାହୁଙ୍କୁ ମିଳିଛି ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଦାୟିତ୍ବ ।
ଭୋକିଲା ପେଟରେ ବୁଲୁଛି ବାଘୁଣୀ ଜିନତ୍ । ୪ ଦିନ ହେଲା କିଛି ଖାଇନି । ଚାଲିବାକୁ ବି ଜୁ’ ପାଉନି । ଏଭଳି ସ୍ଥିତିରେ ଝାଡ଼ଖଣ୍ଡରୁ କିଭଳି ଓଡ଼ିଶା ଫେରିବ ଜିନତ୍, ଚିନ୍ତାରେ ବନ ବିଭାଗ ।
ଡିସେମ୍ବର ୨ ତାରିଖ । ନଡିଆ ଭାଙ୍ଗି ଦାଦନ ପ୍ରବଣ ବେଲପଡା ବ୍ଳକ ମଣ୍ଡଳ ମଣ୍ଡିରେ ଧାନ କିଣାବିକା ଆରମ୍ଭ କରିଥିଲେ ଜିଲ୍ଳାପାଳ ।
ସାରା ଦେଶରେ ଏକକାଳୀନ ଲୋକସଭା ଓ ବିଧାନସଭା ନିର୍ବାଚନ କରାଇବାକୁ, ୧୨୯ତମ ସମ୍ବିଧାନ ସଂଶୋଧନ ବିଲ୍-୨୦୨୪ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ଆଇନ ସଂଶୋଧନ ବିଲ୍, ୨୦୨୪ ଉପସ୍ଥାପନ କରିଛନ୍ତି କେନ୍ଦ୍ର ସରକାର।
ଆପାର୍ଟମେଣ୍ଟ ଲୁଟେରାଙ୍କୁ ଧରିବାକୁ କମିଶନରେଟ ପୋଲିସର ଆର ପାର୍ ଚ୍ୟାଲେଞ୍ଜ । ରାଜଧାନୀରେ ଗଠନ ହେଲା ଆଣ୍ଟି ବର୍ଗଲାରୀ ଆପାର୍ଟମେଣ୍ଟ ଲୁଟେରାଙ୍କୁ ଧରିବ ଆଣ୍ଟି ବର୍ଗଲାରୀ ସ୍କ୍ୱାର୍ଡ । । ୧୫୦ ବଛାବଛା ପୋଲିସଙ୍କୁ ନେଇ ଗଠନ ହୋଇଛି ଟିମ ।
ବିଷ୍ଣୁପଦଙ୍କ ପାଇଁ ବଢିଲା ଅଡୁଆ । ଆସନ୍ତାକାଲି ଦିନ ୧୨ଟା ଯାଏଁ ଡେଡଲାଇନ୍। ତା ପୂର୍ବରୁ ବିଷ୍ଣୁପଦ ସେଠୀଙ୍କୁ ହାଜର ପାଇଁ ସିବିଆଇର କଡ଼ା ନିର୍ଦ୍ଦେଶ। ଏଣେ ବ୍ରିଜ୍ ଆଣ୍ଡ ରୁଫ୍ ଜିଏମଙ୍କୁ ବି ସିବିଆଇର ମାରାଥନ ଜେରା ।
ପୁରୀ ଟ୍ରେଜେରିରୁ ଚାବି ଆସିଲା .. ଭାରା ବନ୍ଧା ହେଲା । ଆଗେ ଛଡ଼ାଯିବ ଚୂନ ପ୍ଲାଷ୍ଟର । ତାପରେ ଆରମ୍ଭ ହେବ ମରାମତି ।
ବର୍ତ୍ତମାନ ଜଣେ ମହିଳା ମେହେନ୍ଦୀ ମାଧ୍ୟମରେ ନିଜର ବିବାହ ବିଫଳତାକୁ ଦେଖାଇଛନ୍ତି। ଏହି ମହିଳା ଜଣଙ୍କ ତାଙ୍କ ହାତରେ ମେହେନ୍ଦୀ ଦ୍ୱାରା ଏମିତି କିଛି ଭିଜୁଆଲ୍ ଦେଖାଇଛନ୍ତି, ଯାହା ସେ ତାଙ୍କ ଶାଶୁ ଘରେ ସହିଛନ୍ତି। ବର୍ତ୍ତମାନ ମହିଳାଙ୍କ ଏହି ଭିଡିଓ ସୋସିଆଲ ମିଡିଆରେ ଦିନକୁ ଦିନ ଭାଇରାଲ୍ ହେବାରେ ଲାଗିଛି।
ଏହି ମନ୍ଦିରଟି ବହୁତ ପୁରୁଣା । ମନ୍ଦିରର ଦେଖାଶୁଣା କରୁଥିଲେ ଗୋଟିଏ ବେଙ୍ଗଲି ପରିବାର । ମନ୍ଦିରଟି ଏହି ବେଙ୍ଗଲି ପରିବାରର ଅଗଣା ଭିତରେ ରହିଥିଲା । ପରେ ସେ ଏହି ସଂପତ୍ତିକୁ ଜଣେ ସଂଖ୍ୟାଲଘୁ ପରିବାରକୁ ବିକ୍ରି କରି ଅନ୍ୟତ୍ର ଚାଲିଯାଇଥିଲେ । ସେ ଜମି ବିକ୍ରି କରିବା ପରେ ସଂଖ୍ୟାଲଘୁ ସଂପ୍ରଦାୟର ଏହି ବ୍ୟବସାୟୀ ଜଣକ ଏହାକୁ ତାଲା ପକାଇ ରଖିଥିଲେ ।
SBI ଏକ ସୁବର୍ଣ୍ଣ ସୁଯୋଗ ନେଇ ଆସିଛି। SBI ଆବେଦନ ପ୍ରକ୍ରିୟା ଆରମ୍ଭ କରିଛି। ଏନେଇ ଏକ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।
ଭୁବନେଶ୍ୱର ଇନଫୋସିଟି ଛକରେ ଅନଲାଇନ ଅଟୋ ଚାଳକ ସଂଘର ଧର୍ମଘଟ ସହ ବିଶାଳ ପିକେଟିଂ ।
ଜାକିର ହୁସେନ୍ ସିନା ଆଉ ଆମ ଗହଣରେ ନାହାଁନ୍ତି କିନ୍ତୁ ସେ ଦେଇଯାଇଥିବା କଳା ଆମ ଗହଣରେ ସବୁଦିନ ରହିବ। ତେବେ ଆସନ୍ତୁ ଏହି ମହାନ ସଂଗୀତଜ୍ଞଙ୍କ ପ୍ରେମ କାହାଣୀ ଆଉ ତାଙ୍କର ଶେଷ ଇଚ୍ଛା କ’ଣ ଥିଲା ଜାଣିବା। ତାଙ୍କର ଶେଷ ଇଚ୍ଛା ହୁଏତ ଆପଣଙ୍କ ଆଖିରେ ଲୁହ ଆଣିଦେବ।
ସି.ସି.ଟିଭି ଫୁଟେଜରେ ଯୁବକ ଜଣକ ଟିକେଟ ଧରି ଏକା ଆଉଟଡୋର ଆଗରେ ଘୁରି ବୁଲୁଥିବା ଜଣାପଡିଛି । ଯଦି ରୋଗୀଙ୍କ ଆଟେଣ୍ଡାନସ ନଥିବେ , ତାହେଲେ ଆମ୍ବୁଲାନସ କର୍ମଚାରୀ ତଥା ହେଲ୍ପଡେକ୍ସର କର୍ମଚାରୀ, ରୋଗୀକୁ ୱାର୍ଡରେ ଭର୍ତ୍ତି କରିବା କଥା । କିନ୍ତୁ ସେସବୁ କରାଯାଇନାହିଁ ।
ଟ୍ରାଙ୍କୁଲାଇଜ କରି ଜିନତ୍କୁ ଶିମିଳିପାଳ ଫେରାଇ ଆଣିବାକୁ ଚିନ୍ତା କରା ଯାଉଥିଲେ ମଧ୍ୟ ଏହା ଏବେ ସହଜ ନୁହେଁ । କାରଣ ଗତ ୪ ଦିନ ଧରି ଜିନତ୍ କିଛି ଖାଉନାହିଁ । ସେ ଦିନକୁ ଦିନ ଦୁର୍ବଳ ହୋଇଯାଉଛି ।
ରତ୍ନଭଣ୍ଡାର ମରାମତି ପ୍ରସଙ୍ଗରେ ମତ ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି, ଏଏସଆଇ ତାର କାମ ଆରମ୍ଭ କରିଛି । ରତ୍ନ ଭଣ୍ଡାରର କାନ୍ଥ ଓ ବୀମ୍ ସମସ୍ୟା ପରଖି ଆବଶ୍ୟକ ମରାମତି କରାଯିବ ।
ଶୀତ ଦିନେ ବଜାରରେ ମୂଳା ଓ ଏହାର ପତ୍ର ପ୍ରବଳ ମାତ୍ରାରେ ମିଳିଥାଏ । ଏହି ଶୀତ ଦିନିଆ ପରିବା ସ୍ବାସ୍ଥ୍ୟ ପାଇଁ ବେଶ୍ ଲାଭଦାୟକ ହୋଇଥାଏ । ଜାଣନ୍ତୁ ମୂଳା ପତ୍ର ଖାଇବା ଦ୍ବାରା କଣ ଫାଇଦା ମିଳିଥାଏ...
କଳ, ବଳ, ଛଳ ପ୍ରୟୋଗ କରୁଥିବା ତଥା ନିଜ ପଦମର୍ଯ୍ୟାଦାର ଦୁରୁପଯୋଗ କରି ଯେଉଁମାନେ ଦୁର୍ନୀତିରେ ରତ ଅଛନ୍ତି ସେମାନଙ୍କୁ ଗୋଟି ଗୋଟି ବାହାର କରାଯାଉଛି । ନେଡ଼ିଗୁଡ଼ କହୁଣୀକୁ ବୋହିଯିବା ପୂର୍ବରୁ ସି ଜିନପିଙ୍ଗ ଖେଳିଛନ୍ତି ବହିସ୍କାର ଗେମ । ଜିନପିଙ୍ଗଙ୍କ ବହିସ୍କାର ଖଣ୍ଡା କେତେବେଳେ ଯେ କାହା ଉପରେ ପଡ଼ିବ, ସେଥିପାଇଁ ଥରହର ଦୁନୀତିଗ୍ରସ୍ତ ।
ବାବା ଭେଙ୍ଗା ହେଉଛନ୍ତି ସେଇ ମହିଳା ଯିଏ ୯/୧୧ ଆତଙ୍କବାଦୀ ଆକ୍ରମଣ ଓ ରାଜକୁମାରୀ ଡାଏନାଙ୍କ ମୃତ୍ୟୁ ସଂପର୍କରେ ଭବିଷ୍ୟବାଣୀ କରିଥିଲେ । ସେ ଭବିଷ୍ୟବାଣୀ କରିବା ସମୟରେ ସେତେବେଳେ ଅଧିକାଂଶ ଲୋକ ବିଶ୍ୱାସ କରିନଥିଲେ । କିନ୍ତୁ ଯେତେବେଳେ ତାଙ୍କ କଥା ସତ୍ୟ ପ୍ରମାଣିତ ହେଲା, ତାଙ୍କୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା ହେଲା । ଏଇ ଚର୍ଚ୍ଚିତ ମହିଳା ଏବେ ପୁଣି କରିଛନ୍ତି ଭବିଷ୍ୟବାଣୀ ।
ବିଲ୍ ଆଗତ କଲେ କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନରାମ ମେଘୱାଲ । ବିଲ୍ ଉପରେ ଚାଲିଛି ବିତର୍କ । ବିରୋଧୀ କଂଗ୍ରେସର ଜୋରଦାର ବିରୋଧ ।
କୋଲକାତାରେ ଆୟୋଜିତ ଇଣ୍ଡିଆନ ଚାମ୍ବର ଅଫ କମର୍ସର ଶତାବ୍ଦୀ ସମାରୋହରେ ଯୋଗ ଦେବାକୁ ଆସିଥିଲେ କୋଟିପତି ଉଦ୍ୟୋଗପତି ନାରାୟଣ ମୂର୍ତ୍ତି । ସମାରୋହରେ ସେ ଯାହା କହିଥିଲେ ତାହା ଖାଲି ଏକ ସମ୍ବୋଧନ ନଥିଲା, ଆଜିର ଯୁବପିଢି ପାଇଁ ସଫଳତାର ଏକ ବାର୍ତ୍ତା ଥିଲା ।
ଅସଦ ଶାସନରୁ ସିରିଆ ବର୍ତ୍ତମାନ ମୁକ୍ତ ହୋଇଛି। ସେନା ବିଦ୍ରୋହୀଙ୍କ ନିକଟରେ ଆତ୍ମସମର୍ପଣ କରିଛି। ସିରିଆ ରାଷ୍ଟ୍ରପତି ଦେଶ ଛାଡି ପଳାୟନ କରିଛନ୍ତି। ବିଦ୍ରୋହୀମାନେ ଦମସ୍କକୁ ମୁକ୍ତ କରିଛନ୍ତି। ସିରିଆ ପ୍ରଧାନମନ୍ତ୍ରୀ ମହମ୍ମଦ ଗାଜୀ ଅଲ- ଜାଲଲି କହିଛନ୍ତି ଯେ ସରକାର ଲୋକଙ୍କ ଦ୍ୱାରା ନିର୍ବାଚିତ ଯେକୌଣସି ନେତୃତ୍ବ ସହ ସହଯୋଗ କରିବାକୁ ପ୍ରସ୍ତୁତ ଅଛନ୍ତି।
ଯେତେବେଳେ ବି ଶାଢି ପିନ୍ଧିବା ଏବଂ କିଣିବା କଥା ଆସେ ସମସ୍ତେ ସେଲିବ୍ରିଟିଙ୍କ ଅତ୍ୟାଧୁନିକ ଶାଢି ଡିଜାଇନ୍ ଖୋଜିବା ଆରମ୍ଭ କରନ୍ତି। ଏପରି ପରିସ୍ଥିତିରେ, ଆଜି ଆମେ ଆପଣଙ୍କ ପାଇଁ ଶ୍ୱେତା ତିୱାରୀଙ୍କ ଠାରୁ ଦୀପିକା ପାଦୁକୋନ୍ ପର୍ଯ୍ୟନ୍ତ ବେଷ୍ଟ୍ ଶାଢି ଡିଜାଇନ୍ ଆଣିଛୁ, ଯାହାକୁ ପିନ୍ଧି ଆପଣ ଯେକୌଣସି ବିବାହ କାର୍ଯ୍ୟକ୍ରମକୁ ଯାଇପାରିବେ।
ଆପଣ ଭିକାରୀଙ୍କୁ ଭିକ୍ଷା ଦେଉଛନ୍ତି କି ? ଦେଉଥିଲେ ହୋଇ ଯାଆନ୍ତୁ ସାବଧାନ। କାରଣ ସରକାରଙ୍କ ବଡ଼ ନିଷ୍ପତ୍ତି। ଏଣିକି ଭିକାରୀଙ୍କୁ ଭିକ ଦେଲେ ଯିବେ ଜେଲ୍।
ଦିଲ୍ଲୀରେ ହାଜର ହୋଇପାରନ୍ତି IAS ବିଷ୍ଣୁପଦ ସେଠୀ । ଦିଲ୍ଲୀରେ ହାଜର ନେଇ CBIକୁ ବିଷ୍ଣୁପଦ ଚିଠି ଲେଖିଥିବା ସୂଚନା ମିଳିଛି ।
ଚାଷୀଙ୍କୁ ପଚା ଆଳୁ ଦେଉଛି ଉଦ୍ୟାନ ବିଭାଗ ! ପଚା ଆଳୁରେ କେମିତି ଫଳାଇବେ ସୁନା ଚିନ୍ତାରେ ଚାଷୀ। ବାହାର ରାଜ୍ୟ ଉପରେ ଆଳୁ ପାଇଁ ଆଉ ନିର୍ଭର ନ କରି ନିଜେ ସ୍ବାବଲମ୍ବୀ ହେବାକୁ ରାଜ୍ୟ ସରକାରଙ୍କ ଆଳୁ ମିଶନ ।