ସ୍ଥିତି ସୁଧାରିବାକୁ ମୁଖ୍ୟମନ୍ତ୍ରୀ ଗସ୍ତ କରୁଥିବାର ଚର୍ଚ୍ଚା । ବିରୋଧୀ କହିଲେ-ଫରକ୍ ପଡ଼ିବନି ନବୀନଙ୍କ ଗସ୍ତ ।
ପୋଲିସକୁ ପୋଷ୍ଟମର୍ଟମ ରିପୋର୍ଟ ଦେଲା ଭିମସାର୍ । ବନ୍ଧୁ ପ୍ରୀତିମାନଙ୍କ ସହିତ ଆଉ ଜଣେ ଅଟକ ।
ଆସନ୍ତାକାଲି ସବୁ ଏସ୍ପି ଓ ଡିସିପି ଅଫିସ ଘେରାଉ । କାଉଣ୍ଟରରେ ଗ୍ୟାସ୍ ଦର ବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି ।
ପୁରୀ ସ୍ୱର୍ଗଦ୍ୱାରରେ ପିଣ୍ଟୁ ନନ୍ଦଙ୍କ ହେଲା ଅନ୍ତିମ ସତ୍କାର । ଜଣେ ଓଡ଼ିଆ କଳାକାରଙ୍କୁ ସରକାରଙ୍କ ଅଣଦେଖା ନେଇ ବିଭିନ୍ନ ବର୍ଗର ନିନ୍ଦା ।
ଏଠାରେ ଆପଲ ଆଇଫୋନ୍ ଗୁଡ଼ିକୁ ଆସେମ୍ବଲ କରାଯିବ । ଯାହାଫଳରେ ପ୍ରତ୍ୟେକ୍ଷ ଏବଂ ପରୋକ୍ଷ ଭାବେ ପ୍ରାୟ ୧ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ।
ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନରେ ଥିବା ସରକାରୀ କମ୍ପାନୀ BEL ରେ ନିଯୁକ୍ତି ବାହାରିଛି। ଆବେଦନ କରିବାର ଶେଷ ତାରିଖ ହେଉଛି ୧୫ ମାର୍ଚ୍ଚ।
ନିରଜ ଏବଂ ତାଙ୍କ ପତ୍ନୀ ରୁବି ଦେବୀ ୨୦୦୯ ମସିହାରେ ବିବାହ କରିଥିଲେ । ଉଭୟଙ୍କ ୪ଟି ସନ୍ତାନ ମଧ୍ୟ ରହିଛି ।
ହ୍ରିତିକ୍ ରୋଶନଙ୍କୁ ନେଇ ଏକ ଟ୍ୱିଟ୍ ଭାଇରାଲ ହେଉଛି। ଏଥିରୁ ଜଣାଯାଇଛି ଯେ ହ୍ରିତିକ୍ ଚଳିତ ବର୍ଷ ଶେଷରେ ତାଙ୍କ ପ୍ରେମିକା ସବା ଆଜାଦଙ୍କୁ ବିବାହ କରିପାରନ୍ତି। ଏହି ଟ୍ୱିଟ୍ ଭାଇରାଲ ହେବା ପରେ ବଲିଉଡ୍ ତଥା ହ୍ରିତିକଙ୍କ ପ୍ରଶଂସକଙ୍କ ମଧ୍ୟରେ ଆଲୋଡ଼ନ ଦେଖାଦେଇଛି।
ପୋଲିସ ବ୍ୟକ୍ତି ଜଣକଙ୍କ ମୃତଦେହ ଉଦ୍ଧାର କରିବା ସହ ଏନେଇ ଅଧିକ ତଦନ୍ତ ଚଳାଇଛି । ପୋଲିସ କହିଛି, ମୃତ ବ୍ୟକ୍ତିଙ୍କ ଗଳା ଓ ଦେହରେ ଅନେକ ଆଘାତ ଲାଗିଛି । ସଂପୃକ୍ତ ମହିଳା ଜଣଙ୍କ ଏହି ବ୍ୟକ୍ତିଙ୍କ ପଞ୍ଚମ ପତ୍ନୀ ଥିଲେ।
ଭାଇରାଲ୍ ହେଉଛି ସୈଫ୍ ଓ କରୀନାଙ୍କ ଭିଡିଓ। ସୈଫ୍ଙ୍କ କଥା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛି। ଫଟୋଗ୍ରାଫରଙ୍କ ଉପରେ ଚିଡିଯାଇଛନ୍ତି ସେ। ଆଉ ଯାହା କହିଛନ୍ତି ଆପଣ ବିଶ୍ୱାସ କରିପାରିବେନି। ଦେଖନ୍ତୁ ଏହି ଭିଡିଓ…
ଆପେ ଆପେ ଗଡ଼ିଲା ଟ୍ରାକ୍ଟର। ଆଉ ସିଧା ଯାଇ ଶୋ’ ରୁମ୍ର କାଚ ଭାଙ୍ଗି ଭିତରେ ପଶିଲା। ଉତ୍ତରପ୍ରଦେଶର ବିଜନୌରରେ ଏହି ଆଶ୍ଚର୍ଯ୍ୟକର ଘଟଣା ଘଟିଛି।
ପରିବାର, ପ୍ରୀୟଜନ, ବନ୍ଧୁ ତାଙ୍କ ଅନ୍ତିମ ସତ୍କାରରେ ସାମିଲ ହୋଇଛନ୍ତି । ଭୁବନେଶ୍ୱର ପଟିଆ ସ୍ଥିତ ବାସଭବନରେ ପିଣ୍ଟୁଙ୍କୁ ଆଜି ଶହ ଶହ ଫ୍ୟାନ୍ସ ଓ ସମର୍ଥକ ଶେଷ ଦର୍ଶନ କରିଥିଲେ ।
ବର ଓ କନ୍ୟାଙ୍କ ଫଟୋ ଉଠାଉ ଥିବାବେଳେ ଜଣେ ମହିଳା ଡ୍ରେନ୍ରେ ଗଳି ପଡ଼ିଥିଲେ। ଯାହାର ଦୃଶ୍ୟ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି।
ନାବାଳିକା ଜଣକ ପୂର୍ବରୁ ଏନେଇ ତାଙ୍କ ମା’ଙ୍କୁ କହିଥିଲେ । ହେଲେ ତାଙ୍କ ମା’ ଏ ବିଷୟରେ ବେଶି କିଛି ଆଲୋଚନା ନକରିବା ସହ କୌଣସି ପଦକ୍ଷେପ ନେଇନଥିଲେ । ଫଳରେ ସେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି ।
ମୟୂରଭଞ୍ଜ ଜିଲ୍ଲା ଏକ ଆଦିବାସୀ ବହୁଳ ଅଞ୍ଚଳ ହୋଇଥିବା ବେଳେ ଅଧିକାଂଶ ଲୋକ ଚାଷ ଉପରେ ନିର୍ଭର କରିଥାନ୍ତି । ବିଶେଷ କରି କପ୍ତିପଦା ଉପଖଣ୍ଡରେ ଜଳସେଚନ ସୁବିଧା ନଥିବା ବେଳେ ବର୍ଷା ଦିନ ବ୍ୟତୀତ ଅନ୍ୟ ଦିନେ ଚାଷୀମାନେ ହନ୍ତସନ୍ତ ହୁଅନ୍ତି । ତେବେ ଏହି ବ୍ୟାରେଜ କାମ ଆରମ୍ଭରେ ବିଳମ୍ବ ଯୋଗୁ କିଏ ପ୍ରଶାସନକୁ ଦୋଷ ଦେଉଛି ତ ଆଉ କିଏ କହୁଛନ୍ତି ନିର୍ବାଚନ ଭୋଟ ପାଇଁ ୟେ ହେଉଛି ଚାଲ୍...
ସୁବର୍ଣ୍ଣପୁର ଖୁର୍ଡିଆବାହାଲ ଗାଁର ଦୁଇ ବନ୍ଧୁ ଶମ୍ଭୁ ପ୍ରସାଦ ସାହୁ ଓ ଟେଙ୍ଗନା ବାଗ । ଆଜି ନୁହେଁ ପିଲାଦିନରୁ ଏମାନେ ଭାରି ସାଙ୍ଗ । ଯୁଆଡେ ଯିବେ ଏକାଠି, ଯାହା ଖାଇବେ ଏକାଠି । ବୟସର ଅପରାହ୍ନରେ ପହଞ୍ଚିଲେ କିନ୍ତୁ ଦୋସ୍ତିରେ ଟିକିଏ ବି କମ୍ ହୋଇନି । ବରଂ ପିଲାବେଳେ ଯେମିତି ମିଶୁଥିଲେ ଆଜି ବି ସେମିତି ମିଶୁଛନ୍ତି । ଦୁହିଁଙ୍କ ମଧ୍ୟରେ କ୍ଷୀରନୀରର ସମ୍ପର୍କ ।
UPSCରେ ସଫଳତା ପାଇଥିବା ବିଶାଲଙ୍କ ପରିବାର ବହୁତ ଗରିବ । ୨୦୦୮ ମସିହାରେ ତାଙ୍କ ବାପାଙ୍କ ମୃତ୍ୟୁ ହୋଇଥିଲା । ପରେ ବିଶାଲଙ୍କ ମା’ ରେନା ଦେବୀ ଛେଳି ଓ ମଇଁଷି ପାଳି ପରିବାରର ପ୍ରତିପୋଷଣ କରୁଥିଲେ ।
ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ତଦନ୍ତ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚି ଥିବାବେଳେ କାହିଁକି ଅଭିଯୁକ୍ତ ଗୋପାଳ ଦାସ ହତ୍ୟା କରିଥିଲା ଏହାର କାରଣ ଜଣାପଡ଼ିଛି।
ଆଜିକାଲିର ଯୁବପିଢ଼ି ଇଲେକ୍ଟ୍ରୋନିକ୍ସ ଗ୍ୟାଜେଟ୍କୁ ଏତେ ମାତ୍ରାରେ ବ୍ୟବହାର କରୁଛନ୍ତି ଯେ, ଏହା ବିନା କ୍ଷଣିକ ସମୟ ରହିବା ସେମାନଙ୍କ ପକ୍ଷେ ମୁସ୍କିଲ୍ ହୋଇପଡ଼ୁଛି। ଏସବୁ ଭିତରେ ମହାରାଷ୍ଟ୍ରର କୋଲାହାପୁର ଜିଲ୍ଲାର ଏକ ଗାଁ ପୁଣିଥରେ ସାମାଜିକ ସଂସ୍କାର ପ୍ରସଙ୍ଗରେ ଏକ ବଡ଼ ଉଦାହରଣ ସୃଷ୍ଟି କରିବାକୁ ଯାଉଛି।
ଚିନ୍ମୟୀ ମୃତ୍ୟୁ ମାମଲାର ତଦନ୍ତ ପାଇଁ ସ୍ୱତନ୍ତ୍ର ପୋଲିସ୍ ଟିମ୍ ଗଠନ ହୋଇଛି । ସମ୍ବଲପୁର ପୋଲିସ୍ ତିନି ଟିକିଆ ପୋଲିସ୍ ଟିମ୍ ଗଠନ କରିଛି । ଅଲଗା ଅଲଗା ସ୍ଥାନକୁ ଯାଇ ଏହା ତଦନ୍ତ କରିବ । ଗୋଟିଏ ଟିମ୍ ଚିନ୍ମୟୀ ରହୁଥିବା ଭୁବନେଶ୍ୱର ବିଜେବି ନଗର ଭଡ଼ା ଘରକୁ ଯାଇ ଖୋଳତାଡ଼ କରିବ। ଚିନ୍ମୟୀ ଯେଉଁଠି ରହୁଥିଲେ ସେ ଘରେ ତଦନ୍ତ ହେବ।
ଛାତ୍ରଟିର ଏପରି କାରନାମାକୁ ଦେଖିବା ପରେ ସେଠାରେ ଉପସ୍ଥିତ ଥିବା କିଛି ଲୋକ ସଙ୍ଗେସଙ୍ଗେ ତାଙ୍କ ନିକଟକୁ ଧାଇଁ ଆସୁଛନ୍ତି । ଛାତ୍ରଟିକୁ ଅଟକାଇବା ସହ ଶିକ୍ଷୟିତ୍ରୀଙ୍କୁ ସେଠାରୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରୁଛନ୍ତି । ଯାହାର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାର ଲାଗିଛି ।
ରାଶିକୁ ନେଇ ମନ ଭିତରେ ଅନେକ ଦ୍ୱନ୍ଦ ରହିଛି । ୧୨ଟି ରାଶି ମଧ୍ୟରେ ପ୍ରଥମ ରାଶି ହେଉଛି ମେଷ । ତେବେ ଆଜି ଆମେ ଜାଣିବା ମେଷ ରାଶି ବିଷୟରେ...
ସୌର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ଶୁକ୍ରବାର। ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ମିଳିତ ଜାତିସଂଘ ବନ୍ୟଜନ୍ତୁଙ୍କ ପ୍ରାଧାନ୍ୟ ତଥା ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରତିବର୍ଷ ମାର୍ଚ୍ଚ ୩ରେ ବିଶ୍ୱ ବନ୍ୟଜନ୍ତୁ ଦିବସ ପାଳନ କରିବାକୁ ଘୋଷଣା କରିଥିଲା। ଆସନ୍ତୁ ଜାଣିବା ବିଶ୍ୱ ବନ୍ୟଜନ୍ତୁ ଦିବସର ଇତିହାସ କ’ଣ…
ପ୍ରତିବର୍ଷ ୩ ମାର୍ଚ୍ଚରେ ‘ବିଶ୍ୱ ଶ୍ରବଣ ଦିବସ’ ପାଳନ କରାଯାଏ। ଦ୍ରୁତ ଗତିରେ ବଢୁଥିବା ବଧିର ସମସ୍ୟା ବିଷୟରେ ଲୋକଙ୍କୁ ଅବଗତ କରାଇବା ପାଇଁ ୨୦୦୭ ମସିହାରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ 'ବିଶ୍ୱ ଶ୍ରବଣ ଦିବସ' ପାଳନ କରିବାକୁ ଘୋଷଣା କରିଥିଲା।