ରାସ୍ତା ମଝିରେ ମହିଳା ଜଣକ ଜଣେ ବ୍ୟକ୍ତିଙ୍କ ଶାର୍ଟ ଧରି ତାଙ୍କୁ ଟଣାଓଟରା କରିବା ସହ ବ୍ୟକ୍ତିଙ୍କ ଗାଲକୁ ଚାପୁଡ଼ା ଉପରେ ଚାପୁଡ଼ା ମାରିଛନ୍ତି। ମହିଳା ଜଣକ ସ୍ୱାମୀଙ୍କ ପରକୀୟା ପ୍ରୀତି ସମ୍ପର୍କରେ ଜାଣିବା ପରେ ଏଭଳି କରିଛନ୍ତି।
ରୋମନ୍ ସୈନୀ ଜଣେ ଡାକ୍ତର। ସେ ଜଣେ ପୂର୍ବତନ IAS ମଧ୍ୟ। ଖାଲି ସେତିକି ନୁହେଁ ସେ ବର୍ତ୍ତମାନ ଜଣେ ସଫଳ ଉଦ୍ୟୋଗୀ। ଆସନ୍ତୁ ଜାଣିବା ପୂରା କାହାଣୀ।
ଗତକାଲି ବିଳମ୍ବିତ ରାତିରେ ଗ୍ରୀସରେ ଯାତ୍ରୀବାହୀ ଟ୍ରେନ୍ ଓ କାର୍ଗୋ ଟ୍ରେନ୍ ମଧ୍ୟରେ ଧକ୍କା ହୋଇଛି। ଏଥିରେ ୨୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ପାଖାପାଖି ୮୫ ଜଣ ଆହତ ହୋଇଛନ୍ତି।
ଆସନ୍ତା ବର୍ଷ ସାଧାରଣ ନିର୍ବାଚନ ହେବାକୁ ଥିବା ବେଳେ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନାଗୁଡ଼ିକୁ ଚଳିତ ବର୍ଷ ସଠିକ୍ ଭାବେ ପ୍ରଣୟନ କରିବା ନୂଆ CSଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ହେବ। ୨୦୨୩-୨୪ ବଜେଟ୍ରେ ରାଜ୍ୟ ସରକାର ୨୦ ଟି ନୂଆ ଯୋଜନା ଘୋଷଣା କରିଛନ୍ତି । ଏହି ଯୋଜନାଗୁଡିକୁ କିଭଳି ସଫଳ ଭାବେ କାର୍ଯ୍ୟକରୀ କରାଯିବ ତାର ରୋଡମ୍ୟାପ ପ୍ରସ୍ତୁତ କରିବେ ମୁଖ୍ୟ ସଚିବ।
ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ବ୍ରିଜ୍ରୁ ଡେଇଁଲେ ଭିସୁଟ୍ ଛାତ୍ରୀ। ବୁର୍ଲା ଭିସୁଟ୍ର ଜଣେ ପୂର୍ବତନ ଛାତ୍ରୀ ପାୱାର ଚାନେଲ୍ ବ୍ରିଜ୍ରୁ ପାଣିକୁ ଡେଇଁ ନିଖୋଜ ଥିବା ସୂଚନା ମିଳିଛି।
ଆଜିଠାରୁ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ଆରମ୍ଭ ହୋଇଛି। ଏଥର ପ୍ରାୟ ସାଢ଼େ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି।
ବଢ଼ିଲା LPG ସିଲିଣ୍ଡର ଦର। ଉଭୟ ଘରୋଇ ଓ କମର୍ସିଆଲ LPG ସିଲିଣ୍ଡର ଦର ବୃଦ୍ଧି ପାଇଛି।
ଜଣେ ଅଜଣା ବ୍ୟକ୍ତି ତାଙ୍କୁ କିଡ୍ନୀ ଦାନ କରି ତାଙ୍କ ଜୀବନ ବଞ୍ଚେଇଦେଲେ। କିନ୍ତୁ ଯେତେବେଳେ ସେ ବ୍ୟକ୍ତି ଜାଣିଲେ ଯେ ସେ ତାଙ୍କ ନିଜ ଝିଅ ଆଉ ସେ ତାଙ୍କୁ କିଡ୍ନୀ ଦେଇଛନ୍ତି, ସେତେବେଳେ ସେ କାନ୍ଦି ପକେଇଲେ।
ଆକାରରେ ବି ବିଶାଳ, ଭାବଭଙ୍ଗୀରେ ବି ଅବିକଳ ଦନ୍ତା । ରୋବୋଟିକ ହାତୀ କାନ ହଲାଉଛି, ଶୁଣ୍ଢ ବି ଟେକୁଛି ।
ବିଧାନସଭା ବାହାରେ ଓ ଭିତରେ ବିଜେପିର ଗର୍ଜନ । ନବ ହତ୍ୟା ପ୍ରସଙ୍ଗକୁ ନେଇ ଆଜି ବି କଂପିଥିଲା ବିଧାନସଭା ।
ବିଧାନସଭାରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ଉତ୍ତର । ଶିକାର ପାଇଁ ମାତ୍ର ୬ ହାତୀ ମରିଛନ୍ତି । ମନ୍ତ୍ରୀଙ୍କ ତଥ୍ୟକୁ ନେଇ ଆଶ୍ଚର୍ଯ୍ୟ ଚକିତ ପରିବେଶବିତ ।
ରାଜ୍ୟ ସରକାର ଓ ତଦନ୍ତ ପ୍ରକ୍ରିୟାକୁ ନେଇ ପ୍ରଶ୍ନ । ଝାରସୁଗୁଡ଼ାରେ ଜୋର ଧରିଲାଣି ରାଜନୈତିକ ବୟାନବାଜି ।
କ୍ରାଇମବ୍ରାଞ୍ଚ ସତ ଲୁଚାଇ ବାଟବଣା କରୁଥିବା ଅଭିଯୋଗରେ ବର୍ଷିଲେ ବିରୋଧୀ । ନବ ହତ୍ୟା ତଦନ୍ତର ଗତିକୁ ନେଇ ସନ୍ଦେହରେ କ୍ରାଇମବ୍ରାଞ୍ଚ ।
ଆନ୍ଦୋଳନ ଛାଡ଼ି ପରୀକ୍ଷା ପରିଚାଳନାରେ ସାମିଲ ହେବେ ଅଧ୍ୟାପକ । ୬୬୨ ବର୍ଗ ଅଧ୍ୟାପକ ରାଜି ହେବାରୁ ଆଶ୍ବସ୍ତ ହେଲେ ରାଜ୍ୟ ସରକାର ।
ଦୁଇଟି ବୁଲା କୁକୁର ମେଡିକାଲ ଭିତରେ ପଶିଲେ ଆଉ ସେଥିରୁ ଗୋଟିଏ କୁକୁର ମାସକର ଛୁଆକୁ ଦାନ୍ତରେ କାମୁଡ଼ି ନେଇ ବାହାରକୁ ଚାଲିଗଲା । ଏହି ପୁରା ଘଟଣା ମେଡିକାଲରେ ଲାଗିଥିବା ବିଭିନ୍ନ ସିସିଟିଭିରେ କଏଦ ହୋଇଛି ।
UPSC ଅନେକ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରିଛି। ସହକାରୀ ନିର୍ଦ୍ଦେଶକ, ସହକାରୀ ଲାଇବ୍ରେରୀ ଏବଂ ସୂଚନା ଅଧିକାରୀ, ଖଣିଜ ଅଧିକାରୀ ଏବଂ ଅନ୍ୟାନ୍ୟ ପଦବୀରେ ଯୋଗ୍ୟ ପ୍ରାର୍ଥୀ ନିଯୁକ୍ତି ପାଇଁ ଆୟୋଗ ଆବେଦନ କରିଛି।
ବର୍ଷା ରାଇକର, କମ୍ୟୁନିଟି ରେଡିଓ 'ରେଡିଓ ବୁନ୍ଦେଲଖଣ୍ଡ'ର ଏକମାତ୍ର ମହିଳା ଜକି। ମଧ୍ୟପ୍ରଦେଶର ଓର୍ଚ୍ଛା ସହର ଓ ତା'ର ଆଖପାଖ ଅଞ୍ଚଳରେ ଏଇ ଝିଅଜଣଙ୍କର ସ୍ୱର ସମସ୍ତଙ୍କର ଅତି ପରିଚିତ। ୨୦୧୭ ମସିହାରୁ ଏଇ ସ୍ୱରଟି ଆଖପାଖ ଶହେରୁ ଅଧିକ ଗାଁର ଲୋକମାନଙ୍କୁ ପରିବେଶର କ୍ଷୟକ୍ଷତି ଓ ତା'ର ସୁରକ୍ଷା ନେଇ ସଚେତନ କରାଇ ଆସୁଛି। ଆସନ୍ତୁ ଜାଣିବା ତାଙ୍କ ସଂଘର୍ଷର କାହାଣୀ…
ଭାଇରାଲ୍ ହେଉଛି ଶାହରୁଖ ଖାନଙ୍କ ଏକ ଭିଡିଓ। ଏଥିରେ ସେ ଦୀପିକାଙ୍କୁ ଦମଦାର ପ୍ରଶଂସା କରିଛନ୍ତି ଆଉ ସେ ତାଙ୍କର ପ୍ରିୟ ବୋଲି କହିଛନ୍ତି। ସେ ଏମିତି କାହିଁକି କହିଲେ ଆସନ୍ତୁ ଜାଣିବା।
ଗୋଟିଏ କି ଯୋଡ଼ିଏ ନୁହେଁ ୧୦ରୁ ଅଧିକ ଫୁଲ୍ କୁଣ୍ଡ ସେମାନେ ନିଜ ଗାଡ଼ିରେ ଭର୍ତ୍ତି କଲେ । ଗାଡ଼ିର ନମ୍ବର ପ୍ଲେଟ୍ରୁ ଜଣାପଡ଼ୁଛି ଏହା କୌଣସି ଜଣେ VIP ଲୋକଙ୍କ ଗାଡ଼ି ।
ଖବର ପାଇ ପୋଲିସ ପହଞ୍ଚି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତକଙ୍କ ପରିବାରକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ୬ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି।
ସାଧାରଣ ଲୋକ ହୁଅନ୍ତୁ କି କୌଣସି ନାମିଦାମି, ସମସ୍ତଙ୍କ ଡାକ ନାଁ ଥାଏ। ଅନେକ ସମୟରେ ସ୍ନେହ ପ୍ରେମରେ ଡକାଯାଉଥିବା ଏହି ନାଁ ମଧ୍ୟ ଖୁବ ଲୋକପ୍ରିୟ ହୋଇଯାଏ। ଗ୍ଲାମର ଦୁନିଆରେ ରାଜ କରୁଥିବା ଏମିତି କିଛି ନାୟିକା ଅଛନ୍ତି ଯେଉଁମାନଙ୍କର ଡାକ ନାଁ ଶୁଣିଲେ ଆପଣ ହସିବାକୁ ବାଧ୍ୟ ହେବେ।
ବିଜେପି କହିଛି, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡି ପଡ଼ିଛି । ଏହି ପ୍ରସଙ୍ଗ ଉପରୁ ନଜର ହଟାଇବା ପାଇଁ ବିନା ହୋମୱର୍କରେ ବିଜେଡି ଏହି ଆନ୍ଦୋଳନ କରୁଛି । ମୋଦି ସରକାର ଓଡ଼ିଶାକୁ ୨୮ଲକ୍ଷ ଘର ଦେଇଛନ୍ତି ।
ପୋଲିସ ପକ୍ଷରୁ ବିଜେପି କର୍ମୀ ମାନଙ୍କ ଉପରେ ଲାଠି ଚାଳନା କରାଯାଇଥିଲା । ଫଳରେ ଭୁବନେଶ୍ୱର ଲୋୟର ପିଏମଜିରେ ହାତାହାତି ହୋଇଥିଲେ ପୋଲିସ ଓ ବିଜେପି କର୍ମୀ । ଖାଲି ସେତିକି ନୁହେଁ ପୋଲିସର ଲାଠି ମାଡ଼ରେ କିଛି ବିଜେପି କର୍ମୀ ମାନେ ଲହୁଲୁହାଣ ମଧ୍ୟ ହୋଇଛନ୍ତି ।
ଦାବି ପୂରଣ ନହେବା ଯାଏଁ ପ୍ରତୀକାତ୍ମକ ଆନ୍ଦୋଳନ ଚାଲୁ ରଖିବାକୁ ବି ସଂଘ ଘୋଷଣା କରିଛି । ଆନ୍ଦୋଳନରତ ଅଧ୍ୟାପକ ସଂଘର ଏକ ପ୍ରତିନିଧି ମଣ୍ଡଳୀ ଆଜି ଅର୍ଥମନ୍ତ୍ରୀ ନୀରଞ୍ଜନ ପୂଜାରୀଙ୍କୁ ଭେଟିଥିଲା ।