କନ୍ୟାଯାତ୍ରୀଙ୍କ ବାଟବରଣ ବେଳେ ମାଡ଼ିଗଲା ସ୍କର୍ପିଓ। ଏଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଆହତ ହୋଇଛନ୍ତି।
ଆଜି ବାପି ଲାହିରିଙ୍କ ପୁଣ୍ୟତିଥି। ତାଙ୍କୁ ଭଲ ପାଉଥିବା ସେ ବଲିଉଡକୁ ଏକାଧିକ ମନଛୁଆଁ ଗୀତ ଦେଇଛନ୍ତି। ଚଳଚ୍ଚିତ୍ରରେ ନିଜର ସ୍ୱତନ୍ତ୍ର ସ୍ୱର ଏବଂ ସଙ୍ଗୀତ ପାଇଁ ବାପି ସର୍ବଦା ଜଣାଶୁଣା। ଆପଣ ଜାଣିଛନ୍ତି କି ସେ କାହିଁକି ଏତେ ଅଳଙ୍କାର ପିନ୍ଧୁଥିଲେ? ଦେଖନ୍ତୁ…
ଗତବର୍ଷ ସେପ୍ଟେମ୍ବର ୧୭ରେ ନିଜ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ୮ଟି ଚିତାଙ୍କୁ କୁନୋ ନାସନାଲ ପାର୍କକୁ ଛାଡିଥିଲେ।
ନୂଆ ବିଶ୍ୱବିଦ୍ୟାଳୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ଘୋଷଣା । କୌଣସି ସ୍ଥାନରେ ସ୍ନାତକ ପାଇଁ ବି ଏଯାଏଁ ନାହିଁ ସର୍ବନିମ୍ନ ସୁବିଧା ।
ବିଜେପି ମାଗିଲା ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା । କେନ୍ଦ୍ର ବିରୋଧୀ ନାରାବାଜି କରି ବିଜେଡିର ଧାରଣା ।
ହତ୍ୟାର ୧୬ ଦିନ ପରେ ବି ମୋଟିଭ୍ ଆସିନି ସାମ୍ନାକୁ ।
ଅଢ଼େଇ ଅକ୍ଷରର ‘ପ୍ରେମ’ ବାନ୍ଧି ରଖିଛି ସମ୍ପର୍କ
କେନ୍ଦ୍ରୀୟ ବିଦ୍ୟାଳୟରେ PGT, TGT ସମେତ ଅନ୍ୟାନ୍ୟ ପୋଷ୍ଟ୍ରେ ଦମଦାର ନିଯୁକ୍ତି ହେବାକୁ ଯାଉଛି। ଏହି ନିଯୁକ୍ତି ପାଇଁ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ(କେଭିଏସ୍) ପରୀକ୍ଷାର ଆୟୋଜନ କରୁଛି। ବର୍ତ୍ତମାନ ଏହି ପରୀକ୍ଷା ପାଇଁ କେଭିଏସ୍ ଆଡମିଟ୍ କାର୍ଡ ଜାରି କରିଛନ୍ତି।
ଦାରିଙ୍ଗବାଡି ଦନେକବାଡି ଗାଁର ସୁନିତା ନାୟକ ଆଉ ତାଙ୍କୁ ବିବାହ କରିଛନ୍ତି ଟିକାବାଲି ବ୍ଲକ ବଡିମୁଣ୍ଡା ଗାଁର ମଳୟ ଦିଗାଳ । ଦୁହେଁ ପ୍ରେମରେ ପଡିବା ପରେ ଏବେ ସ୍ୱାମୀ-ସ୍ତ୍ରୀ ଭାବେ ସମାଜରେ ଚଳି ଆସୁଛନ୍ତି । ଏମାନଙ୍କର ଖୁସି ଦେଖିଲେ ଆପଣ ବି ଆନନ୍ଦିତ ହେବେ। ଆଇନାରେ ନିଜକୁ ଦେଖି ମଥାରେ ଟୋପାଏ ସିନ୍ଦୁର ପିନ୍ଧନ୍ତି ତ ଆଉ କେତେବେଳେ ପ୍ରେମିକ ମଳୟ ଦିଗାଳ ପାଖରେ ବସି ମୁଣ୍ଡ କୁଣ୍ଡାଇ ଦେଉଛନ୍ତି।
ତୁର୍କୀ-ସିରିଆରେ ହୋଇଥିବା ଭୂକମ୍ପର କରୁଣ ପରିସ୍ଥିତି। କେଉଁଠି ପୂରା ପରିବାର ମାଟିରେ ମିଶିଯାଇଛି ତ ପୁଣି କିଏ ବାପା-ମା ଛେଉଣ୍ଡ ହୋଇଯାଇଛି। ସେହିପରି କିଏ ବିଧବା ହୋଇଯାଇଛି ତ ପୁଣି କିଏ ନିଃସନ୍ତାନ ହୋଇ ଆଖିରୁ ଲୁହ ଗଡଉଛି। ଏବେ ଏକ କୁନି ପୁଅର କଥା ସମସ୍ତଙ୍କ ଆଖିକୁ କରୁଛି ଛଳଛଳ।
ତାରା ବାହିନପତି...ଲୋକେ ଡାକନ୍ତି ଭାଲୁଭାଇନା...ସବୁ ବେଳେ ବିନ୍ଦାସ୍ ଆଉ ରୋମାଣ୍ଟିକ୍।
ଭାଲେଣ୍ଟାଇନ୍ ଡେ’ରେ ପ୍ରେମୀ ଯୋଡିମାନେ ସେମାନଙ୍କ ଦିନକୁ ସ୍ୱତନ୍ତ୍ର କରିବାକୁ କୌଣସି ସୁଯୋଗ ବି ହାତଛଡା କରୁ ନାହାନ୍ତି। କିନ୍ତୁ ବଲିଉଡ୍ରେ ଅନେକ ସେଲିବ୍ରେଟି ଅଛନ୍ତି ଯେଉଁମାନେ ବିବାହ ଭଳି ଏକ ସାମାଜିକ ପ୍ରଥାକୁ ନ ଆପଣେଇ ସେମାନଙ୍କ ଅବିବାହିତ ଜୀବନକୁ ୪୦ ବର୍ଷ ପରେ ବି ଖୁବ ଖୁସିରେ ଜୀଉଛନ୍ତି। ଆସନ୍ତୁ ସେମାନଙ୍କ ଉପରେ ନଜର ପକେଇବା।
୧୬ରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ଦେବ ବିଜେପି
କିଏ କରିଥିଲା ଅଶ୍ଳୀଳ ଭିଡିଓ ? ଜାଣିଲେ ହେବେ ତାଜୁବ୍
ବାଜା ରୋଷଣୀ ଧରି ବର ଆସୁଥାଏ। ଆଉ କିଛି ସମୟ ପରେ ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବ ଶୋଭାଯାତ୍ରା। ଠିକ୍ ଏତିକି ବେଳେ ଶୁଭିଲା ଗୁଳିଶବ୍ଦ।
ଅବଦୁର ରେହମାନ ପାକିସ୍ତାନ ଯାଇ ଆତଙ୍କବାଦୀ ତାଲିମ ନେଇଥିଲା
ହୋଲି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ମିଳିପାରେ ଖୁସି ଖବର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା(DA) ବୃଦ୍ଧି ନେଇ ଆଶା କରାଯାଉଛି।
ଯଦି ଆପଣମାନେ ନିଜର ଭାଲେଣ୍ଟାଇନ୍ ଡେ’ ପାଇଁ କୌଣସି ବିଶେଷ ଯୋଜନା କରିନାହାନ୍ତି, ତେବେ ନିଜ ପାର୍ଟନର୍ ସହିତ ଘରେ ବସି ଏମିତି କିଛି ରୋମାଣ୍ଟିକ୍ ସିନେମା ଦେଖି ଭାଲେଣ୍ଟାଇନ୍ସ ଡେ’ ପାଳନ କରିପାରିବେ। ତେଣୁ ବିଳମ୍ବ ନକରି ଆସନ୍ତୁ ଏହି ୫ଟି ରୋମାଣ୍ଟିକ୍ ଚଳଚ୍ଚିତ୍ର ବିଷୟରେ ଜାଣିବା ଆଉ ଦେଖିବା।
ଦିଲ୍ଲୀ ଓ ମୁମ୍ବାଇ ସ୍ଥିତ ବିବିସି କାର୍ଯ୍ୟାଳୟରେ ଆୟକର ବିଭାଗ ଯାଞ୍ଚ କରିଥିବା ସୂଚନା ମିଳିଛି। ଯାଞ୍ଚ ପାଇଁ ଆଇଟି ଅଧିକାରୀ ବିବିସିର କିଛି କର୍ମଚାରୀଙ୍କ ମୋବାଇଲ୍ ଫୋନ୍, ଲାପ୍ଟପ୍ ନେଇ ଯାଇଥିବା ଜଣାପଡ଼ିଛି।
ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡର ଅଭିଯୁକ୍ତ ଗୋପାଳ ଦାସ ଚୌଦ୍ୱାର ଜେଲ୍କୁ ସ୍ଥାନାନ୍ତରିତ ହୋଇପାରେ। ଗୋପାଳକୁ ଝାରସୁଗୁଡ଼ା ଜେଲରୁ ସ୍ଥାନାନ୍ତର ପାଇଁ କୋର୍ଟ ଅନୁମତି ଦେଇଛନ୍ତି।
ଏବେ ବି କାନ୍ଦୁଛନ୍ତି ପ୍ରସନ୍ନଙ୍କ ପତ୍ନୀ ମୀନା ସାହୁ। ଆଜି ବି ସ୍ୱାମୀଙ୍କ ବୀରତ୍ୱର କଥାକୁ ମନେ ପକାଇ ଆଖିରୁ ଗଡାଇ ଚାଲିଛନ୍ତି ଲୁହ। ଭୁଲି ପାରୁନାହାନ୍ତି ସେହି କଳା ରାତିର କାହାଣୀକୁ। ଫୁଲୱାମା ଆତଙ୍କବାଦୀ ହାମ୍ଲାରେ ଶହୀଦ ହୋଇଥିବା ଜଗତସିଂହପୁର ପାରିଶିଖର ଗାଁର ସ୍ୱର୍ଗତ ପ୍ରସନ୍ନ ସାହୁଙ୍କ ଘରେ ଖେଳିଯାଇଛି ଶୂନ୍ୟ ନିରବତା। ଶହୀଦ ହେବା ପରେ ପ୍ରଶାସନ ପକ୍ଷରୁ ତାଙ୍କ ସ୍ମୃତିରେ ଏକ ପାର୍କ ନିର୍ମାଣ କରାଯିବ ବୋଲି ପ୍ରତିଶୃତି ଦିଆଯାଇଥିଲା
ଆନ୍ତର୍ଜାତୀୟ ବଜାରରେ ସୁନାର ମୂଲ୍ୟ ହ୍ରାସ ପାଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୬,୬୦୦ ଟଙ୍କା ରହିଛି ।
୨୭ ବର୍ଷୀୟା ମହିଳା ଇଞ୍ଜିନିୟରଙ୍କୁ ପାଣିରେ ନିଶାଦ୍ରବ୍ୟ ମିଶାଇ ଏହାକୁ ପିଇବା ପାଇଁ ଅଫର କରିବା ପରେ କାର୍ ଭିତରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି।