ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ଲାଗି ବିଜେପି ସହ ପ୍ରତିଦ୍ୱନ୍ଦ୍ୱିତା କଲାବାଲା କେହି ନାହାନ୍ତି । ନ୍ୟୁଜ୍ ଏଜେନ୍ସି ANIକୁ ଦେଇଥିବା ଏକ ସ୍ୱତନ୍ତ୍ର ସାକ୍ଷାତକାରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହା କହିଛନ୍ତି।
କଟକ ଜିଲ୍ଲା ସାଲେପୁର ବ୍ଲକ ସତ୍ୟଭମାପୁର ଗାଁରେ ମଧୁବାବୁଙ୍କ ଜନ୍ମ। ସ୍ଥାନୀୟ ଅଂଚଳର ଅନେକ ସ୍ମୃତି ଏବେ ମଧୁବାବୁଙ୍କ କଥା ମନେପକାଏ। ମଧୁ ପୁଷ୍କରିଣୀ, ଅଭ୍ୟର୍ଥନା ଗୃହ, ମଧୁବାବୁଙ୍କ ଏନ୍ତୁଡ଼ିଶାଳ ସବୁକିଛି ଅଛି। ମଧୁବାବୁଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ବି ଅଛି
ବେଆଇନ୍ ଉଚ୍ଛେଦ ଅଭିଯାନ ବେଳେ ଘରେ ନିଆଁ ଲଗାଇ ଦେବାରୁ ମା’ ଓ ଝିଅଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ରାଜନୀତି ମଧ୍ୟ ଆରମ୍ଭ ହୋଇଯାଇଛି। ମା’ ଓ ଝିଅକୁ ହତ୍ୟା କରାଯାଇଥିବା ସମାଜବାଦୀ ପାର୍ଟି ଅଭିଯୋଗ କରିଛି।
ପୁଲ୍ୱାମା ଆକ୍ରମଣକୁ ୪ ବର୍ଷ ବିତିଯାଇଛି। ୧୪ ଫେବୃଆରୀ ୨୦୧୯ରେ CRPF ଶିବିର ଉପରେ ହୋଇଥିବା ଆକ୍ରମଣ ଦେଶର ଅସ୍ମିତା ଉପରେ ସିଧାସଳଖ ଆକ୍ରମଣ ଥିଲା। ଏହାର ପ୍ରତି ଜବାବରେ ଭାରତ ଦେଖେଇଥିଲା ଏହାର କରାମତି।
ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ମଙ୍ଗଳବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସେଦିନ ଥିଲା ଗୁରୁବାର , ତାରିଖ ଥିଲା ୧୪ ଫେବୃୟାରୀ ୨୦୧୯ । ସାରା ଦେଶ ପ୍ରେମ ଦିବସ ପାଳନ କରୁଥିବା ବେଳେ ହଠାତ୍ ଦ୍ୱିପ୍ରହର ୩.୩୦ ରେ ଆସିଲା ହୃଦୟବିଦାରକ ଖବର । ଜମ୍ମୁ-ଶ୍ରୀନଗର ରାଷ୍ଟ୍ରୀୟ ରାଜମାର୍ଗ ଦେଇ ୨୫୦୦ ଯବାନଙ୍କୁ ନେଇ ୭୮ ଟି ବସ୍ ଯାଉଥିଲା
ସାତ ଜନ୍ମର ସାଥୀ ହେବା ପାଇଁ କଥା ଦେଇଥିଲେ, ହେଲେ ୭ ଦିନ ବି ଏକାଠି ରହିପାରିଲେନି। ବିବାହର ୩ ଦିନ ପରେ ସଡ଼କ ଦୁର୍ଘଟଣାରେ ନବ ଦମ୍ପତିଙ୍କ ମୃତ୍ୟୁ ହୋଇଛି।
ଦୁର୍ଘଟଣା ପରେ ଜୀଅନ୍ତା ଜଳିଗଲେ ୨ ଯୁବକ। ରାସ୍ତାକଡ଼ରେ ଛିଡ଼ା ହୋଇଥିବା କଂକ୍ରିଟ ମିକ୍ସର ମେସିନ ସହ ବାଇକ୍ ଧକ୍କା ହୋଇଥିଲା।
ଆପଣ ଜାଣନ୍ତି କି ଫେବୃଆରୀ ୧୪କୁ କାହିଁକି ଭାଲେଣ୍ଟାଇନ୍ସ ଡେ’ ଭାବେ ପାଳନ କରାଯାଏ। ଏହି ଦିନ ଭାଲେଣ୍ଟାଇନ୍ ଡେ’ ପାଳନ କରିବା ନେଇ ରହିଛି ବିଶେଷ ଗୁରୁତ୍ୱ। ଏହା ପଛରେ ଜଡିତ ଅଛି ଜଣେ ସନ୍ଥଙ୍କ କାହାଣୀ। ଆସନ୍ତୁ ଜାଣିବା।
୧୪ ଦିନିଆ ଖୋଳତାଡ଼ ପରେ ପୁଣି ଜେଲ ଗଲା ଗୋପାଳ ।
ମାଗଣା ଚାଉଳ ବଣ୍ଟନ ପ୍ରକ୍ରିୟା ବେଳେ ମୁହାଁମୁହିଁ ବିଜେଡି-ବିଜେପି । କେନ୍ଦ୍ର ବିରୋଧରେ କାଲିଠୁ ବିଜେଡିର ତିନିଦିନିଆ ଆନ୍ଦୋଳନ ।
ଦିଲ୍ଲୀରେ ହାତ ଧରି ଓଡ଼ିଶାରେ ପହଞ୍ଚିଲେ ବିଜୟ ପଟ୍ଟନାୟକ । ରାଜ୍ୟ ସରକାରଙ୍କ ଉପରେ ପ୍ରବଳ ବର୍ଷିଲେ କଂଗ୍ରେସ ନେତା ବିଜୟ ।
ଜେଏନୟୁ ପ୍ରଫେସରଙ୍କୁ ଆକ୍ରମଣ ନେଇ ଚର୍ଚ୍ଚାରେ ବାଣୀବିହାର ।
ଏତେ ଦିନ ପରେ ଜୀବନକୁ ନେଇ ଆଶ୍ଚର୍ଯ୍ୟ ଚକିତ ଉଦ୍ଧାରକାରୀ ଦଳ ।
ବାଲେଶ୍ୱରର ଔପଦା ଏବଂ ମାଲକାନଗିରିରେ ମାତିଲେ ସାରଥୀ ପ୍ରେମୀ ।
ଭାରତୀୟ ନୌସେନା ଟ୍ରେଡ୍ସମ୍ୟାନ୍ ପାଇଁ ବିଜ୍ଞପ୍ତି ବାହାର କରିଛି। ଯୋଗ୍ୟ ତଥା ଆଗ୍ରହୀ ପ୍ରାର୍ଥୀମାନେ ଏନେଇ ଆବେଦନ କରିପାରିବେ। ମୋଟ ପୋଷ୍ଟ ସଂଖ୍ୟା ହେଉଛି ୨୪୮।
ଏଭଳି ରୁଦ୍ଧଦ୍ୱାର ଶାସନ ବ୍ୟବସ୍ଥାରେ ପରିବର୍ତ୍ତନ ନିହାତି ଜରୁରୀ ।’
ଆସୁଛି ସାଉଥ୍ ସୁପର୍ଷ୍ଟାର୍ ପ୍ରଭାସଙ୍କ ଆକ୍ସନ୍ ଫିଲ୍ମ ‘ସାଲାର୍’। ଏହାକୁ ମଧ୍ୟ ‘ବାହୁବଲୀ’ ଫର୍ମାଟ୍ରେ ରିଲିଜ୍ କରାଯିବ ବୋଲି ଖବର ଆସିଛି। ଜାଣନ୍ତୁ କେବେ ହେବ ରିଲିଜ୍।
ଏଭଳି ଗୁରୁତର ଅଭିଯୋଗ ଆସିଛି ଖୋର୍ଦ୍ଧା ପାଇକ ତିଗିରିଆ ସରକାରୀ ଉଚ୍ଚ ବିଦ୍ୟାଳୟ ବିରୋଧରେ ।
ରୁଦ୍ଧଦ୍ୱାର ବ୍ୟବସ୍ଥାରେ ପରିବର୍ତ୍ତନ ଜରୁରୀ
ଅନ୍ୟଦାବି ନେଇ ବିଜେପି କର୍ପୋରେଟରମାନେ ମଧ୍ୟ ହୋହାଲ୍ଲା କରିଥିବା ଦେଖିବାକୁ ମିଳିଥିଲା ।
ପୂର୍ବରୁ କେନ୍ଦ୍ରମନ୍ତ୍ରୀ ଡାକ୍ତର ମନସୁଖ ମାଣ୍ଡଭିୟ ମଧ୍ୟ ଏମସ ଅସ୍ତ୍ରୋପଚାର ସଫଳତା ନେଇ ପ୍ରଂଶସା କରିଥିଲେ ।
କେନ୍ଦ୍ରାପଡ଼ାର ବାରିମୂଳ ଆଶ୍ରମରେ ପ୍ରବେଶ ସହ କୌଣସି ସ୍ଥାନରେ ପ୍ରବଚନ କାର୍ଯ୍ୟକ୍ରମ କରିପାରିବ ନାହିଁ ବୋଲି ସାରଥୀକୁ କୋର୍ଟ ପ୍ରତିବନ୍ଧକ ଲଗାଇଛନ୍ତି ।
ବର୍ତ୍ତମାନ ଶିଶୁଟିକୁ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି
ବିଜୟ ସିଧା ସଳଖ କହିଛନ୍ତି ‘ନବ ଦାସଙ୍କୁ ବୋଧ ହୁଏ ସେ ASI ମାରିନି’ । କିଏ ମାରିଛି, କ୍ରାଇମବ୍ରାଞ୍ଚ ସତ୍ୟତା ଉନ୍ମୋଚନ କରିବା ଦରକାର ।