ଯୁବକ ଜଣକ ନିଜ ବୟସଠୁ ଅଧିକ ବୟସର ଜଣେ ମହିଳାଙ୍କୁ ପ୍ରପୋଜ କରିଥିଲେ। ଏଥିରେ ରାଗିଯାଇ ସମ୍ପୃକ୍ତ ମହିଳା ବିଚ୍ ରାସ୍ତାରେ ସର୍ବ ସମ୍ମୁଖରେ ଯୁବକଙ୍କୁ ଚପଲରେ ମାଡ଼ ମାରିଥିଲେ।
ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
ମହାକାଶରେ କକ୍ଷପଥରେ ସଫଳତାର ସହ ୩ଟି ସାଟେଲାଇଟ୍କୁ ଅବସ୍ଥାପିତ କରିଛି ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର। ଭୂପୃଷ୍ଠ ଠାରୁ ୪୫୦ କିଲୋମିଟର ଦୂର କକ୍ଷପଥରେ ଏହି ୩ ସାଟେଲାଇଟ୍କୁ ସଫଳତାର ସହ ଅବସ୍ଥାପିତ କରାଯାଇଛି ।
ଯୁବକଙ୍କୁ ଅପହରଣ କରି ଦୁର୍ବୃତ୍ତମାନେ ନେବାବେଳେ, ଚଳନ୍ତା କାର୍ରୁ ଯୁବକ ଜଣକ ଡେଇଁ ପଡ଼ିଥିଲେ। ତେବେ ଥାନାରେ ପହଞ୍ଚିବା ପରେ ସମ୍ପୃକ୍ତ ଯୁବକଙ୍କ ମୃତ୍ୟୁ ହୋଇଛି।
ଆମେରିକା ମହାକାଶ ଏଜେନ୍ସି ନାସା ଦୀର୍ଘ ଦିନ ଧରି ଏକ ବିଶାଳକାୟ ପଥର(ଆଷ୍ଟ୍ରଏଡ୍)କୁ ଟ୍ରାକ୍ କରୁଛି। ଏବେ ଜଣାପଡ଼ିଛି ଯେ, ଏହି ପଥର ପୃଥିବୀର କକ୍ଷପଥରେ ପ୍ରବେଶ କରିପାରେ।
ସୈାର ମକର ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର। ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାର ପୁରା ଛାରଖାର ହୋଇଯାଇଛି। ସ୍ୱାମୀ, ସ୍ତ୍ରୀ ଓ ଝିଅର ମୃତ୍ୟୁ ହୋଇଥିବା ବେଳେ ୧୫ ମାସର ଶିଶୁପୁତ୍ର ହସ୍ପିଟାଲ୍ ବେଡ୍ରେ ଏକାକୀ ଜୀବନ ସହ ସଂଘର୍ଷ କରୁଛି।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ଲାଗି କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାଜଧାନୀ ଭୁବନେଶ୍ୱର ଓ କଟକରେ ମୋଟ ୬୦ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି।
କିଛିଦିନ ବ୍ୟବଧାନରେ ସେ ଓଡିଶା ଆସୁଥିବାରୁ ତାଙ୍କୁ ନେଇ ଚର୍ଚ୍ଚା ଚାଲିଛି। ଆସନ୍ତୁ ଜାଣିବା ଦେଶର ପ୍ରଥମ ନାଗରିକ ଭାବେ ଦ୍ରୌପଦୀଙ୍କୁ ଭାରତ ସରକାରଙ୍କ ପକ୍ଷରୁ କେଉଁ କେଉଁ ସୁବିଧା ମିଳୁଛି
ଦ୍ରୌପଦୀ ହେଉଛନ୍ତି ଦେଶର ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି । ଏହାସହ ସେ ସର୍ବକନିଷ୍ଠ ରାଷ୍ଟ୍ରପତି ମଧ୍ୟ । ଦ୍ରୌପଦୀଙ୍କ ବ୍ୟକ୍ତିଗତ ଜୀବନକୁ ବାଦ ଦେଲେ ବୃତ୍ତିଗତ ଜୀବନ ତଥା ରାଜନୈତିକ ଜୀବନ ବେଶ୍ ରୋଚକପୂର୍ଣ୍ଣ । ୧୯୯୪ ରାଇରଙ୍ଗପୁରର ଶ୍ରୀ ଅରବିନ୍ଦ ଏଜୁକେସନ୍ ଆଣ୍ଡ୍ ରିସର୍ଚ୍ଚରେ ଶିକ୍ଷୟିତ୍ରୀ ଭାବରେ ଯୋଗ ଦେଇଥିଲେ । ବିଭିନ୍ନ ବିଷୟରେ ତାଙ୍କର ଦକ୍ଷତା ମଧ୍ୟ ଥିଲା। ତେଣୁ ଶିକ୍ଷୟିତ୍ରୀ ଭାବରେ ବେଶ ପ୍ରଶଂସା ସାଉଁଟିଥିଲେ ଦ୍ରୌପଦୀ।
ସ୍ୱାଧୀନତାର ପ୍ରାୟ ୨ ଦଶନ୍ଧି ପୂର୍ବରୁ ଅର୍ଥାତ୍ ୧୯୨୯ ମସିହାରେ ନିର୍ମିତ ରାଷ୍ଟ୍ରପତି ଭବନରେ ଭାରତର ଇତିହାସର ଛାପ ଯେମିତି ସୁସ୍ପଷ୍ଟ, ବର୍ତ୍ତମାନର ଆଧୁନିକ ସୁବିଧାସୁଯୋଗ ବି ସେମିତି ଉପଲବ୍ଧ। ୩୩୦ ଏକର ପରିମିତ ପରିସରରେ ରହିଛି ଏହି ୩୪୦ କକ୍ଷ ବିଶିଷ୍ଟ ଭବ୍ୟ ସୌଧ । ଯେଉଁଠି ପ୍ରାୟ ଅଢ଼େଇ କିଲୋମିଟର ଦୀର୍ଘ କରିଡର୍ ବି ରହିଛି ।
ବାଲେଶ୍ଵର ନୀଳଗିରି ପିଠାହତା ପଂଚାୟତର ଦରଖୋଳି ଗାଁର ସତ୍ୟଭାମା ନାୟକ। ବିବାହ କରିନାହାନ୍ତି...ବାପା-ମାଆ କି ଭାଇ କେହି ନାହାନ୍ତି। ସେଇଥି ପାଇଁ ଆଜିକା ସମୟରେ ଏମିତି ଦୟନୀୟ ଜୀବନ ଜିଉଁଛନ୍ତି ସତ୍ୟଭାମା। ବାପା ଥିବା ବେଳେ ଘର ଖଣ୍ଡିକ କରିଥିଲେ ହେଲେ ସେ ଯିବା ପରେ ରକ୍ଷଣାବେକ୍ଷଣ ଅଭାବରୁ ଘର ଭାଙ୍ଗି ଖଣ୍ଡଖଣ୍ଡ ହୋଇଯାଇଛି। ତେଣୁ ଜୀବନ ଯେତେବେଳେ ଅଛି ମୁଣ୍ଡ କେଉଁଠି ଗୁଞ୍ଜିବେ?
ଯେଉଁ କଲେଜରେ ଦିନେ ପାଠପଢୁଥିଲେ, ସେହି ଶିକ୍ଷାନୁଷ୍ଠାନରେ ଏବେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
୧୦ ବର୍ଷ ତଳୁ ଯୋଜନା ହେଲାଣି, କୋଟି କୋଟି ଟଙ୍କାର ଯନ୍ତ୍ରାଂଶ ଖତ ଖାଇଲାଣି।
ପୋଷ୍ଟର ଲଗାଇଥିବା ବ୍ୟକ୍ତିଙ୍କ ବିରୋଧରେ ଚାଉଳିଆଗଞ୍ଜ ଥାନାରେ ଏତଲା ଦିଆଯାଇଛି ।
ବିଶ୍ୱରେ ସେ ଏହି ବର୍ଗରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି ।
ହେଲେ ଦୀର୍ଘ ୪୦ ବର୍ଷ ହେଲା ସେମାନେ କିଛି କରିନଥିଲେ । ହେଲେ ଆମେ ଦେଶର ଲୋକଙ୍କ ଇଚ୍ଛାକୁ ଲକ୍ଷ ରଖି କଠିନ ପରିଶ୍ରମ ଜାରି ରଖିଛୁ ।
ମହମ୍ମଦଙ୍କ ଏପରି କାର୍ଯ୍ୟକୁ ଭୂରି ଭୂରି ପ୍ରଶଂସା କରିଥିଲେ।
ଏଭଳି କାର୍ଯ୍ୟ କୌଣସି ସୁସ୍ଥ ମାନସିକତାର ବ୍ୟକ୍ତି କେବେ ବି କରିପାରିବ ନାହିଁ ।
ଏ ଗୀତ ଶୁଣିଲେ ଆପଣଙ୍କ ଆଖିରୁ ବି ଝରିପଡିବ ଲୁହ ।
ମୋବାଇଲ ଦେଖୁଦେଖୁ ଅନ୍ଧ ହୋଇଗଲେ ଯୁବତୀ !
ବହୁ ପୁଅଙ୍କ ସହ ମିଶୁଥିଲା ଝିଅ, ଫୋନ୍ରେ ଗପୁଥିଲା । ଶେଷରେ ତା’ପାଖରୁ ମିଳିଲା ପ୍ରେଗ୍ନେନ୍ସି କିଟ୍ । ତାପରେ...