ତେଲୁଗୁ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ସୁପର୍ଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ଶୁକ୍ରବାର ଅପରାହ୍ନରେ ସନ୍ଧ୍ୟା ପ୍ରେକ୍ଷାଳୟରେ ଦଳାଚକଟାରେ ଜଣେ ମହିଳା ପ୍ରଶଂସକଙ୍କ ମୃତ୍ୟୁ ଘଟଣାରେ ଗିରଫ ପରେ ତାଙ୍କୁ ଜାମିନରେ ଛଡାଯାଇଛି। ଆପଣ ଏହି ମାମଲା ବିଷୟରେ ନିଶ୍ଚୟ ଜାଣିଥିବେ, କିନ୍ତୁ ଆପଣ ଜାଣନ୍ତି କି ଅଲ୍ଲୁ ଅର୍ଜୁନଙ୍କ ପରିବାର ପୂରା ସେଲିବ୍ରିଟିରେ ପରିପୂର୍ଣ୍ଣ।
ପର୍ଥ ବିଜୟ ପରେ ଆଡିଲେଡ୍ରେ ପିଙ୍କ୍ ବଲ୍ ଟେଷ୍ଟ ହାରିବା ଯୋଗୁଁ ଡବ୍ଲ୍ୟୁଟିସି ଦୃଷ୍ଟିରୁ ଟିମ୍ ଇଣ୍ଡିଆ ପାଇଁ ଗାବା ମ୍ୟାଚ୍ର ଗୁରୁତ୍ୱ ବହୁତ ବଢ଼ିଯାଇଛି । ଏବେ ପ୍ରଶ୍ନ ଉଠୁଛି ଯେ ଗାବାରେ ୨୦୨୦-୨୧ ଗସ୍ତର ସଫଳତାକୁ ଦୋହରାଇପାରିବ କି ଟିମ୍ ଇଣ୍ଡିଆ?
ଡିସେମ୍ବର ୪ ରେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲା।
ଜାଣନ୍ତି କି, ଆମ ମହାପ୍ରଭୁଙ୍କ ଭୋଗ ମହାପ୍ରସାଦର ଅବଢ଼ା ଡାଲି ଯେମିତି ପାଟିକୁ ସୁଆଦ, ସେପରି ଦେହକୁ ହିତ।
ରାତିରେ ପିଲାର ପାଟି ଶୁଣି ସଂପର୍କୀୟ ତା ନିକଟକୁ ଯାଇଥିଲେ, ସେତେବେଳେ ସେମାନେ ଆଙ୍ଗୁଠିରୁ ରକ୍ତସ୍ରାବ ହେଉଥିବା ଦେଖିଲେ। କମ୍ବଳ ଉଠାଇବା ପରେ ତଳେ ଏକ ମୂଷା ଚାଲୁଥିବାର ଦେଖିଲେ। ଶୁକ୍ରବାର ଭୋର୍ ୪ ଟାରେ ପିଲାଟିର ମୃତ୍ୟୁ ହୋଇଯାଇଥିଲା।
ଆମର ମସ୍ତିଷ୍କ ଏକ ମେମୋରୀ ଚିପ୍ ପରି, ଯେଉଁଥିରେ ଅନଲିମିଟେଡ ଡାଟା ସେଭ ହୋଇପାରିବ । ଏ ସବୁରେ ସାହାଯ୍ୟ କରେ ମସ୍ତିଷ୍କର ବ୍ଲାକ ବକ୍ସ । ଏଇଥି ପାଇଁ ଜୀବନଯାକର ସୁଖଦୁଃଖର ସ୍ମୃତିକୁ ସାଇତି ରଖିବାରେ ସକ୍ଷମ ମଣିଷର ମସ୍ତିଷ୍କ ।
ଇସ୍ତାନବୁଲରେ ଫସି ରହିଥିବା ଏହି ଯାତ୍ରୀମାନେ ଦାବି କରିଛନ୍ତି, ଇଣ୍ଡିଗୋ ବିମାନ କର୍ତ୍ତୃପକ୍ଷ ଏଥିପାଇଁ କ୍ଷମା ପ୍ରାର୍ଥନା କରିବା ସହ କ୍ଷତିପୂରଣ ଦେବା ଉଚିତ୍ ।
ଡୋମାରାଜୁ ଗୁକେଶ ଏବେ ସିଙ୍ଗାପୁରଠାରେ ବିଶ୍ୱ ଚାମ୍ପିୟନ ହୋଇ ଖୁବ୍ କମ ବୟସରେ ଏକ ଅନନ୍ୟ ସଫଳତାର ଅଧିକାରୀ ହୋଇପାରିଛନ୍ତି । ୧୮ ବର୍ଷ ୬ ମାସ ଓ ୧୫ଦିନରେ ସେ ଚେସ୍ ଜଗତର ସର୍ବକନିଷ୍ଠ ବିଜେତା ହେବା ନିଶ୍ଚିତ ଭାବେ ଅବିସ୍ମରଣୀୟ।
ଲାଞ୍ଚ କରାବାର ମାମଲରେ ବ୍ରିଜ୍ ଆଣ୍ଡ୍ ରୁଫ୍ କମ୍ପାନୀର ଓଡିଶା ମୁଖ୍ୟ ଚଞ୍ଚଲ ମୁଖାର୍ଜୀଙ୍କ ସମେତ ୩ ଜଣଙ୍କୁ ଗିରଫ କରିଥିଲା CBI। ଚଞ୍ଚଲ ମୁଖାର୍ଜୀଙ୍କ ସହ ଠିକାଦାର ସନ୍ତୋଷ ମହାରଣା ଓ ସୁପର କ୍ଲାସ କଣ୍ଟ୍ରାକ୍ଟର ଦେବଦତ୍ତ ମହାପାତ୍ରଙ୍କୁ ଦ୍ବିତୀୟ ଥର ରିମାଣ୍ଡରେ ଆଣି ଜେରା କରୁଛି CBI । ଏହି ଘଟଣାରେ ଆଇଏଏସ୍ବି ଅଫିସର ବିଷ୍ଣୁପଦ ସେଠୀ ଓ ତାଙ୍କ ଡ୍ରାଇଭରକୁ ସମନ୍ କରିଛି CBI।
ସତେ ଯେମିତି ସେ ମହାବାହୂଙ୍କୁ କହୁଛି ହେ ଚକ୍ରଧର ଏ କୁକୁଡା ଜୀବନରୁ ମତେ ଉଦ୍ଧାର କର। ସବୁବେଳେ ଭୟ ଲାଗୁଛି ହେ କଳା ସାଆନ୍ତେ। ମଣିଷମାନଙ୍କ ଗହଣରେ ଅଛି ପରା। ଏମାନଙ୍କ ଉପରେ କ’ଣ ଭରସା ଅଛି।
ମୋଟ୍ ୮ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୫ଜଣଙ୍କର ମୃତ୍ୟୁ ହୋଇଯାଇଛି। ତିନିଜଣ ଗୁରୁତର ହୋଇଛନ୍ତି।
ଜେଲ ସୂତ୍ର ଅନୁଯାୟୀ, ଶୁକ୍ରବାର ସନ୍ଧ୍ୟାଠାରୁ ଅଲ୍ଲୁ ଅର୍ଜୁନ ତାଙ୍କ ମୁକ୍ତିକୁ ଅପେକ୍ଷା କରିଥିଲେ। ଜେଲ ମାନୁଆଲ ଅନୁଯାୟୀ ତାଙ୍କୁ ରାତ୍ରୀ ଭୋଜନ ଦିଆଯାଇଥିଲା। ସେ ଠିକ୍ ଖାଦ୍ୟ ମଧ୍ୟ ଖାଇ ନଥିଲେ। ସେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଚେଇଁ ରହିଥିଲେ।
ଆଜକାଲି ଲିଭ-ଇନ ପରମ୍ପରା ବଢି ବଢି ଚାଲିଛି । ବିବାହ ପରେ ଆମେ ଜଣଙ୍କ ସହ ନିଜର ସୁଖ, ସୁବିଧା, ସମୟକୁ ସେୟାର କରିଥାଉ । ଲିଭ-ଇନରେ ଏସବୁ ସେୟାରିଂ ବିବାହ ପୂର୍ବରୁ ହୋଇଥାଏ । ତେବେ ବିବାହ ପୂର୍ବରୁ ଲିଭଇନରେ ରହିବା ଦ୍ୱାରା ଦାମ୍ପତ୍ୟ ଜୀବନ ମଜବୁତ ହେଉଛି କି ? ଲିଭ-ଇନ ସମ୍ପର୍କ ପରବର୍ତ୍ତୀ ସମୟର ଫାଟକୁ ଦୂରେଇ ପାରୁଛି କି ?
ଶ୍ରଦ୍ଧାଳୁଙ୍କୁ ସବୁ ପ୍ରକାର ସୁବିଧା ପହଞ୍ଚାଇବା ଆମ ସରକାରଙ୍କ ଦାୟିତ୍ୱ । ପୂଜାର୍ଚ୍ଚନା ସହ ଅକ୍ଷୟ ବଟ ପରିକ୍ରମା କଲେ ପ୍ରଧାନମନ୍ତ୍ରୀ ।
ବିଜେଡିର ସଭ୍ୟସଂଗ୍ରହ ଅଭିଯାନ ଏକପ୍ରକାର ଫେଲ୍ । ଜାତୀୟ ରାଜନୀତିରୁ ପ୍ରଭାବ ହରାଇ ଚାଲିଛି ବିଜେଡି ।
ଅନଲାଇନ ଗେମରେ ଲକ୍ଷ ଲକ୍ଷ ଟଙ୍କା ଶ୍ରାଦ୍ଧ କରୁଛନ୍ତି ଯୁବପୀଢ଼ି । ଧାର କରଜ ଶୁଝିବା ପାଇଁ କିଏ କରୁଛନ୍ତି ବ୍ୟାଙ୍କ ଡକାୟତି ତ ଆଉ କିଏ କରୁଛନ୍ତି ଛିନତାଇ ।
ମହାବଳ ବଂଶ ବିସ୍ତାର ପାଇଁ ଶିମିଳିପାଳ ଆସିଥିବା ବାଘୁଣୀ ଜିନତ୍ ହଠାତ୍ ଝାଡ଼ଖଣ୍ଡ ଜଙ୍ଗଲକୁ ପଳାଇବାକୁ ନେଇ ହରଡ଼ଘଣାରେ ବନ ବିଭାଗ। ପୁଣି ଫେରିବ କି ନାହିଁ, ଆଶଙ୍କା।
ଫ୍ୟାନ୍ଙ୍କ ମୃତ୍ୟୁ ପାଇଁ ଅଳ୍ପକେ ଜେଲ୍ ଯିବାରୁ ବର୍ତ୍ତିଗଲେ ଅଭିନେତା ଅଲ୍ଲୁ ଅର୍ଜୁନ। ତଳକୋର୍ଟଙ୍କ ୧୪ ଦିନିଆ ବିଚାର ବିଭାଗୀୟ ହାଜତ ନିର୍ଦ୍ଦେଶ ପରେ ଆଶ୍ବାସନା ଆଣିଲା ତେଲେଙ୍ଗାନା ହାଇକୋର୍ଟଙ୍କ ଜାମିନ୍ ଆଦେଶ।
ପଞ୍ଚାୟତ ନିର୍ବାହୀ ଅଧିକାରୀ ଦେବେନ୍ ବେହେରାଙ୍କୁ ଗତ ବର୍ଷ ଫେବୃଆରୀରେ ବିବାହ କରିଥିଲେ ଛେଣ୍ଡିପଦାର ସୌମ୍ୟା। ଗର୍ଭରେ ଖେଳୁଥିଲା ୭ ମାସର ରକ୍ତ ମାଂସର ପିଣ୍ଡୁଳାଟିଏ। ୨ ମାସ ପରେ ପାଦ ଥାପିଥାନ୍ତା । ହେଲେ ସ୍ୱାମୀର ଗୁଳିମାଡ଼ ଯୋଗୁ ମା’ ତ ଚାଲିଗଲା, ସେହି ମା’ର ଗର୍ଭରେ ଆଖିବୁଜିଲା ୭ ମାସର ଗର୍ଭସ୍ଥ ସନ୍ତାନ।
ଅଦାନୀ ପ୍ରସଙ୍ଗ ପରେ କହିଥିଲେ ଚାଷୀଙ୍କ ସମସ୍ୟା କଥା । ହିମାଚଳ ପ୍ରଦେଶର ସେଓ ଚାଷୀଙ୍କ ଦୁଃଖ ବଖାଣିବାକୁ ଯାଇ ରାଜ୍ୟ ସରକାରଙ୍କ ଅପରିଣାମଦର୍ଶିତା କଥା ଉଠାଇଲେ । ହିମାଚଳ ପ୍ରଦେଶ ସରକାର ଚାଷୀଙ୍କ କଥା ଆଦୌ ବୁଝୁନାହାନ୍ତି । ସେମାନଙ୍କ ଦୁଃଖ ଶୁଣୁନାହାନ୍ତି, କେବଳ ପୁଞ୍ଜିପତିଙ୍କ ପାଇଁ କାମ କରୁଥିବା କହିଥିଲେ ପ୍ରିୟଙ୍କା । ଚାଷୀମାନେ ସର୍ବନିମ୍ନ ଦର ପାଉନାହାନ୍ତି ।
ପୁଷ୍ପା-୨ର ସ୍କ୍ରିନିଂ ବେଳେ ଦଳାଚକଟା ହୋଇଥିଲା । ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା ।
ସଫେଇ କର୍ମଚାରୀଙ୍କୁ ଭୁରି ଭୁରି ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ। ସେମାନେ ଦିନରାତି ଏକ କରି କାମ କରିଛନ୍ତି। କଂଗ୍ରେସକୁ ଟାର୍ଗେଟ୍ କରିବା ସହ କହିଛନ୍ତି, ପୂର୍ବ ସରକାର ଏହାର ମହାତ୍ମ୍ୟକୁ ଗୁରୁତ୍ବ ଦେଉ ନଥିଲେ । କିନ୍ତୁ ଆମ ସରକାର ଏହା ଉପରେ ଗୁରୁତ୍ବ ଦେଉଛନ୍ତି।
ଅତି ପ୍ରିୟ ଓ ପରିଚିତ ପ୍ରାର୍ଥନାକୁ କଦର୍ଥ କରି ସାଂସଦ ମୁନ୍ନା ଖାଁ ଅଡ଼ୁଆରେ ପଡ଼ିଛନ୍ତି। କବିଙ୍କୁ ତାତ୍ସଲ୍ୟ କରି କିଛି ଠିକ୍ କରି ନାହାଁନ୍ତି। ତାଙ୍କର କ୍ଷମା ପ୍ରାର୍ଥନାରେ ରାମକୃଷ୍ଣ ପ୍ରେମୀ ସନ୍ତୁଷ୍ଟ ନୁହଁନ୍ତି।
ମଧ୍ୟପ୍ରାଚ୍ୟ ଦେଶଗୁଡିକର ଅବସ୍ଥା ଦିନକୁ ଦିନ ଗୁରୁତର ହେବାରେ ଲାଗିଛି । ଇସ୍ରାଏଲ-ହମାସ ମଧ୍ୟରେ ବର୍ଷକରୁ ଅଧିକ ସମୟ ହେବ ଘମାଘୋଟ ଲଢ଼େଇ ଚାଲିଛି । ଏହି ଲଢ଼େଇ ଭିତରକୁ ଡେଇଁଛନ୍ତି ଲେବାନନ ଓ ଇରାନ । ଏଠାରେ ଅନେକ ଆତଙ୍କୀ ଗୋଷ୍ଠୀ ପରସ୍ପର ଉପରେ ଆକ୍ରମଣ କରୁଛନ୍ତି । ଏକ ଦଶନ୍ଧିରୁ ଅଧିକ ସମୟ ଧରି ଗୃହଯୁଦ୍ଧରେ ସଂଘର୍ଷ କରୁଥିବା ସିରିଆରେ ବଶର ଅଲ-ଅସଦ ସରକାରଙ୍କ ପତନ ପରେ ଏବେ ଦେଶ ବିଦ୍ରୋହୀ ଗୋଷ୍ଠୀଙ୍କ ହାତରେ ।
ଚେସରେ ଟାଇଟଲ୍ ହାସଲ କରି ଦେଶର ନାଁ ରଖିଲେ ଗୁକେଶ । କିନ୍ତୁ ସଫଳତାର ଶ୍ରେୟ ନେବାକୁ ମୁହାଁମୁହିଁ ଦୁଇ ମୁଖ୍ୟମନ୍ତ୍ରୀ । ସୋସିଆଲ୍ ମିଡିଆରେ ଚାଲିଛି ଯୁଦ୍ଧ ।