ଏଥର ୭୪ତମ ସାଧାରଣତନ୍ତ୍ର ଦିବସ ପରେଡରେ ବିଶ୍ୱ ଦେଖିବ ଭାରତର ସ୍ୱଦେଶୀ ଶକ୍ତିର ଝଲକ୍ । ପରେଡରେ ଭାରତୀୟ ସ୍ଥଳସେନା ପ୍ରଦର୍ଶନ କରିବ କେବଳ ମେଡ୍ ଇନ୍ ଇଣ୍ଡିଆ ଅସ୍ତ୍ରଶସ୍ତ୍ର ।
ସରକାର ଚଳାଇ ପାରୁନାହାନ୍ତି କି OSRTC ବସ୍ ? କ୍ଷତିରେ ଚାଲୁଥିବା ଦର୍ଶାଇ ଲିଜ୍ରେ ଘରୋଇ ସଂସ୍ଥା ହାତକୁ ଟେକି ଦେବାକୁ ମସୁଧା ଚାଲିଛି।
ଦେଶରେ କ୍ୟାମ୍ପସ୍ ଖୋଲିବେ ୟୁରୋପୀୟ ବିଶ୍ୱବିଦ୍ୟାଳୟ। ସରକାରଙ୍କ ଯୁକ୍ତି ବିଦେଶୀ ବିଶ୍ୱବିଦ୍ୟାଳୟ ଖୋଲିଲେ ଦେଶର ବିଶ୍ୱବିଦ୍ୟାଳୟଗୁଡିକ ପ୍ରତିଯୋଗିତା ପାଇଁ ସେମାନଙ୍କ ସ୍ଥିତିକୁ ସୁଧାରିବେ। ଏହା କ’ଣ ସମ୍ଭବ! ଏକାଡେମିକ୍ ସ୍ତରର ଭାରତୀୟ ବିଶ୍ୱବିଦ୍ୟାଳୟଗୁଡିକ ମୁକାବିଲା କରିପାରିବେ ତ?
ଓଡ଼ିଶାରୁ ୨ ଜଣ ପାଇବେ ରାଷ୍ଟ୍ରପତି ପୋଲିସ୍ ମେଡାଲ। ସେହିପରି ବିଶିଷ୍ଟ ସେବା ପାଇଁ ଓଡ଼ିଶାରୁ ୧୧ ଜଣ ପାଇବେ ପୋଲିସ୍ ମେଡାଲ।
ନିଜ ବୋହୂର ବିବାହ କରାଇଲେ ଢେଙ୍କାନାଳର ପୂର୍ବତନ ବିଧାୟକ ନବୀନ ନନ୍ଦ। ବୋହୂ ମଧୁସ୍ମିତାଙ୍କୁ ଦ୍ୱିତୀୟ ବିବାହ କରାଇଛନ୍ତି ନବୀନ ନନ୍ଦ।
ସବୁ ଦିନ ଭଳି ଘର ଘର ବୁଲି କ୍ଷୀର ବିକିବେ ଆଉ ତା’ପରେ ଘରକୁ ଫେରିବେ। କିନ୍ତୁ ସେ ଜାଣିନଥିଲେ ଯେ, ଆଉ ସେ କେବେ ବି ଘରକୁ ଫେରିବେନି।
ଆଜିର ଧାଁ ଦୌଡ ଜୀବନରେ ସାମାଜିକ ଓ ଧାର୍ମିକ କାର୍ଯ୍ୟ ପାଇଁ ସମୟ ବାହାର କରିବା ସବୁଠାରୁ ବଡ କଥା। ତେବେ ଏହି ସେବା କରିବାର ମନବୃତ୍ତି ସେତେବେଳେ ଆହୁରି ସ୍ୱତନ୍ତ୍ର ହୋଇଯାଏ ଯେତେବେଳେ ବୟସ ପ୍ରାୟ ୧୦୦ରେ ପହଞ୍ଚିଯାଏ।
ବିବାଦ, ବୟକଟ୍, ହଙ୍ଗାମା ଭିତରେ ଏବର୍ଷର ସବୁଠୁ ଚର୍ଚ୍ଚିତ ବଲିଉଡ୍ ଫିଲ୍ମ ‘ପଠାନ’ ରିଲିଜ ହୋଇଛି। ସିଙ୍ଗେଲ୍ ସ୍କ୍ରିନ୍ରୁ ମଲ୍ଟି ପ୍ଲେକ୍ସ ଫୁଲ୍ ପ୍ୟାକ୍। ସବୁଠି ଖଚାଖଚ୍ ଭିଡ଼ ସହ ଫ୍ୟାନ୍ସଙ୍କ ମଧ୍ୟରେ ଜବରଦସ୍ତ ଉତ୍ସାହ ଦେଖିବାକୁ ମିଳିଛି।
ଗତକାଲି ସନ୍ଧ୍ୟାରେ ଜେଏନୟୁ କ୍ୟାମ୍ପସରେ କିଛି ଛାତ୍ର ଗୋଷ୍ଠୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ BBCର ଡକ୍ୟୁମେଣ୍ଟାରୀକୁ ଲାଇଭ୍ ଷ୍ଟ୍ରିମିଂ ଦେଖିବାକୁ ଯୋଜନା କରିଥିଲେ।
ଚଳିତ ବର୍ଷ ପ୍ରଥମ ୩ ସପ୍ତାହ ମଧ୍ୟରେ ଆମେରିକାରେ ୩୯ଟି ଗୁଳିକାଣ୍ଡ ହୋଇଛି। ୪ ଦିନ ମଧ୍ୟରେ ୨୩ ଜଣଙ୍କ ଜୀବନ ଗଲାଣି।
ବିଜେପି ଛାଡ଼ିଲେ ଗିରିଧର ଗମାଙ୍ଗ ଓ ଶିଶିର ଗମାଙ୍ଗ। ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହେଉଛନ୍ତି ଗିରିଧର ଗମାଙ୍ଗ ଓ ତାଙ୍କ ପୁଅ ହେଉଛନ୍ତି ଶିଶିର ଗମାଙ୍ଗ।
ସୁନୀଲ ଶେଟ୍ଟୀଙ୍କ ଝିଅ ଆଥିୟା ଶେଟ୍ଟୀ ଭାରତୀୟ କ୍ରିକେଟର କେ.ଏଲ୍ ରାହୁଲଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେମାନଙ୍କ ପାରିବାରିକ ପୃଷ୍ଠଭୂମି ପରସ୍ପରଠାରୁ ସମ୍ପୂର୍ଣ୍ଣ ଭିନ୍ନ। ଆସନ୍ତୁ ଜାଣିନେବା କିଏ କେତେ ପାଠ ପଢିଛନ୍ତି।
ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ, ବୁଧବାର, ଚନ୍ଦ୍ର – କୁମ୍ଭ ଦିବା ୦୨.୩୦ ଗତେ ମୀନ ତିଥି - ୪ର୍ଥୀ ଦିବା ୦୩.୨୨ ଗତେ ୫ମୀ ଘାତ ଚନ୍ଦ୍ର – ମିଥୁନ ଓ ମୀନ ଦିବା ୦୨.୩୦ ଗତେ ଧନୁ ଘାତ ବାର- କର୍କଟ ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭ ହାନି- ତିଳକାଞନ ଦାନ ରାତ୍ରି ୦୮.୦୬ ପର୍ଯ୍ୟନ୍ତ।
ନିଖୋଜ ପରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ୪ ବର୍ଷ ବାଳକର ମୃତଦେହ ଉଦ୍ଧାର କରାଯାଇଛି। ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର।
ପରଲୋକରେ ଅଭିନେତା ସ୍ୱର୍ଗତଃ ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସ। ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି।
ବର କୋଳି ଭାବି କାଚ ଗୁଲିକୁ ଗିଳିଦେଲା ୩ ବର୍ଷର ଶିଶୁ। ସୌଭାଗ୍ୟବଶତଃ ଶିଶୁଟି ସୁରକ୍ଷିତ ଅଛି।
ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଭିଡିଓ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛି। ଏକ ନବଜାତ କୁକୁର ଛୁଆ ଜନ୍ମ ପ୍ରମାଣପତ୍ରରେ ଦସ୍ତଖତ କରୁଥିବା ଦେଖିବାକୁ ମିଳୁଛି। ବର୍ତ୍ତମାନ, ଆପଣ ନିଶ୍ଚିତ ଭାବରେ ଭାବୁଥିବେ ଯେ ଏହା କିପରି ସମ୍ଭବ? ଦେଖନ୍ତୁ ଏହି ଭିଡିଓ...
ପରେଡରେ କେବଳ ସ୍ୱଦେଶୀ ଅସ୍ତ୍ରଶସ୍ତ୍ର ସାମିଲ କରିବ ସ୍ଥଳସେନା । ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭର ଭାରତର ହେବ ପ୍ରତିଫଳନ ।
ପରୀକ୍ଷଣ କଲେ କେନ୍ଦ୍ର IT ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭାର୍ ଓଏସ୍ ମାଧ୍ୟମରେ ୟୁଜର୍ସଙ୍କ ଗୋପନୀୟତା ଓ ସୁରକ୍ଷାକୁ ଗୁରୁତ୍ୱ ।
ସବୁ ଜିଲ୍ଲାରେ ନିୟୋଜନ ପ୍ରତିଶ୍ରୁତି ସତ୍ତ୍ୱେ ଗଂଜାମରେ ଦାଦନ ଦୁଃଖ । ମାସକ ଭିତରେ ସୁରତରେ ତିନି ଦାଦନ ଶ୍ରମିକଙ୍କ ମୃତ୍ୟୁ ।
କମିଶନି ବ୍ୟବସ୍ଥାର ଗୁମର ଖୋଲିବାକୁ ନେଇ ବଢିଲା ଅଡୁଆ । ରାଜ୍ୟ ସରକାରଙ୍କ ଅଡୁଆ ବଢାଇଲେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ।
ସବୁ ବ୍ଲକ୍ରେ ଆନ୍ଦୋଳନ ପୂର୍ବରୁ କିଛି ସ୍ଥାନରେ ପଦ୍ମଦଳର ଟ୍ରେଲର । ରାଜ୍ୟ ସରକାରଙ୍କୁ ନିଶାନା କଲେ ବିଜେପି ସାଂସଦ ଅପରାଜିତା ।
ଉତ୍ତର ପ୍ରଦେଶ ଝାନ୍ସିର ଏହି କାହାଣୀ ।
ଓସ୍କାର ପାଇଁ ନାମାଙ୍କନ ଘୋଷଣା କରାଯାଇଛି। ଆଶା ଅନୁଯାୟୀ, RRR ଫିଲ୍ମର "ନାଟୁ ନାଟୁ" ଗୀତକୁ ଶ୍ରେଷ୍ଠ ମୂଳ ଗୀତ ବର୍ଗରେ ଓସ୍କାର ପାଇଁ ମନୋନୀତ କରାଯାଇଛି। ନିକଟରେ ଏହି ଗୀତ ଗୋଲଡେନ୍ ଗ୍ଲୋବ୍ ମଧ୍ୟ ଜିତିଛି। ଏବେ RRR ଓସ୍କାର ଯିବାକୁ ସମର୍ଥ ହୋଇଛି।
ଓଡିଶାରେ ଚାକିରି ଖୋଜୁଥିବା ବ୍ୟକ୍ତିଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। OMC ରେ ଅନେକ ପଦବୀ ପାଇଁ ବିଜ୍ଞପ୍ତି ବାହାରିଛି। ଚୟନ ପ୍ରାର୍ଥୀଙ୍କୁ ମାସକୁ ୧,୧୨,୪୦୦ ଟଙ୍କା ଦରମା ମିଳିବ।