ସରକାରଙ୍କ ଠାରୁ କୌଣସି ଲିଖିତ ପ୍ରତିଶ୍ରୁତି ମିଳିନଥିବାରୁ ସେମାନେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ବାହାରିଥିଲେ।
ଜଣେ ଯୁବଚାଷୀ ରାସ୍ତାରୁ ପାଇଥିବା ଲକ୍ଷାଧିକ ଟଙ୍କାକୁ ଫେରାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଭଳି ମଣିଷ ପଣିଆର ଏକ ଜ୍ୱଳନ୍ତ ଉଦାହରଣ କେନ୍ଦ୍ରାପଡା ଜିଲ୍ଲାରେ ଦେଖିବାକୁ ମିଳିଛି।
ବହୁତ ସୁନ୍ଦରୀ ଦେଖାଯାଉଥିବାରୁ ପୋଲିସ ତାଙ୍କୁ ଗିରଫ କରିଛି। ଯୁବତୀ ଏହା ମଧ୍ୟ ଅଭିଯୋଗ କରିଛନ୍ତି ଯେ କିଛି ପୋଲିସ କର୍ମଚାରୀ ମଧ୍ୟ ତାଙ୍କୁ ଅସଦାଚରଣ କରିବାକୁ ଚେଷ୍ଟା କରିଥିଲେ, କାରଣ ସେମାନେ ତାଙ୍କ ଜୀବନରେ ଏପରି ସୁନ୍ଦରୀ ମହିଳାଙ୍କୁ କେବେ ଦେଖି ନଥିଲେ।
ଗୋଡ଼ାଇ ଗୋଡ଼ାଇ ଛାତ୍ରୀଙ୍କୁ ହାଣିଲେ ଆଉ ଜଣେ ଛାତ୍ର। ୧୯ ବର୍ଷୀୟ ଛାତ୍ରୀଙ୍କୁ କଲେଜ ପରିସରରେ ଅନ୍ୟ ଜଣେ ଛାତ୍ର ଛୁରୀ ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି।
ଦିଲ୍ଲୀ ସୁଲତାନପୁରୀର କଞ୍ଜାୱାଲା ଅଞ୍ଚଳରେ ହୋଇଥିବା ଭୟଙ୍କର ଦୁର୍ଘଟଣାର ଏକ ନୂଆ ମୋଡ଼ ସାମ୍ନାକୁ ଆସିଛି। ଦୁର୍ଘଟଣା ବେଳେ ଅଞ୍ଜଳି ସିଂଙ୍କ ସହ ତାଙ୍କର ସାଙ୍ଗ ଥିଲେ।
ନୂଆବର୍ଷ ଆରମ୍ଭରୁ ବଲିଉଡ୍ରେ ଦେଖାଦେଇଛି ପ୍ରଥମ ବ୍ରେକ୍ଅପ୍। ତାରା ସୁତାରିୟା ଏବଂ ଆଦର ଜୈନଙ୍କ ବ୍ରେକ୍ଅପ୍ ହୋଇଛି। ୪ ବର୍ଷ ତଳେ ହୋଇଥିଲା ପ୍ରେମ।
ଜଗନ୍ନାଥ ଦାସଙ୍କ ଓଡିଆ ଭାଗବତ ଆଜି ଘରେ ଘରେ ପରିଚିତ। ଲୋକଟିଏ ବାଟ ହୁଡିଗଲେ ଏହା ହିଁ ପଥପ୍ରଦର୍ଶକ ହୋଇଯାଏ, ଅଶାନ୍ତିରେ ପୁଣି ଶାନ୍ତି ଆଣିଦିଏ। ଓଡିଆର ପ୍ରାଣ ଭାଗବତକୁ ଜଗନ୍ନାଥ କାହିଁକି ଓ କିପରି ପରିସ୍ଥିତିରେ ରଚନା କଲେ ଆସନ୍ତୁ ଜାଣିବା।
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୫,୬୦୦ ଟଙ୍କା ରହିଛି ।
ଅନ୍ୟ ଜଣେ ଡାକ୍ତର ଦିବ୍ୟରଂଜନ ମାଝୀଙ୍କ ନାଁରେ ହୋଇଥିବା ଏତଲା ସନ୍ଦେହ ବଢ଼ାଇଛି
ଢେଙ୍କାନାଳ ଜିଲ୍ଲାରେ ବଡ ଧରଣର ନକଲି ମଦ କାରଖାନା ଠାବ ହୋଇଛି। ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପୋଲିସ୍ ବିଜେଡି ନେତାଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି।
କୌଣସି ସରକାରୀ ବା ବେସରକାରୀ ବିଜ୍ଞାପନ ହୋର୍ଡିଂ ଲଗାଗଲେ ତାହାକୁ ଜବତ କରାଯିବ।
ଦ୍ରୁତ ଗତିରେ ଆସି ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଟ୍ରକ୍କୁ ଧକ୍କା ଦେଲା ସ୍କୁଟି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।
ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ମଙ୍ଗଳବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ପାରାଦୀପ ପୋର୍ଟ ଆଙ୍କରେଜ୍ରେ ଥିବା ଏକ ଜାହାଜରେ ଜଣେ ରୁଷୀୟ ନାଗରିକଙ୍କ ମୃତଦେହ ମିଳିଛି।
ସାମାନ୍ୟ ସୁସ୍ଥ ହେବା ପରେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ଡିସ୍ଚାର୍ଜ କରାଯିବା ସହ ଭୁବନେଶ୍ୱର ଏମ୍ସକୁ ରେଫର୍ କରାଯାଇଛି।
ନୂଆ ଭାରିଆଣ୍ଟ୍ ସଂକ୍ରମଣ ବଢ଼ିବା ପରେ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ନୂଆ ଗାଇଡଲାଇନ୍ ଜାରି କରିଛି। ଏହି ନୂଆ ନିୟମ ଅନୁସାରେ, କୋଭିଡ୍ ବ୍ୟାପିଥିବା ୬ଟି ହାଇରିସ୍କ ଦେଶରୁ ଆସୁଥିଲେ ଆଗୁଆ ଟେଷ୍ଟିଂ କରିବା ବାଧ୍ୟତାମୂଳକ।
ଯେଉଁ ବୟସରେ ପାଠପଢା ଓ ଖେଳକୁଦ କରିବା କଥା ସେହି ବୟସରେ ଯଦି ଜଣେ କୌଣସି ଏକ କମ୍ପାନୀର ବଡ ପଦବୀରେ ରହେ ଏହା ନିଶ୍ଚିତ ଏକ ଆଶ୍ଚର୍ଯ୍ୟଜନକ। କିନ୍ତୁ ଏଇ ଭାରତରେ ୧୩ ବର୍ଷର ସୂର୍ଯ୍ୟାଂଶ ୫୬ଟି କମ୍ପାନୀର ସିଇଓ ଅଛନ୍ତି।
ନୂତନ ନିୟମ ଅନୁଯାୟୀ ନୂଆ ସାର୍ଟିଫିକେଟ୍ ପାଇଁ ୨୦ ହଜାର ଟଙ୍କା ଖର୍ଚ୍ଚ ହେବ ।
ମେଡିକାଲରେ ଷଡଙ୍ଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରିଛନ୍ତି ଜଣେ ପ୍ରଫେସରଙ୍କ ସମେତ ସିଡିଏମଓ ଏବଂ ଏଡିଏମଓ ।
ବିଜେଡି ପ୍ରତିଷ୍ଠା ଦିବସରେ ଭର୍ତ୍ତୁହରିଙ୍କ ଅନୁପସ୍ଥିତିକୁ ନେଇ କଳ୍ପନାଜଳ୍ପନା ।
୨୪ ନିର୍ବାଚନରେ ୧୬ ଲୋକସଭା ସିଟ୍ ଜିତିବାକୁ ବିଜେପିର ଲକ୍ଷ୍ୟ ।
ମାଲକାନଗିରିରେ ଡ୍ୟୁଟି ଖିଲାପି ଶିକ୍ଷକଙ୍କୁ ଗଣଶିକ୍ଷା ବିଭାଗର ସମୁଚିତ ଶିକ୍ଷା । ବିନା କାରଣରେ ସ୍କୁଲ ଆସୁନଥିବା ୧୦ ଶିକ୍ଷକଙ୍କୁ ଚାକିରିରୁ ବିଦା କଲେ ଡିଇଓ ।