ବ୍ୟାଙ୍କ ପାଲିଟିଲା ରଣଭୂମି। ଗୁଜରାଟର ଅହମଦାବାଦରେ ଥିବା ୟୁନିୟନ ବ୍ୟାଙ୍କ ଭିତରେ ଜଣେ ବ୍ୟାଙ୍କ ମ୍ୟାନେଜରଙ୍କୁ ମାଡ଼ ମାରିଛନ୍ତି ଜଣେ ଗ୍ରାହକ। ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।
ବିଧାନସଭାରେ ଆଜି ନାମାଙ୍କନ ଦାଖଲ କରିବେ ସୁଜିତ କୁମାର। ବିଜେପିରୁ ରାଜ୍ୟସଭା ପ୍ରାର୍ଥୀ ଭାବେ ସେ ନାମାଙ୍କନ ଭରିବେ।
ଏବେ ଚାଲିଛି ବିବାହ ଋତୁ । ସୁନା କିଣିବାକୁ ଗହଣା ଦୋକାନରେ ଭିଡ଼ । ଗତକାଲି ଅପେକ୍ଷା ଆଜି ସାମାନ୍ୟ ବଢିଛି ସୁନାର ଦାମ୍ । ତେବେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର ।
ଜାପାନରେ ଟିକେ ଆଗକୁ ଯାଇ ଏଭଳି ଏକ ମେସିନ୍ ତିଆରି କରାଯାଇଛି, ଯାହାକି ମଣିଷକୁ ବି ଗାଧୋଇଦେବ ।
ବିଭିନ୍ନ କାରଣରୁ ବେଳେବେଳେ ଟିଭି ସ୍କ୍ରିନ୍ ଅଟକି ଯାଏ। ଏସବୁର ସମାଧାନ ମଧ୍ୟ ଅଲଗା ଅଲଗା ହୋଇଥାଏ। କିନ୍ତୁ ଏମିତି କିଛି ସମସ୍ୟା ଆସିଥାଏ ଯାହା ଖୁବ୍ ସାଧାରଣ ଏବଂ ସେସବୁର ସମାଧାନ ମଧ୍ୟ ସରଳ। ଏଠାରେ ଦିଆଯାଇଥିବା କିଛି ସରଳ ଏବଂ ପ୍ରଭାବଶାଳୀ ସମାଧାନ ଆପଣଙ୍କୁ ସାହାଯ୍ୟ କରିପାରିବ। ଆସନ୍ତୁ ଜାଣିବା...
ନୂଆଦିଲ୍ଲୀର ୨ଟି ଘରୋଇ ସ୍କୁଲ DPS ଆର୍.କେ.ପୁରମ୍ ଓ ପଶ୍ଚିମବିହାର ଜିଡି ଗୋଏଙ୍କା ସ୍କୁଲକୁ ଇମେଲ୍ ଯୋଗେ ଧମକ ଆସିଛି। ଆଜି ସକାଳେ ମେଲ୍ ଯୋଗେ କେହି ସ୍କୁଲରେ ବିସ୍ଫୋରଣ କରିବ ନେଇ ଧମକ ପରେ ପହଞ୍ଚିଲା ପୋଲିସ୍ ଓ ଅଗ୍ନିଶମ ବାହିନୀ।
ଭୟଙ୍କର ଗୃହଯୁଦ୍ଧରେ ବିରୋଧୀ ଗୋଷ୍ଠୀଙ୍କ ଦ୍ବାରା ବିତାଡ଼ିତ ହେବା ପରେ ଦେଶଛାଡ଼ି ପଳାଇଛନ୍ତି ରାଷ୍ଟ୍ରପତି ବସର ଅଲ ଅସଦ। ଏପଟେ ରାଷ୍ଟ୍ରପତିଙ୍କ ପଳାୟନ ପରେ ରାଜଧାନୀ ଦାମାସକସକୁ ନିଜ ଦଖଲକୁ ନେଇଛନ୍ତି ବିଦ୍ରୋହୀ ସେନା।
କଣ୍ଟେନର ଧକ୍କାରେ ଚୂର୍ ମାର ହୋଇଗଲା ଘର । ବରଗଡ଼ ସଦର ଥାନା ତୁରୁଙ୍ଗା ଛକ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।
ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ସୋମବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ମନଦୁଃଖ ହେବା ଆମକୁ ସାଧାରଣ ଲାଗେ। ହେଲେ ଲଗାତାର ୨ସପ୍ତାହରୁ ଅଧିକ ବିଷାଦଗ୍ରସ୍ତ ହୋଇ ରହିଲେ ଏହା ଡିପ୍ରେସନରେ ପରିଣତ ହୁଏ। ରିପୋର୍ଟ ଅନୁସାରେ ଭାରତରେ ପ୍ରତି ୨୦ଜଣରେ ଜଣେ ବ୍ୟକ୍ତି ଡିପ୍ରେସନର ଶିକାର। ହେଲେ ଏହାର ସବୁଠାରୁ ମାରାତ୍ମକ ଦିଗଟି ହେଉଛି ଆତ୍ମହତ୍ୟା ପ୍ରବଣତା। ଚାଲନ୍ତୁ ଜାଣିବା କ’ଣ ଏହି ଡିପ୍ରେସନର ଲକ୍ଷଣ ଓ କେମିତି ରକ୍ଷା କରିବା ନିଜକୁ ଏଥିରୁ।
ଦିନକୁ ଦିନ ବୃଦ୍ଧି ପାଉଥିବା ଦୁର୍ନୀତି ସାରା ବିଶ୍ୱ ପାଇଁ ମୁଣ୍ଡ ବିନ୍ଧାର କାରଣ ହୋଇଛି। ଏହାକୁ ରୋକିବା ପାଇଁ ଅନେକ ପଦକ୍ଷେପ ମଧ୍ୟ ନିଆଯାଉଛି। ତେବେ ଆସନ୍ତୁ ଏହାକୁ ରୋକିବା ନେଇ କେତେକେ ପଦକ୍ଷେପ ବିଷୟରେ ଜାଣିନେବା।
କୋଭିଡ୍ ପରିଚାଳାନାରେ ବ୍ୟାପକ ଅନିୟମିତତା । ବିଲ୍ ଯାଞ୍ଚ ନକରି କୋଭିଡ୍ ପରିଚାଳନା ଲାଗି ଘରୋଇ ହସ୍ପିଟାଲକୁ ଦିଆଯାଇଛି କୋଟି କୋଟି ଟଙ୍କା । ସିଏଜି ଧରିଲେ ଅନିୟମିତତା ।
ସରକାରୀ ଉଦ୍ୟୋଗ ବ୍ରିଜ୍ ଆଣ୍ଡ୍ ରୁଫ କଂପାନୀ ଉପରେ ମେଗା ରେଡ୍... ରାଜଧାନୀର ଛାତି ଉପରେ ରାତିରେ ହୋଇଛି ଚଢ଼ାଉ... ଛାପା ମାରିଛି CBI ।
ସାଧାରଣ ଲୋକଙ୍କ ଉଡ଼ାଣ ସ୍ବପ୍ନ ଧୂଳିସାତ୍ ! ସାଧାରଣ ଲୋକଙ୍କ ଆକାଶରେ ଉଡ଼ିବା ସ୍ବପ୍ନ ପୂରଣ ପାଇଁ ୨୦୧୬ ଅକ୍ଟୋବରରେ ମୋଦି ସରକାର ଆରମ୍ଭ କରିଥିଲେ ଉଡେ ଦେଶ କା ଆମ୍ ନାଗରିକ୍ ସ୍କିମ୍ ବା ଉଡାନ୍। ହେଲେ ଉଡାନ୍ ସ୍କିମ୍ ଏବେ ସତେ ଯେମିତି ଭେଳିକି।
ଡିସେମ୍ବର ୧୬ରୁ ଆରମ୍ଭ ହୋଇପାରେ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଗତ ସେପ୍ଟେମ୍ବର ମାସରେ ରତ୍ନଭଣ୍ଡାର GPR-GPS ରିପୋର୍ଟ ଆସିବା ପରେ ଏବେ ମରମତି କାର୍ଯ୍ୟ ଆରମ୍ଭ ଲାଗି ପ୍ରସ୍ତୁତ ହୋଇଛି ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା।
ଚାଷୀଙ୍କ ଖାତାକୁ ଗଲା ଇନପୁଟ୍ ସହାୟତା ... ମଣ୍ଡିରେ ଧାନ ବିକି ଥିବା ଚାଷୀ ଡିବିଟି ମାଧ୍ୟମରେ କୁଇଣ୍ଟାଲ ପିଛା ପାଇଲେ ୩୧ଶହ ଟଙ୍କା ।
କେନ୍ଦ୍ରୀୟ ଡେପୁଟେସନରେ ଯିବେ IPS ଡି.ଏସ୍ କୁଟ୍ଟେ । ବିଏସ୍ଏଫ୍ ଆଇଜି ଭାବେ ଡେପୁଟେସନରେ ଯିବେ କୁଟ୍ଟେ । ଏବେ ସେ ଗୃହ ବିଭାଗର ଓଏସଡି ଅଛନ୍ତି ।
ଚୟନ ପ୍ରକ୍ରିୟାରେ ସିନିୟର ଖେଳାଳିଙ୍କୁ ଅଣଦେଖା କରାଯାଉଛି । ପ୍ରତିଭା ଓ ଭଲ ପ୍ରଦର୍ଶନ ଥିବା ସତ୍ତ୍ୱେ ଟିମରେ ତାଙ୍କୁ ସ୍ଥାନ ମିଳିନଥିବା ଅଭିଯୋଗ କରିଛନ୍ତି । ଚୟନ କମିଟି ଉପରେ ଆରୋପ ଲଗାଇ ସେ କହିଛନ୍ତି ଯେ, ନିଜ ପରିଚିତ ଖେଳାଳିଙ୍କୁ ଟିମରେ ସ୍ଥାନ ଦେଉଛନ୍ତି ଚୟନକର୍ତ୍ତା ।
ପ୍ରଥମେ ମାଓବାଦୀମାନେ ଦମ୍ପତିଙ୍କୁ ଅପହରଣ କରିଥିଲେ । ସ୍ୱାମୀକୁ ମାଡ଼ ମାରି ଛାଡ଼ି ଦେଇଥିଲେ ମାଓବାଦୀ । କିନ୍ତୁ ଏହା ପରେ ଆରମ୍ଭ ହୋଇଥିଲା ମାଓବାଦୀଙ୍କ ବର୍ବରତା ।
କୁକୁର-କୁକୁଡା ଭିତରେ ହେଲା ଘମାଘୋଟ ଲଢେଇ। ଏଥିରେ କିଏ ଜିତିବ ତାହା ଏକ ବଡ଼ ପ୍ରଶ୍ନ। ସୋସିଆଲ ମିଡିଆ ବ୍ୟବହାରକାରୀମାନେ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଖୁବ ଉତ୍ସାହିତ ହୋଇପଡିବେଣି। କିନ୍ତୁ ଏହି ଭିଡିଓକୁ ସମ୍ପୂର୍ଣ୍ଣ ଦେଖିବା ପରେ ହିଁ ଆପଣ ଏହି ପ୍ରଶ୍ନର ଉତ୍ତର ପାଇଯିବେ।
୧୨ ଦିନ ତଳେ ନବରଙ୍ଗପୁର ସୀମାନ୍ତ ପଡ଼ୋଶୀ ଛତିଶଗଡ଼ ଜଙ୍ଗଲରୁ ପଘାରପାଣି ଜଙ୍ଗଲକୁ ପଶି ଆସିଥିଲା ୬ ବର୍ଷର ହାତୀଛୁଆଟି ।
ପୁଷ୍ପା ୨’ର ରୋଜଗାର ଝଡ ବନ୍ଦ ହୋଇନି। କେବଳ ତିନି ଦିନରେ ଫିଲ୍ମ ୫୦୦ କୋଟି ଟଙ୍କାରୁ ଅଧିକ ରୋଜଗାର କରିଛି। ଯାହା ଏକ ରେକର୍ଡ ଭାଙ୍ଗିବା ଠାରୁ କମ୍ ନୁହେଁ।
ଚାଷୀଙ୍କ ଆକାଉଣ୍ଟକୁ ଗଲା ଧାନ ଇନପୁଟ୍ ସବସିଡି ଟଙ୍କା । ମୁଖ୍ୟମନ୍ତ୍ରୀ କହିଛନ୍ତି, ଯିଏ ଦଲାଲି କରିବ ତାକୁ ସିଧା ଜେଲରେ ପୂରାଯିବ । ସେହିପରି ପୂର୍ବ ନବୀନ ସରକାରକୁ ମୁଖ୍ୟମନ୍ତ୍ରୀ ସିଧା ନିଶାନା କରି ବର୍ଷିଛନ୍ତି ।
ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଗୁପ୍ତ ସୁଡ଼ଙ୍ଗ କି କୋଠରୀ ନଥିବା ଜିପିଆର ସର୍ଭେରୁ ସ୍ପଷ୍ଟ ସଙ୍କେତ ମିଳିବା ପରେ ଏବେ ମରାମତି ପାଇଁ ବାଟ ସଫା ହୋଇଛି। ମରାମତି ସରିଲେ ଅଳଙ୍କାର ଗଣତି ମଣତି ବି ହେବ।
ତିନିଜଣଙ୍କୁ ଗିରଫ କଲା ସିବିଆଇ । ବ୍ରିଜ ଆଣ୍ଡ୍ ରୁଫ୍ କମ୍ପାନୀର ଓଡ଼ିଶା, ପଶ୍ଚିମବଂଗ ମୁଖ୍ୟ ଚଞ୍ଚଲ ମୁଖାର୍ଜୀ, ବରିଷ୍ଠ ଅଧିକାରୀ ପ୍ରଦୀପ ମହନ୍ତ ଓ କଣ୍ଟ୍ରାକ୍ଟର ଦେବଦତ୍ତ ମହାପାତ୍ର ଗିରଫଙ୍କୁ ଗିରଫ କଲା । ଦେବଦତ୍ତଙ୍କ ଘରୁ ରେଡ୍ ବେଳେ ନଗଦ ଟଙ୍କା ଓ ସୁନା ପାଇଛି ସିବିଆଇ ।