ଚୀନ୍, ଜାପାନ, ଆମେରିକା, ବ୍ରାଜିଲ ଏବଂ କୋରିଆରେ ବର୍ତ୍ତମାନ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏସବୁ ଦେଶରେ ସପ୍ତାହକୁ ପ୍ରାୟ ୩୫ ଲକ୍ଷ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି।ବିଶେଷ କରି ଚୀନରେ କୋଭିଡ ସ୍ଥିତି ଅତି ସାଂଘାତିକ ରହିଛି।
ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଇଡ୍କଲ୍ ଅମ୍ପାଭାଲି ଲାଇମ୍ ଷ୍ଟୋନ ମାଇନ୍ସ ଡେପୁଟି ମ୍ୟାନେଜର ଗୟା ସାଁନ୍ତରାଙ୍କ ଘରେ ଭିଜିଲାନ୍ସ ଚଢାଉ ବେଳେ ଅମାପ ସମ୍ପତ୍ତି ଠାବ ହୋଇଛି।
ବଲିଉଡ୍ର ଜଣେ ଜଣାଶୁଣା ନା’ ହେଲା ଗୋବିନ୍ଦା। ଆଜି ସେ ତାଙ୍କର ୫୯ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କ ପିଲାଦିନ ଖୁବ ଦାରିଦ୍ର୍ୟରେ କଟିଥିଲା। ଜନ୍ମବେଳେ ତାଙ୍କ ବାପା ତାଙ୍କୁ କୋଳକୁ ମଧ୍ୟ ନେଇ ନଥିଲେ। ଇଂଲିଶ ଜାଣି ନଥିବାରୁ ଚାକିରି ମିଳି ନଥିଲା। ଆସନ୍ତୁ ଜାଣିବା ତାଙ୍କ ବିଷୟରେ ଏମିତି ଆଉ କିଛି ଅଜଣା କଥା।
ସଂସଦରେ ମିଲେଟ ମିଲ୍ର ସ୍ୱାଦ ଚାଖିଲେ ସାଂସଦ । ସାଂସଦ ଖାଇଲେ ମାଣ୍ଡିଆ ଓ ବାଜରା ପ୍ରସ୍ତୁତ ଖାଦ୍ୟ ।
ପରିବା ଚାଷୀଙ୍କୁ ଦାଉ ସାଧୁଛି ଅଭାବୀ ବିକ୍ରି ପନିପରିବାକୁ ଶାଗ-ମାଛ ଦରରେ ମାଗୁଛନ୍ତି ବେପାରୀ
ତାସହ ସ୍ୱାମୀ ଗୋବିନ୍ଦଙ୍କୁ ଷଡ଼ଯନ୍ତ୍ର କରି ହତ୍ୟା କରାଯାଇଥିବା ନେଇ କଳାହାଣ୍ଡିର କେ.ଗାଁ ଥାନାରେ ଲିଖିତ ଅଭିଯୋଗ କରିବା ସହ ନ୍ୟାୟ ମାଗିଛନ୍ତି ସୁଷମା ।
ବିଜେପିର ପ୍ରଶ୍ନ ମାରିଦେଲେ ନା ମରିବାକୁ ବାଧ୍ୟ କଲେ ? ଗୋବିନ୍ଦ ସାହୁ ମୃତ୍ୟୁର ହେଉ ସିବିଆଇ ତଦନ୍ତ-ବିଜେପି ।
ହକି ବିଶ୍ୱକପ୍ ଆଳରେ ବ୍ରାଣ୍ଡ ନବୀନର ପ୍ରମୋସନ ଫନ୍ଦି ।
ଅର୍ଚ୍ଚନା ଥିବା ବେଳେ ମାଗି ମାଗି ଦେଲେନି, ଏବେ ଆସିଲା ଡିଜିଟାଲ ଫରେନସିକ୍ ରିପୋର୍ଟ
ଟ୍ୱିଟରରେ ବ୍ଲୁ-ଟିକ୍ ପାଇବା ପାଇଁ ୮ ଡଲାର ଦେବାକୁ ହେଉଛି । ଯିଏ ମାସିକ ଆଠ ଡଲାର ବା ଭାରତୀୟ ମୁଦ୍ରା ଅନୁସାରେ ୬୬୨ ଟଙ୍କା ଦେବ ସେମାନଙ୍କ ପାଇଁ ଟ୍ୱିଟରରେ ବ୍ଲୁ-ଟିକ୍ ଉପଲବ୍ଧ ହେବ ।
ଏ ଦୁନିଆରେ ଏମିତି ଜଣେ ମହିଳା ଅଛନ୍ତି ଯିଏ ରାସ୍ତା ପାର ହେବାକୁ ବି ଡରୁଛନ୍ତି। ରାସ୍ତାରେ ଚାଲୁ ଚାଲୁ ସେ ପଥର ହୋଇଯାଆନ୍ତି। ତାଙ୍କୁ ‘ଷ୍ଟିଫ୍ ପର୍ସନ୍ ସିଣ୍ଡ୍ରୋମ୍’ ହୋଇଥିବା ଜଣାଯାଇଛି। କ’ଣ ଏହି ସମସ୍ୟା…
ଦିଲ୍ଲୀର ଶାସକ ଦଳ ଆପ୍ ୬୦ କୋଟି ଟଙ୍କା ନେଇଥିବା ଦାବି କରିଛନ୍ତି ମହାଠକ ସୁକେଶ ।
‘ବେଶରମ୍ ରଙ୍ଗ୍’ ଗୀତରେ ଦୀପିକାଙ୍କ ଡ୍ରେସ୍ ଡିଜାଇନିଂ କରିଥିବା ଶାଲୀନା ନଥାନୀ ମଧ୍ୟ କମ ନୁହଁନ୍ତି। ତାଙ୍କ ବୋଲ୍ଡସେନ୍ସ ଆଗରେ ବଲିଉଡ୍ ତାରକା ମଧ୍ୟ ଫିକା ପଡିଯିବେ। ନଥାନୀ ନିଜେ ମଧ୍ୟ ବହୁତ ଷ୍ଟାଇଲିସ୍ ଡ୍ରେସ୍ ପିନ୍ଧନ୍ତି। ତାଙ୍କ ପୋଷାକ ଦେଖି ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ।
ବାହାଘରରେ ଦମ୍ପତି ଦୁଇ ଦଳର ଷ୍ଟାର ଖେଳାଳିଙ୍କ ଜର୍ସି ପିନ୍ଧି ବାହା ହେଉଛନ୍ତି । ଫିଲ୍ଡରେ ଯେପରି ଫ୍ୟାନ୍ସ ଦୁଇ ଦଳକୁ ସପୋର୍ଟ କରନ୍ତି, ସେହିପରି ବିବାହ ଦିନ ଦମ୍ପତି ଆର୍ଜେଣ୍ଟିନା ଓ ଫ୍ରାନ୍ସର ଜର୍ସି ପିନ୍ଧି ଦଳକୁ ସପୋର୍ଟ ବି କରୁଛନ୍ତି ।
ରିଲିଜ୍ ହୋଇଛି ଆସମାନ ଭରଦ୍ୱାଜଙ୍କ ଫିଲ୍ମ 'କୁତ୍ତେ'ର ଟ୍ରେଲର। ଯଦି ଏହାର ଭିଡିଓ ଆପଣ ଦେଖିବାକୁ ଚାହୁଛନ୍ତି ତେବେ ଇୟରଫୋନ୍ ବ୍ୟବହାର କରନ୍ତୁ। ଏହି ଫିଲ୍ମରେ ଆପଣ ଆପଣଙ୍କ ପ୍ରିୟ କଳାକାରଙ୍କ ମୁହଁରୁ ଖରାପ ଗାଳି ହିଁ ଶୁଣିବେ।
ଗୋବିନ୍ଦ ମୃତ୍ୟୁର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ ମହାନିର୍ଦ୍ଦେଶକ ।
ଗତକାଲି ୧୧ଟାରେ ଗୋବିନ୍ଦ ଘରକୁ ଫୋନ୍ କରିଥିଲେ ଘରର ଭଲମନ୍ଦ କଥା ବୁଝାବୁଝି କରିଥିଲେ ବୋଲି କହିଛନ୍ତି ଗୋବିନ୍ଦଙ୍କ ପତ୍ନୀ ।
ସମସ୍ତ ଅଭିଯୁକ୍ତଙ୍କୁ ଧରି ପୋଲିସ ସିନ ରିକ୍ରିଏସନ କରିବ ବୋଲି ଜଣାପଡ଼ିଛି ।
ଆଉ କେଇଟା ଦିନ ପରେ ୨୦୨୨ ଆମଠୁ ବିଦାୟ ନେବ। ଏହାର କିନ୍ତୁ କିଛି ଖଟା-ମିଠା ସ୍ମୃତି ସବୁବେଳେ ଆମ ସହିତ ରହିଯିବ। ଏହି ବର୍ଷ କିଛି ଭଲ ସ୍ମୃତି ସାଉଁଟିଥିବା ବେଳେ, କିଛି ଦୁଃଖଦ ସ୍ମୃତିରେ ଦୁନିଆକୁ କନ୍ଦେଇଛି। ଏହି ବର୍ଷ ଏମିତି କିଛି ପ୍ରସିଦ୍ଧ ଅଭିନେତା ଓ କଳାକାରଙ୍କ ଦୁଃଖଦ ମୃତ୍ୟୁ ହୋଇଛି ଯାହା ସମସ୍ତଙ୍କ ଆଖିକୁ ଛଳ ଛଳ କରିଦେଇଛି। ଆସନ୍ତୁ କିଏ ଏମାନେ ଜାଣିନେବା।
ଗୋବିନ୍ଦ ମୃତ୍ୟୁ ସଂପର୍କରେ ଜେଲ୍ DIG ଶୁଭକାନ୍ତ ମିଶ୍ରଙ୍କ ପ୍ରତିକ୍ରିୟା ରଖିଛନ୍ତି । ସମ୍ବଲପୁର ପ୍ରିଜନ୍ DIG ତଦନ୍ତ କରି ୨୪ ଘଣ୍ଟାରେ ରିପୋର୍ଟ ଦେବେ ।
ଗତକାଲି ତୁଳନାରେ ଆଜି ରୁପା ଦରରେ ମଧ୍ୟ ପରିବର୍ତ୍ତନ ହୋଇଛି ।
୨୦୨୨ରେ ଆମ ସମସ୍ତଙ୍କୁ ଛାଡ଼ି ଚାଲିଯାଇଛନ୍ତି ଏହି ସବୁ ଚର୍ଚ୍ଚିତ ବ୍ୟକ୍ତିତ୍ୱ ।
ଏହି ନିଯୁକ୍ତି ପ୍ରକ୍ରିୟାରେ CISF ର କନଷ୍ଟେବଲ୍ / ଟ୍ରେଡ୍ସମ୍ୟାନ୍ର ୭୮୭ ପଦବୀ ପୂରଣ କରିବାକୁ ଲକ୍ଷ୍ୟ ରଖାଯାଇଛି ।