ଅରୁଣାଚଳ ତଓ୍ୱାଙ୍ଗ ସୀମା ନିର୍ଦ୍ଦିଷ୍ଟ ନଥିବାରୁ ସମସ୍ୟା , କେଉଁ ଅଞ୍ଚଳ କାହାର, ତାକୁ ନେଇ ରହିଛି ଦ୍ୱନ୍ଦ୍ୱ ।
ପଦ୍ମପୁର ଯିବେ, ଦେଇଥିବା ପ୍ରତିଶ୍ରୁତି ପୂରଣ କରିବେ । ପଦ୍ମପୁର ମଡେଲରେ ଅାଗକୁ ନିର୍ବାଚନ ଲଢ଼ିବୁ କହିଲେ ପ୍ରଦୀପ ମାଝୀ ।
ରାଜସ୍ଥାନର ଯେଉଁଠି ଦେଖିବ କେବଳ ସେହି କଥା । ସୋସିଆଲ ମିଡିଆରେ ବି ଏନେଇ ଖୁବ୍ ଭାଇରାଲ ହେଉଛି ଫଟୋ ଏବଂ ଭିଡିଓ ।
ଅନଲାଇନରେ ଠକେଇ କରି ବନ୍ଧା ହେଲେ ଡେଲିଭରି ବୟ । ୩ଟି ଦାମୀ ମୋବାଇଲ ଓ ୩ ଟି ବ୍ଲୁ-ଟୁଥ୍ ଜବତ ।
ଛାତ୍ରକୁ ନେଇ ଫେରାର ହୋଇଗଲେ ଟ୍ୟୁସନ ଦିଦି । ଛାତ୍ରକୁ ନିଜ ପ୍ରେମ ଜାଲରେ ଫସାଇ ଫେରାର ହେବା ପରେ ଛାତ୍ରଙ୍କ ପରିବାର ପକ୍ଷରୁ ଏବେ ଅଭିଯୋଗ ହୋଇଛି ।
ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି ।
କଥାରେ ଅଛି ବଡ଼ ଭଉଣୀ ମା’ ସମାନ । ସେ ସାନ ଭାଇଭଉଣୀଙ୍କୁ ସ୍ନେହ ବି କରେ ଆଉ ଆକଟ କରେ । ବେଳ ଆସିଲେ ମୃତ୍ୟୁ ସାମ୍ନାରେ ବି ଢ଼ାଲ ହୋଇ ଛିଡ଼ା ହୋଇଯାଏ ।
ଆଇଓସିଏଲ୍ ପକ୍ଷରୁ ଟେକ୍ନିସିଆନ୍, ସ୍ନାତକ ଏବଂ ବାଣିଜ୍ୟ ଆପ୍ରେଣ୍ଟିସିସ୍ ପାଇଁ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି ।
ମଦ ପିଇବା ପାଇଁ ଟଙ୍କା ନଦେବାରୁ ୪୪ ବର୍ଷୀୟ ମହିଳାଙ୍କୁ ହତ୍ୟା। ମହାରାଷ୍ଟ୍ରର ଥାନେ ଜିଲ୍ଲା ଡୋମ୍ବିଭଲି ଅଞ୍ଚଳରେ ବୁଧବାର ଏହି ହତ୍ୟାକାଣ୍ଡ ଘଟିଛି।
ଗୋଟିଏ ଥରରେ ୯ ସନ୍ତାନକୁ ଜନ୍ମ ଦେଇ ବିଶ୍ୱ ରେକର୍ଡ ସୃଷ୍ଟି କଲେ। ମା’ ସହିତ ସବୁ ପିଲାମାନେ ସମ୍ପୂର୍ଣ୍ଣ ସୁସ୍ଥ ଏବଂ ନିରାପଦ ମଧ୍ୟ ଅଛନ୍ତି। ଏନେଇ ମା’ କରିଛନ୍ତି ବିଶ୍ୱ ରେକର୍ଡ।
ଦିଲ୍ଲୀରେ ୧୭ ବର୍ଷୀୟ ସ୍କୁଲ୍ ଛାତ୍ରୀଙ୍କୁ ଏସିଡ୍ ଫିଙ୍ଗିବା ଘଟଣାକୁ ନେଇ ହଇଚଇ ସୃଷ୍ଟି ହୋଇଛି। ସ୍ପଷ୍ଟ ଦିବାଲୋକରେ ଏଭଳି ଛାତି ଥରାଇଲା ଭଳି ଘଟଣା ପରେ ଲୋକଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଯିଏ ମଦ ପିଇବ, ସେ ତ ମରିବ ନା। ଉଦାହରଣ ସମସ୍ତଙ୍କ ଆଗରେ ରହିଛି। ପିଇବ ତ ମରିବ ବୋଲି ନୀତୀଶ କୁମାର କହିଛନ୍ତି ।
ଅଭିଯୋଗ ପରେ ସାଇନଣ୍ଟିଫିକ ସହ ଘଟଣା ସ୍ଥଳରେ ପହଁଚି ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ।
ଜାପାନର ସ୍ୱାସ୍ଥ୍ୟମନ୍ତ୍ରୀ କାଟସୁନୋବୁ କାଟୋ କହିଛନ୍ତି ଯେ, ଶିଶୁ ପ୍ରସବ ପାଇଁ ଦିଆଯାଉଥିବା ଅର୍ଥରାଶିକୁ ବୃଦ୍ଧି କରାଯାଇ ୫୦୦,୦୦୦ ୟେନ୍ ଦିଆଯିବ ।
ଫୋନ୍ ସ୍ୱିଚ୍ ଅଫ୍ ଥିଲେ, ମୋ ଜୀବନ ଚାଲିଯାଇ ଥାଆନ୍ତା ।
ଯଦି ଆପଣ ଦେଶର ବିଭିନ୍ନ କୋଣ ଅନୁକୋଣକୁ ଯାଇ ଏହି ସବୁ ନିଆରା ପରମ୍ପରାର ମଜା ନେବାକୁ ଚାହିଁବେ ତେବେ ଆପଣଙ୍କ ପାଇଁ ଗୋଟିଏ ଜୀବନ ବି ନିଅଣ୍ଟ ପଡ଼ିବ ।
ଶରୀରର ସୁସ୍ଥତା ପାଇଁ ଖାଦ୍ୟରେ ଲୁଣର ଆବଶ୍ୟକତା ରହିଛି । କିନ୍ତୁ ଆପଣ ଜାଣନ୍ତି କି ଲୁଣ ପକାଇ ଫଳ ଖାଇବା ଦ୍ୱାରା ଶରୀରରେ ଅନେକ ରୋଗ ଦେଖାଦେଇ ଥାଏ ।
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୪,୪୦୦ ଟଙ୍କା ରହିଛି
ସ୍ପା’ ସେଣ୍ଟର ନାଁରେ ଚାଲିଥିଲା ଦେହ ବ୍ୟବସାୟ। ଏହାର ପର୍ଦ୍ଦାଫାସ କରିବା ପାଇଁ ଯୋଜନା ମୁତାବକ ଜଣେ ବ୍ୟକ୍ତିଙ୍କୁ ନକଲି ଗ୍ରାହକ ସଜାଇ ପୋଲିସ୍ ସ୍ପା ସେଣ୍ଟରକୁ ପଠାଇବା ସହ ଅଚାନକ ରେଡ୍ କରିଥିଲା।
ମାଲକାନଗିରି ଜିଲ୍ଲା ଏମଭି-୭୯ ନିକଟ ଲାଚିପେଟା ଗାଁର ଭଜା ସାଲବମ ନାମକ ବ୍ୟକ୍ତି କିଡନୀ ରୋଗରେ ଗୁରୁତର ହୋଇ ଘରେ ପଡିଥିଲେ । ଆମ୍ବୁଲାନ୍ସ ଡ୍ରାଇଭର ରୋଗୀଙ୍କୁ ରକ୍ତ ଦେଇ ବଞ୍ଚାଇଲେ ଜୀବନ ।
ବାଇଚୁଙ୍ଗ ଭୂତିଆ ହେଉଛନ୍ତି ଏକମାତ୍ର ଭାରତୀୟ ଫୁଟବଲ ଖେଳାଳି ଯିଏ ଖେଳୁଥିବା ସମୟରେ ପଦ୍ମଶ୍ରୀ ପୁରସ୍କାର ପାଇଥିଲେ। ଭାରତୀୟ ଫୁଟବଲ୍କୁ ବିଶ୍ୱ ମାନଚିତ୍ରରେ ଆଣିବା ପାଇଁ ପୁରା କ୍ରେଡିଟ୍ ଭୂତିଆକୁ ଯାଇଥାଏ। ଦଳରେ ଆତ୍ମବିଶ୍ୱାସ ଆଣିବା ଏବଂ ଆକ୍ରମଣାତ୍ମକ ଖେଳିବାର ରଣନୀତି ଭୂତିଆ ହିଁ ଆରମ୍ଭ କରିଥିଲେ।
ଶ୍ୱଶୁରଙ୍କୁ ଘରେ ତାଲା ପକାଇ ବୟଫ୍ରେଣ୍ଡ୍ ସହ ଫେରାର ମାରିଲା ବୋହୂ। ଘରୁ ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର, ଅନ୍ୟାନ୍ୟ ଦାମୀ ଜିନିଷ ଓ ନଗଦ ଦେଢ଼ ଲକ୍ଷ ଟଙ୍କା ନେଇ ମହିଳା ଜଣକ ବୟଫ୍ରେଣ୍ଡ୍ ସହ ଫେରାର ହୋଇଥିବା ଅଭିଯୋଗ।
ଆତଙ୍କବାଦ ପ୍ରସଙ୍ଗରେ ଗତକାଲି ଜାତିସଂଘରେ ବୈଦେଶିକ ମନ୍ତ୍ରୀ ସ୍ତରୀୟ ଆଲୋଚନା ବେଳେ ପାକ୍ର ମୁଖା ଖୋଲିଥିଲେ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର।
ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...