ଜାତୀୟ ଶିକ୍ଷା ନୀତି ଆଧାରରେ ବଦଳିବ ଯୁକ୍ତ ତିନିର ଢାଞ୍ଚା । ପିଲାଏ ତିନି ବର୍ଷ ବଦଳରେ ୪ ବର୍ଷ ପାଠ ପଢିବେ । ଅଧାରୁ ପାଠ ଛାଡିଲେ ବି ପୁଣି ଥରେ ଛାଡିଥିବା ବର୍ଷରୁ ପାଠ ପଢିପାରିବେ । ଡ୍ରପ୍ ଆଉଟ ହାର କମାଇବା ସହ ପିଲାଙ୍କୁ ଦ୍ୱିତୀୟ ସୁଯୋଗ ଦେବାକୁ ଶିକ୍ଷାନୀତିରେ ଏହି ବ୍ୟବସ୍ଥା ରହିଛି ।
ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ତଦନ୍ତରେ ଆଦୌ ସହଯୋଗ କରୁନି ଅର୍ଚ୍ଚନା । ଫଳରେ ଆର୍ଥିକ ଦିଗରେ ଖୋଳତାଡ଼ କରିବା ପାଇଁ ଅଡୁଆ ପରିସ୍ଥିତି ଉପୁଜିଛି ।
ଟିମ୍ ଇଣ୍ଡିଆର ଏସିଆ କପ୍ ଓ ଟି-୨୦ ବିଶ୍ୱକପ୍ରେ ବିଫଳତା ଏବଂ ଏହାପରେ ନ୍ୟୁଜିଲାଣ୍ଡ ଓ ବାଂଲାଦେଶ ଠାରେ ଦ୍ୱିପାକ୍ଷିକ ଦିନିକିଆ ଶୃଙ୍ଖଳାରେ ପରାଜୟ ବିସିସିଆଇର ଚିନ୍ତା ବଢ଼ାଇଦେଇଛି। ପ୍ରଶ୍ନ ଉଠୁଛି, ୨୦୨୩ ବିଶ୍ୱକପ୍ ଆଗରୁ ସଙ୍କଟରୁ ମୁକୁଳି ପାରିବ ତ ଟିମ୍ ଇଣ୍ଡିଆ?
ପଦ୍ମପୁର ଭୋଟର ଯେଉଁ ରାୟ ଶୁଣାଇଲେ ତାହା ଆଲୋଡନ ସୃଷ୍ଟି କରିଛି! ଏହି ଜନାଦେଶ ରାଜନୈତିକ ସମୀକ୍ଷକଙ୍କୁ ମଧ୍ୟ ନିଶ୍ଚୟ ଚକିତ କରିଥିବ। ପାଖାପାଖି ୪୩ ହଜାର ଭୋଟ୍ ବ୍ୟବଧାନ! ଏମିତି କେମିତି ହେଲା? ସାଧାରଣରେ ଏହି ପ୍ରଶ୍ନ ଗୁଞ୍ଜରିତ ହେବାରେ ଲାଗିଛି।
୨୦୨୪ରେ ପୁଣି ପଶ୍ଚିମ ଓଡ଼ିଶାରୁ ମୁଖ୍ୟମନ୍ତ୍ରୀଙ୍କୁ ନିର୍ବାଚନ ଲଢ଼ିବାକୁ ଅନୁରୋଧ କରାଯିବ ବୋଲି କହିଛନ୍ତି ସୁଶାନ୍ତ ।
ବଲିଉଡ୍ର ବିଫଳତାର କାରଣ କହିଲେ କରଣ ଜୋହର। ବଲିଉଡ ଦିନକୁ ଦିନ ତଳକୁ ଯାଉଛି ଆଉ ଆଞ୍ଚଳିକ ସିନେମାର ବିକାଶ ହେଉଛି। ଏହା ପଛରେ ଥିବା କାରଣ କହି ନିଜକୁ ଦୋଷୀ ବୋଲି ମଧ୍ୟ ମାନିଛନ୍ତି ସେ। ଆସନ୍ତୁ ଜାଣିବା ତାଙ୍କର କେଉଁ ଭୁଲ୍ ଯୋଗୁଁ ବଲିଉଡ୍ର ଆଜି ଏପରି ଅବସ୍ଥା।
ପ୍ରୋଜେକ୍ଟ ଫେଲୋଶିପ୍ରେ ଖାଲି ପଡ଼ିଥିବା ବିଭିନ୍ନ ପଦବୀ ପାଇଁ NIT(National Institute of Technology ), ରାଉରକେଲା ବିଜ୍ଞପ୍ତି ଜାରି କରିଛି।
ଏସି ମରାମତି କରୁଥିବା ଜଣେ ବ୍ୟକ୍ତି ରେସିଡେନ୍ସିଆଲ୍ ବିଲ୍ଡିଂର ଲିଫ୍ଟ ଭିତରେ ୫ ବର୍ଷର ଶିଶୁକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ନାଭି ମୁମ୍ବାଇରେ ଏହି ଲଜ୍ଜାକର ଘଟଣା ଘଟିଛି।
ପୁଣି ଜଣେ ଭାରତୀୟ କ୍ରିକେଟର୍ଙ୍କ ଦିନିକିଆ ମ୍ୟାଚ୍ରେ ଦ୍ୱିଶତକ ।
ବିଧାନସଭା ନିର୍ବାଚନରେ କଂଗ୍ରେସର ବିଜୟ ପରେ ଏବେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ବାଛିବାକୁ ଚାଲିଛି କସରତ
ପଞ୍ଜାବର ତରନ ତାରନରେ ଥିବା ଗୋଟିଏ ପୋଲିସ୍ ଷ୍ଟେସନ ଉପରେ ରେକଟ ଲଞ୍ଚର ଦ୍ୱାରା ଗ୍ରେନେଡ ମାଡ଼ କରାଯାଇଛି।
୨୦୨୪ ନିର୍ବାଚନରେ ପଦ୍ମପୁର ରେଜଲ୍ଟର ପ୍ରଭାବ ପକାଇବ କି ବୋଲି ପ୍ରଶ୍ନରେ ପ୍ରତିକ୍ରିୟା ରଖି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ଶୁଣୁଛି ଏଠି କ’ଣ ଆଗୁଆ ନିର୍ବାଚନ ହେବ।
ଯାହାକୁ ନିଜର ଭାବି ଘରେ ରଖିଥିଲେ, ପାଳି ପୋଷି ବଡ଼ କରିଥିଲେ ଶେଷରେ ସିଏ ହିଁ ଚୋଟ ମାରିଲା। ସମ୍ପର୍କର ମାନେ ବୁଝିଲାନି ସମ୍ପର୍କୀୟ ନାତି। ସାମାନ୍ୟ ସୁନା, ଟଙ୍କା ପାଇଁ ପାଳିପୋଷି ବଡ଼ କରିଥିବା ସମ୍ପର୍କୀୟ ଜେଜେବାପା, ଜେଜେମା’ଙ୍କୁ ରାସ୍ତାରୁ ସଫା କରିବାକୁ ଯୋଜନା କଲ। ।
ହାତରେ ବାଡ଼ି, ଆଖିରେ ରାଗ...ସେହି ସମୟରେ ଯିଏବି ସାମ୍ନାକୁ ଆସୁଥିଲେ କି ଅଟକାଇବା ପାଇଁ ଚେଷ୍ଟା କରୁଥିଲେ, ତାଙ୍କୁ ପିଟି ଚାଲୁଥିଲେ। ଘର ଭିତରେ ପଶି ଜୋରଜବରଦସ୍ତ ୨୪ ବର୍ଷୀୟ ଯୁବତୀଙ୍କୁ ଉଠାଇ ନେଇଥିଲେ କିଛି ଯୁବକ।
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୫,୫୫୦ ଟଙ୍କା ରହିଛି
ଗୁଜରାଟରରେ କାହିଁକି ଅଭେଦ୍ୟ ରହିଛି ବିଜେପି ଗଡ଼ ?
ମାଓବାଦୀ ନାଁରେ ଚାନ୍ଦା ମାଗୁଥିଲେ, ହତ୍ୟା ଧମକ ଦେଉଥିଲେ । ଜଣେ ବ୍ୟକ୍ତିଙ୍କ ପାଇଖାନା ଭିତରେ ବୋମା ଖଞ୍ଜିଥିଲେ ।
ପ୍ରାୟ ୬ ଲକ୍ଷ ଭାରତୀୟଙ୍କ ବ୍ୟକ୍ତିଗତ ତଥ୍ୟ ହ୍ୟାକରଙ୍କ କବଜାରେ
ଜଣେ ବୃଦ୍ଧ ଦୀର୍ଘ ୪୨ ବର୍ଷ ହେଲାଣି ଭାତ ଖାଉ ନାହାନ୍ତି। ସେ ରୁଟି, ଚୁଡ଼ା, ମୁଢି, ମାଛ, ମାଂସ ସବୁ ଖାଉଛନ୍ତି କିନ୍ତୁ ଭାତ ଖାଉ ନାହାନ୍ତି। ବୃଦ୍ଧ ଜଣକ ଭାତ ନଖାଇବା ପଛର କାରଣ ଜାଣିଲେ ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ।
ଜାତୀୟ ଶିକ୍ଷା ନୀତି ଅନୁଯାୟୀ ସଂସ୍କାର ପାଇଁ ପ୍ରସ୍ତାବ
ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର । ଜାଣନ୍ତୁ, ଆଜି କେଉଁ ସମୟରେ ଶୁଭ କାମ ଆରମ୍ଭ କଲେ ଶୁଭ ଫଳ ପ୍ରାପ୍ତି ହୋଇପାରେ।
ଆଜି ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। ବାକି ଅଞ୍ଚଳରେ ପାଗ ଶୁଖିଲା ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି।