୭୦ ଦଶକର ସବୁଠାରୁ ହ୍ୟାଣ୍ଡସମ ହିରୋ ଥିଲେ ଧର୍ମେନ୍ଦ୍ର। ଚଳଚ୍ଚିତ୍ରରେ ତାଙ୍କ ନିଷ୍ଠା ତାଙ୍କୁ କରିଦେଲା ‘ହୀମ୍ୟାନ୍’। ଏଠି ପହଞ୍ଚିବା ପାଇଁ ତାଙ୍କୁ କିନ୍ତୁ କମ କଷ୍ଟ କରିବାକୁ ପଡିନି। ଏମିତି କି ଭୋକ ଶୋଷରେ ଦିନ କାଟିବାକୁ ପଡିବାରୁ ନିରାଶ ହୋଇ ଘରକୁ ଫେରିଆସିବାକୁ ମଧ୍ୟ ସ୍ଥିର କରି ନେଇଥିଲେ। ହେଲେ ଏମିତି କ’ଣ ହେଲା…
ମାତ୍ର ୬ ମାସ ତଳେ ସାରା ଦେଶରେ ଚହଳ ପକାଇ ଦେଇଥିଲା ଛତିଶଗଡ଼ର ବୋରୱେଲ୍ ଟ୍ରାଜେଡି।
ସରକାର ଫୋର୍ ଜି ଛାଡ଼ି ଫାଇଭ୍-ଜି କଥା କହିଲେଣି, ହେଲେ ଏଠି ସ୍ଥିତି ପୂରା ଓଲଟା।
ଏମସିଡି ବିଜୟ ପରେ ଆପ୍ ପକ୍ଷରୁ ଜୋରଦାର ସେଲିବ୍ରେସନ କରାଯାଇଛି।
ଗଣତି ପୂର୍ବରୁ ପରିଣାମକୁ ନେଇ ବଢିବାରେ ଲାଗିଛି ରାଜନୈତିକ ଦଳ ଓ ପ୍ରାର୍ଥୀଙ୍କ ଉତ୍କଣ୍ଠା।
ନୌସେନାରେ ଚାକିରି ପାଇବାର ଏକ ସୁବର୍ଣ୍ଣ ସୁଯୋଗ। ବିଶେଷ କରି ଏହି ନିଯୁକ୍ତି ପାଇଁ ୧୦ମ, ୧୨ଶ ପାଶ୍ ପ୍ରାର୍ଥୀମାନେ ମଧ୍ୟ ଆବେଦନ କରିପାରିବେ। ଏଭଳି ପରିସ୍ଥିତିରେ, ସମୟ ନଷ୍ଟ ନକରି ଆବେଦନ ପାଇଁ ତୁରନ୍ତ ପ୍ରସ୍ତୁତ ହୋଇଯାଆନ୍ତୁ।
ଉତ୍ତର କୋରିଆରୁ ଆସିଛି ତାନାଶାହା ଶାସନର ଆଉ ଏକ ନମୁନା। ପିଲାମାନଙ୍କ କ୍ରୁର ନାଁ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ‘ବୋମା’ ‘ବନ୍ଧୁକ’ ଆଦି ନାଁ ରଖିବାକୁ କୁହାଯାଇଛି। ନିୟମ ନ ମାନିଲେ ଦିଆଯିବ ଦଣ୍ଡ।
ଯଦି ଆପଣଙ୍କ ପାଖରେ ଡ୍ରେସ୍ କିଣିବାକୁ ଅଧିକ ଟଙ୍କା ନାହିଁ, ତାହାହେଲେ ଚିନ୍ତା କରନ୍ତୁନି।
IMDB ୨୦୨୨ର ସବୁଠାରୁ ଅଧିକ ଲୋକପ୍ରିୟ ଭାରତୀୟ ତାରକାଙ୍କ ତାଲିକା ଘୋଷଣା କରିଛି। ଏହି ତାଲିକାରେ ସାଉଥ୍ ଷ୍ଟାର୍ ଧନୁଷ ଟପ୍ରେ ଅଛନ୍ତି। ତାଙ୍କ ପରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି ଆଲିଆ ଭଟ୍ଟ। ଜାଣନ୍ତୁ ଅନ୍ୟମାନେ କିଏ, କେଉଁ ସ୍ଥାନରେ ଅଛନ୍ତି।
ପ୍ରେମ କେଉଁଠି କେତେବେଳେ ହେବ କହିହେବନି । ଏହି ଉକ୍ତିକୁ ସତ କରି ଦେଖାଇଛନ୍ତି କେନ୍ଦ୍ରାପଡା ଜିଲ୍ଲା ମହାକାଳପଡାର ବୃଦ୍ଧ ଦମ୍ପତ୍ତି ଭଜେଶ୍ୱରୀ ଓ ଶକ୍ତିପ୍ରସାଦ ।
ଗାଁରେ ପଡୁଛି ମେଞ୍ଚା ମେଞ୍ଚା ଗୁଳି। ଛକ, ବଜାର ଠାରୁ ଆରମ୍ଭ କରି ଲୋକଙ୍କ ଘରେ ମଧ୍ୟ ଗୁଳି ପଡୁଛି। ଗୁଳି ମାଡ଼ ଏତେ ଅଧିକ ରହିଛି ଯେ, ଘରର ଆଜବେଷ୍ଟସ୍ କଣା ହୋଇଯାଇଛି। ଏହାସହ ଲୋକମାନେ ଆହତ ମଧ୍ୟ ହୋଇଛନ୍ତି।
ସାନ୍ଫ୍ରାନସିସ୍କୋରେ ଥିବା ଟ୍ୱିଟର ହେଡ୍ ଅଫିସ୍ର ଅଧିକାଂଶ ଫ୍ଲୋରକୁ ବେଡ୍ରୁମ୍ ଭଳି ସଜାଇଛନ୍ତି ଏଲନ୍ ।
ଯଦିଓ ଓଡ଼ିଶା ଉପରେ ସମ୍ଭାବ୍ୟ ବାତ୍ୟାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ, ତେବେ ବାହ୍ୟବଳୟ ସହ ଜଡ଼ିତ ମେଘ ସମୂହ ପ୍ରଭାବରେ ୧୦ ଏବଂ ୧୧ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି ।
ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି । ନିଆଁର ମାତ୍ରା ଏତେ ଅଧିକ ଯେ, ପାଖ ଦୋକାନକୁ ବ୍ୟାପିବାର ଆଶଙ୍କା ରହିଛି ।
ସୁନ୍ଦର ଚେହେରା, ହେଲେ କାରନାମା ଜାଣିଲେ ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ। ଧନୀକ ଶ୍ରେଣୀର ଲୋକଙ୍କୁ ମିଠା ମିଠା କଥା କହି ନିଜ ପ୍ରେମ ଜାଲରେ ଫସାଉ ଥିଲେ, ଶେଷରେ ହନିଟ୍ରାପ୍ କରି ଲକ୍ଷାଧିକ ଟଙ୍କା ଆଦାୟ କରୁଥିଲେ ମହିଳା ୟୁଟ୍ୟୁବର ନାମରା କାଦିର୍।
ଟଙ୍କା ବଣ୍ଟାଠାରୁ ଆରମ୍ଭ କରି ବିଭିନ୍ନ ଭିଡିଓ ଭାଇରାଲ ସହ ଆଚରଣବିଧି ଉଲଂଘନ ଅଭିଯୋଗ ଆଣିଥିଲେ ଉଭୟ ଦଳ । ଆଉ ନିର୍ବାଚନ ସରିବା ପରେ ବି ଥମିନଥିଲା ଆରୋପ ପ୍ରତ୍ୟାରୋପ ।
ପୁଣି ରେପୋ ରେଟ୍ ବୃଦ୍ଧି ପରେ ଜନତାଙ୍କୁ ଝଟ୍କା ଲାଗିଛି। ରେପୋ ରେଟ୍ ବୃଦ୍ଧି ପରେ ମହଙ୍ଗା ହେବ ଋଣ। ହୋମ୍ ଲୋନ୍(Home Loan), ଗାଡ଼ି ଲୋନ୍ ସମେତ ସମସ୍ତ ପ୍ରକାରର ଋଣ ମହଙ୍ଗା ହେବ।
ବାଟବଣା ହେଲା ସରକାରୀ ଯୋଜନା । ହାତ ଟେକିଦେଲା ଘରୋଇ ସଂସ୍ଥା ।
ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ସ୍କୁଲ୍ର ୭ ଜଣ ଛାତ୍ରଙ୍କୁ ସବୁଦିନ ପାଇଁ କ୍ୟାମ୍ପସରୁ ସସ୍ପେଣ୍ଡ୍ କରାଯାଇଛି। ଯଦି ସମ୍ପୃକ୍ତ ଛାତ୍ରମାନେ କ୍ୟାମ୍ପସକୁ ଆସନ୍ତି ତା’ହେଲେ ପୋଲିସ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ନୋଟିସରେ ଉଲ୍ଲେଖ ରହିଛି।
ସୌର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୭ ତାରିଖ, ବୁଧବାର। ଚନ୍ଦ୍ର – ବୃଷ ଅହୋରାତ୍ର ତିଥି- ୧୪ଶୀ ଦିବା ୦୮/୦୧ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର- ବିଛା ଅହୋରାତ୍ର ଘାତ ବାର – କର୍କଟ। ଜାଣନ୍ତୁ, ଆଜି କେଉଁ ସମୟରେ କାର୍ଯ୍ୟ ଆରମ୍ଭ କଲେ ଶୁଭ ଫଳ ପ୍ରାପ୍ତି ହେବ।
ଚଂଚଳଙ୍କୁ ପଚାରିଲେ ସେ କହୁଛନ୍ତି ମୁଁ କୌଣସି କାମ କରି ନାହିଁ କି ମୋତେ କେହି ଟଙ୍କା ଦେଇ ନାହାନ୍ତି ।
ବାସ୍କେଟବଲ, ବକ୍ସିଂ ଏବଂ ଭାରୋତ୍ତଳନରେ ବ୍ରହ୍ମପୁରର କ୍ରୀଡାବିତ୍ ରାଜ୍ୟ, ଦେଶ ତଥା ଦେଶ ବିଦେଶରେ ଭଲ ନାଁ କମାଇ ପାରିଛନ୍ତି ।
ବୋର୍ୱେଲରେ ଫସି ରହିଥିବା ବାଳକ ନିକଟକୁ ପାଇପ୍ ଯୋଗେ ଅମ୍ଲଜାନ ପଠାଯାଉଛି। ୮ ବର୍ଷର ବାଳକ ତନ୍ମୟ ସାହୁ କ୍ଷେତରେ ଖେଳୁଥିଲେ। ଏହି ସମୟରେ କିଛି ଦିନ ପୂର୍ବେ ସେହି କ୍ଷେତରେ ଖୋଳାଯାଇଥିବା ବୋର୍ୱେଲ ଭିତରେ ଅଚାନକ ଖସି ପଡିଥିଲେ।