ସୁନ୍ଦରଗଡ ଜିଲ୍ଲା କୁତ୍ରା ବ୍ଲକ ଅନ୍ତର୍ଗତ ପଞ୍ଚରା ବସ୍ତିପଡାଠାରେ ଆଜି ଏକ ଶବ ଶୋଭାଯାତ୍ରାକୁ ନେଇ ଭିନ୍ନ ପରମ୍ପରା ଦେଖିବାକୁ ମିଳିଥିଲା ।
ସ୍ୱାସ୍ଥ୍ୟ ବିଭାଗର ଅବହେଳା ଯୋଗୁ ୬ ଜଣ ରୋଗୀଙ୍କ ଦୃଷ୍ଟିଶକ୍ତି ଚାଲି ଯାଇଥିବା ଅଭିଯୋଗ ହୋଇଛି। ମୋତିଆବିନ୍ଦୁ ଅପରେସନ୍ ପରେ ସେମାନଙ୍କ ଆଖି ଏତେ ମାତ୍ରାରେ ଖରାପ ହୋଇଥିଲା ଯେ, ସେମାନଙ୍କୁ ଆଉ କିଛି ଦିଶିଲା ନାହିଁ।
ବ୍ଲାକମେଲିଂ, ହନିଟ୍ରାପ୍ ଓ ଅର୍ଥ କାରବାର ମାମଲାରେ ଇଡିରେ ହାଜର ହୋଇଛନ୍ତି ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ।
ଖୁବ୍ଶୀଘ୍ର ଗୁଗଲ୍ ପେ’, ଫୋନ୍ ପେ’, ପେଟିଏମ୍ ଓ ଅନ୍ୟ ୟୁପିଆଇ ପେମେଣ୍ଟ୍ ଆପ୍(UPI payment)ରେ ଟ୍ରାଞ୍ଜାକ୍ସନ ଲିମିଟ୍ ଲାଗୁ ହେବାକୁ ଯାଉଛି।
ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପରେ ତମ୍ବିତୁଫାନ
କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳର କୁଶଳୀ ଶ୍ରମିକଙ୍କ ବର୍ଷ ବର୍ଷର ଶ୍ରମ ସାଧାନାରୁ ହିଁ ଆତ୍ମପ୍ରକାଶ କରିଛି ବିଶ୍ୱକପ୍ ଭେନ୍ୟୁ ହୋଇଥିବା ଏକାଧିକ ଅତ୍ୟାଧୁନିକ ଷ୍ଟାଡିୟମ।
ଯୋଗୀଙ୍କ ବଡ଼ ମନ୍ତବ୍ୟ। ସ୍ୱାସ୍ଥ୍ୟବିଭାଗର ମେରୁଦଣ୍ଡ ହେଲେ ନର୍ସ...ପରାମର୍ଶ ଦେଇ କହିଲେ, ନର୍ସ ଏମିତି ବ୍ୟବହାର କରିବା ଦରକାର ଯେମିତି ରୋଗୀ ଖୁସି ହେବେ, ଆଉ ଆଶୀର୍ବାଦ ଦେବେ
QR କୋଡ୍ ସ୍କାନ୍ କରୁଥିଲେ ସାବଧାନ୍ . . .ଠକେଇର ଶିକାର ହୋଇପାରନ୍ତି . .
ମନ୍ଦିରରେ ୫ ପ୍ଲାଟୁନ ଫୋର୍ସ ମୁତୟନ; ଉପଜିଲ୍ଲାପାଳ, ଏଏସପି ଉପସ୍ଥିତ
୨୦୨୧-୨୨ ମଧ୍ୟରେ ଉଭୟଙ୍କ ଆକାଉଣ୍ଟକୁ ଅମୀୟକାନ୍ତ ୧୦ ଲକ୍ଷ କାହିଁକି ପଠାଇଥିଲେ ?
ପ୍ରେମରେ ବିଫଳ ହେବା ପରେ ଜଣେ ଯୁବକ ନିଜ ଦେହରେ ନିଆଁ ଲଗାଇବା ପରେ ଭଲ ପାଉଥିବା ଯୁବତୀଙ୍କୁ ଆଲିଙ୍ଗନ କରି ତାଙ୍କ ଦେହରେ ମଧ୍ୟ ନିଆଁ ଲଗାଇ ଦେଇଥିଲେ। ଫଳରେ ଉଭୟଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି।
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୨,୪୫୦ ଟଙ୍କା ରହିଛି ।
ଦୀର୍ଘ ଦିନର ଭଲ ପାଇବାର ଅନ୍ତ ଯେ ଏମିତି ଘଟିବ, ତାହା କେହି ବି ବିଶ୍ୱାସ କରିପାରିବେନି । ବାହା ହୋଇ ସୁଖର ସଂସାର କରିବା ପାଇଁ ସ୍ୱପ୍ନ ଦେଖିଥିବା ମଣିଷ ଯଦି ସେହି ମନର ମଣିଷକୁ ଅଧା ବାଟରେ ହରାଇ ଦିଏ। ତେବେ କେତେ ଯେ କଷ୍ଟ, ତାହା ଅଙ୍ଗେ ଲିଭାଇଥିବା ମଣିଷ ହିଁ ବୁଝିପାରିବ ।
ଜଜ୍ଙ୍କ ସାମ୍ନାରେ ଅଫତାବ୍ ସତ ମାନିଥିଲା। ଅଫତାବ୍ କହିଥିଲା ଯେ, ଯାହା ବି କିଛି ସେ କରିଥିଲା, ତାହା HEAT OF THE MOMENT ଥିଲା।
ନିର୍ଧୁମ ଛେଚା ଖାଇଲେ ବିଧାୟକ। ଆମ୍ ଆଦମୀ ପାର୍ଟି ବିଧାୟକ ଗୁଲାବ ସିଂହ ଯାଦବଙ୍କୁ ପିଟିଲେ ଲୋକେ। ଫଳରେ ବୈଠକ ଛାଡି ଦୌଡିଲେ ବିଧାୟକ। ଏଭଳି କିଛି ଘଟଣା ସାମ୍ନାକୁ ଆସିଛି ଦିଲ୍ଲୀରୁ।
ବିମାନରେ ଯାତ୍ରା କରୁଥିବା ବିଦେଶୀ ଯାତ୍ରୀଙ୍କ ପାଇଁ ଭାରତ ସରକାର ନୂଆ ନିୟମ ଜାରି କରିଛନ୍ତି। ଏଣିକି ବିଦେଶରୁ ଭାରତ ଆସୁଥିବା ଯାତ୍ରୀଙ୍କୁ ସେଲ୍ଫ-ଡିକ୍ଲାରେସନ୍ ଫର୍ମ(Self-Declaration Form) ପୂରଣ କରିବାର ଆଉ କୌଣସି ଆବଶ୍ୟକତା ନାହିଁ।
ଚିଟ୍ଫଣ୍ଡ ସଂସ୍ଥା ଶାରଳା ରିୟଲକନ୍ର ସମ୍ପତ୍ତି ନିଲାମ ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି। ପ୍ରାୟ ୧୬ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ନିଲାମ ଉପରେ ଏହି ରହିତାଦେଶ ଜାରି ହୋଇଛି।
ଦ୍ରୁତଗାମୀ ମାଲ୍ବାହୀ ଟ୍ରେନ୍ର ୮ଟି ବଗି ଲାଇନ୍ଚ୍ୟୁତ ହୋଇଥିଲା। କିଛି ବଗି ଯାତ୍ରୀ ବିଶ୍ରାମଗାର ଓ ଟିକେଟ୍ ଘର ଉପରକୁ ମାଡ଼ି ଯାଇଥିଲା।
ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
କାର୍ ଦୁର୍ଘଟଣାରେ ୨୫ ବର୍ଷୀୟ ସୋସିଆଲ୍ ମିଡିଆ ସେଲିବ୍ରେଟିଙ୍କ ମୃତ୍ୟୁ ହୋଇଛି। ଦ୍ରୁତ ଗତିରେ ଥିବା ରୋହିତଙ୍କ କାର୍ ବୁଲାଣି ନିକଟରେ ଗାଡ଼ି ବୁଲାଇ ନପାରିବାରୁ ଗଛରେ ଯାଇ ପିଟି ହୋଇଥିଲା।
ଡୋନାଲ୍ଡ ଟ୍ରମ୍ପଙ୍କ ଟ୍ୱିଟର ଆକାଉଣ୍ଟକୁ ଆକ୍ଟିଭ କରିବା ପରେ ଟ୍ରମ୍ପଙ୍କ ସମର୍ଥକ ଏବଂ ବିରୋଧୀମାନେ ମୁହାଁମୁହିଁ ହୋଇଛନ୍ତି। ଏଭଳି ପରିସ୍ଥିତିରେ ଏଲନ୍ ମସ୍କ ଟ୍ୱିଟର୍ ଓ ଟେସଲାର ସିଇଓ ପଦରୁ ଇସ୍ତଫା ଦେବାକୁ ନେଇ କଳ୍ପନାଜଳ୍ପନା ଚାଲିଛି।
ପୁଣି ଚର୍ଚ୍ଚାରେ ବଲାଙ୍ଗିରର ପେପର ବୟ ଚୁମନ୍ ରାଓ। ସହାୟତା ଦେବା ପାଇଁ ପହଞ୍ଚିଲେ ବଲାଙ୍ଗିର ବିଧାୟକ..ପାଠ ପଢିବାରେ ଚୁମନକୁ ମିଳିବ ଅନେକ ପ୍ରକାର ସହାୟତା
୪୧ ବର୍ଷୀୟ ଧୋନି ଆଉ ଏକ ଟ୍ରଫି ଉପରେ ନିଜର ହାତ ରଖିଛନ୍ତି । ପ୍ରଶଂସକମାନେ ତାଙ୍କ ବିଜୟ ଅଭ୍ୟାସକୁ ଜୀବନ୍ତ ରଖିଥିବାର ଦେଖି ବହୁତ ଖୁସି ଅଛନ୍ତି ।
ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ନାଗ-ଚାନ୍ଦ ଦମ୍ପତିିଙ୍କ ସହ ବ୍ୟୁରୋକ୍ରାଟ୍ ଲିଙ୍କ୍ କଥା ଉଠାଇଛନ୍ତି । କହିଛନ୍ତି, ବଡ଼ ବଡ଼ ନେତାଙ୍କ ସହ IAS ଏବଂ IPSଙ୍କ ନାଁ ମୁଁ ଜାଣିଛି । କିନ୍ତୁ କହି ହେବନି ।