ଟ୍ୱିଟରର ନୂଆ ମାଲିକ ଏଲନ ମସ୍କ ନୂଆ ଟ୍ୱିଟର ନୀତି ଘୋଷଣା କରିଛନ୍ତି। ଟ୍ୱିଟରର ମାଲିକାନା ନେବା ପରେ ଏହାକୁ ନୂଆ ରୂପ ଦେବାକୁ ମସ୍କ ପ୍ରୟାସ କରିଛନ୍ତି।
୨୯ ଦିନ, ୩୨ ଟିମ୍, ୬୪ ମ୍ୟାଚ୍ ବିଶ୍ୱର ସବୁଠୁ ବଡ ସ୍ପୋର୍ଟସ ଇଭେଣ୍ଟ ପାଇଁ ଫ୍ୟାନ୍ସଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଖେଳାଳି ଓ ସେମାନଙ୍କ ପରିବାର ରହିବା ପାଇଁ ଲକ୍ଜୁରୀ କ୍ରୁଜ୍ର ବ୍ୟବସ୍ଥା ହୋଇଛି। ସେଭେନ୍ ଷ୍ଟାର ହୋଟେଲରୁ କମ୍ ନୁହେଁ ଏହି ଷ୍ଟାର କ୍ରୁଜ୍।
ଆଜି ମାଗଣାରେ ବୁଲିପାରିବେ ବିଭିନ୍ନ ଐତିହ୍ୟ ସ୍ଥଳ। ଆର୍କୋଲୋଜିକାଲ୍ ସର୍ଭେ ଅଫ୍ ଇଣ୍ଡିଆ ବା ASI ଅଧିନରେ ଥିବା ସମସ୍ତ ଐତିହ୍ୟ ସ୍ଥଳକୁ ଆଜି ଟିକେଟ୍ ମୁକ୍ତ କରାଯାଇଛି।
ଆଜି ଆନ୍ତର୍ଜାତୀୟ ପୁରୁଷ ଦିବସ। ପୁରୁଷମାନଙ୍କ ପ୍ରତି ସଚେତନତା ବୃଦ୍ଧି ଲକ୍ଷ୍ୟରେ ଏହି ଦିବସ ପ୍ରତିବର୍ଷ ନଭେମ୍ବର ୧୯ରେ ପାଳନ କରାଯାଏ। ଆସନ୍ତୁ ଜାଣିବା କ’ଣ ରହିଛି ଚଳିତ ବର୍ଷର ଥିମ୍।
ଟି-୨୦ ବିଶ୍ୱକପ ସେମି ଫାଇନାଲରୁ ଟିମ୍ ଇଣ୍ଡିଆ ଲଜ୍ଜାଜନକ ଭାବେ ବିଦାୟ ନେବାର ସାଂଘାତିକ ପ୍ରଭାବ ଦେଖିବାକୁ ମିଳିଛି। ପରାଜୟ ପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି ବିସିସିଆଇ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ମୋଟ ୧୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି ।
କେତେ ଯୁକ୍ତିଯୁକ୍ତ ବିଏମ୍ସିର ପ୍ରସ୍ତାବିତ ପେଟ୍ ଆନିମଲ ଗାଇଡଲାଇନ୍ସ ? ଏହାକୁ ନେଇ ଆରମ୍ଭ ହୋଇଛି ବିତର୍କ ।
ଏହାକୁ ବୋଧହୁଏ କୁହାଯାଏ ଶାସ୍ୱତ୍ତ ପ୍ରେମ। ସାତ ଜନ୍ମର ସାଥୀ ହେବାକୁ କଥା ଦେଇଥିଲେ..ପ୍ରେମିକା ଦିବ୍ୟାଙ୍ଗ ହେବା ପରେ ବି କଥା ରଖି ବିବାହ କଲେ। ହ୍ୱିଲ ଚେୟାରରେ ବସି ପଡିଲା ହାତଗଣ୍ଠି, ବ୍ରାହ୍ମଣଙ୍କ ବେଦମନ୍ତ୍ରୀରେ ପ୍ରକମ୍ପିତ ହେଲା ପୂରା ଏରିୟା...ବର୍ଷ ବର୍ଷ ପ୍ରେମ ସାମ୍ନାରେ ସବୁ ହେଲା ତୁଚ୍ଛ...ଦେଖନ୍ତୁ ପ୍ରେମର ଏହି ସୁନ୍ଦର କାହାଣୀ
ଘରୋଇ କଂପାନୀ ସ୍କାଏ ରୁଟ୍ ଏରୋସ୍ପେସର ବିକ୍ରମ-ଏସ୍ ରକେଟ୍
ପୋକ୍ସୋ ଆକ୍ଟରେ ଗିରଫ କଲା ପୋଲିସ
ପଦ୍ମପୁର ଉପନିର୍ବାଚନ ଭୋଟ୍ ପୂର୍ବରୁ ଚାଷୀ ଓ ରାଜନୈତିକ ଦଳଙ୍କ ଛକାପଞ୍ଝା । ଗୋଟିଏ ପରେ ଚାଷୀ କାର୍ଡ ଖେଳି ଭୋଟ ହାତେଇବାକୁ ଦଳଙ୍କ କସରତ।
କଟକର ଐତିହାସିକ ବାଲିଯାତ୍ରା ସରିବାର ଠିକ୍ ପରଦିନ ମହାନଗର ପୂଜା କମିଟି ସଂପାଦକ ତଥା ବରିଷ୍ଠ ବିଜେଡି ନେତା ପ୍ରଭାତ ତ୍ରିପାଠୀଙ୍କ ଅଭିଯୋଗ ସୃଷ୍ଟି କରିଛି ବିସ୍ଫୋରଣ । ପ୍ରଭାତ ସିଧାସଳଖ ଏଥିପାଇଁ ଜିଲ୍ଲା ପ୍ରଶାସନ ଆଡ଼କୁ ଅଙ୍ଗୁଳି ଉଠାଇ କହିଛନ୍ତି ।
ଆପଣ ଯଦି କୌଣସି ହୋଟେଲ୍ ବୁକ୍ କରୁଛନ୍ତି ତେବେ ଧ୍ୟାନ ଦେବା ଜରୁରୀ। ଅନେକ ହୋଟେଲ୍ରେ ସିକ୍ରେଟ୍ କ୍ୟାମେରା ଲାଗିଥିବା ଖବର ସାମ୍ନାକୁ ଆସୁଛି। ତେବେ ଆପଣ କିପରି ଏହାକୁ ଖୋଜି ପାଇପାରିବେ ଜାଣନ୍ତୁ ଟିପ୍ସ।
ବାଙ୍ଗଲାଦେଶରେ ଶ୍ରଦ୍ଧା ହତ୍ୟାକାଣ୍ଡର ପୁନରାବୃତ୍ତି ! ପାଞ୍ଚ ଦିନିଆ ପ୍ରେମର କରୁଣ ପରିଣତି । ନୂଆ ପ୍ରେମିକାକୁ ମାରି ପୁରୁଣା ସହ ଫେରାର୍ ।
କିଛିଦିନ ତଳେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିଥିଲେ । ତେବେ ପୁଣିଥରେ ଡିସେମ୍ବର ୧୫ ତାରିଖରେ ନିଜ ଗାଁ ମୟୂରଭଂଜ ଜିଲ୍ଲାର ପାହାଡ଼ପୁରକୁ ଆସିବେ ବୋଲି ସୂଚନା ମିଳିଛି ।
CCL ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ଜୁନିଅର ଡାଟା ଏଣ୍ଟ୍ରି ଅପରେଟର (ଟ୍ରେନିଂ) ପାଇଁ ମୋଟ ୧୩୯ଟି ପୋଷ୍ଟରେ ଏହି ନିଯୁକ୍ତି କରାଯିବ। ଅନ୍ଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇସାରିଛି।
କନିଆକୁ ଦରକାର ଥିଲା ମହଙ୍ଗା ଲେହଙ୍ଗା . . . ହେଲେ . . .
ଦୋକାନ ଖୋଲିଛନ୍ତି ପ୍ରେମରେ ପ୍ରତାରିତ ହୋଇଥିବା ଲବନେଶ୍
ଖୁସିରେ ଭୁଲ୍ କରିଦେଲେ ନୀତୁ କପୁର। ସୋସିଆଲ୍ ମିଡିଆରେ ଏମିତି ଏକ ଫଟୋ ଶେୟାର କରିଦେଲେ ଯେ ପୁଅ ରଣବୀରଙ୍କର ସିକ୍ରେଟ୍ ପଦାରେ ପଡିଗଲା। ଜାଣନ୍ତୁ ସେ କ’ଣ ଭୁଲ୍ କଲେ।
ଶ୍ରଦ୍ଧାଙ୍କର ଗୁରୁତ୍ୱପୂର୍ଣ୍ଣ ହ୍ୱାଟ୍ସଆପ୍ ଚାଟ୍ ଏବେ ସାମ୍ନାକୁ ଆସିଛି । ଯାହା ସ୍ପଷ୍ଟ କରୁଛି ଯେ ଅଫତାବ୍ କିପରି ଶ୍ରଦ୍ଧାଙ୍କୁ ନିର୍ଯାତନା ଦେଉଥିଲା ।
ହସଖୁସିର ମାହୋଲରେ ସମସ୍ତେ ମସଗୁଲ ଥିବା ବେଳେ କଫିନ୍ ଦେଖି ସମସ୍ତଙ୍କ ହଲକ ଶୁଖି ଯାଇଥିଲା । ହେଲେ ଅସଲ କଥା . .
ନ୍ୟୁଜିଲ୍ୟାଣ୍ଡର ୱେଲିଂଟନରେ ଆଜି ଅପରାହ୍ନରୁ ହିଁ ବର୍ଷା ଆରମ୍ଭ ହୋଇଯାଇଥିଲା। ଭାରତୀୟ ସମୟ ଦିନ ୧୨ଟା ଓ ନ୍ୟୁଜିଲ୍ୟାଣ୍ଡ ସମୟ ସନ୍ଧ୍ୟା ୭ଟାରେ ମ୍ୟାଚ୍ ଆରମ୍ଭ ହେବାକୁ ଥିଲେ ହେଁ ବର୍ଷା ଛାଡ଼ି ନଥିଲା।
ମର୍ଡର ଷ୍ଟାର୍ ମଲ୍ଲିକା ଶେରାୱତ ସୋସିଆଲ୍ ମିଡିଆରେ ତାଙ୍କ ପ୍ରଶଂସକଙ୍କୁ ପାଗଳ କରିବାର କୌଣସି ସୁଯୋଗ ହାତଛଡା କରନ୍ତି ନାହିଁ। ଏବେ ସୋସିଆଲ୍ ମିଡିଆରେ ଏକ ରିଲ୍ ଶେୟାର କରିଛନ୍ତି ଏବଂ ସେ କିପରି ସବୁଦିନ ପାଇଁ 'ସେକ୍ସି' ଦେଖାଯାଉଛନ୍ତି, ତା’ର ରହସ୍ୟ ଖୋଲିଛନ୍ତି।
ପରବର୍ତ୍ତୀ ଶୁଣାଣି ଯାଏଁ OPSC କିଛି କାର୍ଯ୍ୟାନୁଷ୍ଠାନ ନନେବାକୁ ନିର୍ଦ୍ଦେଶ
ଆସନ୍ତା ସପ୍ତାହ ସୁଦ୍ଧା ନିୟମ ଲାଗୁ ହେବା ନେଇ ବିଏମସି କମିଶନରଙ୍କ ସୂଚନା