ସ୍ତ୍ରୀକୁ ହତ୍ୟା କରିବା ପରେ ବ୍ୟକ୍ତି ଜଣକ ପୋଲିସ୍ ନିକଟରେ ଆତ୍ମସମର୍ପଣ କରିଥିଲେ ଓ ନିଜ ଅପରାଧ ସ୍ୱୀକାର କରିଥିଲେ।
ନନ୍ଦିଗ୍ରାମର ଏକ ଜନସଭାରେ ରାଷ୍ଟ୍ରପତିଙ୍କ ରୂପକୁ ନେଇ ତାଚ୍ଛଲ୍ୟ କରିଥିଲେ ବେଙ୍ଗଲ ମନ୍ତ୍ରୀ ।
ଟଙ୍କା ପାଇଁ ଛାଡ଼ିବିନି ପୋଲିସ୍ ଚାକିରି । ମୋ ବର୍ଦ୍ଦି ହିଁ ମୋ ସ୍ୱାଭିମାନ ।
ଯଦିଓ ବିଶ୍ୱକପ୍ ମ୍ୟାଚ୍ରୁ ଟିମ୍ ଇଣ୍ଡିଆ ବାଦ୍ ପଡ଼ିଛି ହେଲେ ଟୁର୍ଣ୍ଣାମେଣ୍ଟରେ ଏବେ ବି ଟିମ୍ ଇଣ୍ଡିଆର ଜଲୱା କାଏମ ରହିଛି। ଯଦିଓ ଭାରତ ଟାଇଟଲ୍ ଜିତିପାରି ନାହିଁ, ହେଲେ ଟିମ୍ ଇଣ୍ଡିଆ ନିଶ୍ଚିତ ଭାବେ ପ୍ଲେୟାର ଅଫ୍ ଦ ଟୁର୍ଣ୍ଣାମେଣ୍ଟ୍ ଆୱାର୍ଡ ଜିତିପାରେ ବୋଲି କୁହାଯାଉଛି।
ବଢିଲା ସୁନା ଦର । ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୧ ହଜାର ଥିବାବେଳେ ଆଜି ସାମାନ୍ୟ ବୃଦ୍ଧି ପାଇ ୫୧,୯୦୦ ଟଙ୍କାରେ ପହଞ୍ଚିଛି ।
ଛୁଟି ଏବେ ସ୍ୱପ୍ନ । ୱର୍କ ଫ୍ରମ୍ ହୋମ୍କୁ ନା । ପ୍ରତି ସପ୍ତାହରେ ଏବେ ୮୦ ଘଣ୍ଟା କାମ କରିବାକୁ ପଡିବ ।
ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି ସଂସ୍କୃତ ବାର୍ତ୍ତାଳାପର ଏକ ଭିଡିଓ। ଜଣେ କାର୍ ଡ୍ରାଇଭରଙ୍କ ମୁହଁରୁ ବାହାରୁଛି ଭୁସ୍ଭାସ୍ ସଂସ୍କୃତ। ଏହାକୁ ଦେଖି ବଡ ବଡ ପାଠୁଆ ବି ଲଜ୍ଜିତ ହେଉଛନ୍ତି।
ଚୁମନ୍ର ବାପା ଠିକାଦାର ଥିବାରୁ ଆଗରୁ ବେଶ୍ ସ୍ୱଚ୍ଛନ୍ଦରେ ଚଳୁଥିଲା ପରିବାର। ହେଲେ ବାପାଙ୍କ ଦେହାନ୍ତ ପରେ ଆଉ ସେ ସମୟ ନାହିଁ।
ଟିମ୍ ଇଣ୍ଡିଆ କ’ଣ ଟି-୨୦ ବିଶ୍ୱକପ୍ ଟ୍ରଫି ଜିତିବା ଲାଗି ଯୋଗ୍ୟ ଥିଲା? ନିଜ ବ୍ୟାଟିଂରେ ନିରାଶ କରିଥିବା ରୋହିତଙ୍କ ନେତୃତ୍ୱ-ଦକ୍ଷତା ପ୍ରତି ମଧ୍ୟ ଅଙ୍ଗୁଳି ନିର୍ଦ୍ଦେଶ ହେଉଛି । ବିଫଳତା ପାଇଁ ରୋହିତ କେତେ ମାତ୍ରାରେ ଦାୟୀ? ଏବେ ତାଙ୍କ ସ୍ଥାନରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଭଳି ଖେଳାଳିଙ୍କୁ ନେତୃତ୍ୱ ଦିଆଯିବା ଆବଶ୍ୟକ କି?
ଧାମନଗରରେ ଗଡ଼ବଜାୟ ରଖିବା ପରେ ପଦ୍ମପୁରରେ ସିଟ୍ ହାତେଇବାକୁ ବିଜେପି ପ୍ରୟାସ କରୁଛି । ପ୍ରଦୀପ ପୁରୋହିତ ପଦ୍ମପୁରର ଉପନିର୍ବାଚନ ପାଇଁ ବିଜେପି ଟିକେଟ୍ରୁ ଲଢ଼ିବେ ।
ଚର୍ଚ୍ଚା ହେଉଛି ଯେ, ସୋଏବ କୁଆଡ଼େ ସାନିଆଙ୍କୁ ଧୋକା ଦେଇଛନ୍ତି। ଯେଉଁଥିପାଇଁ ଉଭୟଙ୍କ ମଧ୍ୟରେ ମତାନ୍ତର ଆରମ୍ଭ ହୋଇଥିଲା। ଫଳରେ ସାନିଆ, ସୋଏବଙ୍କଠୁ ଛାଡ଼ପତ୍ର ନେବାକୁ ନିଷ୍ପତ୍ତି ନେଇଥିଲେ।
ଦେଶର ପ୍ରଥମ ନାଗରିକ ତଥା ଓଡ଼ିଆ ଝିଅ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ତାଚ୍ଛଲ୍ୟ କରିଛି ପଶ୍ଚିମବଙ୍ଗର କ୍ଷମତାସୀନ ଟିଏମସି।
ରାଜ୍ୟରେ ବଢ଼ିବ ଶୀତର ପ୍ରକୋପ। ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ରାତିର ତାପମାତ୍ରା।
ଶ୍ରୀଲଙ୍କା କ୍ରିକେଟର ଦାନୁଷ୍କା ଗୁଣାତିଲକ ଏବେ ଜେଲ୍ରେ ଅଛନ୍ତି। ତାଙ୍କ ବିରୋଧରେ ଜଣେ ମହିଳା ଦୁଷ୍କର୍ମ ଅଭିଯୋଗ ଆଣିବା ପରେ ସିଡ୍ନୀ ପୋଲିସ୍ ତାଙ୍କୁ ଗିରଫ କରିଥିଲା। ଘଟଣାର ତଦନ୍ତ ଚାଲିଥିବା ବେଳେ ଏସବୁ ଭିତରେ ଏକ ଆଶ୍ଚର୍ଯ୍ୟକର ଖୁଲାସା ହୋଇଛି।
କଟକ ଭିତରେ ଆଉ ଏକ କଟକ, ଯେଉଁଠି ରହିଛି ଚଣ୍ଡୀ ମନ୍ଦିର, ଧବଳେଶ୍ୱର, ହାଇକୋର୍ଟ, କଦମ-ଏ-ରସୁଲ, ବାପିଷ୍ଟ ଚର୍ଚ୍ଚ ଓ ଗୁରୁଦ୍ୱାରା ଭଳି ବିଭନ୍ନ ଐତିହ୍ୟ ସ୍ଥଳୀ ।
ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ପାହାଡ଼ି ରାଜ୍ୟ ହିମାଚଳ ପ୍ରଦେଶରେ ଆଜି ସକାଳ ୮ଟାରେ ଆରମ୍ଭ ହୋଇଛି ମତଦାନ ।
ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶନିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ....
ଏତେ ଆଇନ୍ ଓ ସଚେତନତା ପରେ ବି ଯୌତୁକ ଲୋଭି ମଣିଷ ସୁଧୁରିବାର ନାଁ ଧରୁନି। ସାମାନ୍ୟ କିଛି ଯୌତୁକ ପାଇଁ ନୀରିହ ଜୀବନ ଚାଲି ଯାଉଛି ।
ଜଳବାୟୁ ପରିବର୍ତ୍ତନ ଖାଲି ମାନବ ସମାଜ ନୁହେଁ, କୀଟ ପତଙ୍ଗ ଉପରେ ମଧ୍ୟ ପ୍ରଭାବ ପକଉଛି। ଅନୁସନ୍ଧାନକାରୀମାନେ ଜାଣିବାକୁ ପାଇଛନ୍ତି ଯେ ପରବର୍ତ୍ତୀ ଶତାବ୍ଦୀରେ ୬୫% କୀଟପତଙ୍ଗ ବିଲୁପ୍ତ ହୋଇପାରନ୍ତି।
ଉତ୍ସବର ବିଶେଷ ଆକର୍ଷଣ ଭାବେ ଓସକାନର ସଦସ୍ୟ ମାନଙ୍କ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।
ବିଜେପିର ଅଭିଯୋଗ- କଂଗ୍ରେସର ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ତୃତୀୟ ମହଲାକୁ ଡାକି କଥା ହୋଇଛି ଶାସକ ଦଳ।
ବ୍ଲାକମେଲିଂରୁ ବ୍ଲାକମନି ଅର୍ଜନର ମୂଳ କାଢ଼ିବାକୁ ଝାଳ ବୁହାଉଥିବା ଇଡ଼ି ଅଧିକାରୀ ହାତେଇବାରେ ଲାଗିଛନ୍ତି ଅର୍ଚ୍ଚନା ନାଗର ଧନ ଅର୍ଜନର କଳାଚିଠା ।
ସକାଳ ପ୍ରାୟ ୯ଟା ୩୦ରେ, ନିଜ ବିଦ୍ୟାଳୟ ଭିତରକୁ ରାଷ୍ଟ୍ରପତିଙ୍କ କାରକେଡ୍ ପଶିବା ଆଗରୁ ସାଜ ସଜ୍ଜାରେ ହସୁଥିଲା, ଗର୍ବରେ ଫାଟି ପଡୁଥିଲା ପରିସର । ବିଦ୍ୟାଳୟକୁ ପଶୁ ପଶୁ ଆଗ ସ୍କୁଲ ଛାତ୍ରୀଙ୍କ ହାତରେ ବାଲୁକା କଳାରେ ନିର୍ମିତ ନିଜ ପ୍ରତିକୃତିକୁ ଦେଖି ବିଭୋର ହୋଇଥିଲେ ରାଷ୍ଟ୍ରପତି ।
ଧାମନଗର ସମେତ ଦେଶର ୭ ଆସନର ଫଳାଫଳକୁ ଦେଖିଲେ ବିଜେପି ବେଶ ଭଲ ପ୍ରଦର୍ଶନ କରିଛି। ବିଜେଡି ସମେତ ଅନ୍ୟ ଆଞ୍ଚଳିକ ଦଳର ପ୍ରଦର୍ଶନ ସେଭଳି ଖରାପ ନଥିଲେ ବି କଂଗ୍ରେସ କ୍ଷତି ସହିଛି। ଆଗକୁ ୫ ଉପନିର୍ବାଚନ ଏବଂ ସାଧାରଣ ନିର୍ବାଚନ ଆସୁଥିବା ବେଳେ ଦଳଗୁଡିକ ସମୀକ୍ଷା କରିବା ସହିତ ଗଠନମୂଳକ ରଣକୌଶଳ ଆପଣାଇବାର ଆବଶ୍ୟକତା ନାହିଁ କି?
୨୦୨୧-୨୨ରେ କରାଯାଇଥିବା ଦୁଇଟି ଚୟନ ପ୍ରକ୍ରିୟାରେ ୧୩ ହଜାରରୁ ଉର୍ଦ୍ଧ୍ୱ ଶିକ୍ଷକ ପଦବୀ ପୂରଣ କରାଯାଇଥିଲା।