ଅଶାନ୍ତ ହେବାରେ ଲାଗିଛି ଉତ୍ତରପ୍ରଦେଶର ସମ୍ଭଲ ଅଞ୍ଚଳ । ଜାମା ମସଜିଦର ସର୍ଭେକୁ ନେଇ ଲୋକଙ୍କ ମଧ୍ୟରେ ପ୍ରବଳ ଆକ୍ରୋଶ ।
ଭଗବାନଙ୍କ ଇଚ୍ଛା ଥିଲା ମୋତେ ଓଡ଼ିଶାର ଦାୟିତ୍ଵ ମିଳିବ। ନୂଆ ଓଡ଼ିଶା ଗଠନ, ବିକଶିତ ଓଡ଼ିଶା ଗଠନ ସହ ଲୋକଙ୍କୁ ନ୍ୟାୟ ଦେବା ପାଇଁ ବୋଧେ ଭଗବାନ ମୋତେ ବଂଚାଇଥିଲେ ।
ଯାଜପୁରରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚର ୬ ଜଣିଆ ଟିମ୍। ସେମାନେ ଯାଜପୁର ଟାଉନ୍ ଥାନାରେ ପହଞ୍ଚିଛନ୍ତି।
କଟକରେ ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣାରେ ଗିରଫ ଦଂପତିଙ୍କୁ ମଧୁପାଟଣା ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି ।
ଧର୍ମଶାଳା ବିଧାୟକଙ୍କୁ କାହିଁକି ହେଲା ଆକ୍ରମଣ ? ଏଥିପାଇଁ କ୍ରାଇମବ୍ରାଞ୍ଚର ୬ ଜଣିଆ ଟିମ୍ ଗଠନ କରାଯାଇଛି । ଏହି ଟିମରେ କ୍ରାଇମବ୍ରାଞ୍ଚର ୨ ଜଣ ଡିଏସପି ଏବଂ ଜଣେ ଇନ୍ସପେକ୍ଟର ରହିଛନ୍ତି ।
ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ସୋମବାର। ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଆଜିଠୁ ଆରମ୍ଭ ହେବାକୁ ଥିବା ଅଧିବେଶନକୁ ସୁରୁଖୁରୁରେ ଚଳାଇବାକୁ ଗତକାଲି ସର୍ବଦଳୀୟ ବୈଠକରେ ଆଲୋଚନା କରାଯାଇଛି । ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ପାଇଁ ବିରୋଧୀ ଦାବି ରଖିଛନ୍ତି ।
କର୍ମକ୍ଷେତ୍ର ଏବଂ ଅନ୍ଲାଇନ୍ ସମେତ ବିଭିନ୍ନ ସେଟିଂରେ ମହିଳାମାନଙ୍କ ପ୍ରତି ହେଉଥିବା ହିଂସା ତୀବ୍ର ହୋଇଛି। ପ୍ରାୟ ତିନିଜଣଙ୍କ ମଧ୍ୟରୁ ଜଣେ – ନିଜ ଜୀବନରେ ଅତି କମ୍ରେ ଥରେ ଶାରୀରିକ ହିଂସାର ଶିକାର ହେଉଛନ୍ତି।
ଆଖି ସମ୍ବନ୍ଧୀୟ ଅନେକ ସମସ୍ୟାରୁ ମୁକ୍ତି ପାଇବା ପାଇଁ ଯୋଗ ଏକ ସ୍ଥାୟୀ ଚିକିତ୍ସା। ଯୋଗାସନର ନିୟମିତ ଅଭ୍ୟାସ ଆଖିର ପ୍ରତ୍ୟେକ ସମସ୍ୟାକୁ ହ୍ରାସ କରିଥାଏ।
ଟୁଇନ୍ ସିଟିରେ ଛାଇ ଗଲେଣି କି ବାଂଲାଦେଶୀ ଦେହଜୀବୀ ? ଦେହ ବ୍ୟବସାୟ ପାଇଁ କଟକ ଓ ଭୁବନେଶ୍ବରକୁ ଭୂସ୍ବର୍ଗ ଭାବେ ଧରିନେଲେଣି କି ବାଂଲା ସୁନ୍ଦରୀ ?
ଜେଲରୁ JMM ସରକାର 2.O । ଝାଡ଼ଖଣ୍ଡରେ ପୁଣି ହେମନ୍ତ ସୋରେନ ସରକାର । ଆସନ୍ତା ୨୮ରେ ଶପଥ ଗ୍ରହଣ । ହେଲେ JMMର ଏହି ଧୂଆଁଧାର ବିଜୟର କ୍ରେଡିଟ୍ ଦିଆଯାଉଛି ଓଡ଼ିଆ ଝିଅ କଳ୍ପନା ସୋରେନଙ୍କୁ ।
ଆଗ ମାଆ ସୋନିଆ ଗାନ୍ଧୀ ଜିତିଲେ । ପରେ ଆମେଥି ଆସନରୁ ପୁଅ ରାହୁଲଙ୍କୁ ଛିଡା କରାଇ ଜିତାଇଲେ । ଏବେ ରାହୁଲ ଦୁଇଟି ଆସନରୁ ଜିତି ୱାୟନାଡ ଆସନରୁ ଇସ୍ତଫା ଦେଲେ। ଭଉଣୀ ପ୍ରିୟଙ୍କା ସେହି ଆସନରୁ ଉପନିର୍ବାଚନରେ ପ୍ରାର୍ଥୀ ହୋଇ ଜିତିଲେ । ଏବେ ସଂସଦରେ ନେହରୁ ଗାନ୍ଧୀ ପରିବାରର ୩ ଜଣ ସଦସ୍ୟ । ଭାରତ ଇତିହାସରେ ରେକର୍ଡ ।
ହଳ ଲଙ୍ଗଳ ଧରି କ୍ଷେତକୁ ଯାଆନ୍ତି, ପୁଅ ବୋହୂ ସହ ମିଶି ଚାଷ କରନ୍ତି। ନା ଥାଟବାଟ, ଚାକର ବାକର ନା କୋଠାବାଡ଼ି। ଦୀର୍ଘବର୍ଷ ଧରି କ୍ଷମତା ରାଜନୀତିରେ ଥାଇ ବି ସେ ବିଶ୍ବାସ କରନ୍ତି, ମାଟିର ମଣିଷ ମାଟି ସହ ଯୋଡ଼ି ହୋଇ ରହିବାକୁ।
ବିଧାୟକଙ୍କ ଜୋତା ଉଠାଇଲେ ନର୍ସ। ସୋସିଆଲ୍ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ୍ ହେବାରେ ଲାଗିଛି।
ସବୁ କାହାଣୀ ଓ କଳ୍ପନାଜଳ୍ପନାରେ ପୂର୍ଣ୍ଣଚ୍ଛେଦ। କାଲି ମୁଖ୍ୟ ପ୍ରଶାସକ ସଙ୍କେତ ଦେଇଥିଲେ। ଆଉ ଆଜି ଆଇନମନ୍ତ୍ରୀ ପୁରା ସ୍ପଷ୍ଟ କରିଦେଲେ। ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ଗୁପ୍ତ କୋଠରୀ କି ରହସ୍ୟପୂର୍ଣ୍ଣ ସୁଡ଼ଙ୍ଗ।
ଆଶା ଆଶଙ୍କା ଭିତରେ ଥିଲେ, ମିଳିଲା ସୁଭଦ୍ରା ଟଙ୍କା। ଖୁସ୍ ୨୦ ଲକ୍ଷ ମହିଳା। ଆଜି ସୁନ୍ଦରଗଡ଼ରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟରେ ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ।
ସ୍ତ୍ରୀକୁ ପୋଡି ମାରିବା ଫେରାର୍ ହୋଇଗଲା। କେତେବେଳେ ଶ୍ରମିକ ପାଲଟୁ ଥିଲା ତ ଆଉ କେତେବେଳେ ପରିଚୟ ବଦଳାଇ ପୋଲିସ ଆଖିରେ ଧୂଳି ଦେଉଥିଲା। ହେଲେ ଶେଷରେ ପୋଲିସ ହାତରେ ଧରା ପଡିଲା।
ସେଣ୍ଟ୍ରାଲ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ(CBI) ଚାକିରି ସୁଯୋଗ ନେଇଆସିଛି। ଏନେଇ CBI ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।
ଝାଡଖଣ୍ଡ ବିଧାନସଭା ନିର୍ବାଚନରେ ଓଡିଶାର ନେତାମାନେ ପ୍ରଚାରରେ ଏଥର ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ । ଉଭୟ ବିଜେପି ଓ କଂଗ୍ରେସ ନେତାମାନେ ପ୍ରଚାର କରୁଥିଲେ ଝାଡଖଣ୍ଡ ମଇଦାନରେ । କିନ୍ତୁ ଏହି ନେତାମାନେ ଭୋଟରଙ୍କ ମନ ଜିଣିପାରିନଥିବା ଚର୍ଚ୍ଚା ହେଉଛି ।
ରିଷଭ ପନ୍ତ IPL ଇତିହାସରେ ସବୁଠୁ ମହଙ୍ଗା ଖେଳାଳି । ୨୭ କୋଟିରେ ରିଷଭ ପନ୍ତଙ୍କୁ ନେଲା ଲକ୍ଷ୍ନୌ ଟିମ୍ ।
ଭୁବନେଶ୍ବର ସେକ୍ସ ରାକେଟରେ ବାଂଲା ସୁନ୍ଦରୀ। ଜଣେ କି ଦୁଇଜଣ ନୁହେଁ ୨୦ରୁ ଅଧିକ ବାଂଲାଦେଶୀ ଯୁବତୀ ଏବେ ଓଡ଼ିଶାରେ ସେକ୍ସ ରାକେଟରେ ସଂପୃକ୍ତି ଅଭିଯୋଗ ହୋଇଛି।
ସମାଜରେ ଅପରାଧ ବୃଦ୍ଧି ପାଉଛି ସତ ହେଲେ ଅନେକ ଲୋକ ଅଛନ୍ତି ଯେଉଁମାନେ ମାନବିକତା ଓ ମାନବିକ ମୂଲ୍ୟବୋଧକୁ ଅଧିକ ଗୁରୁତ୍ୱ ଦିଅନ୍ତି । ଭୁବନେଶ୍ୱରର ଜଣେ ଅଟୋ ଡ୍ରାଇଭରଙ୍କ ସଚ୍ଚୋଟତା ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି।
ଅନ୍ୟମାନଙ୍କ ସହ ସେମିତି ବ୍ୟବହାର କରନ୍ତି ଯେମିତି ସେ ନିଜ ପାଇଁ ବ୍ୟବହାର ଚାହାନ୍ତି । ସେମାନେ ନିଜ ପାଇଁ ଲୋକଙ୍କଠାରୁ ଭଲ ବ୍ୟବହାର ଚାହାନ୍ତି ତେଣୁ ସେମାନେ ଅନ୍ୟକୁ ମଧ୍ୟ ଭଲ ବ୍ୟବହାର କରିଥାନ୍ତି ।
ଯେତେବେଳେ ବି ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କୁ ଏକାଠି ଦେଖାଯାଏ, ସେତେବେଳେ ସେମାନଙ୍କର ଡେଟିଂ ଖବରର ଚର୍ଚ୍ଚା ଜୋର୍ ଧରିବା ଆରମ୍ଭ କରେ। ବର୍ତ୍ତମାନ ସେମାନଙ୍କ ଏମିତି ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି ଯାହାକୁ ନେଇ ଲୋକଙ୍କ ସନ୍ଦେହ ବଢିଯାଇଛି।
ଜଣେ ବାୟୋକେମିଷ୍ଟ, ମାନସିକ ରୋଗ ବିଶେଷଜ୍ଞଙ୍କଠାରୁ ମଧ୍ୟ ଜଣେ କଏଦୀର ରୋଜଗାର ଅଧିକ ।