ଆଗାମୀ ୫ ବର୍ଷରେ ୧୪୨୩ କୋଟି ଟଙ୍କାର ସହାୟତା ରାଶିକୁ କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ଏଥିସହ ହାଇକୋର୍ଟ କର୍ମଚାରୀଙ୍କ ପାଇଁ ୫୫୦ ଷ୍ଟାଫ୍ କ୍ବାର୍ଟର୍ସ ନିର୍ମାଣ ହେବ ।
ଓଡ଼ିଶାରେ ବାଜିମାତ୍ ପରେ, ପଡ଼ୋଶୀ ଝାଡ଼ଖଣ୍ଡ ଉପରେ ବିଜେପିର ନଜର। ସେଠାରେ ବହୁ ସଂଖ୍ୟକ ଓଡ଼ିଆ ଭୋଟର ଥିବାରୁ, ବିଜେପିର ଝାଡ଼ଖଣ୍ଡ ଷ୍ଟ୍ରାଟେଜିରେ ଓଡ଼ିଶା ନେତାଙ୍କର ରହିପାରେ ଗୁରୁତ୍ବପୂର୍ଣ୍ଣ ଭୂମିକା।
ନର୍ସିଂ ସଂଘ ସଭାପତି ମଧ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସହ ଆଲୋଚନା ଫଳପ୍ରଦ ହୋଇଛି ବୋଲି କହିଛନ୍ତି । ଦାବି ପୂରଣ ପାଇଁ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ।
ହସପିଟାଲ ବାହାରେ ଧାରଣାରେ ନର୍ସ, ଭିତରେ ଯନ୍ତ୍ରଣାରେ ଛଟପଟ ରୋଗୀ। ନର୍ସଙ୍କ ଆନ୍ଦୋଳନ ଯୋଗୁଁ କେଉଁଠି ଅପରେସନ୍ ହୋଇପାରୁନି ତ ଆଉ କେଉଁଠି ରୋଗୀଙ୍କୁ ଇଞ୍ଜେକସନ୍ ଓ ସାଲାଇନ୍ ଦିଆଯାଇପାରୁନି।
ବିପର୍ଯ୍ୟୟର ଗୋହି ଖୋଳୁଥିବା ନେତାଙ୍କୁ କାଉଣ୍ଟର । ପରାଜିତ ନେତାଙ୍କୁ ବିଧାୟକ ଦିଶାରୀଙ୍କ କଡ଼ା ଜବାବ । ସମାଲୋଚନା କରୁଥିବା ନେତା ପାର୍ଟି ଛାଡ଼ି ଦିଅନ୍ତୁ କହିଲେ ପ୍ରଦୀପ ।
ଜିଲ୍ଲାପାଳ-ଏସପିଙ୍କ ସମ୍ମିଳନୀରେ ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ତାଗିଦ୍ । 'ବ୍ୟବହାର ସୁଧାର, ବନ୍ଧୁଟିଏ ଭଳି ଲୋକଙ୍କ ଅଭିଯୋଗ ଶୁଣ' ।
କେବଳ ହିଜବୁଲ୍ଲାର ଶୀର୍ଷ ନେତା ହସନ ନୁହଁନ୍ତି, ଇସ୍ରାଇଲେ କ୍ଷେପଣାସ୍ତ୍ର ଆକ୍ରମଣରେ ହେଜବୁଲ୍ଲାରେ ଆହୁରି ଅନେକ ଆତଙ୍କୀଙ୍କ ମୃତ୍ୟୁ ହୋଇଛି ।
ଯେଉଁମାନେ କଲେଜ ତିଆରି କରି ନାମ ଦେଇଥିଲେ, ତାକୁ କିଏ ବଦଳାଇଲା । ମୟୂରଭଞ୍ଜ ମହାରାଜାଙ୍କ ସନ୍ଦେହଜନକ ମୃତ୍ୟୁର ଗବେଷଣା ଦରକାର ।
ସମ୍ବଲପୁର ଜିଲ୍ଲା ଗସ୍ତରେ ବିଜେପି ସାଂସଦ ବୈଜୟନ୍ତ ପଣ୍ଡା । ଅଁଳାପାଲିରେ ବୈଜୟନ୍ତଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ।
ଆଗାମୀ ଦିନରେ ଦଳକୁ ସୁଦୃଢ କରିବାକୁ ପଦକ୍ଷେପ ନେବା କଥା । ହାରିଯିବା ପରେ ଦୁର୍ବଳ ମନୋଭାବ କି ଅସନ୍ତୋଷ ଦେଖାଇବା ଠିକ୍ ନୁହଁ ।
ଓଡ଼ିଶାରେ ୫ ବର୍ଷ ନୁହେଁ, ଅନେକ ବର୍ଷ ଧରି କାର୍ଯ୍ୟ କରିବ ବିଜେପି ସରକାର । ବିଜେଡି ଖତମ୍ ହେଇସାରିଛି । ଦଳର ଆଉ ଦମ ନାହିଁ ।
ରେଳବାଇରେ ଆବେଦନ କରିବା ସମୟରେ ଗୋଟିଏ ଭୁଲ ମଧ୍ୟ ଆପଣଙ୍କ ସ୍ୱପ୍ନକୁ ଭାଙ୍ଗି ଦେଇପାରେ। ଏଭଳି ପରିସ୍ଥିତିରେ ଫର୍ମ ପୂରଣ କରିବା ସମୟରେ ବିଶେଷ ଯତ୍ନ ନେବା ଆବଶ୍ୟକ। ଆସନ୍ତୁ ସେ ବିଷୟରେ ଜାଣିବା।
ବାପା କହିଲେ ମୁଁ ଉପମୁଖ୍ୟମନ୍ତ୍ରୀ ନଥିବା ବେଳୁ ମୋ ପୁଅ ବଡ଼ ଗାଡ଼ି ଚଢ଼ୁଛି । ସେ ପିଲା ଦିନୁ ବିଳାସପୂର୍ଣ୍ଣ ଗାଡ଼ି ଦେଖିଛି ଆଉ ବୁଲୁଛି ।
ଯେଉଁମାନେ ସଂଗଠନ ଦାୟିତ୍ୱରେ ଥିଲେ ସେମାନେ ସମୟ ସମୟରେ ଯାଇ ଜିଲ୍ଲା ସ୍ତରରେ ନୂଆ ନୂଆ ପ୍ରାର୍ଥୀ ସୃଷ୍ଟି କଲେ । ସେଥିପାଇଁ ଆମର ଫଳାଫଳ ଖରାପ ହେଲା ବୋଲି କହିଛନ୍ତି ବରିଷ୍ଠ ନେତା ମଙ୍ଗଳା କିଷାନ ।
ଘଞ୍ଚ ଜଙ୍ଗଲରୁ ବାଉଁଶ କାଟି ନେଉଛନ୍ତି ଆନ୍ଧ୍ର ବ୍ୟବସାୟୀ । ଦିନ ଦ୍ବିପ୍ରହରେ ବାଉଁଶ ବୋହି ନେଉଛନ୍ତି । କୋରାପୁଟ ଡିଏଫଓଙ୍କ ହସ୍ତକ୍ଷେପ ପରେ ବନ୍ଦ ହେଲା ବାଉଁଶ କଟା।
ହିରାଲାଲ ଜଣେ ବଢ଼େଇ । ସେ କାଠ କାମ କରି ପରିବାର ପ୍ରତିପୋଷଣ କରନ୍ତି । ବର୍ଷେ ତଳେ ତାଙ୍କ ପତ୍ନୀ କ୍ୟାନ୍ସରରେ ମୃତ୍ୟୁ ବରଣ କରିଛନ୍ତି ।
ବଢ଼ିବ ପୋଲିସର ମନୋବଳ । ପ୍ରତି ଥାନାରେ ସମସ୍ତଙ୍କ ପାଖରେ ରହିବ ବାଇକ୍ ।
IIFA ଉତ୍ସବମ୍ ୨୦୨୪ ଆରମ୍ଭ ହୋଇଯାଇଛି। କାର୍ଯ୍ୟକ୍ରମର ପ୍ରଥମ ଦିନରେ ଦକ୍ଷିଣ ଭାରତୀୟ ଏବଂ ବଲିଉଡ୍ ସିନେମାର ସବୁଠାରୁ ବଡ ତାରକାଙ୍କୁ ଏକାଠି ଦେଖିବାକୁ ମିଳିଛି। ସିନେମାର ସବୁଠାରୁ ବଡ ପୁରସ୍କାର ବିତରଣ ଉତ୍ସବର ପ୍ରଥମ ରାତି ପୂରା ଗ୍ଲାମରରେ ଭରପୂର ଥିଲା।
ଇଏ ପ୍ରକୃତିର ଓଢ଼ଣୀ... ଯୁଆଡ଼େ ଚାହିଁବେ ସବୁଜବନାନୀ । ପାହାଡ଼ ଆଉ ଗଛଲତାରେ ଭରପୂର ଏ ସ୍ଥାନ ।
ଜିଲ୍ଲାପାଳ ଓ ଏସପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ବର୍ତ୍ତା । କହିଲେ ଚୋର ଡାଳେ ଡାଳେ ଗଲେ ପୋଲିସ ପତ୍ରେ ପତ୍ରେ ଯାଉ । ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି କାର୍ଯ୍ୟାନୁଷ୍ଠାନ ହେବ ।
ବିଜେଡିର ପରାଜୟ ପରେ ଚାଲିଛି ମଙ୍ଗୁଆଳଙ୍କ ପକ୍ଷଛେଦନ । ଗୋଟିଗୋଟି କରି ହିସାବ ମାଗୁଛନ୍ତି ବିଜେଡି ସୁପ୍ରିମୋ ।
ଏକ ବିବାହ ମଞ୍ଚରେ ବାପାମାଆଙ୍କ ଏକ ଦମଦାର ଡ୍ୟାନ୍ସର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି, ଯାହାକୁ ଦେଖିବା ପରେ ଆପଣଙ୍କ ମନରେ କେବଳ ଗୋଟିଏ ପ୍ରଶ୍ନ ଆସିବ, ଯଦି ବାପାମାଆ ଏମିତି ତେବେ ସେମାନଙ୍କ ଝିଅ କ’ଣ ନ ହୋଇଥିବ!
ଆଜିକୁ ୪ ଦିନ ହେଲା ନର୍ସିଂ ଅଫିସରଙ୍କ ଆନ୍ଦୋଳନ ଯୋଗୁ ଗୁରୁତର ଭାବେ ପ୍ରଭାବିତ ହୋଇଛି ସ୍ୱାସ୍ଥ୍ୟସେବା । ୧୦ ଦଫା ପୂରଣ ଦାବିରେ ଅଟଳ ନର୍ସିଂ ଅଫିସର୍ ଆଜିଠୁ ଅହୋରାତ୍ର ଧାରଣାକୁ ଓହ୍ଲାଇଛନ୍ତି ।
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସରପଞ୍ଚଙ୍କ ଗୁଳି ମାଡ଼ରେ ଜଣେ ଗୁରୁତର । ଘଟଣା ଘଟିଛି ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା କଷୁରବନ୍ଧ ଗାଁରେ ।
ଅନେକ ଦମ୍ପତି ପ୍ରଜନନ ସମସ୍ୟା ସହିତ ସଂଘର୍ଷ କରନ୍ତି, ଯାହା ସେମାନଙ୍କର ମାନସିକ ଏବଂ ଭାବନାତ୍ମକ ସ୍ୱାସ୍ଥ୍ୟ ଉପରେ ପ୍ରତିକୂଳ ପ୍ରଭାବ ପକାଇଥାଏ। ଆଜି ଆମେ ଆପଣଙ୍କୁ ଏମିତି କିଛି ଯୋଗ ଆସନ ବିଷୟରେ କହିବୁ ଯାହା ଆପଣଙ୍କର ଗର୍ଭଧାରଣ କ୍ଷମତା ବୃଦ୍ଧିରେ ସାହାଯ୍ୟ କରିବ।