ଆପଣଙ୍କୁ ଅଜଣା ନମ୍ବରରୁ କଲ୍ ଆସୁଛି କି ? ସମ୍ପର୍କୀୟଙ୍କ ପରିଚୟ ଦେଇ ପଇସା ମାଗୁଛନ୍ତି କି ? ତେବେ ହୋଇ ଯାଆନ୍ତୁ ସାବଧାନ ! କାରଣ ସାଇବର ଠକେଇର ହୋଇପାରନ୍ତି ଶିକାର ।
ଏଥର ବଡ଼ ଓଷାରେ ଜାଣିବା ଆସନ୍ତୁ ବଡ଼ ଓଷା ପଛରେ କି କି କିମ୍ବଦନ୍ତୀ ରହିଛି, ଏଥିରେ ଶିବଙ୍କୁ କାହିଁକି ପୂଜା କରାଯାଏ ଓ ଧବଳେଶ୍ଵର ଶିବଙ୍କ ସହ ଏହାର ସମ୍ପର୍କ କ'ଣ ?
କେରଳରେ ଭାଗ୍ୟ ପରୀକ୍ଷା କରୁଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ । ଉପନିର୍ବାଚନରେ ହୋଇଛି କଡା ଟକ୍କର । ରାହୁଲ ଗାନ୍ଧୀ ଇସ୍ତଫା ଦେବା ପରେ ଏହି ଆସନରେ ଲଢିଛନ୍ତି ପ୍ରିୟଙ୍କା ଗାନ୍ଧୀ। ମତଦାନ ହାର କମିଥିବାରୁ ଫଳାଫଳକୁ ନେଇ ବଢିଛି ଚର୍ଚ୍ଚା ।
ହଇରାଣ କରୁଥିବା ତତ୍ତ୍ବଙ୍କ ଉପରେ ସରକାରଙ୍କ ତୀକ୍ଷ୍ଣ ନଜର ରହିଛି । ସମବାୟ ସପ୍ତାହ ପାଳନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏଭଳି କଡ଼ା ବୟାନ ଦେଇଛନ୍ତି । ପୂର୍ବ ବିଜେଡି ସରକାରଙ୍କୁ ଟାର୍ଗେଟ କରିଛନ୍ତି ।
ତୁଳସୀ ଡେମୋକ୍ରାଟ୍ ପାର୍ଟିରୁ ଅଲଗା ହୋଇ ନିର୍ବାଚନ ସମୟରେ ରିପବ୍ଲିକାନ୍ ପାର୍ଟିରେ ଯୋଗ ଦେଇଥିଲେ। ନିର୍ବାଚନ ବିତର୍କରେ ହାରିସଙ୍କୁ ପରାସ୍ତ କରିବାକୁ ଟ୍ରମ୍ପ ତୁଳସୀଙ୍କ ସହାୟତା ମଧ୍ୟ ଲୋଡ଼ିଥିଲେ।
ବାହାଘର ସିଜନ୍ ଆଗରୁ ଚମକିଲା ସୁନା । ଗତକାଲି ଅପେକ୍ଷା୧୦ ଗ୍ରାମ ପିଛା ସୁନା ଦର ପାଖାପାଖି ୧୧ ଶହ ଟଙ୍କା ଶସ୍ତା ହୋଇଛି । ତେବେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର।
ଜୟନାରାୟଣଙ୍କ ଆଗୁଆ ଜାମିନ ଆବେଦନ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ମହିଳା ଆଇଆଇସିଙ୍କୁ ମାଡ଼ ଘଟଣାରେ ଆଗୁଆ ଜାମିନ ମାଗିଥିଲେ ।
ଆୟକର ବିଭାଗ (ITR) ଦାଖଲ ତଥ୍ୟ ଅନୁଯାୟୀ, ୨୦୧୩-୧୪ ମସିହାରେ ୫୦ ଲକ୍ଷରୁ ଅଧିକ ଆୟ କରୁଥିବା ବ୍ୟକ୍ତିଙ୍କ ସଂଖ୍ୟା ୧.୮୫ ଲକ୍ଷ ଥିବା ବେଳେ ବର୍ତ୍ତମାନ ଅର୍ଥାତ ୨୦୨୩-୨୪ ମସିହାରେ ଏହା ୯.୩୯ ଲକ୍ଷରୁ ଅଧିକରେ ପହଞ୍ଚିଛି। ଯାହାକି ପ୍ରାୟ ୫ଗୁଣ ଅଧିକ।
ମହେନ୍ଦ୍ର ସିଂହ ଧୋନି, ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ପାଇଁ ମୋ ପୁଅର କ୍ୟାରିୟର ପ୍ରାୟ ଏକ ଦଶନ୍ଧି ପାଇଁ ନଷ୍ଟ ହୋଇଗଲା । ଏମିତି ବିସ୍ପୋରକ ବୟାନ ଦେଇଛନ୍ତି କ୍ରିକେଟର ସଞ୍ଜୁ ସାମ୍ସନଙ୍କ ବାପା ସାମ୍ସନ ବିଶ୍ୱନାଥ ।
ଭୋଗରାଇରେ ଘଟିଲା ଚକିତ କଲା ଭଳି ଘଟଣା । ଘର ବାହାରେ ବୃଦ୍ଧାଙ୍କୁ ଝୁଣି ମାରିଦେଲା ପାଗଳ କୁକୁର ।
ବେଳେବେଳେ କିଛି ଲୋକ ମଦ୍ୟପାନ କରି ବେପରୁଆ ଭାବରେ ଗାଡି ଚଳାଉଥିବା ଆପଣ ଦେଖିଥିବେ। ହେଲେ ଆପଣ କେବେ ରେଲୱେ ଟ୍ରାକରେ କାର ଚାଲିବାର ଦେଖିଛନ୍ତି କି?
ମଧୁମେହର ଆଶଙ୍କା କମାଇବା ପାଇଁ ଲୋକଙ୍କୁ ସଚେତନ କରାଇବା ଲକ୍ଷ୍ୟରେ ପ୍ରତିବର୍ଷ ‘ବିଶ୍ୱ ମଧୁମେହ ଦିବସ’ ପାଳନ କରାଯାଏ। ବିଶେଷଜ୍ଞଙ୍କ ଅନୁଯାୟୀ, ମଧୁମେହ ରୋଗୀଙ୍କଠାରେ ଅଧିକ ଶର୍କରାକୁ ପ୍ରତିଦିନ ବ୍ୟାୟାମ ଏବଂ ଯୋଗ ଦ୍ୱାରା ନିୟନ୍ତ୍ରଣ କରାଯାଇପାରିବ।
ନିର୍ବାଚନ ପରେ ବାଇଡେନ୍ଙ୍କୁ ଭେଟିଲେ ଟ୍ରମ୍ପ। ଉଭୟ ଏକାଠି ବସିଲେ, ଆଲୋଚନା କଲେ।
ସୈାର ତୁଳା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଆମ୍ୱୁଲାନ୍ସରେ ନିଆଁ ଲାଗିଯାଇଥିଲା। ଦେଖୁଦେଖୁ ଗାଡ଼ିଟି ଜଳିବା ଆରମ୍ଭ କଲା। ଏହାପରେ ଆମ୍ବୁଲାନ୍ସରେ ଥିବା ଅମ୍ଳଜାନ ଟ୍ୟାଙ୍କରେ ନିଆଁ ଲାଗି ଏକ ବଡ଼ ବିସ୍ଫୋରଣ ହୋଇଥିଲା।
ଓଡ଼ିଶାର ଅନେକ ମୁଖ୍ୟ ଓଷା ମଧ୍ୟରେ ଗୋଟିଏ ହେଉଛି ବଡ଼ଓଷା। ଏହି ଅବସରରେ ମହାଦେବଙ୍କୁ ସ୍ୱତନ୍ତ୍ରଭାବେ ପୂଜା କରାଯାଏ। ଆସନ୍ତୁ ଜାଣିବା ଏହା ପଛରେ ଥିବା କାହାଣୀ
ପିଲାମାନଙ୍କ ପ୍ରତି ନେହେରୁଙ୍କ ଭଲପାଇବା ଏବଂ ଉତ୍ସର୍ଗୀକୃତ ଭାବନା କାରଣରୁ ତାଙ୍କ ଜନ୍ମ ବାର୍ଷିକୀକୁ ‘ଶିଶୁ ଦିବସ’ ଭାବରେ ପାଳନ କରିବାକୁ ନିଷ୍ପତ୍ତି ନିଆଗଲା। ତେବେ ଶିଶୁ ଦିବସ କାହିଁକି ପାଳନ କରାଯାଏ ଆସନ୍ତୁ ଜାଣିବା।
ଡିସେମ୍ବର ମାସ ୮ ତାରିଖରେ ବରଗଡ ଜିଲ୍ଲା ସୋହେଲା ଠାରେ ଏକ ରାଜ୍ୟ ସ୍ତରୀୟ କୃଷକ ସମାବେଶ ଆୟୋଜନ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କୃଷକ ମାନଙ୍କୁ ଧାନର କୁଇଣ୍ଟାଲ ପିଛା ଅତିରିକ୍ତ ୮୦୦ ଟଙ୍କା ପ୍ରଦାନ କରିବେ।
ବିଭିନ୍ନ କମ୍ପାନିଗୁଡ଼ିକର ଦ୍ୱିତୀୟ ତ୍ରୈମାସିକ କାରବାର ଦୁର୍ବଳ ରହିଛି । ଏସିଆର ବିଭିନ୍ନ ଷ୍ଟକ୍ ବଜାରରେ ମାନ୍ଦାବସ୍ଥାର ପ୍ରଭାବ ମଧ୍ୟ ପଡ଼ିଛି ।
ସୀମା ଭିତରେ ରହିବାକୁ ସବ୍ୟସାଚୀଙ୍କ ଜବାବ । କଥା ନୁହେଁ କାମରେ କରି ଦେଖାଇବାକୁ ସରଘରିଆଙ୍କ ଆହ୍ବାନ ।
ପ୍ରଥମ ପର୍ଯ୍ୟାୟରେ ୪୩ ବିଧାନସଭା ସିଟରେ ପଡ଼ିଲା ଭୋଟ୍ । ମତାଧିକାର ସାବ୍ୟସ୍ତ କଲେ ଓଡ଼ିଶା ରାଜ୍ୟପାଳ ରଘୁବର ଦାସ ।
ଲିଙ୍କ୍ ଛୁଇଁଦେଲେ ନିମିଷକେ ଚାଲିଯାଉଛି ବ୍ୟକ୍ତିଗତ ତଥ୍ୟ । ଟ୍ରାନ୍ସଫର ସହ ଗୋଲ୍ ହୋଇଯାଇ ପାରେ ଆକାଉଣ୍ଟ ।
ନିଯୁକ୍ତି ପରୀକ୍ଷା ସଂକ୍ରାନ୍ତରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ହୋଇଛି । ସରକାରୀ ଚାକିରି ନିଯୁକ୍ତି ପରୀକ୍ଷାରେ ଅନିୟମିତତା କଲେ ଜେଲ୍ ଓ ଜରିମାନା ହେବ ବୋଲି କ୍ୟାବିନେଟ୍ ନିଷ୍ପତ୍ତି ହୋଇଛି ।
ଆକାଉଣ୍ଟକୁ କାହିଁକି ଆସୁନି ସୁଭଦ୍ରା ଟଙ୍କା ? କେଉଁଠି ରହୁଛି ସମସ୍ୟା ? କଣ କଲେ ଏହାର ହୋଇପାରିବ ସମାଧାନ ? ଏନେଇ ଆବେଦନକାରୀଙ୍କୁ ଟିପ୍ସ ଦେଇଛନ୍ତି ବ୍ୟାଙ୍କିଂ ବିଶେଷଜ୍ଞ । ଜାଣନ୍ତୁ...
ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ନେଲେ ନିଷ୍ପତ୍ତି। ଉପକୃତ ହେବେ ଜମି ହରାଇଥିବା ପ୍ରାୟ ୬ ହଜାର ଚାଷୀ । ବିଜେଡି ସରକାର ସମୟରେ ୨୦୦୬ରେ ବେଦାନ୍ତ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଚୁକ୍ତି ସ୍ୱାକ୍ଷରିତ ହୋଇଥିଲା ।