ମୁମ୍ବାଇ ପୋଲିସର ଟ୍ରାଫିକ୍ କଣ୍ଟ୍ରୋଲ୍ ୟୁନିଟ୍ କହିଛି ଯେ, ସେମାନେ ସୋମବାର ଦିନ ଗ୍ୟାଙ୍ଗଷ୍ଟାର ଲରେନ୍ସ ବିଷ୍ନୋଇଙ୍କ ଭାଇ ବୋଲି କହୁଥିବା ଜଣେ ବ୍ୟକ୍ତିଙ୍କଠାରୁ ଏକ ଧମକପୂର୍ଣ୍ଣ ମେସେଜ୍ ପାଇଥିଲେ ।
କେତେ ବିରୋଧ, କେତେ ଆପତ୍ତି । ତଥାପି ନଭେମ୍ବର ୯ ଅଦିନିଆ ରଥଯାତ୍ରା ଆୟୋଜନ ଜିଦ୍ ଛାଡୁନି ଇସ୍କନ । ଆମେରିକା ହ୍ୟୁଷ୍ଟନରେ ସେଦିନ ରଥଯାତ୍ରା କରିବାକୁ ମାତିଛି ସଂସ୍ଥା ।
ମୈଦାନରେ ୨ ପ୍ରତିଦ୍ୱନ୍ଦ୍ୱୀଙ୍କ ଘମାଘୋଟ ଲଢ଼େଇ। ଉପରାଷ୍ଟ୍ରପତି କମଲା ହାରିସ୍ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଟକ୍କର।
ଆଜି ଅଭିନେତ୍ରୀ ଆଥିଆ ଶେଟ୍ଟୀ ତାଙ୍କର ୨୯ ତମ ଜନ୍ମଦିନ ପାଳନ କରୁଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କ୍ରିକେଟର୍ କେଏଲ୍ ରାହୁଲଙ୍କ ସହ ସୁଖମୟ ବୈବାହୀକ ଜୀବନ ଜୀଉଁଛନ୍ତି। ଆସନ୍ତୁ ଜାଣିବା କିପରି ସେମାନଙ୍କ ପ୍ରେମ ହୋଇଥିଲା।
ଏହି ସୁନାମି ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ପ୍ରତିବର୍ଷ ୫ ନଭେମ୍ବରରେ ବିଶ୍ୱ ସୁନାମି ସଚେତନତା ଦିବସ ପାଳନ କରାଯାଏ। ‘ବିଶ୍ୱ ସୁନାମି ସଚେତନତା ଦିବସ’ରେ, ଆପଣ ୫ଟି ଜିନିଷ କିମ୍ବା ଶିକ୍ଷାକୁ ମନେ ରଖିବା ଉଚିତ ଯାହାର ଆଧାରରେ ଏକ ବଡ଼ ସୁନାମିକୁ ମଧ୍ୟ ଏଡ଼ାଯାଇପାରିବ।
ଜୀବନ ଜୀଇବା ଆରମ୍ଭ ହେବା ବେଳକୁ ଶିବାନୀ ହୋଇଯାଇଛି ଅନାଥ। ବାପା ମା’ ବସ୍ ଦୁର୍ଘଟଣାରେ ଆଖିବୁଜିଦେଲେ। ଆଉ ସିଏ ଏବେ ବାପ-ମା ଛେଉଣ୍ଡ ହୋଇ ହସ୍ପିଟାଲ୍ରେ ଜୀବନ ମରଣ ସହ ସଂଘର୍ଷ କରୁଛି। ବେଡ୍ରେ ମା’-ବାପା ଡାକିଲେ ବି ଆଉ ଶୁଣିବାକୁ କେହି ନାହିଁ।
ଭାରତରେ ଏପରି ଏକ ସ୍ଥାନ ଅଛି ଯେଉଁଠାରେ ଲିଭ୍-ଇନ୍ ରିଲେସନ୍ସିପ୍ ଏକ ସ୍ୱାଭାବିକ ପ୍ରକ୍ରିୟା ଏବଂ ବାପାମାଆମାନେ ସେମାନଙ୍କ ପିଲାମାନଙ୍କୁ ଏହା କରିବାକୁ ଅନୁମତି ଦିଅନ୍ତି। ଏଠାରେ ଯୁବତୀମାନେ ନିଜ ପସନ୍ଦର ପୁଅ ବାଛିବା ପାଇଁ ଅଧିକାର ପାଇଛନ୍ତି।
ସୌର ତୁଳା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ମଙ୍ଗଳବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଆମେରିକାର ରାଷ୍ଟ୍ରପତିଙ୍କୁ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ବ୍ୟକ୍ତି ଭାବେ ବିବେଚନା କରାଯାଏ । ଏଭଳି ପରିସ୍ଥିତିରେ ଅନେକ ଲୋକ ଭାବିବା ସ୍ୱାଭାବିକ ଯେ ଆମେରିକାର ରାଷ୍ଟ୍ରପତିଙ୍କ ଦରମା କେତେ?
ବେପରୁଆ ଗାଡ଼ି ଚାଳନାରେ ଉଡ଼ିଲା ଟ୍ରାଫିକ ପୋଷ୍ଟ । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବର ଡମଣା ଛକରେ ହୋଇଥିବା ମର୍ମନ୍ତୁଦ ଦୁର୍ଘଟଣା ୨ ଗୁରୁତର ହୋଇଛନ୍ତି । ସେହିପରି ବାଲେଶ୍ବର ଜିଲ୍ଲା କମର୍ଦ୍ଦା ଥାନା ଛଣପୋଖରୀ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ହୋଇଛି।
ଟେକ୍ କମ୍ପାନୀଗୁଡିକ ସେମାନଙ୍କ ଫୋନ୍ ଏବଂ ଆପ୍ରେ ଏହିପରି ସୁବିଧା ଯୋଗାଇ ଦେଇଛନ୍ତି। ଏହି ସୁବିଧା ମାଧ୍ୟମରେ ବାପାମାଆ ସେମାନଙ୍କ ପିଲାମାନଙ୍କର ସୋସିଆଲ ମିଡିଆ ଆକାଉଣ୍ଟ ଉପରେ ନଜର ରଖିପାରିବେ ଏବଂ ଫୋନ୍ରେ ଆବଶ୍ୟକ ସେଟିଂ ମଧ୍ୟ କରିପାରିବେ। ତେବେ ଆସନ୍ତୁ ସେ ବିଷୟରେ ଜାଣିବା।
ଭାରତର ଏକ ଛୋଟ ଗାଁର ପଡ଼ିଆରେ କ୍ରିକେଟ ଖେଳୁଥିବା ଯେକୌଣସି ପିଲାକୁ ପଚାରିବେ ଯଦି ତାର ଆଇଡଲ୍ କିଏ, ତେବେ ପ୍ରାୟ ୯୯ ପ୍ରତିଶତ ଉତ୍ତର ବିରାଟ କୋହଲି ହିଁ ମିଳିବ ।
ମୃତ ଶିଶୁ ମାନଙ୍କ ବୟସ ୨ରୁ ୭ ବର୍ଷ। ଜାତୀୟ ମିଡ଼ିଆରୁ ମିଳିଥିବା ସୂଚନା ଅନୁଯାୟୀ, ଭରତ ମନ୍ଦାନି ନାମକ ଜଣେ ଫାର୍ମ ହାଉସ୍ ମାଲିକଙ୍କ କାରରେ ଘଟିଛି ଏହି ଅଘଟଣ।
ଆର୍ସେଲର ମିତ୍ତଲ ନିପନ୍ ଷ୍ଟିଲ ଓଡ଼ିଶା ଛାଡ଼ି ଆନ୍ଧ୍ର ପ୍ରଦେଶ ମୁହାଁ ହୋଇଥିବା ନେଇ ବିଜେଡିର ଆରୋପ ପରେ କଡ଼ା କାଉଣ୍ଟର କରିଛନ୍ତି ରାଜ୍ୟ ସରକାର ।
ଅନେକ ଫଟୋ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି । ଆଉ ସେହି ଫଟୋକୁ ଯିଏ ବି ଦେଖୁଛି ଟିକେ ଅଟକି ଯାଉଛି । ଆଉ ପରଖିବାକୁ ଚେଷ୍ଟା କରୁଛି, ତାହା ସତ ନା ମିଛ !
ପିପୁଲସ ପ୍ରେସିଡେଣ୍ଟର ନାରା ଦେବା ସହ କୁଶଳୀ ଶ୍ରମିକ ଭିସା H-1Bର ସମ୍ପ୍ରସାରଣକୁ ସମର୍ଥନ କରିଥିଲେ କମଳା।
ଆଖି ତରାଟିଲା ଭଳି କାହିଁକି ଟିକେଟ୍ ଦର ଏଭଳି ବୃଦ୍ଧି କରିଛି OCA ? ଓସିଏ ସଂପାଦକ କହିଛନ୍ତି, ବାରବାଟୀ ଟିକେଟ ଦାମ ଅନ୍ୟ ରାଜ୍ୟ ତୁଳନାରେ କମ୍ ରହିଛି।
କିଶୋର ବୈଜ୍ଞାନିକ ମାନଙ୍କର ଏହି ନୂତନ ଆବିଷ୍କାର ସବୁକୁ ମୂଲ୍ୟାୟନ କରିଥିଲେ ବିଶିଷ୍ଟ ନିର୍ଣ୍ଣାୟକ ମଣ୍ଡଳୀ। ଯେଉଁଥିରେ ଥିଲେ IIT ପ୍ରଫେସର, ଉଦ୍ୟୋଗପତି ଏବଂ ବିଶେଷଜ୍ଞ।
ଗଂଜେଇ ଚୋରା ଚାଲାଣର ହବ୍ ପାଲଟିଛି କି ଓଡିଶା ? ଗତକାଲି ଗଂଜାମରୁ ଗିରଫ ନିଲୁ ପ୍ରଧାନ ହେଉ ଅବା ପାଣ୍ଡି ବ୍ରଦର୍ସ ।
କେତେ ବିରୋଧ, କେତେ ଆପତ୍ତି । ତଥାପି ନଭେମ୍ବର ୯ ଅଦିନିଆ ରଥଯାତ୍ରା ଆୟୋଜନ ଜିଦ୍ ଛାଡୁନି ଇସ୍କନ ।
କାହାର ହେବ ହ୍ୱାଇଟ୍ ହାଉସ । ବିଶ୍ୱର ସବୁଠୁ ଶକ୍ତିଶାଳୀ ଦେଶର ନେତା ବାଛିବାକୁ କାଲି ଭୋଟ୍ ଦେବ ଆମେରିକା ।
ଉତ୍ତର ପ୍ରଦେଶର ଆଗ୍ରାରେ ଭାରତୀୟ ବାୟୁସେନାର ମିଗ-୨୯ ଯୁଦ୍ଧ ବିମାନ କ୍ରାସ୍ । ଦୁର୍ଘଟଣା ପରେ ବିମାନଟି ସଂପୂର୍ଣ୍ଣ ଭାବେ ଜଳି ଯାଇଛି ।
ଆଜିକାଲି ଦୁନିଆରେ ଅନଲାଇନ୍ ସ୍କାମ୍ ବଢ଼ିଯାଇଛି । ଏନେଇ ବ୍ୟାଙ୍କ ଓ ସରକାରଙ୍କ ତରଫରୁ ବାରମ୍ବାର ସଚେତନ କରାଗଲେ ମଧ୍ୟ ସାଧାରଣ ଲୋକେ ଚେତୁ ନାହାନ୍ତି ।
୧୦ ବର୍ଷ ବୟସର ବାଘକୁ ପିଟିପିଟି ଅତ୍ୟନ୍ତ ଭୟଙ୍କର ଭାବରେ ମାରି ଦେଲେ ଗାଁ ଲୋକ । ଗତ ଶନିବାର ଦିନ ସେହି ଗାଁର ଜଣେ ୪୫ ବର୍ଷୀୟ ବ୍ୟକ୍ତିଙ୍କୁ ଝୁଣି ମାରି ଦେଇଥିଲା ବାଘ ।
ଦ୍ୱିତୀୟ ଥର ବାହା ହୋଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି ବୋଲ୍ଡ କ୍ୱିନ୍ ସନ୍ନି ଲିଓନ। ଏକ ସୂତ୍ରରୁ ପ୍ରକାଶ ଯେ ସନ୍ନି ଲିଓନ ଏବଂ ଡାନିଏଲ ୱେବର ଦୀର୍ଘ ଦିନ ଧରି ବିବାହ ଶପଥକୁ ପୁନରାବୃତ୍ତି କରିବାକୁ ଚାହୁଁଥିଲେ। ସେମାନଙ୍କର ପିଲାମାନେ ନିଶା, ନେହା ଏବଂ ଅଶର ଏହାର ମହତ୍ତ୍ୱ ବୁଝିବା ପର୍ଯ୍ୟନ୍ତ ସେମାନେ ଅପେକ୍ଷା କରିଥିଲେ।